Home Left

ଜାତୀୟ ଏକତା ପୁରସ୍କାର ଲାଗି ନାମାଙ୍କନ ଆରମ୍ଭ

ନୂଆଦିଲ୍ଲୀ: ଦେଶର ଏକତା ଏବଂ ଅଖଣ୍ଡତା ବଜାୟ ରଖିବା କ୍ଷେତ୍ରରେ ଅତୁଳନୀୟ ଭୂମିକା ଗ୍ରହଣ କରିଥିବା ନାଗରିକଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ସର୍ଦ୍ଦାର ପଟେଲ ଜାତୀୟ ଏକତା ପୁରସ୍କାର ଘୋଷଣା କରିଥିଲେ। ଶୁକ୍ରବାର କେନ୍ଦ୍ର ସରକାର ଚଳିତ ବର୍ଷ…

ସିଏଏକୁ ବିରୋଧ: ହାତ ଯୋଡ଼ି ଗାୟତ୍ରୀ ମନ୍ତ୍ର, ଗୁରୁବାଣୀ, ବାଇବେଲ ଓ ଫାତିହା ପାଠ କଲେ ମୁସଲମାନ ବାଳିକା

ନୂଆଦିଲ୍ଲୀ,୧୮।୧: ଦେଶରେ ସିଏଏକୁ ନେଇ ବିରୋଧ ଜାରି ରହିଛି। ଚଣ୍ଡିଗଡ଼ରେ ସିଏଏ ବିରୋଧରେ ହୋଇଥିବା ଏକ ରାଲିରେ ମନାଲ୍‌ ଖାଁ ନାମକ ଜଣେ ୬ଷ୍ଠ ଶ୍ରେଣୀରେ ପଢୁଥିବା ବାଳିକା ଯୋଗଦେଇ ପ୍ରଥମେ ହାତଯୋଡ଼ି ଗାୟତ୍ରୀ ମନ୍ତ୍ର ପାଠ କରିଥିଲେ। ଏହାପରେ ସେ…

ବୀର ସାଭରକରଙ୍କୁ ବିରୋଧ କରୁଥିବା ଲୋକଙ୍କୁ ଆଣ୍ଡାମାନ ଜେଲକୁ ପଠାଇ ଦିଆଯାଉ: ସଞ୍ଜୟ

ନୂଆଦିଲ୍ଲୀ,୧୮।୧: କିଛିଦିନ ହେବ ବୀର ସାଭରକରଙ୍କୁ ନେଇ ଗଣମାଧ୍ୟମରେ ବିଭିନ୍ନ ବୟାନବାଜି ସାମ୍ନାକୁ ଆସିଛି। ଏବେ ଶିବସେନା ନେତା ସଞ୍ଜୟ ରାଉତ କହିଛନ୍ତି ଯେଉଁମାନେ ବୀର ସାଭରକରଙ୍କୁ ବିରୋଧ କରୁଛନ୍ତି ସେମାନଙ୍କୁ ୨ଦିନ ପାଇଁ ଆଣ୍ଡାମାନ ଜେଲ ପଠାଇ ଦିଆଯାଉ। ତା’ହେଲେ…

ଏଣିକି ବାଇକ୍‌ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ: ମନ୍ତ୍ରୀ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଟ୍ରାଫିକ୍‌ ନିୟମ କଡ଼ାକଡ଼ି ପାଇଁ ପୁଣି ଥରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଚେତାବନୀ ଦେଇଛନ୍ତି। ଦିଲ୍ଲୀରେ ଅନୁଷ୍ଠିତ ସଡ଼କ ସୁରକ୍ଷା ବୈଠକରୁ ଫେରିବା ପରେ ମନ୍ତ୍ରୀ କହିଛନ୍ତି, ଏଣିକି ବାଇକ୍‌ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲମେଟ ବାଧ୍ୟତାମୂଳକ…

ମା’ଙ୍କ ଜନ୍ମଦିନରେ ଦାମୀ କାର୍‌ ଉପହାର ଦେଲେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ପପୁଲାର୍‌ ହିରୋ କାର୍ତ୍ତିକ ଆର୍ୟନ୍‌ଙ୍କୁ ନେଇ ଆଜିକାଲି ଖୁବ୍‌ ଚର୍ଚ୍ଚା। ଅଳ୍ପ ଦିନର ବଲିଉଡ୍‌ କ୍ୟାରିୟର୍‌ ଭିତରେ ସେ ବେଶ୍‌ ଲୋକପ୍ରିୟତା ହାସଲ କରିସାରିଲେଣି। କେବେ ନିଜ ଅଭିନୟକୁ ନେଇ ତ କେବେ ଲଭ୍‌-ଆଫାୟର୍ସ କାରଣରୁ କାର୍ତ୍ତିକ…

୨୦ନଂ.ଏନ୍‌ଏଚ୍‌ରେ ସିରିଜ୍‌ ଦୁର୍ଘଟଣା: ପଛକୁ ପଛ ପିଟିହେଲା ୩ ଟ୍ରକ୍‌, ଚାପିହୋଇ ରହିଛନ୍ତି ୨ ଡ୍ରାଇଭର, ଜଣେ ଗୁରୁତର

କେନ୍ଦୁଝର,୧୮।୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ୨୦ନଂ. ଜାତୀୟ ରାଜପଥରେ ଶନିବାର ସକାଳେ ସିରିଜ୍‌ ଟ୍ରକ୍‌ ଦୁର୍ଘଟଣା ଘଟିଛି। ପଛକୁ ପଛ ୩ ଆଇରନ ବୋଝେଇ ଟ୍ରକ୍‌ ପିଟିହୋଇ ୨ ଡ୍ରାଇଭର ଚାପିହୋଇ ରହିଥିବା ବେଳେ ଅନ୍ୟ ଜଣେ ଡ୍ରାଇଭରଙ୍କୁ ଗୁରୁତର ହୋଇଛନ୍ତି।…

ଗିନିଜ୍‌ ବୁକ୍‌ରେ ବିଶ୍ୱର ସବୁଠାରୁ ଲମ୍ବା କେକ୍‌

ତ୍ରିଶୂର୍‌(କେରଳ): ରେକର୍ଡ ପାଇଁ ଲୋକେ ସବୁବେଳେ କିଛି ନିଆରା ଚିନ୍ତା କରିଥାନ୍ତି। ଭାରତ ନାମରେ ଏପରି ଅନେକ ରେକର୍ଡ ସମ୍ମାନଜନକ ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇଛି। ନିକଟରେ କେରଳର ତ୍ରିଶୂର୍‌ ରାମନିଳୟମ୍‌ ରୋଡ୍‌ଠାରେ ବେକର୍ସ ଆସୋସିଏଶନ୍‌ କେରଳ ପକ୍ଷରୁ ରାଜ୍ୟର ୧୦୦୦ରୁ…

ପିକାସୋ ପେଟିଂ ବିକ୍ରି ଅଭିଯୋଗ: ୧୮ ମାସ ଜେଲ ଦଣ୍ଡ; ୪୧୦ କୋଟି ଜରିମାନା

ମାଦ୍ରିଦ୍‌,୧୮।୧: ଖ୍ୟାତି ସମ୍ପନ୍ନ ଚିତ୍ରକର ପାବ୍ଲୋ ପିକାସୋଙ୍କ ପେଟିଂକୁ କମ୍‌ ଦାମରେ ଚୋରାରେ ବିକ୍ରି କରୁଥିବା ଅଭିଯୋଗରେ ସ୍ପେନ୍‌ର ମାଦ୍ରିଦ୍‌ ହାଇକୋର୍ଟ ଜଣେ ଅଭିଯୁକ୍ତଙ୍କୁ ୧୮ ମାସ ଜେଲ ସହିତ ୪୧୦ କୋଟି ଟଙ୍କାର ଜରିମାନା ଦଣ୍ଡାଦେଶ କରିଛନ୍ତି। ୮୩ ବର୍ଷ…

ବିଦ୍ୟା ଦେବୀ: ୯୭ ବର୍ଷ ବୟସରେ ସମ୍ଭାଳିବେ ସରପଞ୍ଚ ଦାୟିତ୍ୱ

ଜୟପୁର,୧୮।୧: ବୟସ ଯେ ଏକ ସଂଖ୍ୟା ଏହାକୁ ଏବେ ପ୍ରମାଣ କରିଛନ୍ତି ରାଜସ୍ଥାନ ସିକାରର ୯୭ ବର୍ଷୀୟା ମହିଳା ବିଦ୍ୟା ଦେବୀ। ନିକଟରେ ଅନୁଷ୍ଠିତ ହୋଇଥିବା ରାଜସ୍ଥାନର ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ସେ ବିଜୟୀ ହୋଇ ଏବେ ସରପଞ୍ଚ ଦାୟିତ୍ୱ…

ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରେ ଆୟୋଜିତ ସପ୍ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ (ଭାରତ ଅଞ୍ଚଳ) ସମ୍ମିଳନୀରେ ଯୋଗଦେଇଛନ୍ତି ା ଲକ୍ଷ୍ନୌ ବିଧାନଭବନରେ ଆୟୋଜିତ ଏହି ସମ୍ମିଳନୀରେ ଲୋକ ସଭା ଓ ରାଜ୍ୟ ବିଧାନସଭାର ଉପଯୁକ୍ତ ପରିଚାଳନା…

‘ଡିଜିଟାଲ ମାଧ୍ୟମ ଗଣତନ୍ତ୍ରରେ ସହଭାଗିତା ବୃଦ୍ଧି କରିବ’

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି ମନ୍ତ୍ର ମଧ୍ୟରେ ଟେକ୍ନୋଲୋଜି(ବୈଷୟିକ ବିଦ୍ୟା) ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଡିଜିଟାଲ ମାଧ୍ୟମ ଦ୍ୱାରା ଲୋକମାନେ ଗଣତନ୍ତ୍ରରେ ସିଧାସଳଖ ଭାଗ ନେଇପାରିବେ। ତେଣୁ ଗଣତନ୍ତ୍ରରେ ଡିଜିଟାଲ ଗୁରୁତ୍ୱ ଅନୁଭବ କରି ରାଜ୍ୟ ସରକାର ସମସ୍ତ ପଦକ୍ଷେପ ଗ୍ରହଣ…

ବାରବାଟୀ-କଟକ ନିର୍ବାଚନୀ ମାମଲାରେ ମୋକିମଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ

କଟକ ଅଫିସ,୧୮ା୧: ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମାମଲାକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ବରିଷ୍ଠ ଆଡଭୋକେଟ ବିଦ୍ୟାଧର ମିଶ୍ର ଶୁକ୍ରବାର ଯୁକ୍ତି ଉପସ୍ଥାପନ କରିଥିଲେ। ଶୁକ୍ରବାର ଶୁଣାଣି ଅଧାରେ ରହିଥିଲା। ମାମଲାର ପରବର୍ତ୍ତୀ ଶୁଣାଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri