Home Left

 ରୋଗପ୍ରତିରୋଧକ କ୍ଷମତା ବୃଦ୍ଧି କରେ ତୁଳସୀ ଚେର

ଆୟୁର୍ବେଦ ଏବଂ ଚୀନ୍‌ ଔଷଧୀୟ ବିଜ୍ଞାନରେ ତୁଳସୀ ଚେରକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମହୌଷଧି ଭାବେ ବିବେଚନା କରାଯାଇଛି। ଅଧିକାଂଶ ଲୋକେ ତୁଳସୀ ପତ୍ରର ଫାଇଦା ସମ୍ପର୍କରେ ଜାଣିଥାନ୍ତି, କିନ୍ତୁ ଏହାର ଚେର ବି ବେଶ ଉପକାରୀ। ଜାଣି ଆଶ୍ଚର୍ଯ୍ୟ ହେବେ, ତୁଳସୀ…

୩ୟ ଟେଷ୍ଟ :ଇନିଂସ ବିଜୟ ସହ ଇଂଲଣ୍ଡର ଅଗ୍ରଣୀ

ପୋର୍ଟ ଏଲିଜାବେଥ୍‌, ୨୦।୧ (ଏଏଫ୍‌ପି)- ସ୍ଥାନୀୟ ସେଣ୍ଟ ଜଜର୍‌ସ ପାର୍କଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଅନୁଷ୍ଠିତ ୩ୟ ଟେଷ୍ଟ ମ୍ୟାଚ୍‌କୁ ଭ୍ରମଣକାରୀ ଇଂଲଣ୍ଡ ଏକ ଇନିଂସ ଓ ୫୩ ରନରେ ବିଜୟୀ ଲାଭ କରିଛି। ଏହି ବିଜୟ ସହ ଜୋ ରୁଟ୍‌ଙ୍କ…

ଅଷ୍ଟ୍ରେଲିଆନ୍‌ ଓପନ୍‌ : ସେରେନା, ଜୋକୋଭିଚ୍‌, ଫେଡ୍‌ରରଙ୍କ ବିଜୟ ଅଭିଯାନ

ମେଲବୋର୍ନ, ୨୦।୧ (ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ତଥା ଅଷ୍ଟ୍ରେଲିଆନ ଓପନ୍‌ର ୧୦୮ତମ ସଂସ୍କରଣ ସୋମବାରଠାରୁ ସ୍ଥାନୀୟ ମେଲବୋର୍ନ ପାର୍କଠାରେ ଆରମ୍ଭ ହୋଇଛି। ମହିଳା ଓ ପୁରୁଷ ବିଭାଗରେ ତିନି କିମ୍ବଦନ୍ତୀ ଖେଳାଳି ସେରେନା ଓ୍ବିଲିୟମ୍ସ, ନୋଭାକ ଜୋକୋଭିଚ୍‌ ଓ ରୋଜର…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରାସ୍ତାରୋକୋ

ବଲାଙ୍ଗୀର ଅଫିସ/ତରଭା, ୨୦ା୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ମିଛାପାଲି ଗ୍ରାମର ଆଲୋକ ନାଏକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସୋମବାର ବଇରାସର ନିକଟରେ ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥକୁ ଉତ୍ତ୍ୟକ୍ତ ଲୋକେ ଅବରୋଧ କରିଥିଲେ । ଆଲୋକ(୨୫)ଙ୍କୁ ହତ୍ୟା…

କ୍ରାଇମବ୍ରାଞ୍ଚ ତଦନ୍ତ ଦାବିରେ ଥାନା ଘେରାଉ

ପାଲଲହଡା,୨୦ା୧(ଡି.ଏନ.ଏ.)-ଆଦିବାସୀ ଯୁବକ ବୁଧୁରାମ କୂଂକାଲଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ, କ୍ଷତିପୂରଣ ପ୍ରଦାନ ଏବଂ ଦୋଷୀ ବନକର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ସ୍ଥାନୀୟ ଆଦିବାସୀ ମଞ୍ଚ ଏବଂ ହୋ ସମାଜ ପକ୍ଷରୁ ପାଲଲହଡା ଥାନା ଘେରାଉ କରାଯାଇଛି। ଆଦିବାସୀ ନେତା…

ଓଡିଶା ନିର୍ମାଣ ସଂଘର ବିକ୍ଷୋଭ

ଫୁଲବାଣୀ ଅଫିସ, ୨୦ା୧-ବିଭିନ୍ନ ଦାବି ନେଇ ଓଡିଶା ନିର୍ମାଣ ସଂଘ କନ୍ଧମାଳ ଶାଖା ପକ୍ଷରୁ ଫୁଲବାଣୀରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମାଦିକୁନ୍ଦା ଛକଠାରେ ଶ୍ରମିକମାନେ ଏକାଠି ହୋଇ ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ପାଖରେ ପହଞ୍ଚିଥିଲେ। ସେଠାରେ ବିକ୍ଷୋଭ…

ଅଚାନକ ବିଦ୍ୟାଳୟ ପରିଦର୍ଶନ କରି ଖାଦ୍ୟର ମାନ ଯାଞ୍ଚ କଲେ ଜିଲାପାଳ

ବାସୁଦେବପୁର,୨୦।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନରସିଂହପୁର ମଧ୍ୟ ଇଂରାଜୀ ବିଦ୍ୟାଳୟରେ ସୋମବାର ଜିଲାପାଳ ଜ୍ଞାନରଞ୍ଜନ ଦାସ ପହଞ୍ଚି ପରିଦର୍ଶନ କରିଛନ୍ତି। ଜିଲାପାଳ ଉକ୍ତ ବ୍ଲକକୁ ଜନ ଅଭିଯୋଗ ଶୁଣାଣି ପାଇଁ ଆସିଥିବା ବେଳେ ଅଚାନକ ବିଦ୍ୟାଳୟରେ ପହଞ୍ଚି ଥିଲେ। ସେଠାରେ…

ଶିରିଡି ସାଇ ବାବାଙ୍କ ଜନ୍ମସ୍ଥାନକୁ ନେଇ ସବୁ ଦାବି ମାନି ନେଲେ ଉଦ୍ଧବ

ମୁମ୍ବାଇ,୨୦।୧: ଶିରିଡି ସାଇ ବାବାଙ୍କ ଜନ୍ମସ୍ଥାନକୁ ନେଇ ଦେଖାଦେଇଥିବା ବିବାଦର ଅନ୍ତ ଘଟିଛି। ସୋମବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ଶ୍ରୀ ସାଇବାବା ସଂସ୍ଥାନ ଟ୍ରଷ୍ଟର ସଦସ୍ୟଙ୍କ ସହ ଏକ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଠାକରେ…

ନରହନ୍ତା ଦନ୍ତାକୁ ଧରିବା ପାଇଁ ଚାଲିଥିବା ଅପରେଶନ ସଫଳ

ବନ୍ତଳା,୨୦।୧(ଡି.ଏନ୍‌.ଏ.):ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ ଧରିବା ପାଇଁ ୪ ଦିନ ଧରି ଚାଲିଥିବା ଅପରେଶନ ସୋମବାର ସଫଳ ହୋଇଛି। ଅପରାହ୍ନ ୨ଟା ୩୦ମିନିଟ୍‌ରେ ଟ୍ରାଙ୍କୁଲାଇଜର ଦ୍ୱାରା ଦନ୍ତାକୁ ପ୍ରଥମ ନିସ୍ତେଜକ ଓ ପୁନର୍ବାର…

୫ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୦।୧(ବ୍ୟୁରୋ): ସୋମବାର ରାଜ୍ୟର ୫ଟି ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ଲୋପାମୁଦ୍ରା ମହାନ୍ତି ଓୟୁଏଟି, ଶ୍ୟାମଳୀ ମହାପାତ୍ର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ସୀତାରାମ ପଟେଲ ସମ୍ବଲପୁର ବିଶ୍ୱବିଦ୍ୟାଳୟ, ସହଦେବ ସାମଧିଆଙ୍କୁ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ବ୍ରହ୍ମାନନ୍ଦ ବେହେରାଙ୍କୁ ଫକୀର…

ଆଡଭାନୀଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ନଡ୍ଡା

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ସୋମବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଜେ.ପି. ନଡ୍ଡା। ଏହାପରେ ଦିଲ୍ଲୀରେ ଦଳର ମୁଖ୍ୟକାର୍ଯ୍ୟାଳୟରେ ତାଙ୍କ ପାଇଁ ସ୍ବାଗତ ସମାରୋହ ଆୟାଜନ କରାଯାଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଡ୍ଡାଙ୍କୁ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା…

‘ଭୁଲ ଭୁଲେୟା’ର ସିକ୍ୟୁଏଲରେ ନଜର ଆସିବେ ନାହିଁ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ଅନିସ ବଜମୀଙ୍କ ଫିଲ୍ମ ‘ଭୁଲ ଭୁଲେୟା’ର ସିକ୍ୟୁଏଲ ନିର୍ମାଣ ହେବାକୁ ଯାଉଛି। ଏହାର ପ୍ରଥମ ଭାଗ ମୁମ୍ବାଇରେ ଶୁଟିଂ ଆରମ୍ଭ କରାଯାଇଥିବା କହିଛନ୍ତି ନିର୍ଦ୍ଦେଶକ। ହେଲେ ପ୍ରଥମ ଫିଲ୍ମଠାରୁ ଏହାର କାହାଣୀ ସମ୍ପୂର୍ଣ୍ଣ ଭିନ୍ନ ବୋଲି ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri