Home Left

ବିଳମ୍ବ ବିବାହ ଓ ବନ୍ଧ୍ୟାତ୍ୱ

କ୍ୟାରିୟରକୁ ନେଇ ଅଧିକ ଯନତ୍ଶୀଳ ଥିବା ବିଶେଷକରି ଟିୟର ୧ ଏବଂ ଟିୟର ୨ ସହରଗୁଡ଼ିକର ପୁରୁଷ ଏବଂ ମହିଳାମାନେ ବିବାହ ପୂର୍ବରୁ ପ୍ରଥମେ ବ୍ୟବସ୍ଥିତ ହେବାକୁ ଇଚ୍ଛା କରନ୍ତି । ସେମାନେ ଅତ୍ୟଧିକ ପରିଶ୍ରମୀ ଏବଂ ଦୃଢ଼ମନା ହୋଇଥାନ୍ତି ଏବଂ…

ଖେଳାଳିଙ୍କ ଉପରେ ଭରସା କରନ୍ତି ନାହିଁ କୋହଲି

ନୂଆଦିଲ୍ଲୀ, ୨୧।୧: ଅଧିନାୟକ ବିରାଟ କୋହଲି ଖେଳାଳିଙ୍କ ଉପରେ ଭରସା କରନ୍ତି ନାହିଁ ବୋଲି କହିଛନ୍ତି ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ। ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସମୟରେ ଏପରି ହେଉ ନ ଥିଲା। ସେ ସବୁ ଖେଳାଳିଙ୍କ…

ଟ୍ରମ୍ପଙ୍କ ଭାରତ ଗସ୍ତକୁ ନେଇ ଚିନ୍ତାରେ ପାକିସ୍ତାନ

ଇସ୍‌ଲାମାବାଦ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃୟାରୀରେ ଭାରତ ଗସ୍ତ କରିପାରନ୍ତି। ଏବେ ଏହି ଖବର ପାକିସ୍ତାନକୁ ଚିନ୍ତାରେ ପକାଇ ଦେଇଥିବା ଜଣାପଡିଛି। ଏହାକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଚିନ୍ତା ପ୍ରକଟ କରିବା ସହ ଟ୍ରମ୍ପ ଭାରତ ଯିବା…

ତାନାଜୀ ରଚିଲା ଇତିହାସ: ୩ସେନା ମୁଖ୍ୟ ଏକାଠି ଦେଖିଲେ ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ-ଦ ଅନସଙ୍ଗ୍‌ ଓ୍ବାରିୟର’ ବକ୍ସ ଅଫିସ୍‌ରେ ଏବେ ଧମାଲ୍‌ କରୁଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଥିବା ବେଳେ ଫିଲ୍ମ ଭଲ ବ୍ୟବସାୟ କରୁଛି। ସୂଚନା ମୂତାବକ ଏହି ଫିଲ୍ମ ଏବେ…

ମର୍ସିଡିଜ୍‌ ଚଲାଇ ହଠାତ୍‌ ମନ୍ଦିରରେ ପହଞ୍ଚିଲେ ଧୋନୀ

ରାଞ୍ଚି,୨୧।୧:ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ନିଜ ସହ ସହର ରାଞ୍ଚିରେ ପରିବାର ସହ ସମୟ ବିତାଉଛନ୍ତି। ଆଇପିଏଲ ପୂର୍ବରୁ ସେ କ୍ରିକେଟ ଅଭ୍ୟାସ କରିବା ମଧ୍ୟ ଆରମ୍ଭ କରିଦେଇଛନ୍ତି। ନିକଟରେ ସେ ତମାଡସ୍ଥିତ ଦେଓଡି ବନ୍ଦିରରେ…

ଏସ୍‌ସିବି ପ୍ରସୂତି ରୋଗ ବିଭାଗ ହେବ ସେଣ୍ଟର ଅଫ ଏକ୍ସିଲେନ୍ସ

କଟକ ଅଫିସ, ୨୧। ୧: ଏସ୍‌ସିବି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗ ଉତ୍କର୍ଷ ପ୍ରତିଷ୍ଠାନ ବା ସେଣ୍ଟର ଅଫ ଏକ୍ସିଲେନ୍ସ ମାନ୍ୟତା ପାଇବ। ୨୧୦ ବେଡ୍‌ ବିଶିଷ୍ଟ ଏହି ବିଭାଗରେ ଏବେ ବିଇଏମ୍‌ଓସି, ଇଏମ୍‌ଓସି, ଦକ୍ଷତା, ନବଜାତ ଶିଶୁ…

ପାଣି, ପବନ ଓ ବିଦ୍ୟୁତ୍‌ ଶକ୍ତିରୁ ତିଆରି ହେଲା ବିକଳ୍ପ ଖାଦ୍ୟ: ରହିବେନି କେହି ଭୋକିଲା

ହେଲସିଙ୍କି,୨୧।୧: ଆଗାମୀ ଦିନରେ ପୃଥିବୀର ଖାଦ୍ୟ ସମସ୍ୟା କିଭଳି ଦୂର କରାଯିବ ସେ ନେଇ ବୈଜ୍ଞାନିକମାନେ ଗବେଷଣା ଜାରି ରଖିଛନ୍ତି। ଏହି ମର୍ମରେ ଫିନ୍‌ଲାଣ୍ଡର ବୈଜ୍ଞାନିକ ପାଣି, ପବନ ଏବଂ ବିଦ୍ୟୁତ୍‌ ଶକ୍ତିରୁ ବିକଳ୍ପ ଖାଦ୍ୟ ସୋଲେନ୍‌ ତିଆରି କରିଥିବା ଦାବି…

ଏସୀୟ ରାଷ୍ଟ୍ରରେ ହେବ ଓଡ଼ିଶା ପର୍ଯ୍ୟଟନର ପ୍ରଚାର

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ୨୦୨୨ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି ଅନୁଯାୟୀ ଉଭୟ ଦେଶୀୟ ଓ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି କରିବାକୁ…

ଭୁଲ ତଥ୍ୟ ଦେଇ ବିବାଦରେ ତ୍ରୀନଗର ବିଧାୟକ: ଏଏପି କାଟିଲା ପ୍ରାର୍ଥୀ ଟିକେଟ

ନୂଆଦିଲ୍ଲୀ,୨୧।୧: ପୂର୍ବତନ ମନ୍ତ୍ରୀ ତଥା ଦିଲ୍ଲୀ ତ୍ରୀନଗରରୁ ବିଧାୟକ ଜିତେନ୍ଦ୍ର ସିଂହ ତୋମାରଙ୍କ ଟିକେଟକୁ ଆମ ଆଦମୀ ପାର୍ଟି (ଏଏପି) କାଟିଦେଇଛି। ଜିତେନ୍ଦ୍ରଙ୍କ ଟିକେଟ କାଟି ତାଙ୍କ ପତ୍ନୀ ପ୍ରୀତିଙ୍କୁ ଟିକେଟ ଦିଆଯାଇଥିବା ଜଣାପଡ଼ିଛି। ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲର ଶେଷ…

ହାତୀ ଆକ୍ରମଣରେ ଚାଷୀ ମୃତ

ଦିଗପହଣ୍ଡି,୨୧।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ସାନାଦାଣ୍ଡ ସାହିର ଆଲୁ.ଲାଚ୍ଛେୟା। ସୂଚନାଯୋଗ୍ୟ, ମଙ୍ଗଳବାର ଦିଗପହଣ୍ଡି-ନିମପଲ୍ଲୀ କେନାଲ ରାସ୍ତାକଡ଼ରେ ଥିବା ସୁରେଶ ପଶୁପାଳକଙ୍କ ଧାନ ଖଳାରେ ଅମଳ ଧାନକୁ ଜଗିବା…

ସଚିନ୍‌ ତେନ୍ଦୁଲକର ରିକି ପଣ୍ଟିଂଙ୍କ ଦଳକୁ ଦେବେ କୋଚିଂ

ସିଡ୍‌ନୀ,୨୧।୧: ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ୍‌ ତେନ୍ଦୁଲକରଙ୍କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସଚିନ୍‌ ଖୁବ୍‌ ଶୀଘ୍ର କୋଚ୍‌ ଭୂମିକାରେ ଦେଖାଦେବେ। ମଙ୍ଗଳବାର ଅଷ୍ଟ୍ରେଲିଆ କ୍ରିକେଟ୍‌ ଟିମ୍‌ ପକ୍ଷରୁ କୁହାଯାଇଛି ଯେ, ସଚିନ୍‌ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି…

ପୁରୀ ସମୁଦ୍ରରୁ ବିରଳ ସାର୍କ ଶିକାର

ପୁରୀ ଅଫିସ,୨୧।୧:ପୁରୀ ସମୁଦ୍ରରୁ ବିରଳ ପ୍ରଜାତିର ସାର୍କ ମାଛ ଶିକାର କରାଯାଉଛି। ମୁନାଫାଖୋର ମତ୍ସ୍ୟ ବ୍ୟବସାୟୀ ମତ୍ସ୍ୟଜୀବୀଙ୍କୁ ହାତ କରି ଏହି ମାଛକୁ ବିଦେଶ ରପ୍ତାନି କରୁଛନ୍ତି। ସାଧାରଣ ମତ୍ସ୍ୟଜୀବୀମାନେ ଏହି ମାଛର ମୂଲ୍ୟ ଜାଣିପାରୁ ନ ଥିବାବେଳେ କମ୍‌ ଟଙ୍କାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri