Home Left

କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣା: ତଦନ୍ତ ନିଶ୍ଚିତ ହେବ ବୋଲି କହିଲେ ପ୍ରଦୀପ

ଭୁବନେଶ୍ୱର,୨୦।୧(ବ୍ୟୁରୋ): କଂଗ୍ରେସରେ ସଭାପତି ପଦରେ ପରିବର୍ତ୍ତନକୁ ନେଇ ବାଦ ବିବାଦ ଲାଗି ରହିଛି। ଏହାସହ ଛାତ୍ର, ଯୁବ ସଭାପତି ପଦକୁ ନେଇ ମଧ୍ୟ ସମାନସ୍ଥିତି ରହିଛି। ଏଭଳି ବିବାଦ ଚାଲିଥିବା ବେଳେ କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟରେ ଗତ ଶୁକ୍ରବାର ବାଉନ୍ସର ପ୍ରବେଶ…

କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପକୁ ନେଇ ଏନ୍‌ଜିଟିରେ ମାମଲା: ତଦନ୍ତ ରିପୋର୍ଟ ମାଗିଲେ ଟ୍ରିବ୍ୟୁନାଲ

କଟକ ଅଫିସ,୨୦।୧: କୋରାପୁଟ ଜିଲା ଡୁମୋଜୋରି ନିକଟରେ ନିର୍ମାଣ ଚାଲିଥିବା କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପକୁ ନେଇ ଏନ୍‌ଜିଟିରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍‌ଜିଟିଙ୍କ ପକ୍ଷରୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟକୁ ୩ ସପ୍ତାହ ମଧ୍ୟରେ…

ଶ୍ରୀଲଙ୍କାରେ ଫସିଥିବା ୧୧ ଓଡ଼ିଆ ଶ୍ରମିକ ଉଦ୍ଧାର

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଶ୍ରୀଲଙ୍କାରେ ଫସିଥିବା ୧୧ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଏହି ଶ୍ରମିକମାନେ କାମ ଆଶାରେ ଠିକା ସଂସ୍ଥା ଦ୍ୱାରା ଶ୍ରୀଲଙ୍କା ଯାଇଥିଲେ। ସେଠାରେ ଦୈନିକ ୧୪ରୁ ୧୫ ଘଣ୍ଟା କାମ କରିବା ସହ ନିମ୍ନମାନର ଖାଦ୍ୟ ଗ୍ରହଣ କରୁଥିଲେ। ସ୍ବାସ୍ଥ୍ୟହାନି…

ଶିରିଡ଼ି ବନ୍ଦକୁ ଶିବସେନା ଏମ୍‌ପିଙ୍କ ସମର୍ଥନ

ଶିରିଡ଼ି,୨୦ା୧(ପି.ଟି.): ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ବିବାଦ ପରେ ରବିବାର ମହାରାଷ୍ଟ୍ରର ଶିରିଡ଼ି ସହର ବନ୍ଦ ରହିବା ସହ ଗାଡ଼ିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ତେବେ ମନ୍ଦିର ଖୋଲାରହିବା ସହ ପୂଜା ନୀତି ଚାଲିଥିଲା। ଶିରିଡ଼ି ବନ୍ଦକୁ ଶିବସେନାର ଜଣେ ଏମ୍‌ପି ସମର୍ଥନ…

ମୁଣ୍ଡାରୀ ସମ୍ପ୍ରଦାୟର ବୁରୁବଙ୍ଗା ମହୋତ୍ସବ

ବଡ଼ସାହି,୨୦ା୧(ସ୍ବ.ପ୍ର)-ବଡସାହି ପଞ୍ଚାୟତ କେନ୍ଦୁଆସାହି ବିର୍ସା ମଇଦାନରେ ବୁରୁବଙ୍ଗା ସାସାଂକିର୍‌ କମିଟି ଓ ବୁରୁବଙ୍ଗା ଯୁବକ ସଂଘ ଆନୁକୂଲ୍ୟରେ ମୁଣ୍ଡାରୀ ସମ୍ପ୍ରଦାୟ ତରଫରୁ ୬ଷ୍ଠ ବାର୍ଷିକ ‘ବୁରୁବଙ୍ଗା ମହୋତ୍ସବ’ ଶନିବାର ଆରମ୍ଭ ହୋଇଛି। ପ୍ରାରମ୍ଭରେ ମୁଣ୍ଡାରୀ ସମ୍ପ୍ରଦାୟର ପାହାନ୍‌ ଗମ୍‌କେ(ପୁରୋହିତ) ବସନ୍ତ କୁମାର…

ଆରମ୍ଭ ହେଲା ଇ-ଚେକ୍‌ଗେଟ୍‌ ବ୍ୟବସ୍ଥା: ବେପରୁଆ ଗାଡ଼ି ଚାଳକଙ୍କୁ ଧରାଇବେ ଲୋକେ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ମୋବାଇଲ୍‌ ଫୋନ୍‌ ଆପ୍ଲିକେଶନ (ଆପ୍‌) ମାଧ୍ୟମରେ ବେପରୁଆ ଗାଡ଼ି ଚାଳକଙ୍କୁ ଧରାଇବେ ସାଧାରଣ ଲୋକେ। ଏଥିପାଇଁ ପ୍ରଚଳନ ହେବ ସିଟିଜେନ ରିପୋର୍ଟିଂ ଆପ୍‌। ଲୋକେ ବେପରୁଆ ଗାଡ଼ିଚାଳକଙ୍କ ଫଟୋ ଉଠାଇ ଉକ୍ତ ଆପ୍‌ ଜରିଆରେ ପଠାଇବେ। ଆବଶ୍ୟକ ଯାଞ୍ଚ ପରେ…

ଆକ୍ରମଣ ଘଟଣା: ବାପପୁଅଙ୍କୁ ୧୨ବର୍ଷ କାରାଦଣ୍ଡ

ନୟାଗଡ଼ ଅଫିସ,୨୦ା୧: ନୟାଗଡ଼ ଜିଲା ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ମାନସ କୁମାର ପଣ୍ଡା ଶନିବାର ଏକ ଆକ୍ରମଣ ଘଟଣାର ବିଚାର କରି ବାପପୁଅଙ୍କୁ ୧୨ ବର୍ଷ କାରାଦଣ୍ଡ ଶୁଣାଣି କରିଛନ୍ତି। ସେମାନେ ହେଲେ ଓଡ଼ଗାଁ ଥାନା ଜାମୁସାହି ଗ୍ରାମର ନକୁଳ…

କଲଭର୍ଟରେ ଗର୍ତ୍ତ: ୨ ମାସରେ ୩୪ ଦୁର୍ଘଟଣା

ରଣପୁର,୨୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍‌ଏସିର ୧୩ନଂ. ୱାର୍ଡ ରଘୁନାଥପୁର ଗଁା ମୁଣ୍ଡରେ ଥିବା କଲଭର୍ଟରେ ଗର୍ତ୍ତ ସୃଷ୍ଟି ହୋଇ ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି। ଗତ ୨ମାସ ମଧ୍ୟରେ ଏଠାରେ ୩୪ଟି ଦୁର୍ଘଟଣା ଘଟିସାରିଲାଣି। ସେହିପରି ୧୨ ଗୃହପାଳିତ ପ୍ରାଣୀ ଗର୍ତ୍ତ…

ଶାରଳା ମନ୍ଦିର ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ

ଜଗତ୍‌ସିଂହପୁର ଅଫିସ୍‌/ତିର୍ତ୍ତୋଲ,୨୦ା(ଡି.ଏନ.ଏ.): କନକପୁରସ୍ଥିତ ମା’ଶାରଳା ମନ୍ଦିରରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। କନକପୁର ଦେଉଳୀ ଗ୍ରାମର ତ୍ରିଲୋଚନ ରାଉଳ(ଗୁଲା)ନାମକ ସେବାୟତଙ୍କୁ ୩ଜଣ ମରଣାନ୍ତକ ଆକ୍ରମଣ କରିଛନ୍ତି। ସେମାନେ ହେଲେ ତିର୍ତ୍ତୋଲ ଥାନା ଓକଲାର ସୁଶାନ୍ତ ରାଉଳ, କନକପୁର ଶାସନର ପ୍ରଶାନ୍ତ…

ପେଟ ସମସ୍ୟା ପାଇଁ ଉପକାରୀ ଗାଜର ଜୁସ୍‌

ଗାଜରରେ ଭରପୂର୍‌ ମାତ୍ରାରେ କ୍ୟାଲ୍‌ସିୟମ୍‌, ଫାଇବର୍‌, ଭିଟାମିନ୍‌ ଏ, ବି, ଓ ସି ମହଜୁଦ୍‌ ରହିଛି, ଯାହା କୋଲେଷ୍ଟୋରଲ୍‌ ସ୍ତରକୁ ନିୟନ୍ତ୍ରଣରେ ରଖେ। ନିୟମିତ ଗାଜର ଜୁସ୍‌ ସେବନ ଦ୍ୱାରା ଶରୀରରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। କାମ କରିବା ପରେ…

ବୋଲେରୋ ଓଲଟି ୪ ଗୁରୁତର

ଶଙ୍କରାଖୋଲ,୧୯ା୧(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଟିକାବାଲି ଥାନା ଶଙ୍କରାଖୋଲ ନିକଟ ଡୁମ୍ବୁରିନାଳ ପୋଲଠାରେ ରବିବାର ରାତି ପ୍ରାୟ ୯ଟାରେ ଏକ ବୋଲେରୋ ଓଲଟି ପଡ଼ିବାରୁ ୪ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଚକାପାଦ ଗ୍ରାମର ଭବାନୀ ଶଙ୍କର ସାହାଣୀ, କାବାଲାଗଁାର କେଦାରନାଥ…

ଫିଲ୍ମ ‘୮୩’ରେ ସୟଦ କିର୍ମାନୀଙ୍କ ଚରିତ୍ରରେ ନଜର ଆସିବେ ଏହି ଅଭିନେତା

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ୧୯୮୩ ମସିହା ବିଶ୍ୱକପ ବିଜେତା କପିଲ ଦେବଙ୍କ ଉପରେ ନିର୍ମାଣ ହେଉଛି ଫିଲ୍ମ ‘୮୩’। ଏଥିରେ ମୁଖ୍ୟ ଭୂମିକାରେ ନଜର ଆସିବେ ରଣବୀର ସିଂହ। ଏହି ଫିଲ୍ମର ଗୋଟିଏ ପରେ ଗୋଟିଏ କଳାକାରଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri