ଗ୍ୟାସ୍ ଚୁଲାରୁ ନିଆଁ ଲାଗି ମହିଳା ଗୁରୁତର
ରାୟଗଡ଼ା ଅଫିସ,୨୩।୧: ରାୟଗଡ଼ା ଥେରୁବାଲି ଝୁପୁଡ଼ି ସାହିର ପରଦେଶୀ ନନ୍ଦଙ୍କ ସ୍ତ୍ରୀ ଲଳିତା ଲଳିତା ଗୁରୁବାର ସକାଳେ ରୋଷେଇ କରିବା ସମୟରେ ଗ୍ୟାସ ଚୁଲାର ପାଇପ ଅଲଗା ହୋଇଯାଇଥିଲା। ସେଥିରୁ ନିଆଁ ବାହାରି ଲଳିତାଙ୍କ ଶରୀରର ଅର୍ଦ୍ଧାଧିକ ଅଂଶ ପୋଡ଼ିଯାଇଛି। ପରିବାର…
ସାଧାରଣତନ୍ତ୍ର ଦିବସ ପାଇଁ ଫୁଲ୍ ଡ୍ରେସ୍ ରିହର୍ସାଲ
ନୂଆଦିଲ୍ଲୀ,୨୩।୧:ରାଜଧାନୀ ଦିଲ୍ଲୀର ରାଜପଥରେ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଗୁରୁବାର ଏଠାରେ ଫୁଲ୍ ଡ୍ରେସ୍ ରିହର୍ସାଲ କରାଯାଇଛି। ଏଥିପାଇଁ ଦିଲ୍ଲୀର କେତେଗୁଡିଏ ରାସ୍ତାକୁ ଯାତାୟତ ପାଇଁ ବନ୍ଦ କରି ଦିଆଯାଇଛି। ଟ୍ରାଫିକ ପୋଲିସ ପକ୍ଷରୁ ଯେଉଁସବୁ ରାସ୍ତା ବନ୍ଦ…
ପୋଖରୀରେ ପଶିଲା ଟ୍ରକ୍, ଡ୍ରାଇଭରଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି
ଭଣ୍ଡାରିପୋଖରୀ,୨୩।୧(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥ ତୋରତ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଆଇରନ୍ ବୋଝେଇ ଟ୍ରକ୍ ପୋଖରୀରେ ପଶିଯାଇଛି। ଟ୍ରକ୍ଟି କଟକ ପଟୁ ଆସୁଥିବା ବେଳେ ଏକାଧିକ ଗାଡ଼ିକୁ ଧକ୍କା ଦେଇ ପୋଖରୀରେ ପଶିଯାଇଛି। ଫଳରେ…
୫୪ଟି କଷ୍ଟ୍ୟୁମ ପରେ…
ପ୍ରଯୋଜକ ୟଶ ଚୋପ୍ରା। ତାଙ୍କ ପ୍ରଯୋଜିତ ‘ଦିଲ୍ ତୋ ପାଗଲ ହେ’ ସୁପରହିଟ୍ ହୋଇଥିଲା। କେବଳ ଶାହରୁଖ, ଅକ୍ଷୟ କୁମାର, କରିସ୍ମା କପୁର ଏବଂ ମାଧୁରୀ ଦୀକ୍ଷିତଙ୍କ ବଳିଷ୍ଠ ଅଭିନୟ ନୁହେଁ, ଉତ୍ତମ ସିଂଙ୍କ ସ୍ବର ସଂଯୋଜିତ ଗୀତଗୁଡିକ ମଧ୍ୟ ଦର୍ଶକାଦୃତ…
କଙ୍ଗନାଙ୍କୁ ଧନ୍ୟବାଦ ଦେଲେ ଆଶା ଦେବୀ
ନୂଆଦିଲ୍ଲୀ,୨୩।୧: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କୁ ନିର୍ଭୟାଙ୍କ ମା’ ଆଶା ଦେବୀ ଧନ୍ୟବାଦ ଜଣାଇଛନ୍ତି। ଆହୁରି ମଧ୍ୟ ସେ କଙ୍ଗନାଙ୍କୁ ସମର୍ଥନ କରନ୍ତି ବୋଲି କହିଛନ୍ତି। ସେ କହିଛନ୍ତି ମୁଁ ଜଣେ ମା’, ଦୀର୍ଘ ୭ ବର୍ଷ ହେବ ମୁଁ ନ୍ୟାୟ…
ଚୁଜି ହେଲେଣି ଆଲିୟା
ଆଲିୟା ଭଟ୍ଟଙ୍କ ଖୁସି ଏବେ କହିଲେ ନ ସରେ। କାରଣ ତାଙ୍କର ନୂଆ ସିନେମା ‘ଗାଙ୍ଗୁବାଈ କାତଆଓ୍ବାଡି’ର ପ୍ରଥମ ଲୁକ୍ ରିଲିଜ ହେବା ପରେ ତାହା ଭାଇରାଲ ହୋଇଛି। ଏଥିରେ ତାଙ୍କର ଗେଟ୍ ଅପ୍କୁ ବେଶ୍ ପ୍ରଶଂସା କରାଯାଇଛି। ଏ ସମ୍ପର୍କରେ…
ନିର୍ଭୟା ଦୋଷୀଙ୍କ ସୁରକ୍ଷା ପାଇଁ ପ୍ରତିଦିନ ଖର୍ଚ୍ଚ ହେଉଛି ୫୦ ହଜାର ଟଙ୍କା
ନୂଆଦିଲ୍ଲୀ, ୨୩।୧: ନିର୍ଭୟା ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ୪ ଦୋଷୀଙ୍କ ସୁରକ୍ଷା ପାଇଁ ଜେଲ୍ ପ୍ରଶାସନ ପ୍ରତିଦିନ ୫୦ ହଜାର ଟଙ୍କା ଖର୍ଚ୍ଚ କରୁଛି। ଯେଉଁ ଦିନଠାରୁ କୋର୍ଟ ଦୋଷୀଙ୍କୁ ଫାଶୀ ଦେବା ପାଇଁ ଘୋଷଣା କରିଥିଲେ। ସେବେଠାରୁ ଜେଲ୍ରେ…
ଛୁଟିଦିନରେ ଡ୍ରାଇଭିଂ ଟେଷ୍ଟ: ଅଫିସରେ ତାଲା ଦେଖି ରାସ୍ତା ଅବରୋଧ କଲେ ଲୋକେ
କେନ୍ଦୁଝର,୨୩।୧(ସ୍ବ.ପ୍ର.): ଛୁଟିଦିନରେ ଡ୍ରାଇଭିଂ ଟେଷ୍ଟ ପାଇଁ ଡକାଯାଇ ଥିବାରୁ ଗୁରୁବାର ସ୍ଥାନୀୟ ଆର୍ଟିଓ ଅଫିସରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଟେଷ୍ଟ ପାଇଁ ଆସିଥିବା ଶତାଧିକ ଲୋକ ଆର୍ଟିଓ ଅଫିସରେ ତାଲା ପଡ଼ିଥିବା ଦେଖି ତୀବ୍ର ଅସନ୍ତୋଷ ବ୍ୟକ୍ତ କରି ଅଫିସ…
ସିଏଏ,ଏନଆରସି ତଥ୍ୟ ସଂଗ୍ରହ କରୁଥିବା ସନ୍ଦେହରେ ୨ ମହିଳାଙ୍କୁ ଆକ୍ରମଣ
କୋଲକତା/ଜୟପୁର,୨୩।୧: ସିଏଏ ଓ ଏନଆରସି ପାଇଁ ଲୋକଙ୍କଠାରୁ ତଥ୍ୟ ସଂଗ୍ରହ କରୁଥିବା ସନ୍ଦେହରେ ରାଜସ୍ଥାନ ଏବଂ ପଶ୍ଚିମବଙ୍ଗରେ ଦୁଇ ଜଣ ମହିଳାଙ୍କ ଉପରେ ଆକ୍ରମଣ ହୋଇଛି। ରାଜସ୍ଥାନର କୋଟାରେ ନ୍ୟାଶନାଲ ଇକୋନୋମିକ ସେନସ୍ସ ବିଭାଗର ମହିଳା କର୍ମଚାରୀ ନାଜିରାନ ବାନୋ ୨୦୧୯-୨୦…
ପ୍ରଥମେ ଶାହରୁଖ ପରେ ଅନିଲ
‘ସ୍ଲମଡଗ୍ ମିଲିୟନେୟାର’ ଦର୍ଶକଙ୍କୁ ବେଶ୍ ପ୍ରଭାବିତ କରିଥିଲା। ନିର୍ଦ୍ଦେଶକ ଡ୍ୟାନି ବୋୟଲେ ଯେତେବେଳେ ଏହାର କାଷ୍ଟିଂ ପାଇଁ ଚିନ୍ତା କଲେ ସେତେବେଳେ ତାଙ୍କ ମନକୁ ପ୍ରଥମେ ଶାହରୁଖ ଖଁ।ଙ୍କ ନାମ ଆସିଥିଲା। ହେଲେ କେତେକ କାରଣରୁ ଶାହରୁଖ ଏଥିରେ ଅଭିନୟ କରିବାକୁ…
ଟୁଥ୍ପିକ୍ରେ ଜାତୀୟ ପତାକା ତିଆରି କଲେ ଶିକ୍ଷକ
ଅମୃତସର,୨୩।୧: ପଞ୍ଜାବ ଅମୃତସରର ସରକାରୀ ଶିକ୍ଷକ ବଲଜିନ୍ଦର ସିଂ ଟୁଥ୍ପିକ୍ ବ୍ୟବହାର କରି ଜାତୀୟ ପତାକା ତିଆରି କରିଥିବା କହିଛନ୍ତି। ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ଏହାକୁ ତିଆରି କରିଥିବା କୁହନ୍ତି। ଏଥିପାଇଁ ସେ ୭୧,୦୦୦ଟି ଟୁଥ୍ପିକ୍ ବ୍ୟବହାର କରିଛନ୍ତି। ଆଉ…
ମନ୍ଥନ ପାଇଁ…
ବଲିଉଡ୍ର ଅନ୍ୟତମ ନାମୀ ନିର୍ଦ୍ଦେଶକ ଶ୍ୟାମ ବେନେଗଲ। ତାଙ୍କ ନିର୍ଦ୍ଦେଶିତ ପ୍ରତିଟି ସିନେମା ଦର୍ଶକଙ୍କୁ ଭରପୂର ମନୋରଞ୍ଜନ ଦେଇଥାଏ। ୧୯୭୬ରେ ସେ ନିର୍ମାଣ କରିଥିଲେ କଳାତ୍ମକ ଚଳଚ୍ଚିତ୍ର ‘ମନ୍ଥନ’। ହେଲେ ଏଥିପାଇଁ ଅର୍ଥ ବାଧକ ସାଜିଥିବା ବେଳେ ତାଙ୍କୁ ଗୁଜରାଟର ଚାଷୀମାନେ…
Archives


