ସିମେଣ୍ଟ ଗୋଦାମରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ବନ୍ତ,୨୦।୧(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡ଼ା ବଜାରରେ ଥିବା ଏକ ସିମେଣ୍ଟ ଗୋଦାମରେ ସୋମବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟଛି। ଏଥିରେ ୧ ହଜାରରୁ ଊର୍ଦ୍ଧ୍ୱ ସିମେଣ୍ଟ ବସ୍ତା ପୋଡିଯାଇଛି। ଖବରପାଇ ଆଗରପଡ଼ା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।…
ସ୍ତ୍ରୀଙ୍କ ପାଇଁ ବିମାନ ଭଳି ଘର ନିର୍ମାଣ କଲେ ସ୍ବାମୀ, ଜାଣନ୍ତୁ କାହିଁକ
ପ୍ରେମକୁ ଜୀବନ୍ତ କରିବା ପାଇଁ କିଏ ମନ୍ଦିର ତୋଳିଛନ୍ତି ତ, ଆଉ କିଏ ବଗିଚା ନିର୍ମାଣ କରିଛନ୍ତି। ନାଇଜେରିଆରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ପାଇଁ ବିମାନ ଭଳି ଏକ ଘର ନିର୍ମାଣ କରିଛନ୍ତି। ଜମାଲ ନାମକ ଏହି ବ୍ୟକ୍ତି ଜଣଙ୍କ ନାଇଜେରିଆର…
ଜାନୁୟାରୀ ୨୮ରେ ଜୟପୁରରେ ବୈଠକ କରିବେ ରାହୁଲ
ନୂଆଦିଲ୍ଲୀ,୨୦।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆସନ୍ତା ୨୮ ତାରିଖରେ ଜୟପୁରରେ ଏକ ବୈଠକ ଡକାଇଛନ୍ତି। ଏଥିରେ ସେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ବେରୋଜଗାର ଓ ଦେଶର ଆର୍ଥିକ ସ୍ଥିତିକୁ ନେଇ ଛାତ୍ର, ଯୁବକ ଓ କୃଷକଙ୍କ ସହ ଆଲୋଚନା…
ବଜେଟ ପୂର୍ବରୁ କାହିଁକି ହୁଏ ‘ହାଲଓ୍ବା ରଶମ’
ନୂଆଦିଲ୍ଲୀ,୨୦।୧: ଚଳିତ ବର୍ଷ ଫେବୃୟାରୀ ୧ରେ ଦେଶର ବଜେଟ ଉପସ୍ଥାପନ ହେବ। ୨୦୨୦-୨୧ର ସାଧାରଣ ବଜେଟକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ନିଜର ପେଡ଼ି ଖୋଲି ଉପସ୍ଥାପନ କରିବେ। ତେବେ ଏହା ପୂର୍ବରୁ କେତେକ କାର୍ଯ୍ୟର ବିଶେଷ ମହତ୍ତ୍ୱ ରହିଛି। ସେଥିମଧ୍ୟରୁ ‘ହାଲଓ୍ବା…
ଆହ୍ଲାବାଦ୍ର ନାମ ପରିବର୍ତ୍ତନ: ଯୋଗୀ ସରକାରଙ୍କୁ ସୁପ୍ରିମ୍କୋର୍ଟ ନୋଟିସ୍
ନୂଆଦିଲ୍ଲୀ,୨୦।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶାସନ ସମୟରେ ଆହ୍ଲାବାଦ୍ର ନାମ ପରିବର୍ତ୍ତନ କରାଯାଇ ପ୍ରୟାଗରାଜ ଭାବେ ନାମିତ କରାଯାଇଛି। ଏନେଇ ସୋମବାର ଯୋଗୀ ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ନୋଟିସ୍ ଜାରି ହୋଇଛି। ନାମ ପରିବର୍ତ୍ତନ ବିରୋଧରେ ଦାଖଲ .ହୋଇଥିବା ଏକ…
କୋହଲି ଦ୍ରୁତତମ ଅଧିନାୟକ
ବେଙ୍ଗାଲୁରୁ,୨୦।୧ – ବିରାଟ କୋହଲି ଦିନିକିଆ ଫର୍ମାଟ୍ରେ ଅଧିନାୟକ ଭାବେ ୫ ହଜାର ରନ୍ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବାରେ ସେ ବିଶ୍ୱର ଦ୍ରୁତତମ ଅଧିନାୟକ। ୫ ହଜାର ରନ୍ କରିବା ପାଇଁ କୋହଲିଙ୍କୁ ମାତ୍ର ୮୨ ଇନିଂସ…
ଓଡ଼ିଶାର ଇନିଂସ ଅଗ୍ରଣୀ
ଭୁବନେଶ୍ୱର,୨୦।୧- କଟକର ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ଜମ୍ମୁ-କଶ୍ମୀର ବିପକ୍ଷ ରଣଜୀ ମ୍ୟାଚ୍ରେ ଓଡ଼ିଶା ଦଳ ପ୍ରଥମ ଇନିଂସରେ ୩୭ ରନ୍ର ଅଗ୍ରଣୀ ହାସଲ କରିଛି। ପ୍ରଥମ ଇନିଂସରେ ଓଡ଼ିଶା ୧୬୧ ରନ୍ରେ ସୀମିତ ରହିଥିବାବେଳେ ଭ୍ରମଣକାରୀ ଜମ୍ମୁ-କଶ୍ମୀର ତା’ର ଅସମାପ୍ତ…
ମୋବାଇଲ୍ ଇଣ୍ଟରନେଟ୍ ଯୋଗୁ ନ ବଢୁ ଦୂରତା: ପ୍ରତିଦିନ ସନ୍ଧ୍ୟାରେ ଗାଁର ୧୧ ପରିବାର ଘଣ୍ଟାଏ କରୁଛନ୍ତି ଗପସପ
ରାୟପୁର,୨୦।୧: ସମ୍ପ୍ରତି ମୋବାଇଲ୍ ଇଣ୍ଟରନେଟ୍ ଯୋଗୁ ଲୋକେ ବିଭିନ୍ନ ସୋସିଆଲ୍ ମିଡ଼ିଆରେ ସାଇଟ୍ରେ ଦେଶ-ବିଦେଶରେ ବହୁ ଲୋକଙ୍କ ସହିତ ବନ୍ଧୁତା କରିପାରୁଛନ୍ତି। ତେବେ ଇଣ୍ଟରନେଟ୍ରେ ବ୍ୟସ୍ତ ରହିବା ଯୋଗୁ ନିକଟରେ ଥିବା ପ୍ରିୟ ପରିଜନ ତଥା ବନ୍ଧୁବାନ୍ଧବଙ୍କୁ ସେମାନେ ସମୟ ଦେଇପାରୁ…
ଏସ୍ସିଏସ୍ କଲେଜରେ ଉତ୍ତେଜନା
ପୁରୀ ଅଫିସ,୨୦।୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଯୁକ୍ତ ଦୁଇ ପ୍ରଥମ ବର୍ଷ ପରୀକ୍ଷାରେ ସମସ୍ତ ବିଷୟରେ ୩୩ ପ୍ରତିଶତ ପାସ୍ହାର ନିଷ୍ପତ୍ତିକୁ ଏସ୍ଇଏସ୍ କଲେଜ(ଏ) ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀଛାତ୍ର ତୀବ୍ର ବିରୋଧ କରିଛନ୍ତି। ଏନେଇ କଲେଜରେ…
ସୂର୍ଯ୍ୟକିରଣ ଓ ଅସ୍ଥି
ଅସ୍ଥି ମଜଭୁତ ରହିବା ପାଇଁ ଭିଟାମିନ୍ ‘ଡି’ର ପ୍ରମୁଖ ଭୂମିକା ରହିଛି। ତେଣୁ ଏପରି ଭିଟାମିନ୍ଯୁକ୍ତ ଖାଦ୍ୟକୁ ଆମେ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ଦରକାର। ସୂର୍ଯ୍ୟକିରଣ ଏହାର ଅନ୍ୟତମ ଉତ୍ସ ଭାବରେ ପରିଗଣିତ। ତେବେ ଅନ୍ୟଦିନ ଅପେକ୍ଷା ଶୀତଦିନର…
ବରଫରେ ସ୍ପୋର୍ଟସ କାର୍ ନିର୍ମାଣ କଲେ ଯୁବକ
ଶ୍ରୀନଗର, ୨୦।୧: ଜମ୍ମୁ-କଶ୍ମୀରରେ ପ୍ରବଳ ଥଣ୍ଡା ସାଙ୍ଗକୁ ବରଫପାତ ହେଉଛି। ଜୁବୈର ଅହମ୍ମଦ ନାମକ ଜଣେ ଯୁବକ ଏହି ବରଫରେ ଏକ ଅଦ୍ଭୁତ କଳା ପ୍ରଦର୍ଶନ କରିଛନ୍ତି। ସେ ବରଫରେ ଏକ ସ୍ପୋର୍ଟସ କାର୍ ନିର୍ମାଣ କରିଛନ୍ତି। ବଡଗାମର ରାସ୍ତା କଡରେ…
ବିବାହରେ ଅତିଥିମାନଙ୍କ ପାଇଁ ପ୍ରବେଶ ଫି ରଖିଲେ ଯୁବତୀ: ସୋସିଆଲ୍ ମିଡ଼ିଆରେ ହେଲେ ଟ୍ରୋଲ୍
ନ୍ୟୁୟର୍କ,୨୦।୧: ବିବାହରେ ନବ ବିବାହିତ ଯୋଡ଼ାଙ୍କୁ ଆଶୀର୍ବାଦ ଦେବା ପାଇଁ ଅତିଥିମାନେ ଆସିଥାନ୍ତି। ଏଥି ଲାଗି କୌଣସି ପ୍ରବେଶ ଫି ନ ଥାଏ। ତେବେ ଆମେରିକାର ଜଣେ ୨୬ ବର୍ଷ ବୟସ୍କା ଯୁବତୀ ତାଙ୍କ ବିବାହରେ ଅତିଥିମାନଙ୍କ ପାଇଁ ୫୦ ଡଲାରର…
Archives


