ଧର୍ମ ନିର୍ବିଶେଷରେ ମାନବିକତାକୁ ସମ୍ମାନ ଦିଅନ୍ତି ଜାଭେଦ ଅଖତର
ଗୀତ ହେଉ କି ଗଜଲ, ଭ୍ରମଣ କାହାଣୀ, ଆଲୋଚନା, ସାକ୍ଷାତକାର ସବୁକ୍ଷେତ୍ରରେ ଜଣେ ପାରଙ୍ଗମ ସ୍ରଷ୍ଟା ହେଉଛନ୍ତି ଜାଭେଦ ଅଖତର। ହିନ୍ଦୀ ସିନେମା ଜଗତର ଆଦ୍ୟ ସ୍ମରଣୀୟ ଗୀତିକାର ଭାବରେ ସେ ନିଜର ପରିଚିତିକୁ ବେଶ ସୁଦୃଢ଼ କରିସାରିଛନ୍ତି ବୋଲି କହିଲେ…
ପ୍ରଧାନମନ୍ତ୍ରୀଙ୍କୁ ଆଇଏମ୍ଏ କହିଲା: ପ୍ରମାଣ କର, ନଚେତ୍ କ୍ଷମା ମାଗ
ନୂଆଦିଲ୍ଲୀ,୧୭।୧:ଫାର୍ମାସ୍ୟୁଟିକାଲ୍ କମ୍ପାନୀଗୁଡ଼ିକ ଅନୁଗ୍ରହ ଲାଭ ପାଇଁ ଡାକ୍ତରମାନଙ୍କୁ ମହିଳା ଯୋଗାଉଥିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ତଥାକଥିତ ମନ୍ତବ୍ୟ ଝଡ଼ ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ) ଉକ୍ତ ରିପୋର୍ଟକୁ ଖଣ୍ଡନ କରିନାହିଁ। ତେଣୁ ପ୍ରଧାନମନ୍ତ୍ରୀ ନିଜେ ଏହାକୁ ପ୍ରମାଣ…
ମେଳା ଦେଖି ରାତିରେ ଫେରୁଥିବାବେଳେ ୨ ନାବାଳିକାଙ୍କୁ ଗଣବଳାତ୍କାର
ରାଞ୍ଚି,୧୭।୧(ଆଇଏଏନ୍ଏସ୍):ଝାଡ଼ଖଣ୍ଡର ଖୁଣ୍ଟି ଜିଲା କଳାମାଟି ବ୍ଲକରେ ୨ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବାବେଳେ ୪ ଜଣଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ୫ମରୁ ୮ମ ଶ୍ରେଣୀ ମଧ୍ୟରେ ପାଠ ପଢ଼ୁଥିବା ଏହି ନାବାଳିକାମାନେ ବୁଧବାର ରାତିରେ ମେଳାଦେଖି ଘରକୁ ଫେରୁଥିବାବେଳେ କେତେକ ଯୁବକ…
୩ ନମ୍ବର ଜେଲକୁ ଦୋଷୀ ସ୍ଥାନାନ୍ତର: ଫାଶୀ ବିଳମ୍ବକୁ ନେଇ ଭାଜପା-ଏଏପି ବାକ୍ଯୁଦ୍ଧ
ନୂଆଦିଲ୍ଲୀ,୧୭।୧(ପି.ଟି.):ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ୪ ଅପରାଧୀଙ୍କୁ ଗୁରୁବାର ତିହାର ଜେଲ୍ କମ୍ପ୍ଲେକ୍ସର ୩ ନମ୍ବର ଜେଲ୍କୁ ନିଆଯାଇଛି, ଯେଉଁଠି ସେମାନଙ୍କୁ ଫାଶୀ ଦିଆଯିବ। ଅପରାଧୀ ବିନୟ ଶର୍ମା, ଅକ୍ଷୟ କୁମାର ସିଂ, ମୁକେଶ ସିଂ ଓ…
ହରିଶ ସାଲ୍ଭେ ହେଲେ ବ୍ରିଟେନ କ୍ୟୁସି
ନୂଆଦିଲ୍ଲୀ,୧୭।୧(ଆଇଏଏନ୍ଏସ୍):ପୂର୍ବତନ ସଲିସିଟର ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ହରିଶ ସାଲଭେଙ୍କୁ ଇଂଲଣ୍ଡ ଓ ଓ୍ବେଲ୍ସ କୋର୍ଟଗୁଡ଼ିକରେ ବ୍ରିଟେନ ରାଣୀଙ୍କ ଓକିଲ (କ୍ୟୁସି) ଭାବେ ନିଯୁକ୍ତି ଦିଆଯାଇଛି। ତେବେ ଆନୁଷ୍ଠାନିକ ନିଯୁକ୍ତି ମାର୍ଚ୍ଚରେ ମିଳିବ। ବ୍ରିଟେନ୍ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ତାଲିକାରେ…
ଜାତିସଂଘରେ କଶ୍ମୀର ପ୍ରସଙ୍ଗକୁ ମିଳିଲାନି ସମର୍ଥନ
ନୂଆଦିଲ୍ଲୀ,୧୭।୧(ପି.ଟି.):ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ ପାକିସ୍ତାନ କଶ୍ମୀର ପ୍ରସଙ୍ଗ ଉଠାଇବାରେ ବିଫଳ ହୋଇଛି। ତେବେ ଇସ୍ଲାମାବାଦର ଏହି ଉଦ୍ୟମକୁ ଚାଇନା ସହାୟତା କରୁଥିବାରୁ ଭାରତ ଏହାର ସମାଲୋଚନା କରିଛି। ବିଶ୍ୱସ୍ତରୀୟ ସହମତିକୁ ବେଜିଂ ଗୁରୁତ୍ୱର ସହ ନେବା ଉଚିତ। ଭବିଷ୍ୟତରେ ଏଭଳି…
ମିଖାଇଲ୍ ମିଶୁଷ୍ଟିନ୍ ରୁଷିଆ ପ୍ରଧାନମନ୍ତ୍ରୀ
ମସ୍କୋ,୧୭।୧:ରୁଷିଆର ନୂଆ ପ୍ରଧାନମନ୍ତ୍ରୀ ଭାବେ ମିଖାଇଲ୍ ମିଶୁଷ୍ଟିନ୍ଙ୍କ ନାମକୁ ଗୁରୁବାର ପାର୍ଲାମେଣ୍ଟ (ଡୁମା) ଅନୁମୋଦନ କରିଛି। ପ୍ରଧାନମନ୍ତ୍ରୀ ପଦ ପାଇଁ ଏହି ୫୩ ବର୍ଷୀୟ ଟିକସ ସେବା ଅଧିକାରୀଙ୍କ ନାଁ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ସୁପାରିସ କରିଥିଲେ। ବୁଧବାର ପ୍ରଧାନମନ୍ତ୍ରୀ ଡିମିଟ୍ରି…
‘ଟ୍ରମ୍ପଙ୍କ ଭୂଗୋଳ ଜ୍ଞାନ କମ୍’
ୱାଶିଂଟନ,୧୭।୧:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଭୂଗୋଳ ଜ୍ଞାନ କମ । ଭାରତ ଏବଂ ଚାଇନା ମଧ୍ୟରେ ଅନ୍ତର୍ଜାତୀୟ ସୀମା ରହିଛି ବୋଲି ସେ ଜାଣିନାହାନ୍ତି। ଦୁଇଜଣ ପୁଲିଟ୍ଜର ପୁରସ୍କାର ବିଜେତା ଆମେରିକାର ଖବରଦାତା ‘ଏ ଭେରି ଷ୍ଟାବଲ ଜିନିୟସ୍’ ଶୀର୍ଷକ ଏକ…
ଦ୍ୱିତୀୟ ଦିନିକିଆ ଆଜି: ଭାରତ ପାଇଁ ବିଜୟ ଅପରିହାର୍ଯ୍ୟ; ୩ ନମ୍ବରରେ ବ୍ୟାଟିଂ କରିବେ କୋହଲି
ରାଜକୋଟ,୧୭।୧(ପି.ଟି.)- ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଶୁକ୍ରବାର ଭାରତ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍ ଖେଳାଯିବ। ମୁମ୍ବାଇରେ ପ୍ରଥମ ଦିନିକିଆରେ ୧୦ ଉଇକେଟରେ ଲଜ୍ଜାଜନକ ଭାବେ ପରାସ୍ତ ହୋଇଥିବା ଭାରତ ୩ ମ୍ୟାଚ୍ ବିଶିଷ୍ଟ ଏହି…
ଟେଲିକମ୍ କମ୍ପାନୀ ପଇଠ କରିବେ ୧.୪୭ ଲକ୍ଷ କୋଟି ବକେୟା
ନୂଆଦିଲ୍ଲୀ,୧୭-୧: ବୈଧାନିକ ଦେୟ ବାବଦ ବକେୟା ୧.୪୭ ଲକ୍ଷ କୋଟି ଟଙ୍କା ଚଳିତ ମାସ ୨୩ ସୁଦ୍ଧା ସରକାରଙ୍କୁ ଦେବା ଲାଗି ସୁପ୍ରିମକୋର୍ଟ ଟେଲିକମ କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ପୁନର୍ବିଚାର ଲାଗି ଭୋଡାଫୋନ ଆଇଡିଆ ଏବଂ ଏୟାରଟେଲ ଭଳି କମ୍ପାନୀ…
୧୫ ହଜାର ଶାଖା ଖୋଲିବାକୁ ବ୍ୟାଙ୍କଗୁଡିକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୭-୧: ଆର୍ଥିକ ଅନ୍ତର୍ଭୁକ୍ତିକରଣକୁ ପ୍ରାଥମିକତା ସ୍ବରୂପ ୨୦୨୦-୨୧ ଆର୍ଥତ୍କ ବର୍ଷରେ ସାରା ଦେଶରେ ୧୫ ହଜାର ନୂଆ ଶାଖା ଖୋଲିବାକୁ ବ୍ୟାଙ୍କଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। କେଉଁ କେଉଁ ସ୍ଥାନଗୁଡିକରେ ଶାଖା ଖୋଲାଯାଇପାରିବ ତାର ଏକ ରିପୋର୍ଟ କେନ୍ଦ୍ର ସରକାର ବ୍ୟାଙ୍କଗୁଡିକୁ ପ୍ରଦାନ…
୭୫ ବର୍ଷର ସଂଘର୍ଷମୟ ଜୀବନ: ଜାଭେଦ୍ ଅଖତରଙ୍କ ମୁହଁକୁ ସ୍କ୍ରିଫ୍ଟ ଫୋପାଡ଼ି ଦେଇଥିଲେ ଜଣେ ଫିଲ୍ମ ନିର୍ମାତା
ମୁମ୍ବାଇ: ବିଶିଷ୍ଟ ଗୀତିକାର ଜାଭେଦ୍ ଅଖତର୍ ଶୁକ୍ରବାର ୭୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୪୫ ଜାନୁୟାରୀ ୧୭ରେ ଗ୍ବାଲିୟରଠାରେ ଜନ୍ମଗ୍ରହଣ କରିଥିଲେ। ଜୀବନର ପ୍ରାଥମିକ ପର୍ଯ୍ୟାୟରେ ଜାଭେଦ୍ଙ୍କୁ ଅନେକ ସଂଘର୍ଷର ସମ୍ମୁଖୀନ ହେବାକୁ ପଡ଼ିଥିଲା। ପରେ ସେ ଇଣ୍ଡଷ୍ଟ୍ରୀରେ ସଫଳ…
Archives


