Home Left

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ ଇଣ୍ଡିଆ ଦକ୍ଷିଣ ଆଫ୍ରିକାର ମୁକାବିଲା କରିଥିଲା। ଟିମ ଇଣ୍ଡିଆ ପାଇଁ ଅଭିଷେକ ଶର୍ମା…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଶେଷ ହୋଇନାହିଁ। ସେହିପରି ଜିଲାର ୧୪୦ ମଣ୍ଡିରେ ୭ ଲକ୍ଷରୁ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ ଏମପି କହିଛନ୍ତି ଯେ ଏହା ସାମ୍ପ୍ରତିକ ମାସ ମଧ୍ୟରେ ନାଇଜେରିଆର ଗାଁ ଉପରେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ କୋମନା ବ୍ଲକ ସୁନାବେଡା ପଞ୍ଚାୟତ ଦାତୁନାମା ଗାଁରେ ୨୭ ଟିକିଆ ହାତୀପଲ ପଶି…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ ଏହାର ସମାଧାନ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଲୋଡ଼ାଯାଇଛି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ ଡାକ୍ତର, ନିକଟସ୍ଥ ହସ୍ପିଟାଲ, ଜରୁରିକାଳୀନ ଯୋଗାଯୋଗ ନମ୍ବର, ଏପରିକି ୧୦୮କୁ ସିଧାସଳଖ ଫୋନ୍‌…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ଜନାର୍ଦ୍ଧନପୁର ପଞ୍ଚାୟତ ଗୋପୀନାଥପୁର ନୂଆଗାଁ ଗାଁର ଜିତେନ୍ଦ୍ର…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର ଖର ଏବଂ ଦେବବ୍ରତ ପତି ଥିଲେ। ପୂର୍ବରୁ କାୟାକଳ୍ପ ଦଳ ପରିଦର୍ଶନରେ ଆସିବା…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା ଟାଉନଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଆହତ ଛାତ୍ରଙ୍କ ବଡ଼ବାପା । ଆହତ ଜଣକ…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ ବଢ଼େଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ମିଳନୀରେ ସିପିଆଇ ଗଞ୍ଜାମ ଜିଲା କମିଟି ସଦସ୍ୟ କମ୍ରେଡ.…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ ବି ଲିଗ୍‌ ମ୍ୟାଚ ଅନୁଷ୍ଠିତ ହେବ ବୋଲି ବୁଧବାର ଜିଲା କ୍ରିକେଟ ଆସୋସିଏଶନ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗତ ୨୦୨୧ରେ ବ୍ରହ୍ମପୁର ସଦର ଥାନା ଲାଠି ଗ୍ରାମର କାଳିଆ ସ୍ବାଇଁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?