ହିମାୟତ୍ ଯୋଜନାରେ ୧୨ ହଜାର ଯୁବବର୍ଗଙ୍କ ମିଳିଛି ତାଲିମ: ନକ୍ଭୀ
ଶ୍ରୀନଗର,୨୧।୧: ଜମ୍ମୁ-କଶ୍ମୀରରେ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ହିମାୟତ୍ ଯୋଜନାରେ ଇତିମଧ୍ୟରେ ୧୨ ହଜାର ଯୁବବର୍ଗଙ୍କୁ ଆବଶ୍ୟକ ତାଲିମ୍ ଯୋଗାଇ ଦିଆଯାଇଛି। ଏଥିରେ ୧୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ସେହିପରି ଜମ୍ମୁ-କଶ୍ମୀରର ବିକାଶ ପାଇଁ ସାମ୍ବା ଏବଂ ଅଓ୍ବନ୍ତିପୋରାରେ ଏମ୍ସ୍…
ଅଓ୍ବନ୍ତିପୋରା ଏନ୍କାଉଣ୍ଟରରେ ୨ଆତଙ୍କବାଦୀ ନିହତ
ଶ୍ରୀନଗର,୨୧।୧: ଜମ୍ମୁ-କଶ୍ମୀର ଅଓ୍ବନ୍ତିପୋରାରେ ମଙ୍ଗଳବାର ଏନ୍କାଉଣ୍ଟର ହୋଇଛି। ଏହି ଏନ୍କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଶହୀଦ ଓ ୨ଯବାନ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଦକ୍ଷିଣ କଶ୍ମୀର ଅଓ୍ବନ୍ତିପୋରାରେ ଆତଙ୍କବାଦୀ ଲୁଚିରହିଥିବା ଖବର ବିଶ୍ୱସ୍ତ ସୂତ୍ରରୁ ପାଇବା…
ଲାଞ୍ଚ ନ ମିଳିବାରୁ ୪ ବର୍ଷ ଶିଶୁଙ୍କ ବୟସ ଜନ୍ମ ପ୍ରମାଣ ପତ୍ରରେ ହେଲା ୧୦୪ ବର୍ଷ
ବରେଲୀ,୨୧।୧: ଲାଞ୍ଚ ନ ମିଳିବାରୁ ଜଣେ ୪ ବର୍ଷ ଶିଶୁଙ୍କ ବୟସ ଜନ୍ମ ପ୍ରମାଣ ପତ୍ରରେ ୧୦୪ ବର୍ଷ କରାଯାଇଛି। ଉତ୍ତରପ୍ରଦେଶ ବରେଲୀର ଏକ ଅଦାଲତ ଏହି ମାମଲାରେ ଅଭିଯୁକ୍ତ ଗ୍ରାମ ବିକାଶ ଅଧିକାରୀ ଏବଂ ଗ୍ରାମ ପ୍ରଧାନଙ୍କ ବିରୋଧରେ ତଦନ୍ତ…
ଜଙ୍ଗଲ ରାଜାକୁ ମିଳୁନି ଖାଦ୍ୟ: ବ୍ୟଥିତ କରୁଛି ଭାଇରାଲ ଫଟୋ
ଖାର୍ତୁମ,୨୧।୧: ନର୍ଥ ଆଫିକ୍ରାର ସୁଦାନରେ ଥିବା ଏକ ଚିଡିଆଘରର ଦୃଶ୍ୟ ଏବେ ସମସ୍ତଙ୍କୁ ବ୍ୟଥିତ କରିଛି। ସିଂହ ଜଙ୍ଗଲର ରାଜା ହୋଇଥିବା ବେଳେ ସୁଦାନର ଖାର୍ତୁମରେ ଥିବା ଏକ ଚିଡିଆଖାନାରେ ଏମାନେ ଯେମିତି ଅସହାୟ ହୋଇପଡିଛନ୍ତି। ଏମିତି କିଛି ଫଟୋ ଏବେ…
ଯିଏ ଯେତେ ବିରୋଧ କଲେ ବି ସିଏଏ ହେବନି ପ୍ରତ୍ୟାହାର: ଶାହ
ନୂଆଦିଲ୍ଲୀ,୨୧।୧: ଦେଶର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଲାଗୁ ହୋଇଛି। ଏହାକୁ କେତେକ ବିରୋଧ କରୁଛନ୍ତି। ତେବେ ଯିଏ ଯେତେ ବିରୋଧ କଲେ ବି ସିଏଏ ପ୍ରତ୍ୟାହାର ହେବନି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଉତ୍ତରପ୍ରଦେଶର ଲକ୍ଷ୍ନୌର ବଙ୍ଗଳା ବଜାରସ୍ଥିତ ରାମକଥା ପାର୍କରେ…
ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ: ଅଧ୍ୟାପକଙ୍କୁ କୋର୍ଟଚାଲାଣ
କଣ୍ଟାପଡା,୨୧।୧(ଡି.ଏନ୍.ଏ.): ଟ୍ୟୁଶନ ଲାଗି କୋଚିଂ ସେଣ୍ଟରକୁ ଯାଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଜଣେ ଅଧ୍ୟାପକଙ୍କୁ ଗିରଫକରି ମଙ୍ଗଳବାର କୋର୍ଟଚାଲାଣ କରିଛି। ଗିରଫ ଅଧ୍ୟାପକ ହେଲେ କଟକ ଜିଲ୍ଲା ଅଡଶପୁର ଉଦୟନାଥ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ…
ବିଦ୍ୟୁତ୍ ବିଲ୍ ଦେଇଥିବା ଭିକ୍ଷୁକଙ୍କୁ ସମ୍ବର୍ଦ୍ଧନା
ଭଦ୍ରକ ଅଫିସ୍,୨୧।୧: ବକେୟା ବିଦ୍ୟୁତ୍ ବିଲ୍ ପଇଠ କରି ନ ଥିବା ଉପଭୋକ୍ତା ଉପରେ ସେସୁ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ବିଦ୍ୟୁତ ବିଲ୍ ପଇଠ ଲାଗି ସେସୁ କାର୍ଯ୍ୟାଳୟରେ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ବିଲ୍ ପଇଠ କରି ଭଦ୍ରକର…
୩ ଜିଲାର ସହରାଞ୍ଚଳ ଉନ୍ନୟନ ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ
ଛତ୍ରପୁର, ୨୧।୧(ଡି.ଏନ୍.ଏ.): ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଜିଲାରେ ଥିବା ସହରାଞ୍ଚଳଗୁଡ଼ିକରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ଏକ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁର ସ୍ଥିତ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ଗୃହ ନିର୍ମାଣ ଓ…
୧୦ କେଜି ହରିଣ ମାଂସ ଜବତ: ଜଣେ ଗିରଫ
ମହାକାଳପଡ଼ା,୨୧।୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତଘର ପଞ୍ଚାୟତର ସ୍ଥାନୀୟ କଂସାରିଡ଼ିହ ପ୍ରସ୍ଥାବିତ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ମଙ୍ଗଳବାର ୧୦ କେଜି ହରିଣ ମାଂସ ଜବତ ହୋଇଛି। ଏହି ଘଟଣାରେ ବନ ବିଭାଗ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୨…
ଦିଲ୍ଲୀରେ ବିଏସ୍ପି ପ୍ରାର୍ଥୀଙ୍କ ପାଇଁ ଷ୍ଟାର ପ୍ରଚାରକ ସାଜିବେ ମାୟାବତୀ
ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ଫେବୃୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କୁ ଜନତାଙ୍କ ସହ ନିକଟତର କରିବା ଏବଂ ନିର୍ବାଚନ ଜିତାଇବା ପାଇଁ ବିଭିନ୍ନ ଦଳର ମୁଖ୍ୟ କସରତ କରୁଥିବା ଦେଖିବାକୁ…
ହୋଟେଲରେ ୮ ପର୍ଯ୍ୟଟକଙ୍କ ମୃତ୍ୟୁ
କାଠମାଣ୍ଡୁ,୨୧।୧: ନେପାଳର ଦାମନରେ ଏକ ହୋଟେଲରେ ୮ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏମାନେ ସମସ୍ତେ କେରଳର ବୋଲି କୁହାଯାଉଛି। ମକଓ୍ବାନପୁରର ଏସ୍ପି ସୁଶୀଲ ସିଂ ରାଥୋଡ ଏହି ସୂଚନା ଦେଇଛନ୍ତି। ଏମାନଙ୍କ ପରିଚୟ ମିଳି ନ ଥିବା…
କେତେ ଉପକାରୀ ବାସି ରୁଟି
ବାସି ରୁଟି ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି କୁହାଯାଏ। ଏଥିପାଇଁ ଆମେ ରାତିର ବାସି ରୁଟିକୁ ସକାଳେ ଡଷ୍ଟବିନ୍ରେ ଫିଙ୍ଗିଥାଉ। କିନ୍ତୁ ଏହା ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ଜାଣନ୍ତୁ ସେ ସମ୍ପର୍କରେ… * ଡାଇବେଟିସ୍ ରୋଗୀଙ୍କ ପାଇଁ ବାସି…
Archives


