ଲିଭିଲା ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ : ବଢିଲା ବନ୍ୟା ଆଶଙ୍କା
ସିଡ୍ନୀ,୧୮।୧: ଗତ ଗୁରୁବାର ପୂର୍ବ ଅଷ୍ଟ୍ରେଲିଆରେ ହୋଇଥିବା ବର୍ଷାରେ ସେଠାକାର ଜଙ୍ଗଲରେ ଲାଗିଥିବା ନିଆଁ ଅନେକାଂଶରେ ଲିଭିଯାଇଛି। ହେଲେ ଏହା ଫଳରେ ବନ୍ୟା ଆଶଙ୍କା ଦେଖାଯାଇଛି। ଅଷ୍ଟ୍ରେଲିଆର କୁଇନ୍ସଲାଣ୍ଡରେ ଆସିଥିବା ବନ୍ୟାରେ ଜାତୀୟ ରାଜପଥରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ସୂଚନା ମିଳିଛି।…
ବ୍ଲକସ୍ତରୀୟ କୃଷକ ସମ୍ପର୍କ ମେଳା
ବନ୍ତ,୧୮।୧(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଶେଉଳଗଡ଼ିଆ କୃଷି ଫାର୍ମଠାରେ କୃଷି ବିଭାଗ ପକ୍ଷରୁ ଶନିବାର ଏକ ବ୍ଲକସ୍ତରୀୟ କୃଷକ ସମ୍ପର୍କ ମେଳା ଅନୁଷ୍ଠିତ ହୋଇଯାଇଛି । ଜିଲା କୃଷି ଅଧିକାରୀ ପ୍ରସାଦ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ…
ଅସ୍ତ୍ରୋପଚାର ସମୟରେ ପ୍ରସୂତି ମୃତ, ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର
ବରଗଡ଼ ଅଫିସ, ୧୮।୧- ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଶନିବାର କନ୍ୟା ସନ୍ତାନ ଜନ୍ମ ଦେବା ପରେ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ମୃତା ମହିଳା ଜଣକ ହେଲେ ବରଗଡ଼ ସଦର ଥାନା ଅନ୍ତର୍ଗତ ବେହେରା ଗ୍ରାମର ଉମାକାନ୍ତ ବନଛୋରଙ୍କ ସ୍ତ୍ରୀ…
ଭାଜପାର ପୂର୍ବତନ ଏମ୍ପି ଅଶ୍ୱିନୀ ଚୋପ୍ରାଙ୍କ ପରଲୋକ
ହରିୟାଣା,୧୮।୧: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍ପି ତଥା ବରିଷ୍ଠ ସାମ୍ବାଦିକ ଅଶ୍ୱିନୀ କୁମାର ଚୋପ୍ରାଙ୍କର ୬୨ ବର୍ଷ ବୟସରେ ଶନିବାର ପରଲୋକ ହୋଇଛି। କିଛିଦିନ ହେବ ସେ କ୍ୟାନସରରେ ପୀଡିତ ଥିବା ବେଳେ ଶନିବାର ହରିୟାଣା ଗୁରୁଗ୍ରାମର ଏକ ଘରୋଇ…
ନାଇକ୍ର ହାଇଟେକ୍ ବୁଟ୍ ଉପରେ ଲାଗିପାରେ ବ୍ୟାନ୍
ମୋନାକୋ,୧୮।୧- ବିଶ୍ୱର ଅନ୍ୟତମ କ୍ରୀଡ଼ା ଉପକରଣ ପ୍ରସ୍ତୁତକାରୀ କମ୍ପାନୀ ନାଇକ୍ର ଅତି ଉନ୍ନତର ଭାପୋରଫ୍ଲାଇ ବୁଟ୍ ଉପରେ ଲାଗିପାରେ ବ୍ୟାନ୍। ଅତି ଉନ୍ନତ ଟେକ୍ନୋଲୋଜି ବ୍ୟବହାର ହୋଇଥିବାରୁ ବୁଟ୍ର ବିକ୍ରି ବଢ଼ିଯାଇଛି। ଭାପୋରଫ୍ଲାଇ ବୁଟ୍ରେ ଅଧିକ ସ୍ପ୍ରିଙ୍ଗ୍, କାର୍ବନ ପ୍ଲେଟ୍ ଓ…
ଉଚ୍ଛେଦ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ଛେଣ୍ଡିପଦା,୧୮।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମ ଯାତ୍ରାପଡ଼ିଆରୁ ଉଚ୍ଛେଦ ଦାବିରେ ଶନିବାର ଗ୍ରାମବାସୀଙ୍କ ପକ୍ଷରୁ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି । ପ୍ରକାଶ ଯେ, ବ୍ରାହ୍ମଣବିଲ ଗ୍ରାମର କଲ୍ୟାଣ ମଣ୍ଡପକୁ ଲାଗିଥିବା ସରକାରୀ ଜମିରେ ଉକ୍ତ ଗ୍ରାମର…
ହଜିଗଲା ମାନବିକତା: କୁଷ୍ଠ ରୋଗୀ ବୋଲି ମିଳିଲାନି କାନ୍ଧ, ସାଇକେଲରେ ବୁହା ହେଲା ମୃତଦେହ
ପର୍ଲା,(ଡି.ଏନ୍.ଏ.),୧୮।୧- ଆଜିର ଅତ୍ୟାଧୁନିକ ସମାଜରେ ମଧ୍ୟ ଅନେକେ ଅନ୍ଧବିଶ୍ୱାସ ଭଳି ସାମାଜିକ ବ୍ୟାଧିଗ୍ରସ୍ତ। ଏପରିକି ସମାଜରେ ମାନବିକତା ଧୀରେ ଧୀରେ ହଜିବାକୁ ବସୁଛି। ଏଭଳି ଅଭାବନୀୟ ଘଟଣା କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ଦଣ୍ଡପାଟ ଅଞ୍ଚଳ ଛଞ୍ଚାଣବାହାଳି ପଞ୍ଚାୟତ ବେହେରାଗୁଡାରେ ଦେଖିବାକୁ…
ସୁରକ୍ଷା ପ୍ରତିଶ୍ରୁତି ନ ମିଳିଲେ ଦେଶକୁ ଫେରିବେ ନାହିଁ ଚେସ୍ ରେଫରି
ଚେନ୍ନାଇ,୧୮।୧- ଚଳିତ ବିଶ୍ୱ ମହିଳା ଚେସ୍ ଚାମ୍ପିୟନଶିପରେ ଶୁକ୍ରବାର ଚାଇନିଜ ଗ୍ରାଣ୍ଡମାଷ୍ଟର ଜୁ ଓ୍ବେନ୍ଜୁନ ଓ ରୁଷିଆର ଆଲେକସାଣ୍ଡ୍ରା ଗୋରିଚକିନାଙ୍କ ମଧ୍ୟରେ ଅନୁଷ୍ଠିତ ମୁକାବିଲା ପୂରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। କେବଳ ଦୁଇ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ କଡ଼ା ସଂଘର୍ଷ ପାଇଁ…
ଜାତୀୟ ଏକତା ପୁରସ୍କାର ଲାଗି ନାମାଙ୍କନ ଆରମ୍ଭ
ନୂଆଦିଲ୍ଲୀ: ଦେଶର ଏକତା ଏବଂ ଅଖଣ୍ଡତା ବଜାୟ ରଖିବା କ୍ଷେତ୍ରରେ ଅତୁଳନୀୟ ଭୂମିକା ଗ୍ରହଣ କରିଥିବା ନାଗରିକଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ସର୍ଦ୍ଦାର ପଟେଲ ଜାତୀୟ ଏକତା ପୁରସ୍କାର ଘୋଷଣା କରିଥିଲେ। ଶୁକ୍ରବାର କେନ୍ଦ୍ର ସରକାର ଚଳିତ ବର୍ଷ…
ସିଏଏକୁ ବିରୋଧ: ହାତ ଯୋଡ଼ି ଗାୟତ୍ରୀ ମନ୍ତ୍ର, ଗୁରୁବାଣୀ, ବାଇବେଲ ଓ ଫାତିହା ପାଠ କଲେ ମୁସଲମାନ ବାଳିକା
ନୂଆଦିଲ୍ଲୀ,୧୮।୧: ଦେଶରେ ସିଏଏକୁ ନେଇ ବିରୋଧ ଜାରି ରହିଛି। ଚଣ୍ଡିଗଡ଼ରେ ସିଏଏ ବିରୋଧରେ ହୋଇଥିବା ଏକ ରାଲିରେ ମନାଲ୍ ଖାଁ ନାମକ ଜଣେ ୬ଷ୍ଠ ଶ୍ରେଣୀରେ ପଢୁଥିବା ବାଳିକା ଯୋଗଦେଇ ପ୍ରଥମେ ହାତଯୋଡ଼ି ଗାୟତ୍ରୀ ମନ୍ତ୍ର ପାଠ କରିଥିଲେ। ଏହାପରେ ସେ…
ବୀର ସାଭରକରଙ୍କୁ ବିରୋଧ କରୁଥିବା ଲୋକଙ୍କୁ ଆଣ୍ଡାମାନ ଜେଲକୁ ପଠାଇ ଦିଆଯାଉ: ସଞ୍ଜୟ
ନୂଆଦିଲ୍ଲୀ,୧୮।୧: କିଛିଦିନ ହେବ ବୀର ସାଭରକରଙ୍କୁ ନେଇ ଗଣମାଧ୍ୟମରେ ବିଭିନ୍ନ ବୟାନବାଜି ସାମ୍ନାକୁ ଆସିଛି। ଏବେ ଶିବସେନା ନେତା ସଞ୍ଜୟ ରାଉତ କହିଛନ୍ତି ଯେଉଁମାନେ ବୀର ସାଭରକରଙ୍କୁ ବିରୋଧ କରୁଛନ୍ତି ସେମାନଙ୍କୁ ୨ଦିନ ପାଇଁ ଆଣ୍ଡାମାନ ଜେଲ ପଠାଇ ଦିଆଯାଉ। ତା’ହେଲେ…
ଏଣିକି ବାଇକ୍ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲ୍ମେଟ ବାଧ୍ୟତାମୂଳକ: ମନ୍ତ୍ରୀ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଟ୍ରାଫିକ୍ ନିୟମ କଡ଼ାକଡ଼ି ପାଇଁ ପୁଣି ଥରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଚେତାବନୀ ଦେଇଛନ୍ତି। ଦିଲ୍ଲୀରେ ଅନୁଷ୍ଠିତ ସଡ଼କ ସୁରକ୍ଷା ବୈଠକରୁ ଫେରିବା ପରେ ମନ୍ତ୍ରୀ କହିଛନ୍ତି, ଏଣିକି ବାଇକ୍ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲମେଟ ବାଧ୍ୟତାମୂଳକ…
Archives


