ଦୁର୍ନୀତିରେ ସମ୍ପୃକ୍ତ ଅଭିଯୋଗ: ଭିଏଲ୍ଡବ୍ଲ୍ୟୁଙ୍କ ନାମରେ ଥାନାରେ ଏତଲା ଦେଲେ ବିଡିଓ
ଯାଜପୁର ଅଫିସ,୧୮ା୧- ଦଶରଥପୁର ବ୍ଲକରେ କାର୍ଯ୍ୟ କରୁଥିବା ଭିଏଲ୍ଡବ୍ଲ୍ୟୁ ପ୍ରମୋଦ କୁମାର ମହାଳିକ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ଏନେଇ ତାଙ୍କ ନାମରେ ଦଶରଥପୁର ବିଡିଓ ନାରାୟଣ ଚନ୍ଦ୍ର ନାୟକ ଶୁକ୍ରବାର ମଙ୍ଗଳପୁର ଥାନାରେ ଏତଲା ଦେଇଛନ୍ତି। ସୂଚନା…
ବାପାଙ୍କ ଜମିରୁ ଧାନ କାଟି ନେବା ଅଭିଯୋଗ, ପୁଅ ଗିରଫ
ବୁଗୁଡ଼ା,୧୮ା୧(ଡି.ଏନ.ଏ.)-ବୁଗୁଡ଼ା ଥାନା ନିମପଦର ଗ୍ରାମରେ ବାପାଙ୍କ ଜମିରୁ ଧାନ କାଟି ନେଇଯିବା ଅଭିଯୋଗରେ ପୋଲିସ ଶନିବାର ପୁଅଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ନିମପଦର ଗ୍ରାମର ନାରାୟଣ ଦଳେଇ। ବୁଗୁଡ଼ା ପୋଲିସ ନଂ. ୨୮୭/୧୯ରେ ମାମଲା ରୁଜୁ କରିଥିଲା। ପ୍ରକାଶ ଯେ,…
ଆନ୍ତଃରାଜ୍ୟ ଗଞ୍ଜେଇ ବେପାରୀ ଗିରଫ, କାର ଜବତ
ଭଞ୍ଜନଗର,୧୮।୧(ଡି.ଏନ.ଏ)- କନ୍ଧମାଳ ଜିଲାରୁ ପ୍ରତିଦିନ ବିପୁଳ ପରିମାଣର ଗଞ୍ଜେଇ ଚୋରାରେ ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ ହେଉଛି। ପୋଲିସ ମଝିରେ ମଝିରେ କେତେଜଣ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହେଉଛି। ଏହିଭଳି ଶୁକ୍ରବାର ଭଞ୍ଜନଗର ପୋଲିସ ଗୋଡ଼ାଇ ଗୋଡ଼ାଇ ଧରିଥିବା ୩ଜଣ…
ପ୍ରେମ ପାଇଁ ହିଂସା: ନାବାଳିକାଙ୍କ ଗଳା କାଟିଲେ ଯୁବତୀ
ସଜନାଗଡ଼, ୧୮।୧(ଡି.ଏନ.ଏ.)-ନୀଳଗିରି ଥାନା ଅଧୀନ ମିତ୍ରପୁର ଅଞ୍ଚଳରେ ପ୍ରେମ ପାଇ ହିଂସାକାଣ୍ଡ ଘଟିଛି। ଜଣେ ଯୁବତୀ ବ୍ଲେଡ଼ରେ ଅନ୍ୟ ଜଣେ ନାବାଳିକାଙ୍କ ଗଳା, ଛାତି, ବାମପଟ ଗାଲ କାଟି ରକ୍ତାକ୍ତ କରିପକାଇଛନ୍ତି। ଏହି ମରଣାନ୍ତକ ଆକ୍ରମଣ ନେଇ ନୀଳଗିରି ଥାନାରେ ଅଭିଯୋଗ…
ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲ୍
ବାଲେଶ୍ୱର ଅଫିସ, ୧୮।୧-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଶନିବାର ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲଦଣ୍ଡ ସହ ୨୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଆଉ ବର୍ଷେ ଜେଲଦଣ୍ଡ ଭୋଗିବାକୁ…
ବାର୍ଟି ଜିତିଲେ ଆଡିଲେଡ୍ ଇଣ୍ଟରନ୍ୟାଶନାଲ
ଆଡିଲେଡ୍, ୧୮ା୧ (ଏଏଫ୍ପି)-ଆଶ୍ଲେ ବାର୍ଟି ଆଡିଲେଡ୍ ଇଣ୍ଟରନ୍ୟାଶନାଲ ଟେନିସ ପ୍ରତିଯୋଗିତାରେ ଟାଇଟଲ ବିଜୟୀ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲରେ ସେ ୟୁକ୍ରେନର ଡାୟାନା ୟାସ୍ତ୍ରେମ୍ସ୍କାଙ୍କୁ ୬-୨, ୭-୫ ସେଟ୍ରେ ହରାଇ ଦେଇଛନ୍ତି। ୨୦୧୧ରେ ହୋବାର୍ଟଠାରେ ଜାର୍ମିଲା ଓଫ୍ଙ୍କ ପରେ ଘରୋଇ କୋର୍ଟରେ…
ଅର୍ଜୁନ ମୁଣ୍ଡା ଆର୍ଚେରୀ ଆସୋସିଏଶନ ସଭାପତି
ନୂଆଦିଲ୍ଲୀ, ୧୮ା୧ (ପି.ଟି.)-କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଶନିବାର ଆର୍ଚେରୀ ଆସୋସିଏଶନ ଅଫ୍ ଇଣ୍ଡିଆ (ଏଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୩ଜଣ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ନିର୍ବାଚନ ଶୃଙ୍ଖଳାର ସହିତ ସମ୍ପନ୍ନ ହୋଇଛି। ପୂର୍ବତନ ଏଏଆଇ ସଭାପତି ବିଜୟ କୁମାର ମାଲହୋତ୍ରାଙ୍କ…
ସୈଫଙ୍କ ପସନ୍ଦ ଆସିଲାନି ଝିଅ ସାରାଙ୍କ ଫିଲ୍ମ ଟ୍ରେଲର
ସାରା ଅଲ୍ଲୀ ଖାନ୍ ଏବଂ କାର୍ତ୍ତିକ ଆର୍ୟନଙ୍କ ଅଭିନୀତ ଫିଲ୍ମ‘ଲଭ୍ ଆଜ୍ କଲ୍’ର ଟ୍ରେଲର ରିଲିଜ୍ ହୋଇସାରିଛି। ଏହା ପରେ ପ୍ରଶଂସକଙ୍କ ପ୍ରତିକ୍ରିୟା ଦେଖିବାକୁ ମିଳିଛି। କିଛି ପ୍ରଶଂସକ ସାରା-କାର୍ତ୍ତିକଙ୍କ ଅଭିନୟକୁ ପ୍ରଶଂସା କରୁଥିବା ବେଳେ ଆଉ କିଛି ଟ୍ରୋଲ୍ ବି…
ଏ ସବୁ ସମସ୍ୟାରୁ ମୁକ୍ତିଦିଏ କର୍ପୂରତେଲ
ଘରେ ବିଭିନ୍ନ ପୂଜାପାର୍ବଣ ବା ଆଳତି ସମୟରେ କର୍ପୂରର ବ୍ୟବହାର କରାଯାଇଥାଏ। ଏହା ପରେ ମଧ୍ୟ କର୍ପୂରକୁ ବିଭିନ୍ନ କାର୍ଯ୍ୟ ପାଇଁ ବ୍ୟବହାର କରାଯାଇଥାଏ। ଏଥିରୁ ଆଣ୍ଟିବାୟୋଟିକ୍ ଓ ଆଣ୍ଟି ଫଙ୍ଗାଲ ଗୁଣ ମିଳିଥାଏ। ଏହା ସ୍ବାସ୍ଥ୍ୟ ଓ ସୌନ୍ଦର୍ଯ୍ୟ ଲାଗି…
ଲାକ୍ମୀ ଫ୍ୟାଶନ ଉଇକ୍ରେ ଚମକିଲେ ନେପାଳର ପ୍ରଥମ ଟ୍ରାନ୍ସଜେଣ୍ଡର ମହିଳା
ବମ୍ବେ: ଲାକ୍ମୀ ଫ୍ୟାଶନ ଉଇକ୍ରେ ଜଣେ ଟ୍ରାନ୍ସଜେଣ୍ଡର ମହିଳାଙ୍କ ଜଲଓ୍ବା। ସେ ବି ଏଭଳି ଯେ ସେଠାରେ ଉପସ୍ଥିତ ସମସ୍ତଙ୍କ ନଜର ତାଙ୍କ ଉପରେ କେନ୍ଦ୍ରୀଭୂତ ହୋଇଥିଲା। ନେପାଳର ନୁବାକେଟ ଜିଲାର ଏକ କୃଷକ ପରିବାରରେ ଜନ୍ମ ନେଇଥିବା ଅଞ୍ଜଳୀ ଲାମା…
କାର୍ ଦୁର୍ଘଟଣାରେ ଶବାନା ଆଜମୀ ଆହତ
ମୁମ୍ବାଇ,୧୮।୧: ବଲିଉଡ୍ ଅଭିନେତ୍ରୀ ଶବାନା ଆଜମୀ ଏକ ଦୁର୍ଘଟଣାରେ ଆହତ ହୋଇଥିବା ସୂଚନା ମିଳିଛି। ମୁମ୍ବାଇ-ପୁନେ ଏକ୍ସପ୍ରେସଓ୍ବେର କାହଲପୁରଠାରେ ତାଙ୍କ କାର୍ ଦୁର୍ଘଟଣା ହେବା ସହ ସେ ଓ ତାଙ୍କ ଡ୍ରାଇଭର ଏଥିରେ ଆହତ ହୋଇଛନ୍ତି। ସେଥିରେ ତାଙ୍କ ସ୍ବାମୀ ଜାଭେଦ…
ବିଶ୍ୱର ସବୁଠାରୁ ଦାମୀ ମଦ
ମଦର ଦାମ୍ ଭାରତରେ ୫ରୁ ୧୦ ହଜାର ଭିତରେ ହେଲେ ଏହାକୁ ଦାମୀ ମଦ ବୋଲି କୁହାଯାଏ। ହେଲେ ୟୁରୋପର ପ୍ରମୁଖ ପର୍ଯ୍ୟଟନସ୍ଥଳ ଟୋକଜରେ ଏକ ମଦ ଉତ୍ପାଦକ ଏବେ ଏମିତି ଏକ ମଦ ତିଆରି କରିଛନ୍ତି ଯାହାର ଦେଢ ଲିଟରର…
Archives


