Home Left

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଏପିର ‘କେଜରିଓ୍ବାଲ ଗ୍ୟାରେଣ୍ଟି କାର୍ଡ’

ନୂଆଦଲ୍ଲୀ,୧୯।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ଏହାକୁ ନେଇ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ସବୁଦଳ ପ୍ରସ୍ତୁତ ହେଉଛନ୍ତି। ଏଠାରେ ଶାସକ ଆମ ଆଦମୀ ପାର୍ଟି(ଏଏପି), ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ କଡା ଟକ୍କର…

ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ: ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଲୋକପ୍ରିୟ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ରବିବାର ପରଲୋକ ଘଟିଛି । ସୁନନ୍ଦାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଦେହାନ୍ତ ସମ୍ପର୍କରେ ଜାଣି ସେ ଦୁଃଖିତ ଥିବା ଟୁଇଟ୍‌ କରିଛନ୍ତି। ଶାସ୍ତ୍ରୀୟ…

ସୂର୍ଯ୍ୟପରାଗ ଦେଖି ୧୫ ଶିଶୁଙ୍କ ଆଖି ଖରାପ

ଜୟପୁର,୧୯।୧: ଚଷମା ବିନା ଅଥବା ଅନ୍ୟ କୌଣସି ସୁରକ୍ଷା ବ୍ୟବସ୍ଥା ଗ୍ରହଣ ନ କରି ଖାଲି ଆଖିରେ ସୂର୍ଯ୍ୟ ପରାଗ ଦେଖିଥିବା ରାଜସ୍ଥାନର ପ୍ରାୟ ୧୫ଜଣ ଶିଶୁଙ୍କ ଆଖି ୭୦ ପ୍ରତିଶତ ଖରାପ ହୋଇଥିବା ସୂଚନା ମିଳିଛି। ଗତ ଡିସେମ୍ବର ୨୬ରେ…

ଘନ କୁହୁଡ଼ି: ଦୁଇ ଡଙ୍ଗା ମଧ୍ୟରେ ଧକ୍କା, ଅଳ୍ପକେ ବର୍ତ୍ତିଲେ ୧୮ ମତ୍ସ୍ୟଜୀବୀ

ଗୋପାଳପୁର,୧୯।୧(ଡି.ଏନ୍‌.ଏ.): କିଛିଦିନ ହେବ ରାଜ୍ୟର ଅଧିକାଂଶ ସ୍ଥାନରେ ଘନକୁହୁଡ଼ି ଦେଖାଦେଉଛି। ଏହି କୁହୁଡ଼ି ଯୋଗୁ ଗଞ୍ଜାମ ଜିଲା ଗୋପାଳପୁର ସମୁଦ୍ର ମଝିରେ ଦୁଇ ଡଙ୍ଗା ମଧ୍ୟରେ ଧକ୍କା ହୋଇ ଲକ୍ଷାଧିକ ଟଙ୍କାର ଜାଲ, ଡଙ୍ଗା ଓ ମୋଟର ନଷ୍ଟ ହୋଇଥିବା ବେଳେ…

ଭିତରକନିକାରେ ଡଲ୍‌ଫିନ ଗଣନା ଆରମ୍ଭ

ରାଜନଗର,୧୯।୧(ଡି.ଏନ୍‌.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ଦିନିକିଆ ଡଲ୍‌ଫିନ ଗଣନା ରବିବାର ସକାଳୁ ଆରମ୍ଭ ହୋଇଛି। ଉଦ୍ୟାନରେ ପ୍ରବାହିତ ହେଉଥିବା ନଦୀ, ନାଳ ବରୁଣେଇ, ଗହୀରମଥା, ସାତଭାୟା, ମହାନଦୀ ମୁହାଣ, ମହାକାଳପଡ଼ା ଓ କୁଜଙ୍ଗ ଅଞ୍ଚଳରେ ଗଣନା କାର୍ଯ୍ୟ ଚାଲୁଥିବା ଡିଏଫ୍‌ଓ ବିକାଶ…

ପ୍ରିନ୍ସ ହ୍ୟାରୀ ଆଉ ବ୍ୟବହାର କରିପାରିବେ ନାହିଁ ରାଜକୀୟ ଉପାଧି

ଲଣ୍ଡନ,୧୯।୧: ବ୍ରିଟେନର ରାଜ ପରିବାର ଛାଡିବାକୁ ନିଷ୍ପତ୍ତି ନେଇଥିବା ପ୍ରିନ୍ସ ହ୍ୟାରୀ ଓ ତାଙ୍କ ସ୍ତ୍ରୀ ମେଘାନ ମାର୍କେଲ ଏଣିକି ଆଉ ରାଜକୀୟ ଉପାଧି ଓ ରାଜକୋଷ ବ୍ୟବହାର କରିପାରିବେ ନାହିଁ ବୋଲି ବଙ୍କିଙ୍ଗ ହାମ ପ୍ୟାଲେସ ପକ୍ଷରୁ ସୂଚନା ଦିଆଯାଇଛି।…

ଯେଉଁଠି ୨ଶହ ଟଙ୍କାରେ ନିଜ ସନ୍ତାନଙ୍କୁ ବିକ୍ରି କରି ଦିଅନ୍ତି ଅଭିଭାବକ

ବନଜୁଲ,୧୯।୧: ଆଫ୍ରିକାର ଗାମ୍ବିଆରେ ଦେଖିବାକୁ ମିଳିଛି ଏକ ଅଜବ ଦୃଶ୍ୟ। ଏଠାରେ ଅଭିଭାବକମାନେ ନିଜ ସନ୍ତାନଙ୍କୁ ମାତ୍ର ୨ଶହ ଟଙ୍କାରେ ବିକ୍ରି କରୁଥିବା କୁହାଯାଏ। ବ୍ରିଟିଶ ମିଡିଆ ଦ ସନରେ ଏହି ଖବର ପ୍ରକାଶ ପାଇଛି। ଏହି ରିପୋର୍ଟ ଅନୁଯାୟୀ, ଏଠାରେ…

ବଳଶାଳୀ ବିଲ୍‌ଡରଙ୍କ ବଡ଼ କାରନାମା: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବେଖାତିର, ପୁଣି ଜବରଦଖଲ ଉଦ୍ୟମ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଭୁବନେଶ୍ୱରରେ ଏବେ ଜମି ଦର ଆକାଶଛୁଆଁ। ଜଣେ ସାଧାରଣ ବର୍ଗର ଲୋକ ପାଇଁ ଭୁବନେଶ୍ୱରରେ ଜମି କିଣିବା ସ୍ବପ୍ନ। ଏପରି ସ୍ଥଳେ କେତେକ ଅସାଧୁ ଅଫିସରଙ୍କ ସହାୟତାରେ ଜାଲ ନକ୍ସା ତିଆରି କରି ଏକରରୁ ଊର୍ଦ୍ଧ୍ୱ ଜଳାଶୟ ଜମି ଓ…

ଜିଲାସ୍ତରୀୟ ପଲ୍‌ସ ପୋଲିଓ କାର୍ଯ୍ୟକ୍ରମ: ୩୫୨୫୮୦ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ବ୍ରହ୍ମପୁର,୧୯।୧: ଜିଲାସ୍ତରୀୟ ପଲସ ପୋଲିଓ କାର୍ଯ୍ୟକ୍ରମ ରବିବାର ଶୁଭାରମ୍ଭ ହୋଇଯାଇଛି। ସିଟି ହସ୍ପିଟାଲ ପରିସରରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ(ସିଡିଏମ୍‌ପିଏଚଓ) ଡା. ବିଜୟ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ…

ପୋଲିଓ, ଟିକାକରଣର ଶୁଭାରମ୍ଭ କଲେ ଜିଲାପାଳ

ବରଗଡ଼ ଅଫିସ, ୧୯।୧: ବରଗଡ଼ ଜିଲାରେ ରବିବାର ପୋଲିଓ ଟିକାକରଣ ଚାଲିଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଜିଲା ମୁଖ୍ୟ ଚିକିତ୍ସାଳୟରେ ସକାଳ ୮ଟାରେ ଜଣେ ଶିଶୁଙ୍କୁ ପୋଲିଓ ବୁନ୍ଦା ଖୁଆଇ ଏହାର ଶୁଭାରମ୍ଭ କରିଥିଲେ। ଶୁଭାରମ୍ଭ ସମୟରେ ଜିଲା ମୁଖ୍ୟ ଡାକ୍ତରଖାନାର…

ରେଳ ଧାରଣାରୁ ମହିଳାଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର ଅଫିସ,୧୯।୧: ବାଲେଶ୍ୱର ଷ୍ଟେଶନ ପାଖ ଅଡ଼ର ବଜାର ନିକଟ ରେଳ ଧାରଣାରୁ ରବିବାର ସକାଳେ ପୋଲିସ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ସିଙ୍ଗଳା ଥାନା ଅଞ୍ଚଳର ସୁରୂପା ମହାନ୍ତି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।…

ଜଳ-ଜୀବନ-ସବୁଜିମା ସଚେତନତା: ତିଆରି ହେଲା ୧୬ ହଜାର ୪ଶହ ୪୩ କିମି ମାନବ ଶୃଙ୍ଖଳ

ପାଟନା,୧୯।୧: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସରକାରଙ୍କ ପକ୍ଷରୁ ରବିବାର ଏକ ନିଆରା କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। ଜଳ-ଜୀବନ-ସବୁଜିମା ସମ୍ପର୍କିତ ସଚେତନତା, ମଦ୍ୟପାନ ତଥା ବାଲ୍ୟ ବିବାହକୁ ବିରୋଧ କରି ରାଜ୍ୟବ୍ୟାପି ୧୬ ହଜାର ୪ଶହ ୪୩ କିମି ମାନବ ଶୃଙ୍ଖଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri