ଅଚଳ ହେବାକୁ ବସିଛି ଖୁଚୁରା ଟଙ୍କା
ରାଇସୁଅଁ।, ୧୮।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ଅଞ୍ଚଳରେ ଖୁଚୁରା ଟଙ୍କା ଅଚଳ ନେଇ ଗୁଜବ ଥମିବାର ନଁ। ଧରୁନି। ଏଭଳି ଗୁଜବ ଯୋଗୁ ଧୀରେ ଧୀରେ ଟଙ୍କିକିଆ ଓ ୨ ଟଙ୍କିଆ କଏନ ଅଚଳ ହେବାକୁ ବସିଛି। ସରକାର ଏହି ୨…
ସରକାରୀ ଧାନ କିଣା ପ୍ରହସନ
ରାଇସୁଅଁ।,୧୮।୧(ଡି.ଏନ.ଏ)-ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ପ୍ରତି ୧୮୦୦ଟଙ୍କାରେ କିଣିବାକୁ ସରକାରଙ୍କ ପକ୍ଷରୁ ଧାର୍ଯ୍ୟ ହୋଇଛି। ଯେପରି କୃଷକମାନେ ସେମାନଙ୍କ ପ୍ରକୃତ ମୂଲ୍ୟ ପାଇପାରିବେ। ଏଥିପାଇଁ ସରକାରୀ ଧାନ କ୍ରୟ କେନ୍ଦ୍ରମାନ ଖୋଲାଯାଇଛି। କିନ୍ତୁ କେନ୍ଦୁଝର ଜିଲା ପ୍ରଶାସନର ଆନ୍ତରିକତା ଅଭାବ ଯୋଗୁ ବହୁ…
ଘଣ୍ଟେଶ୍ୱର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି: ୪୦ କି.ମି. ଚାଲି ଅଭିଯୋଗ ପରେ ଚେତିଲା ପ୍ରଶାସନ
ଭଦ୍ରକ ଅଫିସ, ୧୮।୧-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଘଣ୍ଟେଶ୍ୱର ଅଞ୍ଚଳବାସୀ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ଗୁରୁବାର ୪୦ କି.ମି. ଚାଲି ଚାଲି ଆସି ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ସେମାନେ ଜିଲା ଚିକିତ୍ସାଧିକାରୀଙ୍କ…
ଘନକୁହୁଡ଼ି ବୋଟ୍କୁ କଲା ଦିଗହରା
ଚାନ୍ଦବାଲି, ୧୮।୧(ଡି.ଏନ.ଏ.)-ଘନକୁହୁଡ଼ି କାରଣରୁ ଶୁକ୍ରବାର ସକାଳେ କେନ୍ଦ୍ରାପଡ଼ା ଜିଲାର ତାଳଚୁଆରୁ ଭଦ୍ରକ ଜିଲା ଚାନ୍ଦବାଲିକୁ ଆସୁଥିବା ଏକ ସରକାରୀ ବୋଟ୍ ଧାମରା ମୁହାଣ ନିକଟରେ ଦିଗହରା ହୋଇଯାଇଥିଲା। ସକାଳ ପ୍ରାୟ ୭ଟା ବେଳେ ଏହି ଘଟଣା ଘଟିଥିଲା। ଏହାର ପ୍ରାୟ ୫…
ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପର ଚର୍ଚ୍ଚା’ରେ ଅଂଶଗ୍ରହଣ କରିବେ ସ୍ବସ୍ତିକ
ରାଇରଙ୍ଗପୁର,୧୮ା୧(ଡି.ଏନ୍.ଏ.): ନୂଆଦିଲ୍ଲୀଠାରେ ଆସନ୍ତା ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପର ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ନେଇ ସମଗ୍ର ଭାରତରୁ ୨୨ ହଜାର ଛାତ୍ରୀଛାତ୍ରଙ୍କୁ ଚୟନ କରାଯାଇଛି। ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ମନୋନୀତ ହୋଇଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ମୟୂରଭଞ୍ଜ ଜିଲା…
ବୁଲିଲା ମୋ ସରକାର ଅଭିଯାନ ସଚେତନତା ରଥ
ବାରିପଦା ଅଫିସ,୧୮ା୧- ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଓ ଜିଲା ମଙ୍ଗଳ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମଗୁଡିକ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମୋ ସରକାର ଅଭିଯାନ ସଚେତନାତା ରଥ…
ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାରରେ ବିଭ୍ରାଟ
ଖଇରା, ୧୮।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାରରେ ବିଭ୍ରାଟ ଦେଖାଦେଇଛି । ଏଥିଯୋଗୁ ଅସ୍ତ୍ରୋପଚାର ପାଇଁ ଆସିଥିବା ମହିଳା ଓ ସେମାନଙ୍କର ଅଭିଭାବକମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି । ଗୁରୁବାର ଅସ୍ତ୍ରୋପଚାର…
ତୃତୀୟ ଟେଷ୍ଟ: ଷ୍ଟୋକ୍ସ, ପୋପ୍ଙ୍କ ଶତକ
ପୋର୍ଟ ଏଲିଜାବେଥ,୧୮।୧(ଏ.ପି.)- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍ରେ ଭ୍ରମଣକାରୀ ଇଂଲଣ୍ଡ ତା’ର ସ୍ଥିତି ଦୃଢ କରିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ପ୍ରଥମ ଇନିଂସରେ ୧୫୨ ଓଭରରେ ୯ ଉଇକେଟ ହରାଇ ୪୯୯…
କଫି ପିଇଲେ ଦେଖାଦେଇପାରେ ଏହି ସମସ୍ୟା
ଯେଉଁମାନେ ଦୈନନ୍ଦିନ ଦୁଇ କପ୍ କଫି ପିଅନ୍ତି, ସେମାନଙ୍କଠାରେ ଭବିଷ୍ୟତରେ ନିଦ୍ରାହୀନତା ସମସ୍ୟା ଦେଖାଦେଇପାରେ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଗବେଷଣା ଅନୁସାରେ, କଫି ପିଇବା ଦ୍ୱାରା ସମ୍ପୃକ୍ତ ବ୍ୟକ୍ତିଙ୍କ ମସ୍ତିଷ୍କର ଏଭଳି ଅଂଶ ସଙ୍କୁଚିତ ହୋଇଯାଏ, ଯାହା ନିଦ୍ରାକୁ ନିୟନ୍ତ୍ରିତ…
ସିଏଏ ବିରୋଧରେ ସୁପ୍ରିମକୋର୍ଟ ଯିବ ପଞ୍ଜାବ
ଚଣ୍ଡିଗଡ଼,୧୭ା୧(ପି.ଟି.)-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ପଞ୍ଜାବ ବିଧାନସଭାରେ ଶୁକ୍ରବାର ସଂକଳ୍ପ ଗୃହୀତ ହୋଇଛି। ଏଭଳି ସଂକଳ୍ପ ଗୃହୀତ କରାଇବାରେ କେରଳ ପରେ ପଞ୍ଜାବ ଦ୍ୱିତୀୟ ରାଜ୍ୟ। ବିଧାନସଭାରେ ୩ ଘଣ୍ଟାର ବିତର୍କ ପରେ ସିଏଏ ବିରୋଧରେ ସଂକଳ୍ପନାମା ଧ୍ୱନିମତରେ ଗୃହୀତ…
ମୋଦି କ୍ୟାବିନେଟରେ ସାମିଲ ହୋଇପାରନ୍ତି କାମାଥ, ଦାସଗୁପ୍ତା
ନୂଆଦିଲ୍ଲୀ,୧୭ା୧(ଆଇଏଏନ୍ଏସ୍)- ବ୍ରିକ୍ସ ବ୍ୟାଙ୍କ ଅଧ୍ୟକ୍ଷ କେ.ଭି. କାମାଥ ଏବଂ ଭାଜପାର ରାଜ୍ୟ ସଭା ସଦସ୍ୟ ସ୍ବପନ ଦାସଗୁପ୍ତାଙ୍କୁ ଖୁବ୍ଶୀଘ୍ର କେନ୍ଦ୍ର କ୍ୟାବିନେଟରେ ସାମିଲ କରାଯାଇପାରେ। ଏହି ଦୁଇ ଟେକ୍ନୋକ୍ରାଟଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିବ ବୋଲି ସୂତ୍ରରୁ…
୩୬ ରନରେ ହାରିଲା ଅଷ୍ଟ୍ରେଲିଆ
ରାଜକୋଟ,୧୭।୧(ପି.ଟି.)- ଓ୍ବାଙ୍ଖଡେରେ ଲଜ୍ଜାଜନକ ପରାଜୟ ବରଣ କରିବା ପରେ ଭାରତ ଦୃଢ଼ ପ୍ରତ୍ୟାବର୍ତ୍ତନ କରି ଦ୍ୱିତୀୟ ମ୍ୟାଚ୍ରେ ବାଜି ମାରିଛି। ଶୁକ୍ରବାର ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଅନୁଷ୍ଠିତ ମୁକାବିଲାରେ ଭାରତ ୩୬ ରନରେ ଭ୍ରମଣକାରୀ ଅଷ୍ଟ୍ରେଲିଆକୁ ହରାଇବା ସହ…
Archives


