Home Left

ପଞ୍ଜାବ ବିଧାନସଭାରେ ସିଏଏକୁ ବିରୋଧ ପ୍ରସ୍ତାବ

ଚଣ୍ଡିଗଡ଼,୧୭।୧: କେରଳ ପରେ ଏବେ ପଞ୍ଜାବ ବିଧାନସଭାରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଏକ ପ୍ରସ୍ତାବ ପାସ୍‌ କରାଯାଇଥିବା ଜଣାପଡିଛି। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସରକାର ଉପସ୍ଥାପନ କରିଥିଲେ। ପଞ୍ଜାବ ସରକାର ପୂର୍ବରୁ ସୂଚନା ଦେଇଥିଲେ…

ଟସ୍‌ ଜିତିଲା ଅଷ୍ଟ୍ରେଲିଆ: ପ୍ରଥମେ ବ୍ୟାଟିଂ କରିବ ଭାରତ

ରାଜକୋଟ,୧୭।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ରାଜକୋଟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ଆରମ୍ଭ ହୋଇଛି। ସୌରାଷ୍ଟ୍ର କ୍ରିକେଟ ଆସୋସିଏସନ୍‌ ଷ୍ଟାଡିୟମରେ ଖେଳାଯାଉଥିବା ଥିବା ଏହି ମ୍ୟାଚରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଅର୍ଥାତ ଟିମ ଇଣ୍ଡିଆ…

ମହାତ୍ମା ଗାନ୍ଧୀ ଭାରତ ରତ୍ନଠାରୁ ଊର୍ଦ୍ଧ୍ୱରେ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୭।୧: ମହାତ୍ମା ଗାନ୍ଧୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ କରିବା ପାଇଁ ସୁପ୍ରମିକୋର୍ଟରେ ୟୁନିୟନ ଅଫ୍‌ ଇଣ୍ଡିଆ ପକ୍ଷରୁ ଆବେଦନ କରାଯାଇଥିଲା। ଏହି ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ମୁଖ୍ୟ…

ଏହିସବୁ ସମସ୍ୟାରୁ ମୁକ୍ତିଦିଏ ଗୁଡ଼

ଗୁଡ଼ ସ୍ବାସ୍ଥ୍ୟପକ୍ଷେ ଉପକାରୀ। ଏଣୁ ଚିନି ଅପେକ୍ଷା ଗୁଡ଼ ଖାଇବାକୁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। କାରଣ ଗୁଡ଼ ଖାଇବା ଫଳରେ ଅନେକ ରୋଗରୁ ମୁକ୍ତି ମିଳିବା ସହ ସ୍ବତନ୍ତ୍ର ଭାବେ ପେଟଜନିତ ସମସ୍ୟା ଦୂର ହୋଇଥାଏ। ଗ୍ୟାସ୍‌ରୁ ଆରମ୍ଭକରି କୋଷ୍ଠକାଠିନ୍ୟ ପର୍ଯ୍ୟନ୍ତ…

ଅନ୍ତରୀକ୍ଷରୁ ଆସିଥାଏ ସୁନା

ଖାଲି ଭାରତ ନୁହେଁ, ସମଗ୍ର ବିଶ୍ୱରେ ସୁନାର ଚାହିଦା ଅଧିକ। ଏହି ହଳଦିଆ ରଙ୍ଗ ଧାତୁର ଉତ୍ପତ୍ତି ନେଇ ଅନେକ ତର୍କ ବିତର୍କ ରହିଛି। ଏହା କେଉଁଠୁ ଏବଂ କେମିତି ଆସୁଛି ସେନେଇ ବୈଜ୍ଞାନିକଙ୍କ ପାଖରେ ସଠିକ୍‌ ତଥ୍ୟ ନାହିଁ। ମାତ୍ର…

ଏହି ବ୍ୟକ୍ତିଙ୍କ ସହ ଚନ୍ଦ୍ରକୁ ଯିବା ପାଇଁ ଚାହୁଁଛନ୍ତି ୨୦ ହଜାର ଯୁବତୀ

ଜାପାନର କୋଟିପତି ବ୍ୟବସାୟୀ ୟୁସାକୁ ମାଏଜାବାଙ୍କ ସହ ଚନ୍ଦ୍ର ପାଖକୁ ଯିବା ପାଇଁ ୨୦ ହଜାରରୁ ଅଧିକ ଯୁବତୀ ଆବେଦନ କରିଛନ୍ତି। ୪୪ ବର୍ଷୀୟ ୟୁସାକୁ ଚନ୍ଦ୍ର ପାଖକୁ ଯିବା ପାଇଁ ଗର୍ଲଫ୍ରେଣ୍ଡ ଖୋଜୁଥିଲେ। ଏଥିପାଇଁ ସେ ଜାନୁୟାରୀ ୧୨ରେ ଏକ…

୧୯୯୩ ମୁମ୍ବାଇ ବିସ୍ଫୋରଣର ଦୋଷୀ ଜଲୀସ ଅନ୍‌ସାରି ପାରୋଲରେ ଆସି ନିଖୋଜ

ମୁମ୍ବାଇ,୧୭।୧: ୧୯୯୩ ମୁମ୍ବାଇ ବିସ୍ଫୋରଣର ଅନ୍ୟତମ ଦୋଷୀ ଜଲୀସ ଅନ୍‌ସାରି ମୁମ୍ବାଇସ୍ଥିତ ତାଙ୍କ ଘରୁ ନିଖୋଜ ହୋଇ ଯାଇଛନ୍ତି। ୨୧ ଦିନ ହେବ ପାରୋଲରେ ଆସି ସେ ମୁମ୍ବାଇ ବାସଭବନରେ ରହୁଥିଲେ। ସେ ଘରେ ଥିବାବେଳେ ଗୁରୁବାର ସକାଳୁ କେଉଁଆଡେ ପଳାଇଛନ୍ତି।…

ଭିଜିଲାନ୍ସ ଜାଲରେ ଭବାନୀପାଟଣା ପୂର୍ବତନ ବିଜେଡି ବିଧାୟକ

ଭବାନୀପାଟଣା,୧୭।୧(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ଭବାନୀପାଟଣାର ପୂର୍ବତନ ବିଜେଡି ବିଧାୟକ ଅନାମ ନାୟକ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳେ ଅନାମଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଅନାମଙ୍କ ଭବାନୀପାଟଣା ନକଟିଗୁଡ଼ା ବାସଭବନ, ମଦନପୁର ରାମପୁରରେ ଥିବା ଏକ ହୋଟେଲରେ…

ଏସବୁ ସମସ୍ୟା ଦୂର କରେ ସର୍ବାଙ୍ଗାସନ

ଯୋଗ ସ୍ବାସ୍ଥ୍ୟ ପାଇଁ ସବୁଠୁ ମହତ୍ତ୍ୱପୂର୍ଣ୍ଣ। କାରଣ ଏହାଦ୍ୱାରା ଇମିନ୍ୟୁ ସିଷ୍ଟମ ମଜଭୁତ ହେବା ସହ ଯେକୌଣସି ବ୍ୟାକ୍ଟେରିଆଲ ଇନ୍‌ଫେକ୍ସନ ଦୂର ହୁଏ। ବିଶେଷକରି ଶୀତଦିନରେ ଯୋଗାସନ କଲେ ଚେହେରାରୁ ଶୁଷ୍କତା ଦୂର ହୋଇ ଚମକ ଆସିଥାଏ। ଅନେକ ଯୋଗାସନ ରହିଛି।…

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କ ପାଖକୁ ଗଲା ଦୋଷୀ ମୁକେଶଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ନର୍ଭୟା ମାମଲାର ଅନ୍ୟତମ ଦୋଷୀ ମୁକେଶ କୁମାର ସିଂହଙ୍କ କ୍ଷମା ଆବେଦନକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରାଷ୍ଟ୍ରପତି ଭବନକୁ ପଠାଇ ଦେଇଛନ୍ତି। ତେବେ ଶୁକ୍ରବାର ଏହି ମାମଲାରେ ରାଷ୍ଟ୍ରପତିଙ୍କ ନିର୍ଣ୍ଣୟ ଶେଷ ନିର୍ଣ୍ଣୟ ହେବ ବୋଲି ଜଣାପଡ଼ିଛି।…

ପ୍ରଥମ ଭାରତୀୟ ଭାବେ ବିରାଟ କୋହଲି କିଣିଲେ ଏହି କାର୍‌

ନୂଆଦିଲ୍ଲୀ,୧୭।୧: ଜର୍ମାନୀର ଲଗଜରୀ ବ୍ରାଣ୍ଡ୍‌ ଅଡି ନୂଆ SUV Audi Q8 ଭାରତରେ ଲଞ୍ଚ୍‌ ହୋଇଛି। ଏହି ଗାଡିର ମୂଲ୍ୟ ୧.୩୩ କୋଟି ଟଙ୍କା ରହିଛି। ଏହି ଦମ୍‌ଦାର ଗାଡିର ଲଞ୍ଚ୍‌ ଇଭେଣ୍ଟରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି…

ବାରିପଦା ଫାଶୀଦଣ୍ଡ ମାମଲା: ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ

କଟକ ଅଫିସ,୧୭ା୧: ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଦଣ୍ଡ ପାଇଥିବା ଆସାମୀ ଯାମିନକାନ୍ତ ମହନ୍ତଙ୍କ ଆବେଦନ ଉପରେ ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ ଜାରି ରହିଛି। ମହନ୍ତଙ୍କ ପକ୍ଷରୁ ଆଡଭୋକେଟ ଦେବାଶିଷ ପଣ୍ଡା ଗୁରୁବାର ଯୁକ୍ତି ଉପସ୍ଥାପନ କରିଥିଲେ। ଶୁକ୍ରବାର ପୁଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri