Home Left

୭୫ ବର୍ଷର ସଂଘର୍ଷମୟ ଜୀବନ: ଜାଭେଦ୍‌ ଅଖତରଙ୍କ ମୁହଁକୁ ସ୍କ୍ରିଫ୍ଟ ଫୋପାଡ଼ି ଦେଇଥିଲେ ଜଣେ ଫିଲ୍ମ ନିର୍ମାତା

ମୁମ୍ବାଇ: ବିଶିଷ୍ଟ ଗୀତିକାର ଜାଭେଦ୍‌ ଅଖତର୍‌ ଶୁକ୍ରବାର ୭୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୪୫ ଜାନୁୟାରୀ ୧୭ରେ ଗ୍ବାଲିୟରଠାରେ ଜନ୍ମଗ୍ରହଣ କରିଥିଲେ। ଜୀବନର ପ୍ରାଥମିକ ପର୍ଯ୍ୟାୟରେ ଜାଭେଦ୍‌ଙ୍କୁ ଅନେକ ସଂଘର୍ଷର ସମ୍ମୁଖୀନ ହେବାକୁ ପଡ଼ିଥିଲା। ପରେ ସେ ଇଣ୍ଡଷ୍ଟ୍ରୀରେ ସଫଳ…

ସ୍ବାସ୍ଥ୍ୟ ଉପକାରୀ ଜିରା

ଜିରା ଖାଲି ଏକ ମସଲାଜାତୀୟ ସାମଗ୍ରୀ ନୁହେଁ, ଏଥିରେ ଅନେକ ଔଷଧୀୟ ଗୁଣ ଭରି ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଗବେଷଣା କରି କହିଛନ୍ତି। ଜିରାରେ ଆଇରନ, କ୍ୟାଲସିୟମ, ଫାଇବର, ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌ ସି’ ପରି ଅନେକ ପୋଷକତତ୍ତ୍ୱ ରହିଛି। ଯାହା…

ଓଜନ ନିୟନ୍ତ୍ରଣ କରେ ସାଗୁଦାନା

ସାଗୁଦାନା ସ୍ବାସ୍ଥ୍ୟ ପାଇଁ ଲାଭକାରୀ ସାବ୍ୟସ୍ତ ହୋଇଥାଏ। ଧଳା ମୋତି ଭଳି ଦେଖାଯାଉଥିବା ଏହି ଛୋଟ ଛୋଟ ଦାନା ଭିତରେ ଲୁଚିରହିଛି ଅନେକ ଗୁଣକାରୀ ତତ୍ତ୍ୱ। ସାଗୁଦାନାରେ ଥିବା ଫଲିକ୍‌ ଏସିଡ୍‌ ଏବଂ ଭିଟାମିନ୍‌ ବି କମ୍ପ୍ଲେକ୍ସ ଗର୍ଭାବସ୍ଥା ସମୟରେ ଗର୍ଭରେ…

ପୃଥକ୍‌ ଦୁର୍ଘଟଣାରେ ୨ ଗୁରୁତର

ଦାରିଙ୍ଗବାଡ଼ି,୧୬।୧(ଡି.ଏନ୍‌.ଏ): ଗୋଟିଏ ପଟେ ୩୧ ତମ ଜାତୀୟ ସଡ଼କ ସୁରକ୍ଷା ଦିବସ ପାଳନ କରାଯାଇ ଜନସଚେତନତା କରାଯାଉଥିବାବେଳେ ଅନ୍ୟପଟେ ଦୁର୍ଘଟଣା ବଢୁଛି। ଗୁରୁବାର ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨ଟି ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୨ ଜଣ ଗୁରୁତର ଆହତ ହେବାସହ ଜଣେ…

କୁମଝରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ସମାବେଶ, ୮ଶହ ଅଭିଭାବକ ସାମିଲ

କୁଆଁରମୁଣ୍ଡା,୧୬।୧(ଡି.ଏନ.ଏ.)-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶମତେ ଗୁରୁବାର ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧୀନ କୁମଝରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ସମାବେଶ ହୋଇଥିଲା। ୮ଶହରୁ ଅଧିକ ଅଭିଭାବକ ଯୋଗଦେଇ ବିଦ୍ୟାଳୟର ସୁନ୍ଦରବଗିଚା ବୁଲିଦେଖିବାସହ ବିଦ୍ୟାଳୟର ପରିବେଶକୁ ଦେଖି…

ରାଜକୋଟ୍‌ରେ ଭଲ ନାହିଁ ଭାରତର ରେକର୍ଡ

ରାଜକୋଟ,୧୬।୧(ପି.ଟି.)- ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏସ୍‌ସିଏ) ଗ୍ରାଉଣ୍ଡରେ ଘରୋଇ ଭାରତର ରେକର୍ଡ ଭଲ ନାହିଁ। ଏଠାରେ ଗତ ଦୁଇଟି ମ୍ୟାଚ୍‌ ଖେଳି ଭାରତ ପରାସ୍ତ ହୋଇଥିଲା। ୨୦୧୩ରେ ଏଠାରେ ଭାରତ ଇଂଲଣ୍ଡଠାରୁ ଏକ ରୋମାଞ୍ଚକ ମ୍ୟାଚ୍‌ରେ ମାତ୍ର ୯ ରନରେ…

ଫେରିବା ସଙ୍କେତ ଦେଲେ ଧୋନୀ

ନୂଆଦିଲ୍ଲୀ,୧୬।୧(ପି.ଟି.)- ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ଖେଳାଳିଙ୍କ ତାଲିକାରୁ ବାଦ୍‌ ପଡ଼ିଥିବା ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଗୁରୁବାର କ୍ରିକେଟକୁ ଫେରିବା ସଙ୍କେତ ଦେଇଛନ୍ତି। ସେ ଝାଡ଼ଖଣ୍ଡ ରଣଜୀ ଦଳ ସହ ଅଭ୍ୟାସ ଆରମ୍ଭ କରିଛନ୍ତି। ଏଥିସହ ଭେଟେରାନ ଉଇକେଟକିପର…

ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରୀଛାତ୍ର

ବାଲିଆପାଳ,୧୬।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ଅସ୍ତି ପଞ୍ଚାୟତର ବଢ଼ାପାଲ୍‌ ଗ୍ରାମରେ ଥିବା ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ଛାତ୍ରୀଛାତ୍ରଙ୍କ କହିବା ଅନୁଯାୟୀ, ଦୀର୍ଘଦିନ ହେଲା ବିଦ୍ୟାଳୟକୁ ଥିବା ଚଲା ରାସ୍ତାକୁ ଜମି…

ଡାକ୍ତର ନିଯୁକ୍ତି ପାଇଁ ୪୦ କି.ମି. ଚାଲିଲେ

ଭଦ୍ରକ ଅଫିସ, ୧୬।୧- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଅଞ୍ଚଳର କେତେକ ଯୁବଗୋଷ୍ଠୀ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି ପାଇଁ ଗୁରୁବାର ୪୦ କି.ମି. ଚାଲି ଚାଲି ଆସି ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ଘଣ୍ଟେଶ୍ୱର…

ଆସିକା ମହୋତ୍ସବ ଉଦ୍‌ଯାପିତ

ଆସିକା,୧୬ା୧(ଡି.ଏନ୍‌.ଏ.)-ଆସିକା କଳିଙ୍ଗାରୋଡ ନିକଟ ପଡିଆରେ ଗତ ୫ଦିନ ଧରି ଚାଲିଥିବା ଆସିକା ମହୋତ୍ସବ ବୁଧବାର ରାତିରେ ଉଦ୍‌ଯାପିତ ହୋଇଛି । ମହୋତ୍ସବ ପରିଚାଳନା କମିଟିର ଅଧ୍ୟକ୍ଷା ତଥା ବିଧାୟିକା ମଞ୍ଜୁଳା ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତ…

ବଳଦଗାଡ଼ିକୁ ଧକ୍କା ଦେଲା ଟ୍ରେନ୍‌: ୫ ମୃତ

ପାଟନା,୧୬।୧: ବିହାର ସମସ୍ତିପୁର ଜିଲାରେ ଗୁରୁବାର ଏକ ଟ୍ରେନ୍‌ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ର୍ତ୍ତି କରାଯାଇଛି। ସ୍ଥାନୀୟ ହସନପୁର ଥାନା ଅଞ୍ଚଳର ମହୁଆ ଢ଼ାଲା…

ସିଦ୍ଧାର୍ଥଙ୍କ ଜନ୍ମଦିନରେ ‘ଶେରଶାହ’ର ପୋଷ୍ଟର ରିଲିଜ

ବମ୍ବେ: କରନ୍‌ ଜୋହରଙ୍କ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇଅର’ରେ ଡେବ୍ୟୁ କରିବା ପରେ ଅନେକ ସଫଳତାର ଫର୍ଦ୍ଦ ଯୋଡ଼ା ହୋଇ ସାରିଲାଣି ଅଭିନେତା ସିଦ୍ଧାର୍ଥ ମଲହୋତ୍ରାଙ୍କ ଅଭିନୟ ଜୀବନରେ। ବିଶେଷକରି ରୋମାଣ୍ଟିକ ହିରୋ ଭୂମିକାରେ ସେ ନଜର ଆସିଥାନ୍ତି। ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri