Home Left

ଟେକ୍ସାସ ଗୁଳିକାଣ୍ଡ: ୨ ମୃତ, ୫ ଆହତ

ସାନ୍‌ ଅନଟୋନିଓ,୨୦।୧: ଆମେରିକାର ସାନ୍‌ ଅନଟୋନିଓରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଥିବା ସୂଚନା ମିଳିଛି। ଘଟଣା ସମୟରେ ଜଣେ ଆକ୍ରମଣକାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ହସ୍ପିଟାଲରେ ଅନ୍ୟ ଜଣଙ୍କର ମୃତ୍ୟୁ…

ଓଡ଼ିଶାରୁ ସର୍ବାଧିକ କୋଇଲା ସେସ୍‌ ସଂଗୃହୀତ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଖଣି ଥିବା ରାଜ୍ୟରୁ ସ୍ବତନ୍ତ୍ର ଟିକସ ଆଦାୟ ହୋଇଥାଏ। ଏହି ଟିକସ ଦେଶର ଅର୍ଥନୀତିକୁ ସମୃଦ୍ଧ କରିଥାଏ। ହେଲେ ଖଣି ଥିବା ରାଜ୍ୟର ସେପରି ଉନ୍ନତି ହେଉଥିବା ମନେ ହେଉ ନାହିଁ। ଓଡ଼ିଶାରୁ ପ୍ରତିବର୍ଷ ବହୁ ପରିମାଣରେ କୋଇଲା ସେସ୍‌…

ଟ୍ରାଫିକ୍‌ ନିୟନ୍ତ୍ରଣ କରିବେ ଘୋଡ଼ା ସବାର ପୋଲିସ

ମୁମ୍ବାଇ, ୨୦।୧: ମୁମ୍ବାଇରେ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ସରକାର ଏକ ନିଆରା ଉଦ୍ୟମ ଆରମ୍ଭ କରିଛନ୍ତି। ୮୮ ବର୍ଷ ପରେ ପୁଣିଥରେ ଘୋଡ଼ା ସବାର ଟ୍ରାଫିକ୍‌ ପୋଲିସଙ୍କୁ ମୁମ୍ବାଇ ରାସ୍ତାରେ ଦେଖିବାକୁ ମିଳିବ। ଶେଷଥର ପାଇଁ ୧୯୩୨ରେ ଘୋଡ଼ା ସବାର ଟ୍ରାଫିକ୍‌…

ଟିକସ କ୍ଷେତ୍ରରେ ଆସିପାରେ ବଡ ଘୋଷଣା

ନୂଆଦିଲ୍ଲୀ,୨୦-୧: ବଜେଟ ପ୍ରସ୍ତୁତି ପ୍ରକ୍ରିୟା ଚୂଡାନ୍ତ ପର୍ଯ୍ୟାୟରେ ରହିଛି। ସୋମବାର ହାଲଓ୍ବା ସେରିମନି ଅନୁଷ୍ଠିତ ହୋଇଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ସମେତ ବଜେଟ ପ୍ରସ୍ତୁତିରେ ସାମିଲ ଅଧିକାରୀମାନେ ବଜେଟ ଉପସ୍ଥାପନ ହେବା ଯାଏ ନର୍ଥ ବ୍ଲକରୁ ବାହାରିବା ବନ୍ଦ ହୋଇଯିବ। ବଜେଟ…

୩୧ରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୨୦-୧: ୟୁନାଇଟେଡ୍‌ ଫୋରମ ଫର ବ୍ୟାଙ୍କ ୟୁନିୟନ୍ସ(ୟୁଏଫ୍‌ବିୟୁ) ପକ୍ଷରୁ ଆସନ୍ତା ମାସ ୩୧ରୁ ୨ ଦିନିଆ ଧର୍ମଘଟ ଡାକରା ଦିଆଯାଇଛି। ୟୁଏଫ୍‌ବିୟୁ ମଧ୍ୟରେ ୯ ଶ୍ରମିକ ସଙ୍ଗଠନ ସାମିଲ ଅଛନ୍ତି। ସେହିଭଳି ସଂଘ ମାର୍ଚ୍ଚ ୧୧ରୁ ଏହା ୩ ଦିନିଆ ଧର୍ମଘଟ…

ଆଜି ‘ପରୀକ୍ଷା ପେ ଚର୍ଚ୍ଚା’

ନୂଆଦିଲ୍ଲୀ,୨୦ା୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ବୋର୍ଡ ଓ ପ୍ରବେଶିକା ପରୀକ୍ଷାକୁ ନେଇ ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକମାନଙ୍କ ସହ ସୋମବାର ଆଲୋଚନା କରିବେ। ପିଲାମାନେ କିପରି ସହଜରେ ପରୀକ୍ଷା ଦେଇପାରିବେ ସେ ନେଇ ମୋଦି ତାଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’…

୧ ଲକ୍ଷ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ

ଅନୁଗୋଳ ଅଫିସ, ୨୦।୧: ଅନୁଗୋଳ ଜିଲାରେ ରବିବାରଠାରୁ ପଲ୍‌ସ ପୋଲିଓ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ୩ ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ ଜିଲାରେ ମୋଟ୍‌ ୧ ଲକ୍ଷ ୨ ହଜାର ୬୫୦ ଜଣ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ…

ଅପହୃତ ୧୯ ଭାରତୀୟ ମୁକୁଳିଲେ

ଅବୁଜା,୨୦ା୧(ପି.ଟି.): ଗତମାସରେ ଆଫ୍ରିକାର ପଶ୍ଚିମ ଉପକୂଳ ନିକଟବର୍ତ୍ତୀ ସମୁଦ୍ରରେ ଏକ  ଜାହାଜରୁ ଅପହୃତ ହୋଇଥିବା ୧୯ ଜଣ ଭାରତୀୟଙ୍କୁ ମୁକ୍ତ କରାଯାଇଛି। ପଣବନ୍ଦୀ ଥିବାବେଳେ ଜଣକର ମୃତ୍ୟୁ ଘଟିଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ ପକ୍ଷରୁ କୁହାଯାଇଛି। ଡିସେମ୍ବର ୧୫ରେ ଏମ୍‌ଟି ଡ୍ୟୁକ୍‌ ନାମକ…

ମାର୍କେଟ ବିଲ୍ଡିଂ ଘଟଣା: ମୁଖ୍ୟ ଅଭିଯୁକ୍ତ ଚିଣ୍ଟୁ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିବା ଘଟଣାରେ କ୍ୟାପିଟାଲ ଥାନା ପୋଲିସ ରବିବାର ମୁଖ୍ୟ ଅଭିଯୁକ୍ତ ତଥା ବଡ଼ଗଡ଼ ପୋଡ଼ାସାହିର ରାକେଶ ମହାନ୍ତି(୨୪) ଓରଫ ଚିଣ୍ଟୁ ଓ ତାଙ୍କ ୫ ସହଯୋଗୀଙ୍କୁ…

ସିଏଏ ଅନାବଶ୍ୟକ, କିନ୍ତୁ …

ଦୁବାଇ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଭାରତର ଆଭ୍ୟନ୍ତରୀଣ ବ୍ୟାପାର ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା କହିଛନ୍ତି। ତେବେ ଏଭଳି ଆଇନର ଆବଶ୍ୟକତା ନ ଥିଲା ବୋଲି ସେ ମତ ଦେଇଛନ୍ତି। ସିଏଏ…

ଚିଲିକାରେ ଗଣା ହେଲେ ଡଲଫିନ୍‌

ବ୍ରହ୍ମଗିରି,୨୦।୧(ଡି.ଏନ.ଏ): ଚଳିତବର୍ଷ ଚିଲିକାର ବାହ୍ୟନାଳି ଅଞ୍ଚଳରେ ରବିବାର ଡଲ୍‌ଫିନ ଗଣନା କରାଯାଇଛି। ବନ ବିଭାଗ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ, ଡବ୍ଲୁଡବ୍ଲୁଏଫ, ଓୟୁଏଟିର ଫରେଷ୍ଟ ବିଭାଗର ଛାତ୍ର, ଆଞ୍ଚଳିକ ମୋଟରବୋଟ ସଂଘର କର୍ମଚାରୀ, ସ୍ବେଚ୍ଛାସେବୀ ସଂଗଠନର ମିଳିତ ଉଦ୍ୟମରେ ଏହି ଗଣନା କାର୍ଯ୍ୟ…

କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣା: ତଦନ୍ତ ନିଶ୍ଚିତ ହେବ ବୋଲି କହିଲେ ପ୍ରଦୀପ

ଭୁବନେଶ୍ୱର,୨୦।୧(ବ୍ୟୁରୋ): କଂଗ୍ରେସରେ ସଭାପତି ପଦରେ ପରିବର୍ତ୍ତନକୁ ନେଇ ବାଦ ବିବାଦ ଲାଗି ରହିଛି। ଏହାସହ ଛାତ୍ର, ଯୁବ ସଭାପତି ପଦକୁ ନେଇ ମଧ୍ୟ ସମାନସ୍ଥିତି ରହିଛି। ଏଭଳି ବିବାଦ ଚାଲିଥିବା ବେଳେ କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟରେ ଗତ ଶୁକ୍ରବାର ବାଉନ୍ସର ପ୍ରବେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri