ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିଲେ: ୧୮ ଦିନ ପରେ ମୃତଦେହ ଉଦ୍ଧାର, ଅଭିଯୁକ୍ତ ସ୍ବାମୀଙ୍କ ସହ ୫ ଅଟକ
ସମ୍ବଲପୁର,୧୮।୧ (ବ୍ୟୁରୋ)- ସମ୍ବଲପୁର ଜିଲା ଧନୁପାଲି ଥାନା ବାହାଲପଡାରେ ଜଣେ ମହିଳାଙ୍କୁ ହତ୍ୟା କରିବା ପରେ ସ୍ବାମୀ ପୋତି ଦେଇଥିଲେ। ଶନିବାର ପୋଲିସ ମାଟି ତଳୁ ତାଙ୍କ ମୃତଦେହକୁ ଉଦ୍ଧାର କରି ଅଭିଯୁକ୍ତ ସ୍ବାମୀ କୁନାଲ ସିଂଙ୍କ ସହ ୫ଜଣଙ୍କୁ ଅଟକ…
ପିକ୍ନିକ୍ ହେଲା କାଳ: ଜଳପ୍ରପାତରେ ଗାଧୋଇବା ବେଳେ ଚାଲିଗଲା ୨ ଛାତ୍ରଙ୍କ ଜୀବନ
ସମ୍ବଲପୁର,୧୮।୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରାଠାରେ ଥିବା ଦେବଝରଣ ପର୍ଯ୍ୟଟନସ୍ଥଳୀକୁ ଶନିବାର ଭିସୁଟ୍ ଇଞ୍ଜିନିୟରିଂ ଛାତ୍ର ପିକ୍ନିକ୍ କରିବାକୁ ଯାଇଥିଲେ। ଜଳପ୍ରପାତରେ ଗାଧୋଉଥିବା ସମୟରେ ବୁଡ଼ିଯିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁର୍ଲା ଭିସୁଟ୍ କମ୍ପ୍ୟୁଟର ସାଇନ୍ସ ତୃତୀୟ ବର୍ଷ ଛାତ୍ର…
ଅଷ୍ଟ୍ରେଲିଆନ ଓପନ: ମୁଖ୍ୟ ପର୍ଯ୍ୟାୟରେ ପ୍ରଜନେଶ
ମେଲ୍ବୋର୍ନ,୧୮।୧- ଭାରତୀୟ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ଶୁକ୍ରବାର ଅଷ୍ଟ୍ରେଲିଆନ ଓପନର ମୁଖ୍ୟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି। ଯଦି ସେ ପ୍ରଥମ ରାଉଣ୍ଡକୁ ଅତିକ୍ରମ କରିବାରେ ସଫଳ ହୁଅନ୍ତି, ତେବେ ବିଶ୍ୱର ଦ୍ୱିତୀୟ ର଼୍ୟାଙ୍କ ନୋଭାକ ଜୋକୋଭିଚ୍ଙ୍କୁ ଭେଟିବେ।…
ଏହି ମହିଳାଙ୍କୁ ଅଜବ ରୋଗ, ଶୁଣିପାରନ୍ତିନି ପୁରୁଷଙ୍କ କଥା
ବେଜିଂ: ଈଶ୍ୱର ଶୁଣିବା ପାଇଁ ଦୁଇଟି କାନ ଦେଇଛନ୍ତି। ଏହାଦ୍ୱାରା ସମସ୍ତଙ୍କ କଥା ଶୁଣି ହେବ। ମାତ୍ର ଜଣେ ମହିଳାଙ୍କ କାନରେ ଏପରି ରୋଗ ହୋଇଛି ଯାହାଙ୍କୁ ପୁରୁଷଙ୍କ କଥା ଶୁଭେ ନାହିଁ। ବିଶ୍ୱାସ ହେଉ ନ ଥିଲେ ବି ସତ।…
ବନ୍ଦ ହେବନାହିଁ ସାଇବାବାଙ୍କ ମନ୍ଦିର
ଶିରିଡି,୧୮।୧: ମହାରାଷ୍ଟ୍ରର ଶିରିଡିରେ ଥିବା ସାଇବାବାଙ୍କ ମନ୍ଦିର ରବିବାରଠାରୁ ବନ୍ଦ ହେବ ବୋଲି ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏବେ ଶିରିଡି ସାଇ ମନ୍ଦିରର ଚିଫ୍ ଏକ୍ଜିକ୍ୟୁଟିଭ ଅଫିସର ଦୀପକ ମୁଗଲିକର କହିଛନ୍ତି…
ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ : ପକେଟ୍ ମନି ଦାନକଲେ ଜୁହି ଚାଓ୍ବଲାଙ୍କ ପୁଅ
ମୁମ୍ବାଇ: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲାଗିବା ଘଟଣାକୁ ନେଇ ସାରା ବିଶ୍ୱ ଚିନ୍ତା ପ୍ରକଟ କରିଛି। ଅଷ୍ଟ୍ରେଲିଆର ଏହି ବିପତ୍ତି ସମୟରେ ସମସ୍ତେ ସହାୟତାର ହାତ ବଢାଇଛନ୍ତି। ବଲିଉଡ୍ ବିୟୁଟି ଜୁହି ଚାଓ୍ବଲାଙ୍କ ପୁଅ ମଧ୍ୟ ଏ କ୍ଷେତ୍ରରେ ଦୁଇ ପାଦ…
ରାତିରେ କଲିଂ ବେଲ୍ ବଜାଇ କରୁଥିଲେ ହଇରାଣ, ପରିଣତି ହେଲା ଏପରି
ମୁମ୍ବାଇ: ଦୁନିଆରେ ଭିନ୍ନ ଧରଣର ଲୋକ ଅଛନ୍ତି। ଜଣେ ଜଣେ ଅନ୍ୟମାନଙ୍କୁ ହଇରାଣ କରି ବେଶ୍ ଆନନ୍ଦ ପାଇଥା’ନ୍ତି। ମାତ୍ର ଏହି ଆନନ୍ଦ ଯେ ଦିନେ ସେମାନଙ୍କୁ ଅସୁବିଧାରେ ପକାଇବ ସେ କଥା କେବେ ଭାବି ନ ଥା’ନ୍ତି। ଏପରି ଏକ…
ଜମ୍ମୁ-କଶ୍ମୀର: ପ୍ରିପେଡ ସିମକାର୍ଡରେ କଥା ହେବା ସହ ଦେଇ ପାରିବେ ବାର୍ତ୍ତା
ଶ୍ରୀନଗର,୧୮।୧: ଜମ୍ମୁ-କଶ୍ମୀରର ସ୍ଥିତି ସମିକ୍ଷା କରିବା ପରେ ଏବେ ସେଠାରେ ସମସ୍ତ ସ୍ଥାନୀୟ ପ୍ରିପେଡ ସିମକାର୍ଡରେ କଲ୍ କରିବା ସହ ଏସ୍ଏମ୍ଏସ୍ ପଠାଯାଇ ପାରିବ ବୋଲି କୁହାଯାଇଛି। ଏହାସହ ସମିକ୍ଷା କରିବା ପରେ ଜମ୍ମୁ ସମ୍ଭାଲ ଓ କଶ୍ମୀରର ୧୦ ଜିଲାରେ…
ଆମକୁ କ’ଣ ବାଉନ୍ସର ବଳିଯିବେ, ଡାକିଲେ ୫ହଜାର ଲୋକ ଆସିବେ: ସୁର
ଭୁବନେଶ୍ୱର,୧୮।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ଜଗିବାକୁ ତୀବ୍ର ବିରୋଧ କରିଛନ୍ତି ବିଧାୟକ ସୁର ରାଉତରାୟ। ଶନିବାର ଏ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ଦଳୀୟ କାର୍ଯ୍ୟାଳୟକୁ ସେମାନଙ୍କୁ ଆଣିବା ଠିକ୍ ହୋଇନାହିଁ। ରାଜନୀତିରେ ଏମିତି ଉଚିତ୍ ନୁହେଁ, ଗୁଣ୍ଡା ଶାସନକୁ…
ଶୌଚାଳୟରେ ରୋଷେଇ ଘର: ବାରବାଙ୍କିରେ ସ୍ବଚ୍ଛ ଭାରତ ମିଶନ ବାଟବଣା
ଲକ୍ଷ୍ନୌ,୧୮।୧: ସ୍ବଚ୍ଛ ଭାରତ ମିଶନ ନେଇ କେନ୍ଦ୍ର ସରକାର ନାନା ପ୍ରକାର ଉଦ୍ୟମ ଜାରି ରଖିଛନ୍ତି। ତେବେ ଉତ୍ତରପ୍ରଦେଶ ବାରବାଙ୍କିରେ ସ୍ବଚ୍ଛ ଭାରତ ମିଶନ ଅନ୍ତର୍ଗତ ନିର୍ମିତ ହୋଇଥିବା ଏକ ଶୌଚାଳୟ ରୋଷେଇ ଘର ପାଲଟିଥିବା ଫଟୋ ଏବେ ସୋସିଆଲ୍ ମିଡ଼ିଆରେ…
ଦିଲ୍ଲୀର ଶାସନ ଭାଜପା ହାତକୁ ଆସିଲେ ହଟିବ ମସଜିଦ୍-ମଦ୍ରାସା ଓ କବରସ୍ତାନର ଅବୈଧ ନିର୍ମାଣ: ସାହିବ ସିଂ
ନୂଆଦିଲ୍ଲୀ,୧୮।୧: ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନାନା ପ୍ରତିଶ୍ରୁତି ଦେଇ ଭୋଟରଙ୍କୁ ହାତେଇବାର ପ୍ରୟାସ କରାଯାଉଛି। ଏପରିସ୍ଥଳେ ଭାଜପା ପକ୍ଷରୁ ଏମ୍ପି ସାହିବ ସିଂ ବର୍ମା କହିଛନ୍ତି ଯେ, ଦିଲ୍ଲୀର ଶାସନ ଭାଜପା ହାତକୁ…
ଭିନ୍ନ ଢଙ୍ଗରେ ସ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଓବାମା
ଓ୍ବାଶିଂଟନ,୧୮।୧: ଆମେରିକାର ପୂର୍ବତନ ଫାଷ୍ଟ ଲେଡି ମିଶେଲ ଓବାମା ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଆମେରିକାର ପ୍ରଥମ କୃଷ୍ଣକାୟ ରାଷ୍ଟ୍ରପତି ତଥା ମିଶେଲଙ୍କ ସ୍ବାମୀ ବାରାକ ଓବାମା ତାଙ୍କୁ ଭିନ୍ନ ଢଙ୍ଗରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟର ଓ…
Archives


