Home Left

ସୁପ୍ରିମକୋର୍ଟରେ SIR ଶୁଣାଣି, ମମତା କହିଲେ ପଶ୍ଚିମବଙ୍ଗ ପ୍ରତି ଅନ୍ୟାୟ ହୋଇଛି

ନୂଆଦିଲ୍ଲୀ,୪।୨: ସୁପ୍ରିମକୋର୍ଟ ପଶ୍ଚିମବଙ୍ଗରେ ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ (SIR) ମାମଲାର ଶୁଣାଣି କରିଛନ୍ତି। ସମସ୍ତଙ୍କ ନଜର ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଥିଲା, ସେ ମଧ୍ୟ ଉପସ୍ଥିତ ଥିଲେ। ମମତା ବାନାର୍ଜୀ କହିବା ପାଇଁ ଅନୁମତି ମାଗି ପଚାରିଲେ, ମୁଁ…

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ ଦେହରେ ଛୁରି ଲଗାଇ ସୁନା ଗହଣା ଦୁର୍ବୃତ୍ତ ଲୁଟ୍ କରି ନେଇଥିବା…

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ ବୁଧବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ପ୍ରକାଶ ଯେ, ଦାରିଙ୍ଗବାଡିର ୪ ଛକ…

କୂଅରୁ ମିଳିଥିଲା ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର ପରେ ଉତ୍ତେଜନା ଦେଖାଦେଇଛି। ଛାତ୍ରଙ୍କୁ ହତ୍ୟା କରି କୂଅରେ ପେଲି ଦିଆଯାଇଥିବା ଅଭିଯୋଗ…

ମୋଦିଙ୍କୁ ସିଧା ଟାର୍ଗେଟ କଲେ ପ୍ରିୟଙ୍କା, କହିଲେ ଡର ଲାଗୁଛି…

ନୂଆଦିଲ୍ଲୀ,୪।୨: ସଂସଦର ବଜେଟ ଅଧିବେଶନରେ ଲଗାତାର ଦ୍ୱିତୀୟ ଦିନ ପାଇଁ ଲୋକ ସଭା କାର୍ଯ୍ୟ ସ୍ଥଗିତ ରହିଥିଲା। ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ଭାଷଣ ବାଧାପ୍ରାପ୍ତ ହୋଇଥିଲା। ଏହି ସମୟରେ, ବାଚସ୍ପତିଙ୍କ ଉପରକୁ କାଗଜ ଫିଙ୍ଗିଥିବା ଆଠ ଜଣ ବିରୋଧୀ ଏମପିଙ୍କୁ ନିଲମ୍ୱିତ…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା କରନ୍ତି। ଫଳସ୍ୱରୂପ, ରେଳ ସେବାରେ ସାମାନ୍ୟ ପରିବର୍ତ୍ତନ ମଧ୍ୟ ହଜାର ହଜାର ଯାତ୍ରୀଙ୍କ…

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା ହୋଇ ପଡ଼ିରହିଥିବା ବେଳେ ଏହାର ଦୁର୍ଗନ୍ଧ ଯୋଗୁ ପାଖରେ ଛିଡା ହେବା ସମ୍ଭବ…

କ୍ରମାଗତ ହ୍ରାସ ପୁଣି ବଢ଼ିଲା ସୁନା-ରୁପା ଦର: ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୪।୨: କ୍ରମାଗତ ହ୍ରାସ ପରେ ବୁଧବାର ପୁଣି ବଢ଼ିଛି ସୁନା, ରୁପା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୬ ହଜାର ୬୬୦ ଟଙ୍କା ବୃଦ୍ଧି ପାଇଛି। ଫଳରେ ୧୦ ଗ୍ରାମ ପିଛା ୨୪ କ୍ୟାରେଟ ସୁନା…

ଆହୁରି ଖସିବ ସୁନାଦର! ସରକାର ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କିଣିବେ କେବେ?

ନୂଆଦିଲ୍ଲୀ,୪।୨: ସରକାର ଶେଷରେ ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ ହ୍ରାସ କରିଛନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ କଷ୍ଟମ୍ସ ବୋର୍ଡ (CBIC) ଦ୍ୱାରା ଜାରି ଏକ ବିଜ୍ଞପ୍ତିରେ ଏହା ପ୍ରକାଶ ପାଇଛି। ଏହା ଅଧୀନରେ, ସୁନାର ମୂଳ ଆମଦାନୀ…

ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର ପରେ ଉତ୍ତେଜନା ଦେଖାଦେଇଛି। ଛାତ୍ରଙ୍କୁ ହତ୍ୟା କରି କୂଅରେ ପେଲି ଦିଆଯାଇଥିବା ଅଭିଯୋଗ…

ପୁଅର ମୃତ୍ୟୁ ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଦାୟୀ କଲେ ମା’

ତୁମୁଡିବନ୍ଧ,୪ା୨ (ଦୀପକ କୁମାର ପରାସେଠ): ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ମୃତ ଛାତ୍ରଙ୍କ ମା’ ଅଭିଯୋଗ ଆଣିଛନ୍ତି। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ୍‌ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତ ଗୁଟଖାପଦର ଗାଁରେ ଏପରି…

ଭାରତ ତେଲ ନ କିଣିଲେ ବଡ଼ କ୍ଷତି ସହିବ ରୁଷିଆ! ହେବ ଏତେ କୋଟିର ଘାଟା…

ନୂଆଦିଲ୍ଲୀ,୪।୨: ଭାରତ କ’ଣ ପ୍ରକୃତରେ ରୁଷିଆରୁ ତେଲ କିଣିବା ବନ୍ଦ କରିଦେବ? ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଭାରତର ଶକ୍ତି ରଣନୀତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ କି? ରୁଷ ନିଜେ କହିଛି ଯେ ଭାରତଠାରୁ ଏପରି କୌଣସି ବାର୍ତ୍ତା ପାଇନାହିଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?