ମୋଟାପଣ ସମସ୍ୟାରୁ ମୁକ୍ତି ପାଇବାକୁ ଚାହାନ୍ତି କି…ଏପରି କରନ୍ତୁ ମହୁର ବ୍ୟବହାର
ଆଧୁନିକ ଜୀବନଶୈଳୀ, ଅନିୟମିତ ଖାଦ୍ୟପେୟ ଯୋଗୁ ଅନେକେ ମୋଟାପଣ ବା ମେଦବହୁଳତାର ଶିକାର ହେଉଛନ୍ତି। ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି କେହି ଜିମ୍ ଯାଉଥିବା, କେହି କେହି ଡାଏଟ ଫଲୋ କରିଥାନ୍ତି। ମାତ୍ର ମହୁରେ ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ…
ଦିଲ୍ଲୀ ବିଧାନସଭା ନିର୍ବାଚନ: ଭାଜପା ଜାରି କଲା ୫୭ପ୍ରାର୍ଥୀଙ୍କ ତାଲିକା, ୪ମହିଳାଙ୍କୁ ବି ମିଳିଲା ଟିକେଟ
ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଶୁକ୍ରବାର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ୫୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଥିବା ବେଳେ ଏଥିରେ ୪ଜଣ ମହିଳାଙ୍କୁ ଟିକେଟ ଦିଆଯାଇଥିବା ଜଣାପଡ଼ିଛି। ଭାଜପା ତିମାରପୁରରୁ ସୁରେନ୍ଦ୍ର ସିଂହ ବିଟୁଙ୍କୁ…
ଦ୍ରୁତତମ ଓପନର ରୋହିତ
ରାଜକୋଟ,୧୭।୧- ଭାରତୀୟ ଓପନର ରୋହିତ ଶର୍ମା ଶୁକ୍ରବାର ଦ୍ରୁତତମ ଓପନର ଭାବେ ୭ ହଜାର ରନ୍ ପୂରଣ କରିଛନ୍ତି। ହାସିମ ଆମଲା, ସଚିନ ତେନ୍ଦୁଲକରଙ୍କ ଭଳି କିମ୍ବଦନ୍ତୀ ଓପନରଙ୍କୁ ପଛରେ ପକାଇ ରୋହିତ ଏହି ସଫଳତା ପାଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ…
କରନଙ୍କୁ ଜୋକର ବୋଲି କୁହନ୍ତି ତାଙ୍କ ପୁଅ
ମୁମ୍ବାଇ: ବଲିଉଡ୍ର ନାମୀ ନିର୍ଦ୍ଦେଶକ କରନ ଜୋହର ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ। ସେ ତାଙ୍କ ଇନଷ୍ଟାଗ୍ରାମରେ ସବୁବେଳେ ଆକ୍ଟିଭ ଥିବାବେଳେ ତାଙ୍କ ଫିଲ୍ମକୁ ନେଇ ଭିନ୍ନ ଭିନ୍ନ ପୋଷ୍ଟ କରିଥାଆନ୍ତି। ନିକଟରେ ସେ ତାଙ୍କ ଅପକମିଂ ଫିଲ୍ମ ‘ଶେରଶାହା’ର ଫାଷ୍ଟଲୁକ୍…
ପୁଣି ଜାମ୍ପାଙ୍କୁ ଉଇକେଟ ଦେଲେ କୋହଲି
ରାଜକୋଟ,୧୭।୧- ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ତଥା ଭାରତୀୟ ଅଧିନାୟକ ବିରାଟ କୋହଲି ପୁଣି ଥରେ ଅଷ୍ଟ୍ରେଲିଆନ ଲେଗ୍ ସ୍ପିନର ଆଡାମ ଜାମ୍ପାଙ୍କ ବଲରେ ଆଉଟ୍ ହୋଇଛନ୍ତି। ୭୬ ବଲରେ ୭୮ ରନ୍ କରି ଖେଳୁଥିବା କୋହଲି ସ୍ପିନର ଜାମ୍ପାଙ୍କ ବଲକୁ ଉଠାଇ…
ଇରାନର ମିଶାଇଲ ଆକ୍ରମଣରେ ଆମେରିକାର ୧୧ସେନା ହୋଇଥିଲେ ଆହତ: ରିପୋର୍ଟ
ତେହେରାନ,୧୭।୧: ଆମେରିକା ଆକ୍ରମଣରେ ଇରାନର ସେନା କମାଣ୍ଡର କାସିମ ସୋଲମାନୀଙ୍କ ମୃତ୍ୟୁ ହେବା ପରେ ୨ଦେଶ ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଛି। ସୋଲେମାନୀଙ୍କ ମୃତ୍ୟୁର ପ୍ରତିଶୋଧ ନେବା ପାଇଁ ଇରାନ ଇରାକରେ ଥିବା ଆମେରିକାର ଏୟାର ବେସ୍ ଉପରେ ମିଶାଇଲ୍ ଆକ୍ରମଣ…
କେଜରିଓ୍ବାଲଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ନିର୍ଭୟାଙ୍କ ମା’!
ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳ ସେମାନଙ୍କ ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରି ଚାଲିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କଂଗ୍ରେସ ଟିକେଟରୁ କୁଆଡେ ନିର୍ଭୟାଙ୍କ ମା’ ଦିଲ୍ଲୀ ବିଧାନସଭା ପାଇଁ ନିର୍ବାଚନ ଲଢିପାରନ୍ତି…
ଧାନ ବସ୍ତା ରଖି ମଣ୍ଡିରେ ଧାରଣା ଦେଲେ ଚାଷୀ
ଜଗତ୍ସିଂହପୁର ଅଫିସ,୧୭।୧: ଜଗତ୍ସିଂହପୁର ସଭାମୂଳ ଧାନମଣ୍ଡିରେ ଶୁକ୍ରବାର ଚାଷୀ ଧାରଣା ଦେଇଛନ୍ତି। ଧାନ ସଂଗ୍ରହ ପାଇଁ ୩୦ ଜଣ ଚାଷୀଙ୍କୁ ବାରଣ କରାଯିବାରୁ ସେମାନେ ଧାନ ବସ୍ତା ରଖି ଧାରଣାରେ ବସିଛନ୍ତି। ଯେ ପର୍ଯ୍ୟନ୍ତ ସେମାନଙ୍କ ଧାନ ଗ୍ରହଣ କରା ନ…
ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ଲାଗି ନୂଆ ତାରିଖ, ସମୟ ପାଇଁ କୋର୍ଟଙ୍କୁ ଅନୁରୋଧ
ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ମାମଲାରେ ଶୁକ୍ରବାର ଦୋଷୀ ମୁକେଶ କୁମାର ସିଂଙ୍କ କ୍ଷମା ଆବେଦନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରିବା ପରେ ଏବେ ଏହି ମାମଲାର ୪ ଦୋଷୀଙ୍କୁ ଫାଶୀ ଦିଆଯିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ରାଷ୍ଟ୍ରପତିଙ୍କ ନିକଟରୁ…
ବୋଲ୍ଡ ନଜରରେ ସାରା
ବଲିଉଡ୍ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ଙ୍କ ଅପ୍ କମିଂ ଫିଲ୍ମ ‘ଲଭ୍ ଆଜ୍ କଲ୍’ର ଟ୍ରେଲର ରିଲିଜ୍ ହୋଇସାରିଛି। ଏଥିରେ ସାରା, କାର୍ତ୍ତିକ ଆର୍ୟନ ଏବଂ ଆରୁଷି ଶର୍ମାଙ୍କୁ ଦେଖିବାକୁ ମିଳିଛି। ସାରା ଏବଂ କାର୍ତ୍ତିକଙ୍କ କେମିଷ୍ଟ୍ରି ଅନ୍ସ୍କ୍ରିନ୍ରେ ଖୁବ୍ ଜମିଛି।…
ବଚସା ନେଲା ଜୀବନ: ମାଡ଼ ମାରି ପୋଖରୀରେ ଫିଙ୍ଗିଦେଲେ ଦୁର୍ବୃତ୍ତ; ଜଣେ ମୃତ, ଜଣେ ଗୁରୁତର
ବାରିପଦା ଅଫିସ,୧୭।୧- ସାମାନ୍ୟ ବଚସାରୁ ଦୁଇ ଜଣଙ୍କୁ ଆକ୍ରମଣ କରି ପୋଖରୀରେ ଫିଙ୍ଗିଦେଲେ। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ନୂଆଗାଁରେ। ମୃତକଜଣକ…
ଶତକରୁ ବଞ୍ଚିତ ଧାଓ୍ବନ
ରାଜକୋଟ,୧୭।୧- ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଦିନିକିଆରେ ଭାରତୀୟ ଓପନର ଶିଖର ଧାଓ୍ବନ ଅଳ୍ପକେ ଶତକରୁ ବଞ୍ଚିତ ହୋଇଛନ୍ତି। ସେ ୯୬ ରନ୍ର ଇନିଂସ ଖେଳି ପ୍ୟାଭିଲୟନ ଫେରିଛନ୍ତି। କେନ ରିଚାର୍ଡସନଙ୍କ ବଲରେ ଧାଓ୍ବନ ଚୌକା ହାସଲ କରିବା ଲୋଭରେ ଫାଇନ…
Archives


