Home Left

‘ଭୁଲ ଭୁଲେୟା’ର ସିକ୍ୟୁଏଲରେ ନଜର ଆସିବେ ନାହିଁ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ଅନିସ ବଜମୀଙ୍କ ଫିଲ୍ମ ‘ଭୁଲ ଭୁଲେୟା’ର ସିକ୍ୟୁଏଲ ନିର୍ମାଣ ହେବାକୁ ଯାଉଛି। ଏହାର ପ୍ରଥମ ଭାଗ ମୁମ୍ବାଇରେ ଶୁଟିଂ ଆରମ୍ଭ କରାଯାଇଥିବା କହିଛନ୍ତି ନିର୍ଦ୍ଦେଶକ। ହେଲେ ପ୍ରଥମ ଫିଲ୍ମଠାରୁ ଏହାର କାହାଣୀ ସମ୍ପୂର୍ଣ୍ଣ ଭିନ୍ନ ବୋଲି ସେ…

ଆଟ୍‌ଲେଟିକୋ ମାଡ୍ରିଡ୍‌ରେ ଯୋଗଦେବେ ପିଏସ୍‌ଜି ଷ୍ଟାର

ଲୋରିଏଣ୍ଟ(ଫ୍ରାନ୍ସ),୨୦।୧(ଏଏଫ୍‌ପି)- ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) କ୍ଲବର ଷ୍ଟାର ଇଡିନସନ କାଭାନି ଦଳ ଛାଡ଼ିବା ନେଇ ଜଣାଇ ଦେଇଛନ୍ତି। ସେ ଲା ଲିଗା ଲିଗ୍‌ କ୍ଲବ ଆଟ୍‌ଲେଟିକୋ ମାଡ୍ରିଡ୍‌ରେ ଯୋଗଦେବେ। ସେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଆମେ ଏବେ ସମସ୍ତ…

୨୦୦ କୋଟି କ୍ଲବ୍‌ରେ ସାମିଲ ହେଲା ‘ଗୁଡନ୍ୟୁଜ’

ଅକ୍ଷୟ କୁମାର ଓ କରୀନା କପୁରଙ୍କ ଅଭିନୀତ ଚଳଚ୍ଚିତ୍ର ‘ଗୁଡନ୍ୟୁଜ’ ବକ୍ସ ଅଫିସରେ ଜବରଦସ୍ତ ପ୍ରଦର୍ଶନ କରିଛି। ଏହି ଚଳଚ୍ଚିତ୍ର ୨୦୦ କୋଟି କ୍ଲବ୍‌ରେ ସାମିଲ ହୋଇଛି। ଏପର୍ଯ୍ୟନ୍ତ ଚଳଚ୍ଚିତ୍ର ମୋଟ ୨୦୧.୧୪ କୋଟି ଟଙ୍କାର ବ୍ୟବସାୟ କରିଛି। ୨୦୧୯ରେ ପରଦାକୁ…

ରଣବୀରଙ୍କ ସହ କାମ କରିବାକୁ ଅପେକ୍ଷା ରଖିଛନ୍ତି ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ ବିୟୁଟି ଶ୍ରଦ୍ଧା କପୁର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଷ୍ଟ୍ରିଟ୍‌ ଡ୍ୟାନ୍ସର ୩ଡି’ର ପ୍ରମୋଶନ ପାଇଁ ବ୍ୟସ୍ତ ଅଛନ୍ତି। ଏବେ କିନ୍ତୁ ସେ ରଣବୀର କପୁରଙ୍କ ସହ ଅଭିନୟ କରିବାକୁ ନେଇ ବେଶ୍‌ ଉତ୍ସାହିତ ଥିବା ଜଣାପଡିଛି।…

‘ଶୁଭ ମଙ୍ଗଲ ଜାଦା ସାବଧାନ’ର ଟ୍ରେଲର ରିଲିଜ

ମୁମ୍ବାଇ: ଆୟୁଷ୍ମାନ ଖୁରାନାଙ୍କ ଅପ୍‌ କମିଂ ରୋମାଣ୍ଟିକ ଓ କମେଡି ଫିଲ୍ମ ‘ଶୁଭ ମଙ୍ଗଲ ଜାଦା ସାବଧାନ’ର ଟ୍ରେଲର ରିଲିଜ ହୋଇଛି। ଏହି ଟ୍ରେଲର ୨ମିନିଟ୍‌ ୪୧ ସେକେଣ୍ଡର ହୋଇଥିବା ବେଳେ ଏହାକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଛନ୍ତି। ଏଥିରେ ଆୟୁଷ୍ମାନ…

ଦାୟିତ୍ୱ ଗ୍ରହଣ କରିବା ପରେ ଭାଇଙ୍କୁ ଭେଟିଲେ ନଡ୍ଡା

ନୂଆଦିଲ୍ଲୀ,୨୦।୧: ଦୀର୍ଘ ପ୍ରାୟ ୬ ବର୍ଷ ପରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମିଳିଲା ନୂଆ ଅଧ୍ୟକ୍ଷ। ପୂର୍ବରୁ ଏହି ଆସନରେ ଏବେକାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଥିବା ବେଳେ ସୋମବାର ତାଙ୍କର କାର୍ଯ୍ୟକାଳ ସରିଛି। ସୋମବାର ଏହି ଆସନରେ ବସିବାକୁ ନିର୍ଦ୍ଦୋଦ୍ୱନ୍ଦରେ…

ବାଇକ୍‌ ଡିକି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାସୁଦେବପୁର,୨୦।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବୁର ନୀଳମଣି ମାର୍କେଟ କମ୍ପ୍ଲେକ୍ସ ସମ୍ମୁଖରୁ ଏକ ବାଇକ୍‌ ଡିକି ଭାଙ୍ଗି ଦୁର୍ବୃତ୍ତ ୧ଲକ୍ଷ ୯୯ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ସାନ କୃଷ୍ଣପୁର ଗ୍ରାମର ତାପସ ଦାସ ମଧ୍ୟାହ୍ନରେ ବ୍ୟାଙ୍କରୁ ଟଙ୍କା…

ଜାତିଗତ ଜନଗଣନାକୁ ସ୍ବାଗତ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କଲା ତୈଳିକ ବୈଶ୍ୟ ସମାଜ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଜାତିଗତ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟରେ ସଂକଳ୍ପ ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ପଦକ୍ଷେପକୁ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ସ୍ବାଗତ କରାଯାଇଛି। ପଛୁଆବର୍ଗର ବିକାଶ ପାଇଁ ସରକାର ଏଭଳି ଦୃଢ ପଦକ୍ଷେପ ନେଇଥିବାରୁ ସୋମବାର ଉକ୍ତ…

ମୁଜାଫରପୁର ଶେଲ୍‌ଟର ହୋମ୍‌ ମାମଲା: ବ୍ରଜେଶଙ୍କ ସମେତ ୧୯ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ,୨୦।୧: ବିହାରର ବହୁଚର୍ଚ୍ଚିତ ମୁଜାଫରପୁର ଶେଲ୍‌ଟର ହୋମ୍‌ ମାମଲାରେ ସୋମବାର ଦିଲ୍ଲୀର ଏକ କୋର୍ଟ ରାୟ ପ୍ରକାଶ କରିଛନ୍ତି। ଏହି ମାମଲାରେ ଶେଲ୍‌ଟର ହୋମ୍‌ରେ ଝିଅମାନଙ୍କୁ ଯୌନ ନିର୍ଯାତନା ଦେଉଥିବା ମୁଖ୍ୟ ଅଭିଯୁକ୍ତ ବ୍ରଜେଶ ଠାକୁରଙ୍କ ସମେତ ୧୯ଜଣଙ୍କୁ କୋର୍ଟ ଦୋଷୀ…

ବିବାହ ବିଚ୍ଛେଦର ୧୪ବର୍ଷ ପରେ ପ୍ରଥମ ପତ୍ନୀଙ୍କ ପ୍ରେମରେ ପଡ଼ିଲେ ଏହି ସୁପରଷ୍ଟାର

ଫିଲ୍ମ ଇଣ୍ଡଷ୍ଟ୍ରିରେ ସମ୍ପର୍କ ଗଢ଼ିବା ଓ ଭାଙ୍ଗିବା ସାଧାରଣ କଥା। ବହୁଥର ଆମ ପସନ୍ଦର ପ୍ରତିଷ୍ଠିତ କଳାକାରଙ୍କ ସମ୍ପର୍କ ଗଢ଼ୁ ଗଢ଼ୁ ଭାଙ୍ଗିଯାଇଥିବା ଦେଖିବାକୁ ମିଳିଥାଏ। ହେଲେ ଏହି ସବୁ କଥା ଯେତେ ଲୁଚାଇଲେ ବି ବେଶୀ ଦିନ ଯାଏ ସମସ୍ତଙ୍କଠାରୁ…

୨୧ରେ ବରଗଡ ଆସିବେ ମୁଖ୍ୟମନ୍ତ୍ରୀ

ବରଗଡ ଅଫିସ,୨୦।୧: ଆସନ୍ତା ୨୧ ତାରିଖ ଅର୍ଥାତ୍‌ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ ଗସ୍ତ କାର୍ଯ୍ୟକ୍ରମ ରହିଛି। ମଧ୍ୟାହ୍ନ ପ୍ରାୟ ୧୨ଟା ୧୫ ମିନିଟରେ ମୁଖ୍ୟମନ୍ତ୍ରୀ ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା(ଖେଦାପାଲି) ନିକଟରେ ନିର୍ମିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା…

ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ବାହାନଗା,୨୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପାଟିମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ସୋମବାର ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି। ଖବର ପାଇ ପୋରାଡ଼ିଆ କ୍ଲଷ୍ଟରର ସିଆର୍‌ସିସି ପରମାନନ୍ଦ ପାତ୍ର ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri