Home Left

ସମୂହ ଆତ୍ମାହୁତି ପାଇଁ ଆଶାୟୀ ଶିକ୍ଷକ ସଂଘର ଚେତାବନୀ

ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ହାଇସ୍କୁଲରେ କ୍ରୀଡ଼ା, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ହେଉନାହାନ୍ତି। ୨୦୧୯ ସୁଦ୍ଧା ପ୍ରାୟ ୧୫ ହଜାର କ୍ରୀଡ଼ା, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ପଦବୀ ଖାଲି ଥିଲେ ମଧ୍ୟ ଗଣଶିକ୍ଷା ବିଭାଗ କୌଣସି ପଦକ୍ଷେପ ନେଉନାହିଁ ବୋଲି…

‘କଶ୍ମୀର ପ୍ରସଙ୍ଗକୁ ମିଳୁନି ସମର୍ଥନ’

ବନ୍‌,୧୮ା୧: ପାକିସ୍ତାନ ବିଶ୍ୱ ମଞ୍ଚଗୁଡ଼ିକରେ କଶ୍ମୀର ପ୍ରସଙ୍ଗକୁ ଯେତେ ଉଠାଇଲେ ବି ଏହାକୁ ଅନ୍ତର୍ଜାତୀୟ ସମୁଦାୟର ସମର୍ଥନ ମିଳୁନାହିଁ। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଶୁକ୍ରବାର ଏହା ସ୍ବୀକାର କରିଛନ୍ତି। ଜର୍ମାନୀର ସରକାରୀ ଟିଭି ଚ୍ୟାନେଲ ଡିଡବ୍ଲ୍ୟୁକୁ ଏକ ସାକ୍ଷାତ୍‌କାର ଦେଇ…

୨୦ରୁ ‘କୃଷି ଓଡ଼ିଶା-୨୦୨୦’

ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ରାଜ୍ୟର କୃଷକମାନଙ୍କୁ କୃଷିକ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ସହିତ ପରିଚିତ କରାଇବା ଲକ୍ଷ୍ୟ ନେଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆସନ୍ତା ୨୦ରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’।…

୨୦ରେ ନଡ୍ଡା ହେବେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୮ା୧ (ପି.ଟି.): ଭାଜପା ଜାତୀୟ ଅଧ୍ୟକ୍ଷ ପଦ ଲାଗି ଜାନୁୟାରୀ ୨୦ରେ ନାମାଙ୍କନପତ୍ର ଦାଖଲ କରାଯିବ ଏବଂ ଆବଶ୍ୟକ ପଡ଼ିଲେ ତା ପରଦିନ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଦଳ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ଭାଜପାର କାର୍ଯ୍ୟକାରୀ ସଭାପତି ଥିବା…

ନିୟମ ଉଲ୍ଲଂଘନ ଦେଶର ବିକାଶରେ ବାଧା ସୃଷ୍ଟି କରେ

ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ଭାରତ ବ୍ୟତୀତ ଅନ୍ୟ ଦେଶଗୁଡ଼ିକରେ ଟ୍ରାଫିକ୍‌ ଲାଇଟ୍‌ ମାଧ୍ୟମରେ ଟ୍ରାଫିକ୍‌ ନିୟନ୍ତ୍ରିତ ହୋଇଥାଏ। କିନ୍ତୁ ଭାରତରେ ଟ୍ରାଫିକ୍‌ ନିୟନ୍ତ୍ରଣ ଲାଗି ପୋଲିସ ନିୟୋଜିତ ହୋଇଥିଲେ ମଧ୍ୟ ଲୋକେ ଟ୍ରାଫିକ୍‌ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି। ତେଣୁ ମାନସିକତାରେ ପରିବର୍ତ୍ତନ…

ମ୍ୟାନ୍‌ମାର ଗସ୍ତରେ ଜିନ୍‌ପିଙ୍ଗ୍‌

ନାଏପିଡ଼ା,୧୮ା୧ (ଏଏଫ୍‌ପି): ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ଦୁଇଦିନିଆ ମ୍ୟାନ୍‌ମାର୍‌ ଗସ୍ତରେ ଯାଇ ଶୁକ୍ରବାର ଏହାର ରାଜଧାନୀରେ ପହଞ୍ଚତ୍ଛନ୍ତି। ସଙ୍କଟରେ ପଡ଼ିଥିବା ଅଙ୍ଗ୍‌ ସାନ୍‌ ସୁ କୀଙ୍କ ସରକାରଙ୍କୁ ସମର୍ଥନ ଜଣାଇବା ଏବଂ ମ୍ୟାନ୍‌ମାର୍‌ ସହ ବହୁକୋଟି ଡଲାରର ଭିତ୍ତିଭୂମି ପ୍ରକଳ୍ପ…

୮ ଟନ୍‌ ଚୋରି ହାର୍ଡ-କୋକ୍‌ ଜବତ

ଚୌଦ୍ୱାର,୧୮ା୧(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ଚାନ୍ଦୋଳ ଅଞ୍ଚଳରୁ ଚୋରି ହୋଇଥିବା ଏକ ହାର୍ଡ-କୋକ୍‌ ଟ୍ରକ୍‌କୁ ଚୌଦ୍ୱାର ପୋଲିସ ୫୫ନମ୍ବର ଜାତୀୟ ରାଜପଥର କଜଳଖଣା ନିକଟସ୍ଥ ଏକ ଢାବା ସମ୍ମୁଖରୁ ଶୁକ୍ରବାର ଉଦ୍ଧାର କରିଛି। ଏହାସହ ଉକ୍ତ ଟ୍ରକ୍‌ରୁ ଚୋରି…

ଗଞ୍ଜେଇ ବିକି ସେଲୁନ୍‌ ଦୋକାନୀ ଗିରଫ

ବାରଙ୍ଗ,୧୮ା୧(ଡି.ଏନ.ଏ): ସେଲୁନ୍‌ ଦୋକାନରେ ଗଞ୍ଜେଇ ବିକିବାବେଳେ ଶୁକ୍ରବାର ପୋଲିସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି ଦୋକାନ ମାଲିକ। ସେ ହେଲେ ନନ୍ଦନକାନନ ଥାନା ଅନ୍ତର୍ଗତ ପଦା ସାହି ଗ୍ରାମର ଅମୂଲ୍ୟ ବାରିକ। ଏ ନେଇ ପୋଲିସ ଅମୂଲ୍ୟଙ୍କଠାରୁ ୧କେଜି ୧୪୭ଗ୍ରାମ ଗଞ୍ଜେଇ…

ସୌରଭ ଜେଇଇ ମେନ୍‌ ଓଡ଼ିଶା ଟପ୍ପର

ନୂଆଦିଲ୍ଲୀ,୧୮ା୧ (ପି.ଟି.): ଜାତୀୟ ପରୀକ୍ଷଣ ସଂସ୍ଥା (ଏନ୍‌ଟିଏ) ପକ୍ଷରୁ ଶୁକ୍ରବାର ରାତିରେ ଜେଇଇ ମେନ୍‌ ପରୀକ୍ଷା ୨୦୨୦ର ଫଳ ଘୋଷଣା କରାଯାଇଛି। ୯ ଜଣ ପ୍ରାର୍ଥୀ ୧୦୦ ପ୍ରତିଶତ ନମ୍ବର ରଖିଛନ୍ତି। ଏହି ପରୀକ୍ଷାରେ ସୌରଭ ସୌମ୍ୟକାନ୍ତ ଦାସ ୯୯.୯୯% ମାର୍କ…

ନିଯୁକ୍ତି ଦାବିରେ କାରଖାନା ଆଗରେ ଧାରଣା

ଖୁଣ୍ଟୁଣୀ,୧୮ା୧( ଡି.ଏନ.ଏ .): ଖୁଣ୍ଟୁଣୀ ଥାନା ଅଧୀନ ରାଧାଶ୍ୟାମପୁରଠାରେ ପ୍ରତିଷ୍ଠିତ ଏକ ସିମେଣ୍ଟ କାରଖାନାକୁ ଜମି ଦେଇ ନିଯୁକ୍ତି ଓ ଅନ୍ୟାନ୍ୟ ସୁବିଧା ପାଇ ନ ଥିବା ୪୦ରୁ ଊର୍ଦ୍ଧ୍ୱ ପରିବାର ଶୁକ୍ରବାର କାରଖାନାର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇଥିଲେ।…

ବ୍ରହ୍ମଗିରିରେ ସେସୁର ବିଦ୍ୟୁତ୍‌ କାଟ୍‌ ଆରମ୍ଭ: ୧୦ଜଣଙ୍କ ଲାଇନ୍‌ କଟିଲା

ବ୍ରହ୍ମଗିରି,୧୮ା୧(ଡି.ଏନ.ଏ): ବ୍ରହ୍ମଗିରି ଅଞ୍ଚଳରେ ବକେୟା ବିଦ୍ୟୁତ ବିଲ୍‌ ପୈଠ କରି ନ ଥିବା ଗ୍ରାହକଙ୍କର ବିଦ୍ୟୁତ୍‌ କାଟ୍‌ ଶୁକ୍ରବାରଠାରୁ ଆରମ୍ଭ କରିଛି ସେସୁ। ପ୍ରଥମେ ବ୍ୟବସାୟିକ ଅନୁଷ୍ଠାନଗୁଡିକର ବିଦ୍ୟୁତ୍‌ କାଟ୍‌ କରାଯାଉଥିବାବେଳେ ଦୁଇଦିନ ପରେ ଘରୋଇ ଗ୍ରାହକଙ୍କ ବିଦ୍ୟୁତ କାଟ୍‌ ଆରମ୍ଭ…

ଖୁଣ୍ଟୁଣୀ କଲେଜରେ ସଡ଼କ ସୁରକ୍ଷା ସପ୍ତାହ

ଖୁଣ୍ଟୁଣୀ,୧୮ା୧( ଡି.ଏନ.ଏ.): ଖୁଣ୍ଟୁଣୀ କଲେଜ ପରିସରରେ ଶୁକ୍ରବାର ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରିଥିଲେ। କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଖୁଣ୍ଟୁଣୀ ଟ୍ରକ୍‌ ମାଲିକ ସଂଘ ଏବଂ ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri