ରଘୁବୀର ମାର୍କେଟରେ ନିଆଁ
ସୁରଟ,୨୧।୧: ଗୁଜରାଟ ସୁରଟର ରଘୁବୀର ମାର୍କେଟରେ ମଙ୍ଗଳବାର ସକାଳୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ନିଆଁକୁ ଲିଭାଇବା ପାଇଁ ୪୦ ଦମକଳ ଗାଡି ଚେଷ୍ଟା ଚଲାଇଥିବା ଜଣାପଡିଛି। ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ। ଏଥିରେ ମୃତାହତଙ୍କ ସମ୍ପର୍କରେ କୌଣସି…
୪ ଦିନରେ ୨୫ କୋଟିି ବକେୟା ଆଦାୟ କଲା ସେସୁ
ଭୁବନେଶ୍ୱର,୨୧।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ଗତ ୧୬ ତାରିଖରୁ ଆରମ୍ଭ କରିଥିବା ସ୍ବତନ୍ତ୍ର ବିଦ୍ୟୁତ କାଟ ଡ୍ରାଇଭ ଯୋଗୁ ରାଜସ୍ବ ଆଦାୟ ବୃଦ୍ଧିପାଇଛି। ଗତ ୪ଦିନ ମଧ୍ୟରେ ସେସୁ ୨୫ କୋଟି ଟଙ୍କା ବକେୟା ବିଦ୍ୟୁତ ବିଲ୍ ଆଦାୟ କରିବାରେ…
କମିଲା ଶୀତ: ୨୨ରେ ଘନ କୁହୁଡ଼ି, ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୧।୧(ବ୍ୟୁରୋ): ଶୀତର ପ୍ରକୋପ ହ୍ରାସ ପାଇ ଯାଇଛି। ସର୍ବନିମ୍ନ ତାପମାତ୍ରା ୧୨ରୁ ୧୮ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଜାନୁୟାରୀ ଶେଷ ନ ହେଉଣୁ ଗରମର ଆଭାସ ମିଳିଲାଣି। ଫେବୃୟାରୀ ମାସରୁ ପ୍ରବଳ ଖରା ହନ୍ତସନ୍ତ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ…
୨ ଓଡ଼ିଶା କ୍ୟାଡର ଆଇଏଏସ୍ଙ୍କୁ ନୂଆ ଦାୟିତ୍ୱ
ଭୁବନେଶ୍ୱର,୨୧। ୧(ବ୍ୟୁରୋ): ଦୁଇ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀଙ୍କୁ କେନ୍ଦ୍ରରେ ନୂଆ ଦାୟିତ୍ୱ ମିଳିଛି। ଏହି ଅଧିକାରୀମାନେ ହେଉଛନ୍ତି-୧୯୯୨ ବ୍ୟାଚ୍ର ଚନ୍ଦ୍ରଶେଖର କୁମାର ଏବଂ ୧୯୯୮ ବ୍ୟାଚ୍ର ବିଶାଲ ଗଗନ। କ୍ୟାବିନେଟ୍ ସେକ୍ରେଟାରିଏଟ୍ରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା ଚନ୍ଦ୍ରଶେଖର…
ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ତେଲି ସମାଜ, କଂସାରୀଗୁଡ଼ାବାସୀ
ଭୁବନେଶ୍ୱର,୨୧। ୧(ବ୍ୟୁରୋ): ଜାତିଭିତ୍ତିକ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟ୍ରେ ସଂକଳ୍ପ ପ୍ରସ୍ତାବ ଗୃହୀତ ହୋଇଛି। ଏହି ପଦକ୍ଷେପ ଲାଗି ବିଭିନ୍ନ ବର୍ଗରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରାଯାଉଛି। ସୋମବାର ତେଲି ସମାଜ ପକ୍ଷରୁ ମଧ୍ୟ ସ୍ବାଗତ କରାଯାଇଛି। ଏଥିସହିତ…
୩୪ ବର୍ଷରେ ସୁଶାନ୍ତ ସିଂ: ଅଙ୍କିତାଙ୍କ ପରେ କ୍ରିତି ସେନନ୍ଙ୍କ ସହ କରୁଥିଲେ ଡେଟିଂ
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ମଙ୍ଗଳବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୬ ଜାନୁୟାରୀ ୨୧ରେ ସେ ବିହାର ପାଟନାଠାରେ ଜନ୍ମଗ୍ରହଣ କରିଥିଲେ। ଇଞ୍ଜିନିୟରିଂ ପାଠ ଶେଷ ପରେ ସେ ଛୋଟ ପରଦାରେ ପବିତ୍ର ରିସ୍ତା ସିରିଏଲ୍ରେ ଅଙ୍କିତା…
ସାର୍ବଜନୀନ ହେଉନି ଜଷ୍ଟିସ୍ ସି.ଆର. ପାଲ୍ କମିଶନ ରିପୋର୍ଟ: ହାଇକୋର୍ଟରେ ମାମଲା, ସରକାରଙ୍କୁ ନୋଟିସ
କଟକ ଅଫିସ,୨୧।୧ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଆନ୍ଦୋଳନ ହୋଇଥିଲା। ଉପରୋକ୍ତ ଅଞ୍ଚଳରେ ବେଞ୍ଚ ପ୍ରତିଷ୍ଠା ସ୍ଥିତି ସମ୍ପର୍କରେ ଅନୁଧ୍ୟାନ ପାଇଁ ଜଷ୍ଟିସ୍ ସି.ଆର. ପାଲ୍ଙ୍କ ଅଧ୍ୟକ୍ଷତାରେ ୨୦୦୮ ମାର୍ଚ୍ଚ ୧୧ ତାରିଖରେ ଏକ କମିଶନ…
ମହୋତ୍ସବରେ ସ୍ଥାନୀୟ କଳାକାରଙ୍କୁ ମିଳିବ ଅଗ୍ରାଧିକାର
ଭୁବନେଶ୍ୱର,୨୧।୧(ବ୍ୟୁରୋ): ସାରା ଓଡ଼ିଶାର କଳାକାର ଓ ଶିଳ୍ପୀଙ୍କୁ ନେଇ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ କାମ କରିବ। ଏକାଡେମୀ ପକ୍ଷରୁ ଆୟୋଜିତ କୌଣସି କାର୍ଯ୍ୟକ୍ରମ ବନ୍ଦ ହେବନି। ରାଜ୍ୟର କୋଣ ଅନୁକୋଣରେ ଆୟୋଜିତ ହୋଇ ଆସୁଥିବା ଉତ୍ସବ, ମହୋତ୍ସବଗୁଡ଼ିକରେ ସ୍ଥାନୀୟ କଳାକାରଙ୍କୁ…
ବିଜୁ ସେତୁ ଯୋଜନା: ଧିମା ପଡ଼ିଛି ଧାର୍ଯ୍ୟ ଲକ୍ଷ୍ୟ ହାସଲ
ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଗ୍ରାମବହୁଳ ରାଜ୍ୟ ଓଡ଼ିଶାରେ ଗମନାଗମନ ଭିତ୍ତିଭୂମି ସୁଦୃଢ ହେବା ନିହାତି ଆବଶ୍ୟକ। ସେଥିଲାଗି ସଡ଼କ ଏବଂ ସେତୁ ନିର୍ମାଣର ଆବଶ୍ୟକତା ରହିଛି। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ଏହି କାର୍ଯ୍ୟ କରୁଛି। ପ୍ରତି ଆର୍ଥିକବର୍ଷରେ…
ବିମାନ ବନ୍ଦରରୁ ୪୮ ଖଣ୍ଡ ସୁନା ଜବତ
ଭୁବନେଶ୍ୱର, ୨୧। ୧(ବ୍ୟୁରୋ): କିଛି ଦିନ ବ୍ୟବଧାନରେ ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ୨୧୫. ୬୦୦ ଗ୍ରାମ ଓଜନର ୪୮ ଖଣ୍ଡ ସୁନା ଜବତ କରାଯାଇଛି। ଏହି ସୁନାର ମୂଲ୍ୟ ୮ ଲକ୍ଷ ୯୧ ହଜାର ୫୦୬ ଟଙ୍କା ବୋଲି କଷ୍ଟମ ବିଭାଗ…
ସ୍ଥଗିତାଦେଶକୁ ସୁପ୍ରିମକୋର୍ଟଙ୍କ ନା
ନୂଆଦିଲ୍ଲୀ,୨୧ା୧(ପି.ଟି.): ରାଜନୈତିକ ଦଳଗୁଡିକର ପାଣ୍ଠି ସଂଗ୍ରହ ପାଇଁ ରହିଥିବା ଇଲେକ୍ଟୋରାଲ ବଣ୍ଡ୍ ଯୋଜନା ଉପରେ ଅନ୍ତରୀଣ ସ୍ଥଗିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ଏଥିସହିତ କେନ୍ଦ୍ର ସରକାର ଓ ନିର୍ବାଚନ କମିଶନଙ୍କଠାରୁ ଅଦାଲତ ଜବାବ ଲୋଡ଼ିଛନ୍ତି। ଦୁଇ ସପ୍ତାହ…
ଭୁବନେଶ୍ୱରରୁ ସୁରଟ ଉଡ଼ିଲା ବିମାନ
ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଭୁବନେଶ୍ୱରରୁ ସୁରଟକୁ ସୋମବାର ସିଧାସଳଖ ବିମାନସେବା ଆରମ୍ଭ ହୋଇଛି। ପ୍ରଥମ ଦିନରେ ୮୧ ଯାତ୍ରୀଙ୍କୁ ନେଇ ସକାଳ ୮ଟା ୪୦ ମିନିଟ୍ରେ ସୁରଟ ଅଭିମୁଖେ ଉଡ଼ାଣ କରିଥିଲା ଏୟାର ଇଣ୍ଡିଆର ଏ୩୨୧ ବିମାନ। ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ…
Archives


