ଖୁଣ୍ଟୁଣୀ କଲେଜରେ ସଡ଼କ ସୁରକ୍ଷା ସପ୍ତାହ
ଖୁଣ୍ଟୁଣୀ,୧୮ା୧( ଡି.ଏନ.ଏ.): ଖୁଣ୍ଟୁଣୀ କଲେଜ ପରିସରରେ ଶୁକ୍ରବାର ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରିଥିଲେ। କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଖୁଣ୍ଟୁଣୀ ଟ୍ରକ୍ ମାଲିକ ସଂଘ ଏବଂ ଥାନା…
ପଲିଥିନ, ପ୍ଲାଷ୍ଟିକ ବ୍ୟବହାର ଉପରେ ଲାଗୁନି ଅଙ୍କୁଶ
ରସୁଲପୁର,୧୮ା୧(ଡିଏନଏ): ୨ ଅକ୍ଟୋବର, ୨୦୧୯ରୁ ରାଜ୍ୟର ପ୍ରମୁଖ ସହରଗୁଡିକରେ ପ୍ଲାଷ୍ଟିକ ବ୍ୟବହାରକୁ ସରକାର ନିଷିଦ୍ଧ ଘୋଷଣା କରିଛନ୍ତି। ଏଥିସହ ୨ବର୍ଷ ମଧ୍ୟରେ ସମଗ୍ର ରାଜ୍ୟର ଗାଁ ଗଣ୍ଡା ଓ ଗାଁ ସଂଲଗ୍ନ ସହରାଞ୍ଚଳକୁ ପ୍ଲାଷ୍ଟିକମୁକ୍ତ କରିବା ପାଇଁ ଘୋଷଣା କଲେ। ସାମଗ୍ରିକଭାବେ…
ମୋଦି କ୍ୟାବିନେଟରେ ସାମିଲ ହୋଇପାରନ୍ତି କାମାଥ, ଦାସଗୁପ୍ତା
ନୂଆଦିଲ୍ଲୀ,୧୮ା୧(ଆଇଏଏନ୍ଏସ୍): ବ୍ରିକ୍ସ ବ୍ୟାଙ୍କ ଅଧ୍ୟକ୍ଷ କେ.ଭି. କାମାଥ ଏବଂ ଭାଜପାର ରାଜ୍ୟ ସଭା ସଦସ୍ୟ ସ୍ବପନ ଦାସଗୁପ୍ତାଙ୍କୁ ଖୁବ୍ଶୀଘ୍ର କେନ୍ଦ୍ର କ୍ୟାବିନେଟରେ ସାମିଲ କରାଯାଇପାରେ। ଏହି ଦୁଇ ଟେକ୍ନୋକ୍ରାଟଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିବ ବୋଲି ସୂତ୍ରରୁ…
ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକୁ ବେଖାତିର
ଯାଜପୁର ଅଫିସ,୧୮ା୧: ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକୁ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଆଦୌ ଭୃକ୍ଷେପ କରୁନାହାନ୍ତି। ଏପରିକି ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବାକୁ ଉଚ୍ଚଶିକ୍ଷା ବିଭାଗର ଅନୁରୋଧ ଦୀର୍ଘ ୧ ବର୍ଷ ହେଲା କାର୍ଯ୍ୟକାରୀ ହୋଇପାରି ନାହିଁ। ଫଳରେ…
ହାତୀ ଆକ୍ରମଣରେ ୨ମୃତ
ଖୋର୍ଦ୍ଧା ଅଫିସ,୧୮।୧: ବେଗୁନିଆ ବ୍ଲକ ହଜ ପଞ୍ଚାୟତରେ ଶନିବାର ହାତୀ ଆତଙ୍କ ଦେଖାଦେଇଛି। ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦୁଇ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ହଜ ଗାଁର ବଂଶୀଧର ଛୁଆଳସିଂହ(୮0)…
୨୦୨୫ ସୁଦ୍ଧା ଭାରତକୁ ମିଳିବ ଏସ୍-୪୦୦ କ୍ଷେପଣାସ୍ତ୍ର
ନୂଆଦିଲ୍ଲୀ, ୧୮ା୧ (ପି.ଟି.): ଭାରତ ପାଇଁ ଏସ୍-୪୦୦ କ୍ଷେପଣାସ୍ତ୍ର ସିଷ୍ଟମ୍ ନିର୍ମାଣ ଆରମ୍ଭ କରିଛି ରୁଷିଆ। ୨୦୨୫ ସୁଦ୍ଧା ଏହା ଭାରତକୁ ମିଳିଯିବ ବୋଲି ରୁଷିଆ ମିଶନର ଉପମୁଖ୍ୟ ରୋମାନ ବାବୁସ୍କିନ୍ କହିଛନ୍ତି। ସେହିପରି ଭାରତ ପାଇଁ ବହୁମୁଖି ହାଲୁକା ଲଢ଼ୁଆ…
ସଡ଼କ ସୁରକ୍ଷା ସପ୍ତାହ ଉଦ୍ଯାପିତ: ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା କରିଥିବା ୫ ପୁରସ୍କୃତ
ନୟାଗଡ଼ ଅଫିସ,୧୮।୧: ଗତ ୧୧ ତାରିଖଠାରୁ ଆରମ୍ଭ ହୋଇଥିବା ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ କାର୍ଯ୍ୟକ୍ରମ ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ତଥା ଆରଟିଓ ଦାୟିତ୍ୱରେ ଥିବା ଲଗ୍ନଜିତ ରାଉତଙ୍କ ଅଧ୍ୟକ୍ଷତାରେ ହୋଇଥିବା…
ଗଣିଆ ପଞ୍ଚାୟତ ସମିତିର ୭ମ ଅଧିବେଶନ: ଶିକ୍ଷା, ସ୍ବାସ୍ଥ୍ୟ, କୃଷି ସମସ୍ୟାକୁ ଗୁରୁତ୍ୱ
ଗଣିଆ,୧୮ା୧(ଡି.ଏନ୍.ଏ.): ଗଣିଆ ବ୍ଲକ ସଦ୍ଭାବନା ଗୃହଠାରେ ଶୁକ୍ରବାର ପଞ୍ଚାୟତ ସମିତିର ୭ମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ବିଡିଓ ମାନସ ରଞ୍ଜନ ସାମଲ, ଏବିଡିଓ ସରୋଜ କୁମାର ନାୟକ, ଜିଲା ପରିଷଦ ସଭ୍ୟ…
ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ: ଜଳର ସର୍ବୋତ୍କୃଷ୍ଟ ବିନିଯୋଗ କରିବାକୁ ପରାମର୍ଶ
ରଣପୁର,୧୮ା୧(ସ୍ବ.ପ୍ର.): ଚାଷୀମାନଙ୍କୁ ସଙ୍ଗଠିତ କରିବା ସହ ପାଣିପଞ୍ଚାୟତ ମାଧ୍ୟମରେ ସେମାନେ ଜଳସେଚନ ସୁବିଧା ପାଇ ଯେଭଳି ସ୍ବାବଲମ୍ବୀ ହୋଇପାରିବେ ସେଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ଏ ଦିଗରେ ସଚେତନତା ସୃଷ୍ଟି ପାଇଁ ରାଜ୍ୟ ସରକାରଙ୍କ କ୍ଷୁଦ୍ର ଜଳସେଚନ ବିଭାଗ ତରଫରୁ…
୩ କୋଠରିରେ ଚାଲିଛି ୮ ଶ୍ରେଣୀ
ବଅଁରପାଳ,୧୮।୧ (ଡି.ଏନ୍.ଏ.) – ବଅଁରପାଳ ବ୍ଲକ କଲଣ୍ଡାପାଳ ଗ୍ରାମରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରୁଛି। ବର୍ତ୍ତମାନ ୩ଟି କୋଠରିରେ ୮ଟି ଶ୍ରେଣୀର ଛାତ୍ରୀଛାତ୍ର ପଢ଼ୁଥିବା ଅଭିଯୋଗ ହେଉଛି। ଏଥିସହ ଆବଶ୍ୟକ ଶିକ୍ଷକ ନ ଥିବାରୁ…
ଉପଖଣ୍ଡ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ
ପାଲଲହଡା,୧୮ା୧(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟକ ଡାକ୍ତର, କର୍ମଚାରୀ ନ ଥିବାବେଳେ କେତେକ ମେଶିନ ଅଚଳ ଅବସ୍ଥାରେ ରହିଛି। ଫଳରେ ଦୈନିକ ଏଠାକୁ ଆସୁଥିବା ଶତାଧିକ ରୋଗୀ ଉନ୍ନତ ଚିକିତ୍ସା ପାଇ ନ ପାରି ଅସୁବିଧାର…
ବକେୟା ବାଦ୍ ଦିଅ, ନଗଦ ବିଲ୍ ଆଦାୟ କର
ଢେଙ୍କାନାଳ ଅଫିସ, ୧୮।୧ – ବକେୟା ବିଦ୍ୟୁତ୍ ବିଲ୍ ପୈଠ କରୁଥିବା ଉପଭୋକ୍ତାଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି ସେସୁ। ଏହାକୁ ନେଇ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ନେଇ ଶୁକ୍ରବାର ସନ୍ଧ୍ୟାରେ ଜିଲାର ବିଦ୍ୟୁତ୍ ଉପଭୋକ୍ତା ସୁରକ୍ଷା…
Archives


