Home Left

‘ଟ୍ରମ୍ପ୍‌ଙ୍କୁ ହତ୍ୟା କଲେ ୩ ନିୟୁତ ଡଲାର ’

ତେହେରାନ,୨୨ା୧(ଏଏଫ୍‌ପି): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ କେହି ହତ୍ୟା କଲେ ତାଙ୍କୁ ପୁରସ୍କାର ସ୍ବରୂପ ୩ ନିୟୁତ ଡଲାର ଦିଆଯିବ ବୋଲି ଇରାନର ଜଣେ ଏମ୍‌ପି ଘୋଷଣା କରିଛନ୍ତି। ଇରାନ ସେନାର ଶକ୍ତିଶାଳୀ କମାଣ୍ଡର ଜେନେରାଲ କାସିମ୍‌ ସୋଲେମାନୀଙ୍କ ହତ୍ୟାର ପ୍ରତିଶୋଧ…

ଶିକାଗୋ ବିଶ୍ୱବିଦ୍ୟାଳୟ ସହଭାଗିତାରେ ପ୍ରତିଷ୍ଠା ହେବ ଡିପିଆଇସି

ଭୁବନେଶ୍ୱର,୨୨ା୧(ବ୍ୟୁରୋ):ରାଜ୍ୟ ପ୍ରଶାସନକୁ ପୂର୍ବାପେକ୍ଷା ଅଧିକ ଲୋକାଭିମୁଖୀ କରିବା ପାଇଁ ଚେଷ୍ଟା କରାଯାଉଛି। ଗତବର୍ଷଠାରୁ ଆରମ୍ଭ ହୋଇଥିବା ‘ମୋ ସରକାର’ ଏବଂ ୫-ଟି କାର୍ଯ୍ୟକ୍ରମ ଏହି ଚେଷ୍ଟାକୁ ସଫଳ କରୁଥିବାର ଲକ୍ଷ୍ୟ କରାଯାଉଛି। ପ୍ରାଥମିକ ଭାବେ ସ୍ବାସ୍ଥ୍ୟସେବା, ପର୍ଯ୍ୟଟନ ଭିତ୍ତିଭୂମି ଉନ୍ନୟନ ଏବଂ…

ଶିବରାତ୍ରୀରେ ମହାଦେବଙ୍କୁ ଜଳ ଲାଗି କରନ୍ତି ମୁସଲମାନ୍‌ ମହିଳା…

ଭାରତରେ ଭିନ୍ନତା ମଧ୍ୟରେ ସବୁବେଳେ ଏକତା ଦୃଷ୍ଟିଗୋଚର ହୋଇଥାଏ। ଭାଇଚାରା ଏବଂ ସାମ୍ପ୍ରଦାୟିକ ସଦ୍‌ଭାବ ହିଁ ଭାରତୀୟଙ୍କୁ ଏକାଠି ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହି ମର୍ମରେ ଉତ୍ତରପ୍ରଦେଶ କନୌଜରେ ଥିବା ମହାଦେବଙ୍କ ମନ୍ଦିର ପାଲଟିଛି ସର୍ବଧର୍ମ ସମନ୍ବୟର ପବିତ୍ର…

ବାଉନ୍ସର ଆସିବା ଘଟଣାରେ ହେଲାନି ଆଲୋଚନା: ପ୍ରଦୀପ

ଭୁବନେଶ୍ୱର,୨୨ା୧(ବ୍ୟୁରୋ):କଂଗ୍ରେସ କାର୍ଯ୍ୟାଳୟକୁ ବାଉନ୍ସର ଆସିବା ଘଟଣା ନୂଆ ମୋଡ଼ ନେଇଛି। ଏହାକୁ ନେଇ ବିବାଦ ତେଜିଥିବା ବେଳେ ବାଉନ୍ସର କୌଣସି ଦଳୀୟ ନେତା ନୁହେଁ, ବରଂ ବିରୋଧୀ ପଠାଇଥିବା କଂଗ୍ରେସ ନେତାଙ୍କ ମୁହଁରୁ ଶୁଣିବାକୁ ମିଳିଛି। ଅନ୍ୟପଟେ ଏହି ଘଟଣା ଉପରେ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା:୨ ଜଣଙ୍କୁ ୨୦ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୨୨ା୧:ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ତଥା ଅତିରିକ୍ତ ଜିଲା ଦୌରାଜଜ୍‌ ସମର ବିଳାସ ବେହେରା ମଙ୍ଗଳବାର ୨ ଦୋଷୀଙ୍କୁ ୨୦ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡରେ ଦଣ୍ଡିତ…

୨୩ରେ ଇକୋ ରିଟ୍ରିଟ୍‌ରେ ଦୁଇଦିନିଆ ପର୍ଯ୍ୟଟନ ମନ୍ତ୍ରୀ ସମ୍ମିଳନୀ

ଭୁବନେଶ୍ୱର,୨୨ା୧(ବ୍ୟୁରୋ):କୋଣାର୍କ ନିକଟରେ ଚାଲିଥିବା ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ଉତ୍ସବସ୍ଥଳରେ ଦୁଇଦିନିଆ ପର୍ଯ୍ୟଟନ ମନ୍ତ୍ରୀ ଓ ସଚିବ ସମ୍ମିଳନୀ ଅନୁଷ୍ଠିତ ହେବ। ଜାନୁୟାରୀ ୨୩ ଓ ୨୪ରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀରେ ବିଭିନ୍ନ…

ସମଲେଇ ମନ୍ଦିର, ହୀରାକୁଦର ବିକାଶ ହେବ

ସମ୍ବଲପୁର,୨୨ା୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମା’ସମଲେଇଙ୍କ ଦର୍ଶନ କରିଛନ୍ତି। ନବବର୍ଷ ଉପଲକ୍ଷେ ସେ ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହି ଅବସରରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ସମଲେଇ ମନ୍ଦିରର ଆବଶ୍ୟକ ଅନୁସାରେ ବିକାଶ କରାଯିବ। ବିଶେଷ…

ଗଣିତ ପ୍ରଫେସର ଅଭାବ:ରାଜ୍ୟରୁ ପୂରଣ ହୋଇପାରିଲାନି ଆଇଏମ୍‌ଏ ନିର୍ଦ୍ଦେଶକ ପଦ

ଭୁବନେଶ୍ୱର,୨୨ା୧(ବ୍ୟୁରୋ):ରାଜ୍ୟରେ ଡିଗ୍ରୀ କଲେଜଗୁଡ଼ିକରେ ଗଣିତ ପ୍ରଫେସର ପାହ୍ୟାର ଶିକ୍ଷକଙ୍କ ଅଭାବ ପରିଲଖିତ ହୋଇଛି। ନିକଟରେ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାଥମେଟିକ୍ସ ଏଣ୍ଡ ଆପ୍ଲିକେଶନ୍ସ(ଆଇଏମ୍‌ଏ)ରେ ନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟାରୁ ଏହା ଜଣାପଡିଛି। କାରଣ ଆଇଏମ୍‌ଏ ନିର୍ଦ୍ଦେଶକ ପଦବୀ ପାଇଁ ଓଡ଼ିଶାରୁ କୌଣସି ପ୍ରଫେସରଙ୍କୁ…

ଜାତୀୟ ଚାମ୍ପିୟନ୍‌ଶିପ୍‌ରେ ଭାଗନେବ ହକି ଓଡ଼ିଶା: ହାଇକୋର୍ଟ

କଟକ ଅଫିସ,୨୨ା୧:ଜାତୀୟ ହକି ଚାମ୍ପିୟନ୍‌ଶିପ୍‌ରେ ହକି ଓଡ଼ିଶା ଭାଗ ନେବ। ହାଇକୋର୍ଟ ଦେଇଛନ୍ତି ଏହି ଆଦେଶ। ହକି ଇଣ୍ଡିଆ ପକ୍ଷରୁ ଆସନ୍ତା ୨୩ରୁ ଫେବୃୟାରୀ ୨ ତାରିଖ ପର୍ଯ୍ୟନ୍ତ ଉତ୍ତରପ୍ରଦେଶର ଝାନ୍‌ସିଠାରେ ଜାତୀୟ ହକି ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଉଭୟ ମହିଳା…

ରାତି ଅଧରେ ରୋଗୀ ପାଇବେ ମାଗଣା ଔଷଧ

କଟକ ଅଫିସ,୨୨ା୧:ଏଣିକି ରାତି ଅଧରେ ଏସ୍‌ସିବି ମେଡିକାଲକୁ ଆସୁଥିବା ରୋଗୀଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦିଆଯିବ। ରୋଗୀଙ୍କୁ ୨୪ ଘଣ୍ଟିଆ ସହାୟତା ଯୋଗାଇବା ପାଇଁ ଦିନରାତି ଖୋଲା ରହିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ର କାଉଣ୍ଟର। ରୋଗୀ…

୩ ଓଡ଼ିଆ ପାଇବେ ସାହସିକତା ପୁରସ୍କାର

ଭୁବନେଶ୍ୱର, ୨୨ା୧(ବ୍ୟୁରୋ):ଭାରତୀୟ ଶିଶୁ କଲ୍ୟାଣ ପରିଷଦ ବା ଇଣ୍ଡିଆନ କାଉନ୍‌ସିଲ ଫର୍‌ ଚାଇଲ୍ଡ ଓ୍ବେଲ୍‌ଫେୟାର(ଆଇସିସିଡବ୍ଲ୍ୟୁ) ପକ୍ଷରୁ ୬୩ତମ ଜାତୀୟ ସାହସିକତା ପୁରସ୍କାର ନେଇ ସାହସୀ ପିଲାଙ୍କ ନାମ ଘୋଷଣା ହୋଇଛି। ଚଳିତବର୍ଷ ଏହି ପୁରସ୍କାର ପାଇବା ପାଇଁ ସାରା ଦେଶରୁ ୨୨ଜଣ…

ବାଚସ୍ପତିଙ୍କ କ୍ଷମତାର ସମୀକ୍ଷା ହେଉ

ନୂଆଦିଲ୍ଲୀ,୨୨ା୧(ଆଇଏଏନ୍‌ଏସ୍‌):ବିଧାନସଭା ଓ ଲୋକ ସଭାର ବାଚସ୍ପତି ବି କୌଣସି ଏକ ଦଳରୁ ଆସିଥାନ୍ତି। ତେଣୁ ଦଳବଦଳ ଆଇନାନୁସାରେ ସେ ଗୃହର କୌଣସି ସଦସ୍ୟଙ୍କୁ ଅଯୋଗ୍ୟ ଘୋଷଣା କରିପାରିବେ କି? ଏହା ଉପରେ ପାର୍ଲାମେଣ୍ଟ ବିଚାର କରୁ। ବିଧାୟକ ଏବଂ ଏମ୍‌ପିମାନଙ୍କ ସଦସ୍ୟତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri