କଣ୍ଟାକ୍ଟ ଲେନ୍ସ୍ରେ ଜିପିଏସ୍: ହାର୍ଟ ବିଟ୍ ହେବ ଦେଖି
କାଲିଫର୍ନିଆ, ୧୯।୧: ଆଧୁନିକ ବିଜ୍ଞାନ ସହାୟତାରେ ଅସମ୍ଭବ କାମ ମଧ୍ୟ ସମ୍ଭବ ହୋଇପାରୁଛି। ସମ୍ପ୍ରତି ଆମେରିକା କାଲିଫର୍ନିଆର ଷ୍ଟାର୍ଟଅପ୍ ମୋଜୋ ଭିଜନ ପକ୍ଷରୁ ଏକ ପ୍ରକାର କଣ୍ଟାକ୍ଟଲେନ୍ସ୍ ତିଆରି କରାଯାଇଛି। ଏଥିରେ ଜିପିଏସ୍ ଜ୍ଞାନକୌଶଳକୁ ଅନ୍ତର୍ଭୁକ୍ତ କରାଯାଇଛି। ଏହାକୁ ଆଖିରେ ଲଗାଇଲେ…
ଦିବ୍ୟାଙ୍ଗ ବାଳକଙ୍କ ପାଖକୁ ବ୍ୟାଟ୍ ପଠାଇଲେ ସଚିନ ତେନ୍ଦୁଲକର
ରାୟପୁର, ୧୯।୧: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଛତିଶଗଡ଼ର ବସ୍ତର ଜିଲାର ଜଣେ ୧୨ ବର୍ଷ ବୟସ୍କ ଦିବ୍ୟାଙ୍ଗ ବାଳକଙ୍କ ପାଖକୁ ବ୍ୟାଟ୍ ପଠାଇଛନ୍ତି। ସେ ବାଳକ ଜଣକ ହେଉଛନ୍ତି ମଡ୍ଡାରାମ କବାସୀ। ମଡ୍ଡାରାମ ହ୍ବିଲ୍ଚେୟାର କ୍ରିକେଟ ଖେଳୁଥିବାର ଏକ ଭିଡ଼ିଓ…
୨୦ରେ ହାଲଓ୍ବା ସେରିମନି
ନୂଆଦିଲ୍ଲୀ,୧୯-୧: ଚଳିତ ମାସ ୨୦ ତାରିଖରେ ହାଲଓ୍ବା ସେରିମନି ଅନୁଷ୍ଠିତ ହେବ। ପ୍ରଥା ଅନୁସାରେ ଏହି ଦିନ ବଜେଟ ଦସ୍ତାବିଜ ପ୍ରିଣ୍ଟ ଆରମ୍ଭ ହୋଇଥାଏ। ଫେବୃୟାରୀ ପହିଲାରୁ ସାଧାରଣ ବଜେଟ ଆସିବାକୁ ଥିବା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦ରେ ହାଲଓ୍ବା…
ପୂର୍ବତନ ଭୂଷଣ ସିଏମ୍ଡିଙ୍କ ୨୦୦ କୋଟିର ସମ୍ପତ୍ତି ଜବତ
ନୂଆଦିଲ୍ଲୀ,୧୯-୧: ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ ଲିମିଟେଡର ପୂର୍ବତନ ସିଏମ୍ଡି ସଞ୍ଜୟ ସିଂଘଲଙ୍କ ୨୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସମ୍ପତ୍ତି ଜବତ କରାଯାଇଛି। ବେଆଇନ ଅର୍ଥ କାରବାର ନିରୋଧି ଆଇନ ଅନୁସାରେ ଦିଲ୍ଲୀ ଏବଂ ଲଣ୍ଡନସ୍ଥିତ ସମ୍ପତ୍ତି ଜବତ ହୋଇଥିବା ପ୍ରବର୍ତ୍ତନ…
ଭାଜପା କର୍ମୀଙ୍କ ଉପରେ ପୋଲିସର ଲାଠିମାଡ଼
କୋଲକାତା,୧୮ା୧(ଏଆଇଏନ୍ଏସ୍): ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର ଜିଲା ଅନ୍ତର୍ଗତ ନନ୍ଦିଗ୍ରାମରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସପକ୍ଷରେ ଶନିବାର ଶୋଭାଯାତ୍ରା ବାହାର କରିଥିବା ଭାଜପା କର୍ମୀଙ୍କ ଉପରେ ପୋଲିସ ଲାଠିମାଡ଼ କରିଛି। ରାଜ୍ୟ ଭାଜପା ସଭାପତି ଦିଲୀପ ଘୋଷଙ୍କ ନେତୃତ୍ୱରେ ଏହି ର଼୍ୟାଲି…
୫୪ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ
ମୁମ୍ବାଇ,୧୯।୧(ପି.ଟି.): ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ଶନିବାର ୫୪ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ପୂର୍ବତନ ଏଏପି ନେତା ଆଳକା ଲାମ୍ବା ଚାନ୍ଦ୍ନୀଚୌକ, ନିର୍ବାଚନ ପ୍ରଚାର କମିଟି ଅଧ୍ୟକ୍ଷ କୀର୍ତ୍ତି ଆଜାଦ୍ଙ୍କ ସ୍ତ୍ରୀ ପୁନମ୍ ସଙ୍ଗମବିହାର, ପୂର୍ବତନ କେନ୍ଦ୍ରମନ୍ତ୍ରୀ…
୭ ଲକ୍ଷ କୋଟି ଟଙ୍କା ବଢିଲା ଆଲଫାବେଟର ବଜାର ପୁଞ୍ଜୀକରଣ
ନୂଆଦିଲ୍ଲୀ,୧୯-୧: ଗୁଗଲର ମୂଳ କମ୍ପାନୀ ଆଲ୍ଫାବେଟର ବଜାର ପୁଞ୍ଜୀକରଣ ପ୍ରଥମଥର ଲାଗି ୧ ଟ୍ରିଲିୟନ ଡଲାର(୭୧ ଲକ୍ଷ କୋଟି ଟଙ୍କା) ଟପିଛି। ପ୍ରବାସୀ ଭାରତୀୟ ସୁନ୍ଦର ପିଚାଇ କମ୍ପାନୀର ସିଇଓ ହେବାର ଦେଢ ମାସ ପରେ ଆଲ୍ଫାବେଟର ବଜାର ପୁଞ୍ଜୀକରଣ ୧୨%…
‘ଭଗବାନ କହିଲେ ବି କ୍ଷମାଦେବିନି’
ନୂଆଦିଲ୍ଲୀ,୧୯ା୧(ପି.ଟି.): ଦିଲ୍ଲୀର ପାରାମେଡିକାଲ ଛାତ୍ରୀ ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ଅପରାଧୀମାନଙ୍କୁ କ୍ଷମା କରିଦେବା ପାଇଁ ବରିଷ୍ଠ ଆଇନଜୀବୀ ଇନ୍ଦିରା ଜୟସିଂ କରିଥିବା ଅନୁରୋଧକୁ ନିର୍ଭୟାର ମାଆବାପା ଅଗ୍ରାହ୍ୟ କରିଦେଇଛନ୍ତି। ଭଗବାନ କହିଲେ ବି ସେ କ୍ଷମା ଦେବେନାହିଁ…
ଅନ୍ତିମ ଦିନିକିଆ: ସିରିଜ ବିଜୟ ଲକ୍ଷ୍ୟରେ ଭାରତ
ବେଙ୍ଗାଲୁରୁ,୧୯।୧(ପି.ଟି.)- ସ୍ଥାନୀୟ ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମ ରବିବାର ଭାରତ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍ ଖେଳାଯିବ। ସିରିଜ ୧-୧ ସମାନସ୍ତରରେ ଥିବା ବେଳେ ଏହି ମ୍ୟାଚ୍ ନିର୍ଣ୍ଣାୟକ ସାବ୍ୟସ୍ତ ହୋଇଛି। ସିରିଜ ଜିତିବା ପାଇଁ…
ଦାବି ପୂରଣ କରା ନ ଗଲେ ୨୧ରୁ ଆନ୍ଦୋଳନ
ତାଳଚେର,୧୯ା୧(ନି.ପ୍ର.) – ତାଳଚେର ପୌରାଞ୍ଚଳ ଦେଉଳବେଡା ତେଲିସାହିରେ ମାଟି ଦବିବା ଘଟଣାକୁ ନେଇ ହୋଇଥିବା ଦ୍ୱିପାକ୍ଷିକ ନିଷ୍ପତ୍ତି କାର୍ଯ୍ୟକାରୀ ନ ହେବା ପ୍ରତିବାଦରେ ଶନିବାର କ୍ଷତିଗ୍ରସ୍ତ ଗ୍ରାମବାସୀ ଓ ଯୁବ ସମାଜ ପକ୍ଷରୁ ସ୍ଥାନୀୟ ଉପଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଉକ୍ତ…
ଜବରଦଖଲ ଉଚ୍ଛେଦ ଦାବିରେ ଗଣଧାରଣା
ଛେଣ୍ଡିପଦା,୧୯।୧(ସ୍ବ.ପ୍ର.) – ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମ ଯାତ୍ରା ପଡ଼ିଆରୁ ଜବରଦଖଲ ଉଚ୍ଛେଦ ଦାବିରେ ଶନିବାର ଗ୍ରାମବାସୀ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଏଥିଯୋଗୁ ତହସିଲ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହିତ ସେଠାରେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ,…
ପୁରୁଣା ଘର ଫଟୋ ଉଠାଇ ବିଲ୍
ପରଜଙ୍ଗ, ୧୯।୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ଯୁଆଡ଼େ ଉଣ୍ଡିଲେ ବାରି ହୋଇପଡୁଛି ଦୁର୍ନୀତିର ଗନ୍ଧ। ସବୁ ଅନିୟମିତତାର ଚେର ଯାଇ ଅଟକୁଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଖରେ। ପାଟରପଦା, କଲଦା ପଞ୍ଚାୟତରେ ଆବାସ ଯୋଜନା ହଟଚମଟକୁ ନେଇ ଚର୍ଚ୍ଚା…
Archives


