Home Left

ବଳାତ୍କାରୀଙ୍କୁ ୬ ମାସ ମଧ୍ୟରେ ମିଳିବ ଦଣ୍ଡ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧: ଏଣିକି ଏମିତି ସିଷ୍ଟମ ତିଆରି କରାଯିବ ଯେଉଁଥିରେ ବଳାତ୍କାରୀଙ୍କୁ ୬ ମାସ ମଧ୍ୟରେ ଦଣ୍ଡ ମିଳିବ ବୋଲି ଶୁକ୍ରବାର କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ସୂଚନାଯୋଗ୍ୟ, ନିର୍ଭୟା ଗଣବଳାତ୍କାର ମାମଲାରେ ତାଙ୍କ ମା’ ଆଶା ଦେବୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ…

ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କଲେ ପଓ୍ବନ

ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ଦୋଷୀ ପଓ୍ବନ ଗୁପ୍ତା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଶୁକ୍ରବାର ସେ ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍‌ ପିଟିଶନ(ଏସ୍‌ଏଲ୍‌ପି) ଦାଖଲ କରିଛନ୍ତି। ସେଥିରେ ସେ ଦର୍ଶାଇଛନ୍ତି କି ଘଟଣା ସମୟରେ ଅର୍ଥାତ୍‌ ୨୦୧୨ ମସିହାରେ ସେ ଜଣେ ନାବାଳକ…

ଧୋନୀ, ରାୟୁଡୁଙ୍କୁ ପଛରେ ପକାଇଲେ ରାହୁଲ

ରାଜକୋଟ,୧୭।୧- ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ବିସ୍ଫୋରକ ୮୦ ରନ୍‌ର ଇନିଂସ ଖେଳିଥିଲେ। ଏହି ଅବସରରେ ସେ ଦିନିକିଆ କ୍ୟାରିୟରରେ ଏକ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବାକୁ…

ଓଡ଼ିଶା ଏଫସି ସହିତ ଭିନିତଙ୍କ ଚୁକ୍ତି ମିଆଦ ବୃଦ୍ଧି

ଭୁବନେଶ୍ୱର, ୧୭।୧(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପରଲିଗ୍‌ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫସି ଅନ୍ତର୍ଜାତୀୟ ଖେଳାଳି ଭିନିତ ରାୟଙ୍କ ଚୁକ୍ତି ମିଆଦ ବୃଦ୍ଧି କରିଛି। ସେ ୨୦୨୩ ପର୍ଯ୍ୟନ୍ତ ଦଳସହ ରହିବେ ବୋଲି ଶୁକ୍ରବାର ଭୁବନେଶ୍ୱର ଭିତ୍ତିକ ଆଇଏସଏଲ କ୍ଲବ ପକ୍ଷରୁ ପ୍ରକାଶ କରାଯାଇଛି।…

କଳିଙ୍ଗ ଷ୍ଟାଡିୟମରେ ଭାରତ-ନେଦରଲାଣ୍ଡ୍ସ ହକି ମ୍ୟାଚ ଆଜି: ପ୍ରୋ ଲିଗ୍‌ରୁ ଅଲିମ୍ପିକ୍ସ ପ୍ରସ୍ତୁତି

ଭୁବନେଶ୍ୱର, ୧୭।୧(କ୍ରୀଡ଼ା ପ୍ରତିନିଧି)- ଆଉ ଏକ ହାଇ ପ୍ରୋଫାଇଲ ହକି ମୁକାବିଲା ପାଇଁ କଳିଙ୍ଗ ଷ୍ଟାଡିୟମ ପ୍ରସ୍ତୁତ। ହକି ବିଶ୍ୱକପ ସମେତ ଅନେକ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ସଫଳ ଆୟୋଜନର ମୁକ ସାକ୍ଷୀ ରହିଥିବା ଏହି ଷ୍ଟାଡିୟମରେ ଏଥର ହେବ ଏଫଆଇଏଚ୍‌ ହକି…

ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟଣା: ୪ ମାସ ପରେ ଗାଡ଼ି ଜବତ, ଡ୍ରାଇଭର ଗିରଫ

ଭଦ୍ରକ ଅଫିସ, ୧୭।୧- ଗତବର୍ଷ ସେପ୍ଟେମ୍ବର ୧୦ ତାରିଖ ସକାଳେ ଭଦ୍ରକ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ଦ୍ରୁତଗତିରେ ନାଲି ରଙ୍ଗର ଏକ ଚାରିଚକିଆ ଗାଡ଼ି ଦୁର୍ଘଟଣା ଘଟାଇ କଟକ ଆଡ଼କୁ ଚାଲିଯାଇଥିଲା।…

ନିର୍ଭୟା ମା’ଙ୍କ ପ୍ରାର୍ଥିତ୍ୱକୁ ସ୍ବାଗତ କରୁଛି କଂଗ୍ରେସ: ସୁବାଷ ଚୋପ୍ରା

ନୂଆଦିଲ୍ଲୀ,୧୭।୧: ଗଣବଳାତ୍କାର ପୀଡିତା ନିର୍ଭୟାଙ୍କ ମା’ ଆଶା ଦେବୀ ରାଜନୀତିକୁ ଆସୁଛନ୍ତି ବୋଲି ଖବର ପ୍ରଚାର ହେବା ପରେ ଏବେ ଏହା ଚର୍ଚ୍ଚାକୁ ଆସିଛି। ଦିଲ୍ଲୀ କଂଗ୍ରେସର ମୁଖ୍ୟ ସୁବାଷ ଚୋପ୍ରା କହିଛନ୍ତି, ଗଣମାଧ୍ୟମର ସୂଚନା ଅନୁଯାୟୀ ଆଶା ଦେବୀ କଂଗ୍ରେସ…

ପ୍ଲାଷ୍ଟିକରୁ ପ୍ରସ୍ତୁତ ହେଉଛି କାଠ

ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ଏବେ ସାରା ପୃଥିବୀକୁ ଏକ ପ୍ରକାର ଅଡୁଆରେ ପକାଇ ଦେଇଛି। ତେଣୁ ଅନେକ ଦେଶ ପ୍ଲାଷ୍ଟିକ ବ୍ୟବହାର ଉପରେ ନିଷେଧାଜ୍ଞା ଜାରି କରିଛନ୍ତି। ହେଲେ କାନାଡା ଏହି ପ୍ଲାଷ୍ଟିକକୁ ପୁନଃବ୍ୟବହାର ଉପଯୋଗୀ କରିପାରିଛି। ସୂଚନା ଅନୁଯାୟୀ, କାନାଡାର ଏକ…

ଶହୀଦ ପିତାଙ୍କୁ ମୁଖାଗ୍ନି ଦେଲେ ୩ମାସର ଝିଅ

ଚଣ୍ଡିଗଡ଼,୧୭।୧: ଜମ୍ମୁ-କଶ୍ମୀର କୁପଓ୍ବାଡା ଜିଲାର ଉରି ସେକ୍ଟରରେ ମୁତୟନ ହୋଇଥିବା ୪୫ରାଷ୍ଟ୍ରୀୟ ରାଇଫଲ ଗ୍ରେନେଡିୟର ରଣଜୀତ ସିଂହ ଶହୀଦ ହୋଇଛନ୍ତି। ନିକଟରେ ବରଫ ଝଡ଼ରେ ଚାପି ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଶୁକ୍ରବାର ତାଙ୍କର ମର ଶରୀର ଗୁରୁଦାସପୁରସ୍ଥିତ ଦିନାନଗର…

 ଅଷ୍ଟ୍ରେଲିଆ ଆଗରେ ୩୪୧ ରନର ବିଜୟଲକ୍ଷ୍ୟ

ରାଜକୋଟ,୧୭।୧- ପ୍ରଥମ ଦିନିକିଆରେ ସହଜ ବିଜୟ ହାସଲ କରିଥିବା  ଅଷ୍ଟ୍ରେଲିଆ ଦଳ ଆଗରେ ଭାରତ ଦ୍ୱିତୀୟ ମ୍ୟାଚ୍‌ରେ ୩୪୧ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି ।   ପ୍ରଥମେ ବ୍ୟାଟିଂ କରିଥିବା ଭାରତ  ନିର୍ଦ୍ଧାରିତ ୫୦ ଓଭରରେ ୬ ଉଇକେଟ ହରାଇ…

ଦୀର୍ଘ ୯ ବର୍ଷ ପରେ କରନଙ୍କ ସହ କାମ କରିବେ ଶାହାରୁଖ!

ମୁମ୍ବାଇ: ବଲିଉଡ୍‌ କିଙ୍ଗ ଖାନ୍‌ ଶାହାରୁଖ କିଛିଦିନ ହେବ ବଡ ପରଦାରୁ ଏକ ପ୍ରକାର ଦୂରେଇ ରହିଛନ୍ତି କହିଲେ ଚଳେ। ‘ଜିରୋ’ରେ ସଫଳତା ମିଳି ନ ଥିବା ପରଠାରୁ ସେ ଏକ ପ୍ରକାର ଚୁପ୍‌ ରହିଛନ୍ତି ବୋଲି କୁହାଯାଉଛି। ତେବେ ତାଙ୍କ…

ବିବାହର ୨ ସପ୍ତାହ ପରେ ସ୍ବାମୀଙ୍କୁ ମିଳିଲା ଶକ୍ତ ଧକ୍କା

ବିବାହ ପାଇଁ ଯୁବକ ଯୁବତୀ କେତେ ସ୍ବପ୍ନ ଦେଖିଥାନ୍ତି। ମନର ମଣିଷକୁ ନେଇ କେତେ ଆଶା ବାନ୍ଧିଥାନ୍ତି। ହେଲେ ଯେତେବେଳେ ତାଙ୍କୁ ବିଶ୍ୱାସରେ ବିଷ ମିଳେ ସେତେବେଳେ ଏକ ଶକ୍ତ ଧକ୍କା ଲାଗିଥାଏ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଉଗାଣ୍ଡାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri