Home Left

ହେଲମେଟ୍‌ ନ ପିନ୍ଧିଲେ ଲେଖିବାକୁ ପଡିବ ୧୦୦ ଶବ୍ଦ ମଧ୍ୟରେ ରଚନା

ଭୋପାଳ,୧୬।୧: ନ୍ୟାଶନାଲ ହାଇଓ୍ବେଜ୍‌ ଅଥରିଟି ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ) ଦ୍ୱାରା ଜାନୁୟାରୀ ୧୭ ପର୍ଯ୍ୟନ୍ତ ପାଳନ କରାଯାଉଛି ୩୧ ତମ ସଡ଼କ ସୁରକ୍ଷା ସପ୍ତାହ। ଏହି ଅବସରରେ ମଧ୍ୟପ୍ରଦେଶ ଭୋପାଳ ପୋଲିସ ଦ୍ୱାରା ଏକ ଅଭିନବ ଉପାୟ ପାଳନ କରିବାର ପ୍ରୟାସ କରାଯାଇଛି।…

କିରନ୍‌ ମୋତେ ବଦନାମ କରୁଛନ୍ତି: ନାରାୟଣସ୍ବାମୀ

ପୁଡୁଚେରୀ,୧୬।୧: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ ପୁଣିଥରେ ଉପରାଜ୍ୟପାଳ କିରନ୍‌ ବେଦୀଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଁ ଅଥବା ମୋ ପରିବାରର କେହି ଯଦି ଜମି କୌଣସି ହଡପ ମାମଲାରେ ଦୋଷୀ ସାବ୍ୟସ୍ତ ହେଉ ତେବେ ମୁଁ ମୁଖ୍ୟମନ୍ତ୍ରୀ ପଦରୁ…

ସ୍ତ୍ରୀଙ୍କ ଓଢ଼ଣୀରେ ଶିକ୍ଷକଙ୍କ ଅତ୍ମହତ୍ୟା

ରାୟଗଡ଼ା ଅଫିସ,୧୬।୧: ଟିକିରିରେ ଜଣେ ଶିକ୍ଷକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ବୁଧବାର ରାତିରେ ଶିକ୍ଷକ ପ୍ରଶାନ୍ତ ପଣ୍ଡା(୩୦)ଘରେ ଶୋଇଥିଲେ। ମାତ୍ର ଗୁରୁବାର ସକାଳୁ ସ୍ତ୍ରୀଙ୍କ ଓଢ଼ଣୀରେ ଘର ଛାତରେ ଥିବା ଏକ ରଡ୍‌ରେ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଥିଲା। ମୃତ ଶିକ୍ଷକଙ୍କ…

ଫିଟ୍‌ ରହିବା ଲାଗି ସାଇକେଲ ଚଲାଏ

ଓଡ଼ିଆ କଣ୍ଠଶିଳ୍ପୀ ଆର୍‌.ଏସ୍‌. କୁମାର ସବୁବେଳେ ଫିଟ୍‌ନେସ ଉପରେ ଗୁରୁତ୍ୱ ଦିଅନ୍ତି। ବିଭିନ୍ନ ସଙ୍ଗୀତଭିତ୍ତିକ କାର୍ଯ୍ୟକ୍ରମରେ ବର୍ଷସାରା ରାଜ୍ୟ ତଥା ରାଜ୍ୟ ବାହାରକୁ ଯିବାକୁ ପଡ଼ୁଥିଲେ ସୁଦ୍ଧା ଡାଏଟ୍‌ରେ ସେ କେବେ ଏପଟସେପଟ କରନ୍ତିନି। ନିଜକୁ ଫିଟ୍‌ ରଖିବା ପାଇଁ ଦୃଢ଼…

ଚାଲି ଚାଲି ନାମାଙ୍କନ ପତ୍ର ଦାଖଲ କରିବାକୁ ଗଲେ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ପୂର୍ବ ଦିଲ୍ଲୀର ପଟପରଗଞ୍ଜ ବିଧାନସଭା ଆସନରୁ ନିର୍ବାଚନ ଲଢୁଥିବା ସିସୋଦିଆ ନିଜ ସମର୍ଥକଙ୍କ ସହ ଏକ ପଦଯାତ୍ରାରେ ବାହାରି ନାମାଙ୍କନ ଦାଖଲ…

୧୭ ବର୍ଷରେ ୧୯୦ ସେମି କେଶ…

ସୁରଟ, ୧୬।୧: ସୁରଟର ଜଣେ ୧୭ ବର୍ଷ ବୟସ୍କା ବାଳିକା ନିଜର କେଶ ପାଇଁ ଏବେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ସ୍ଥାନୀୟ ଅରଓ୍ବଲୀ ଜିଲାର ମୋଡ଼ାସ୍‌ ରହୁଥିବା ନୀଲାଶିଂ ପଟେଲଙ୍କର କେଶର ଲମ୍ବ ୧୯୦ ସେମି। ପୃଥିବୀର ଲମ୍ବା କେଶ ରଖିଥିବା…

ତୁମେ ମୋ ଶଙ୍ଖା ତୁମେ ମୋ ସିନ୍ଦୂର

ଚଳିତ ମାସରେ ଏ ପର୍ଯ୍ୟନ୍ତ ତିନୋଟି ସିନେମା ପରଦା ଉପରକୁ ଆସିସାରିଛି। ଏହି ତାଲିକାରେ ନିଜକୁ ସାମିଲ କରିବାକୁ ଯାଉଛି ଆଉ ଏକ ନୂଆ ଓଡ଼ିଆ ଚଳଚ୍ଚିତ୍ର, ଯାହାର ଟାଇଟଲ ରହିଛି ‘ତୁମେ ମୋ ଶଙ୍ଖା ତୁମେ ମୋ ସିନ୍ଦୂର’। ବନସ୍ବର୍ଣ୍ଣ…

କଙ୍ଗନାଙ୍କ ସ୍ବପ୍ନ ହେଲା ପୂରଣ

ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ବଲିଉଡ୍‌ର ଜଣେ ପ୍ରତିଭାସମ୍ପନ୍ନ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ। ନିଜ ଅଭିନୟ ଜରିଆରେ ସେ ଇଣ୍ଡଷ୍ଟ୍ରୀରେ ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି। କଙ୍ଗନା ନିଜ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। ସେ ମୁମ୍ବାଇରେ ବିଳାଶପୂର୍ଣ୍ଣ ଷ୍ଟୁଡିଓ…

ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ କଲା ସେସୁ

ଖୋର୍ଦ୍ଧା ଅଫିସ,୧୬।୧: ପ୍ରଥମେ ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ କରିଛି ସେସୁ। ବକେୟା ଥିବା ବିଦ୍ୟୁତ୍‌ ଗ୍ରାହକମାନଙ୍କ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିବା ପାଇଁ ଖୋର୍ଦ୍ଧା ଡିଭିଜନ ପକ୍ଷରୁ ୩୯ଟି ଟିମ୍‌ ଗଠନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ…

ଦିଲ୍ଲୀ ବିଧାନସଭା ନିର୍ବାଚନ: ଜନସଭାରେ ମିଳୁଛି ୫ ଟଙ୍କାରେ ଚା’!

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁ ରାଜନୈତିକ ଦଳ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଲାଗି ପଡିଛନ୍ତି। ଇତିମଧ୍ୟରେ ଜନସଭାରେ ଦିଆଯାଉଥିବା ଖାଦ୍ୟ ପାନୀୟର ଦାମ୍‌ ମଧ୍ୟ ସ୍ଥିର ହୋଇ ସାରିଥିବା ଶୂଣିବାକୁ ମିଳିଛି। ନିର୍ବାଚନ…

ର଼୍ୟାମ୍ପରେ ଚାଲିଲେ ବଢ଼େ ଆତ୍ମବିଶ୍ୱାସ

ସୁରମୟୀ ମହାପାତ୍ର। ଓଡ଼ିଆ ସିନେ ଜଗତର ଏବେ ଜଣାଶୁଣା ଚେହେରା। ମଡେଲିଂରୁ କ୍ୟାରିୟର ଆରମ୍ଭ କରି ସେ ନିଜ ଦକ୍ଷତା ବଳରେ ଫିଲ୍ମ ଦୁନିଆରେ ପ୍ରବେଶ କରିଥିଲେ। ‘ଭଲପାଏ ତୋତେ ୧୦୦ରୁ ୧୦୦’, ‘ଆଖି ଖୋଲିଲେ ତୁ ହି ତୁ’, ‘ଶକ୍ତି’,…

ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ୩୫ ପୂରିଲା: ଏବେ ବି ଆଲିଆ-ଜ୍ୟାକଲିନ୍‌ଙ୍କୁ ପାରି ନାହାଁନ୍ତିି ଭୁଲି

ମୁମ୍ବାଇ: ବଲିଉଡ୍‌ ଷ୍ଟାର ସିଦ୍ଧାର୍ଥ ମାଲହୋତ୍ରା ଗୁରୁବାର ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୫ ଜାନୁୟାରୀ ୧୬ରେ ଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ସେ ୧୮ ବର୍ଷ ବୟସରେ ମଡେଲିଂ ଦୁନିଆରେ ପାଦଥାପିଥିଲେ। ଏହାପରେ ଷ୍ଟୁଡେଣ୍ଟ୍‌ ଅଫ୍‌ ଦି ଇୟର ଫିଲ୍ମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri