ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କ ପାଖକୁ ଗଲା ଦୋଷୀ ମୁକେଶଙ୍କ କ୍ଷମା ଆବେଦନ
ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ନର୍ଭୟା ମାମଲାର ଅନ୍ୟତମ ଦୋଷୀ ମୁକେଶ କୁମାର ସିଂହଙ୍କ କ୍ଷମା ଆବେଦନକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରାଷ୍ଟ୍ରପତି ଭବନକୁ ପଠାଇ ଦେଇଛନ୍ତି। ତେବେ ଶୁକ୍ରବାର ଏହି ମାମଲାରେ ରାଷ୍ଟ୍ରପତିଙ୍କ ନିର୍ଣ୍ଣୟ ଶେଷ ନିର୍ଣ୍ଣୟ ହେବ ବୋଲି ଜଣାପଡ଼ିଛି।…
ପ୍ରଥମ ଭାରତୀୟ ଭାବେ ବିରାଟ କୋହଲି କିଣିଲେ ଏହି କାର୍
ନୂଆଦିଲ୍ଲୀ,୧୭।୧: ଜର୍ମାନୀର ଲଗଜରୀ ବ୍ରାଣ୍ଡ୍ ଅଡି ନୂଆ SUV Audi Q8 ଭାରତରେ ଲଞ୍ଚ୍ ହୋଇଛି। ଏହି ଗାଡିର ମୂଲ୍ୟ ୧.୩୩ କୋଟି ଟଙ୍କା ରହିଛି। ଏହି ଦମ୍ଦାର ଗାଡିର ଲଞ୍ଚ୍ ଇଭେଣ୍ଟରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି…
ବାରିପଦା ଫାଶୀଦଣ୍ଡ ମାମଲା: ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ
କଟକ ଅଫିସ,୧୭ା୧: ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଦଣ୍ଡ ପାଇଥିବା ଆସାମୀ ଯାମିନକାନ୍ତ ମହନ୍ତଙ୍କ ଆବେଦନ ଉପରେ ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ ଜାରି ରହିଛି। ମହନ୍ତଙ୍କ ପକ୍ଷରୁ ଆଡଭୋକେଟ ଦେବାଶିଷ ପଣ୍ଡା ଗୁରୁବାର ଯୁକ୍ତି ଉପସ୍ଥାପନ କରିଥିଲେ। ଶୁକ୍ରବାର ପୁଣି…
ଜାମିନ ପାଇଁ ପୁଣି ହାଇକୋର୍ଟରେ ପୁଞ୍ଜିଲାଲ
କଟକ ଅଫିସ,୧୭ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ୍ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇଁ ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହାପୂର୍ବରୁ ପୁଞ୍ଜିଲାଲ ମା’ଙ୍କୁ ମୁଖାଗ୍ନି ଦେବା…
‘ମୋ ସରକାର’ରେ ସାମିଲ ହେଲା ଶିଳ୍ପ, ଏମ୍ଏସ୍ଏମ୍ଇ ବିଭାଗ
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଶିଳ୍ପ ବିଭାଗ ଏବଂ ସୂକ୍ଷ୍ମ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ (ଏମ୍ଏସ୍ଏମ୍ଇ) ‘ମୋ ସରକାର’ରେ ସାମିଲ ହେଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ଏହା ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…
ବିବାହ କରିବେ ଓଡ଼ିଶାର ‘ଛପାକ୍’ ପ୍ରମୋଦିନୀ
କଟକ ଅଫିସ,୧୭ା୧: ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଓଡ଼ିଶାର ‘ଛପାକ୍’ ତଥା ଏସିଡ୍ ପୀଡ଼ିତା ପ୍ରମୋଦିନୀ ରାଉଳ। ଏସିଡ୍ ଆକ୍ରମଣର ଶିକାର ହେବା ପରେ ଦୀର୍ଘବର୍ଷ ଧରି ତାଙ୍କ ସୁଖଦୁଃଖର ସାଥୀ ଭାବେ ଛିଡ଼ା ହୋଇଥିବା କଟକର ସରୋଜ କୁମାର…
ଭୁବନେଶ୍ୱର ପରିଦର୍ଶନରେ ଆସୁଛନ୍ତି ସଂସଦୀୟ ଷ୍ଟାଣ୍ଡିଂ କମିଟି
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସହରାଞ୍ଚଳ ବିକାଶକୁ ନେଇ ଗଢାଯାଇଥିବା ସଂସଦୀୟ ଷ୍ଟାଣ୍ଡିଂ କମିଟିର ୨୦ ଜଣ ସଦସ୍ୟା, ସଦସ୍ୟ ଏବଂ ୫ ଜଣ ସଂସଦୀୟ ବ୍ୟାପାର ଅଧିକାରୀ ଓଡ଼ିଶା ପରିଦର୍ଶନରେ ଆସୁଛନ୍ତି। ଏହି କମିଟି ସିଧାସଳଖ କ୍ଷେତ୍ର ପରିଦର୍ଶନ କରି ୨୦୧୯-୨୦ ମସିହାରେ ଚିହ୍ନିଟ…
୨୦୨୦ ସୁଦ୍ଧା ସବୁ ଗାଁରେ ପହଞ୍ଚିବ ଇଣ୍ଟରନେଟ୍
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଭାରତୀୟ କମ୍ପ୍ୟୁଟର ସୋସାଇଟିର ୫୩ତମ ବାର୍ଷିକ ଅନ୍ତର୍ଜାତୀୟ ସମ୍ମିଳନୀ ସିଏସ୍ଆଇ-୨୦୨୦ ଉଦ୍ଘାଟିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଏପରି ଏକ ସର୍ବବୃହତ ଆଇଟି ସମ୍ମିଳନୀ ଅନୁଷ୍ଠିତ ହେଉଛି ଯେଉଁଠାରେ ସାରାଦେଶର ହଜାରରୁ ଊର୍ଦ୍ଧ୍ୱ କମ୍ପ୍ୟୁଟର ପ୍ରଫେସନାଲ ଓ ଛାତ୍ରୀଛାତ୍ର ଅଂଶଗ୍ରହଣ…
ଗରିବଙ୍କୁ ଖାଦ୍ୟ ଯୋଗାଇବ ମୋବାଇଲ୍ ଫୁଡ୍ ବ୍ୟାଙ୍କ୍
ଭୁବନେଶ୍ୱର,୧୭ା୧(ବ୍ୟୁରୋ): କ୍ଷୁଧା ଦୂରୀକରଣ ତଥା ଗରିବଙ୍କୁ ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ଭୁବନେଶ୍ୱରସ୍ଥିତ ‘ସୋ ଆମ୍ ଆଇ(ସାଇ) ଫାଉଣ୍ଡେଶନ ଟ୍ରଷ୍ଟ’ ପକ୍ଷରୁ ‘ହଙ୍ଗର୍ ଫ୍ରି ଓଡ଼ିଶା’ କ୍ୟାମ୍ପେନ୍ ମାଧ୍ୟମରେ ଏକ ନୂଆ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଗୁରୁବାର କଳ୍ପନାଛକସ୍ଥିତ ଉତ୍କଳ…
ସହରାଞ୍ଚଳ ପ୍ରଦୂଷଣକୁ ନେଇ ଏନ୍ଜିଟିଙ୍କ ଉଦ୍ବେଗ
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସହରାଞ୍ଚଳ ପ୍ରଦୂଷଣକୁ ନେଇ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି) ଗଭୀର ଉଦ୍ବେଗ ପ୍ରକାଶ କରିବା ସହ କଠୋର ହୋଇଛନ୍ତି। ସହରାଞ୍ଚଳ ପରିବେଶକୁ ସୁରକ୍ଷିତ ରଖିବା ଲାଗି କି ପଦକ୍ଷେପ ନିଆଯାଇଛି, ଏ ନେଇ ତୁରନ୍ତ ଜବାବ ଦାଖଲ କରିବାକୁ ଏନ୍ଜିଟି ରାଜ୍ୟ…
ପ୍ରଥମ ଦିନରେ ୧୫୪୫ ବ୍ୟବସାୟିକ ପ୍ରତିଷ୍ଠାନର ବିଦ୍ୟୁତ୍ ବିଚ୍ଛିନ୍ନ ହେଲା
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ପୂର୍ବ ଘୋଷଣା ଅନୁଯାୟୀ ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ) ଗୁରୁବାର ୧୫୪୫ ବ୍ୟବସାୟିକ ପ୍ରତିଷ୍ଠାନରୁ ବିଦ୍ୟୁତ୍ ବିଚ୍ଛିନ୍ନ କରିଛି। ବକେୟା ବିଦ୍ୟୁତ୍ ବିଲ୍ ପଇଠ କରି ନ ଥିବାରୁ ସେମାନଙ୍କ ବିଦ୍ୟୁତ୍ କାଟ କରାଯାଇଛି ବୋଲି ସେସୁ ପକ୍ଷରୁ…
ଆଜି ଆଇଏଏସ୍ ଅଫିସର ସମ୍ମିଳନୀ
ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଜନସାଧାରଣଙ୍କୁ ଯୋଗାଇ ଦିଆଯାଉଥିବା ସରକାରୀ ସେବା ବ୍ୟବସ୍ଥାକୁ କିପରି ଅଧିକ ଉନ୍ନତ କରାଯାଇପାରିବ ସେ ନେଇ ପ୍ରଥମଥର ଲାଗି ଶୁକ୍ରବାର ରାଜ୍ୟ ସରକାରଙ୍କ ବରିଷ୍ଠ ଆଇଏଏସ୍ ଅଧିକାରୀମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହେବ। ନିକଟରେ ନୂଆକରି ଉଦ୍ଘାଟିତ ହୋଇଥିବା ଲୋକସେବା…
Archives


