ନରରାକ୍ଷସ: ଶ୍ମଶାନରୁ ୧୫୦ ମୃତଦେହ କାଢ଼ି ଖାଇସାରିଲେଣି
କାହାଣୀରେ ଶୁଣିଥିବେ ନରରାକ୍ଷସ କଥା। ଯେ କି ଜିଅନ୍ତା ମଣିଷ ମାରି ଖାଇଥାନ୍ତି। ମାତ୍ର ଆଜି ମଧ୍ୟ ଦୁନିଆରେ ନରରାକ୍ଷସ ଅଛନ୍ତି ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଛି। ତଥାପି ସତ। ଏପରି ଦେଖିବାକୁ ମିଳିଛି ପାକିସ୍ତାନରେ। ଏଠାରେ ଦୁଇଭାଇ ଶ୍ମଶାନରୁ ମୃତଦେହ କାଢ଼ି…
ଆଉ ଜଣେ ନବାଗତ
ଖୁବ୍ ଶୀଘ୍ର ଓଲିଉଡ୍ରେ ଆଉ ଜଣେ ନବାଗତ ନାୟକ ଏଣ୍ଟ୍ରି କରିବାକୁ ଯାଉଛନ୍ତି। ସେ ହେଲେ ନବୀନ। ଅବଶ୍ୟ ଏହାପୂର୍ବରୁ ସେ ୩ଟି ଭୋଜପୁରୀ ଫିଲ୍ମ ଏବଂ କେତୋଟି ଓଡ଼ିଆ ଆଲବମ୍ରେ ଅଭିନୟ କରିସାରିଛନ୍ତି। ହେଲେ ବଡ଼ପରଦାରେ ତାଙ୍କୁ ଏବେ ମିଳିଛି…
ମିଛ କହିଲେ ହାଡ଼ ଦୁର୍ବଳ ହୁଏ
ଫରିଦାବାଦ୍: ଜଣେ ବ୍ୟକ୍ତି ଶାରୀରିକ ଭାବେ ସୁସ୍ଥ ରହିବା ଫଳରେ ଅନେକ ରୋଗଠାରୁ ଦୂରେଇ ରହିଥାଆନ୍ତି। ଫଳରେ ଶରୀରର ହାଡ଼ ମଜଭୁତ ହେବା ସହ ଫ୍ରାକ୍ଚର ହେବାର ସମ୍ଭାବନା ମଧ୍ୟ କମ୍ ଥାଏ। କିନ୍ତୁ ଏହାର ବିପରୀତରେ କାର୍ଯ୍ୟ କରିବା (ଯଥା-ଅଧିକାଂଶ…
ଶାଳଗାଁରେ ରେଳ ଦୁର୍ଘଟଣା ନେଇ ବଦଳିଲା କିଛି ଟ୍ରେନ୍ର ଗତିପଥ, କଟକ ପରିବର୍ତ୍ତେ ନରାଜ ହୋଇ ଯିବ
କଟକ ଅଫିସ,୧୬।୧: କଟକ ନିର୍ଗୁଣ୍ଡି ଷ୍ଟେଶନ ନିକଟ ଶାଳଗାଁଠାରେ ରେଳ ଦୁର୍ଘଟଣା ପରେ କିଛି ଟ୍ରେନ୍ର ଗତିପଥରେ ପରିବର୍ତ୍ତନ କରାଯାଇଛି। କଟକ ପରିବର୍ତ୍ତେ ନରାଜ ଦେଇ କିଛି ଟ୍ରେନ୍ ଚଳାଚଳ କରିବ ବୋଲି ଜଣାପଡ଼ିଛି। ଭୁବନେଶ୍ୱର ମୁମ୍ବାଇ ଏଲ୍ଟିଟି, ପୁରୀ ରାଉରକେଲା…
ଭାରତୀୟ କ୍ରିକେଟ ଦଳର ‘ସୁପର୍ ଫ୍ୟାନ୍’ଙ୍କ ପରଲୋକ, ଦିନେ ବିରାଟଙ୍କୁ କରିଥିଲେ ଆଶୀର୍ବାଦ
ନୂଆଦିଲ୍ଲୀ,୧୬।୧: ଇଂଲଣ୍ଡରେ ଆୟୋଜିତ ହୋଇଥିବା ୨୦୧୯ କ୍ରିକେଟ ବିଶ୍ୱକପରେ ଭାରତୀୟ ଦଳକୁ ଚିୟର୍ କରିବା ପାଇଁ ଷ୍ଟାଡିୟମରେ ଉପସ୍ଥିତ ରହୁଥିଲେ ୮୭ ବର୍ଷୀୟା ଚାରୁଲତା ପଟେଲ। ସେ ସମୟରେ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚାରେ ମଧ୍ୟ ଥିଲେ। ତାଙ୍କ ସୁପର ଫ୍ୟାନ୍…
ବସନ୍ତଙ୍କ ମାୟାରେ ଶ୍ରୀଧର
ଶ୍ରୀଧର ମାର୍ଥା। ‘କଥା ଦେଲି ମଥା ଛୁଇଁ’ ପରେ ସେ କେତୋଟି ସିନେମାର ପ୍ରଯୋଜନା କରିସାରିଲେଣି। ପ୍ରଯୋଜକ ସାଜିବା ପୂର୍ବରୁ ସେ ବସନ୍ତଙ୍କ ମାୟାରେ ପଡ଼ିଯାଇଥିଲେ। ହେଲେ ସେ ବସନ୍ତ କିଏ? ସେ ହେଲେ ଓଡ଼ିଆ ସିନେମା ଜଗତର ଭୀଷ୍ମ ପିତାମହ…
କୋଇଲା ବୋଝେଇ ଟ୍ରେନ୍ରୁ ୨ ବଗି ଅଲଗା
ରାୟଗଡ଼ା ଅଫିସ,୧୬।୧: ବିଷମକଟକ ଓ ସାନ ସାର୍ତେଲି ଷ୍ଟେଶନ ମଧ୍ୟରେ ଏକ ମାଲବାହୀ ଟ୍ରେନ୍ରୁ ୨ଟି ବଗି ଅଲଗା ହୋଇଯାଇଛି। ଫଳରେ ଉକ୍ତ ଟ୍ରାକ୍ରେ ଟେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ବିଷମକଟକ ଷ୍ଟେଶନରୁ ୩ କିଲୋମିଟର ଦୂରରେ ଏକ କୋଇଲା ବୋଝେଇ…
କୋହଲିଙ୍କ ‘ବିରାଟ’ ପ୍ରଶଂସକ
ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରିକେଟ ପଡିଆରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗୁଛନ୍ତି। ଖୁବ୍ଶୀଘ୍ର ସେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି କ୍ରିକେଟ ପଣ୍ଡିତମାନେ ଭବିଷ୍ୟବାଣୀ କରିଛନ୍ତି। ତେବେ କୋହଲିଙ୍କ ପ୍ରଶଂସକଙ୍କ ସଂଖ୍ୟା ମଧ୍ୟ ଅଧିକ। ବିରାଟ…
ଶାଳଗାଁ ନିକଟରେ ରେଳ ଦୁର୍ଘଟଣା ଘଟଣା: ଆହତଙ୍କ ସୂଚନା ପାଇଁ ହେଲ୍ପଲାଇନ୍ ନଂ-୧୦୭୨ ଜାରି
କଟକ ଅଫିସ,୧୬।୧: କଟକ ନିର୍ଗୁଣ୍ଡି ଷ୍ଟେଶନ ନିକଟ ଶାଳଗାଁଠାରେ ଲୋକମାନ୍ୟ ତିଳକ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହେବା ଘଟଣାରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ସୂଚନା ପାଇଁ ଇଷ୍ଟକୋଷ୍ଟ ରେଲଓ୍ବେ ପକ୍ଷରୁ ହେଲ୍ପଲାଇନ୍ ନଂ ଜାରି କରାଯାଇଛିି। ସମ୍ପର୍କୀୟମାନେ ଯାତ୍ରୀଙ୍କ…
ନାୟିକାର ନଁ। ଟିକିନା
ପ୍ରଥମେ କମେଡି ତା’ପରେ ମୁଖ୍ୟ ଭୂମିକା। ନିଜର ଦାୟିତ୍ୱକୁ ବେଶ୍ ସୂଚାରୁ ରୂପରେ ତୁଲାଇ ଜଲିଉଡ୍ରେ ନିଜକୁ ଜଣେ ଆଗଧାଡ଼ିର ଅଲରାଉଣ୍ଡର ନାୟିକା ଭାବରେ ପରିଚିତ କରାଇପାରିଛନ୍ତି ସେ। ରୋଲ୍ ରୋମାଣ୍ଟିକ ହେଉ ଅବା ଇମୋଶନାଲ-ସେଗୁଡ଼ିକରେ ସେ ଶତ ପ୍ରତିଶତ ସକ୍ସେସ…
ଅଦରକାରୀ ପାର୍ଟସ୍ରେ ଦିବ୍ୟାଙ୍ଗ ତିଆରି କଲେ ଇ-ବାଇକ୍
ସୁରଟ୍: ଦୃଢ଼ ଇଚ୍ଛାଶକ୍ତି ଆଗକୁ ବାଟ କଢାଇନିଏ ଯାହା ହୋଇଛି ବିଷ୍ଣୁ ପଟେଲଙ୍କ କ୍ଷେତ୍ରରେ। ଗୁଜରାଟର ସୁରଟ୍ ନିବାସୀ ବିଷ୍ଣୁ ଜଣେ ଦିବ୍ୟାଙ୍ଗ। ବୟସ ୬୦ ବର୍ଷ। ପିଲାବେଳୁ ସେ ପୋଲିଓରେ ଆକ୍ରାନ୍ତ ହେବା ପରେ ଚାଲି ପାରୁନାହାନ୍ତି। ବେଶି ପଢି…
ମାସିକ ୬ ହଜାର ଟଙ୍କା ଆୟ କରୁଥିବା ଯୁବକଙ୍କ ନାଁରେ ଆସିଲା ୩.୪୯ କୋଟି ଟଙ୍କାର ଆୟକର ନୋଟିସ
ଭୋପାଳ,୧୬।୧: ମଧ୍ୟପ୍ରଦେଶ ଭିଣ୍ଡର ରବି ଗୁପ୍ତା ନାମକ ଜଣେ ଯୁବକଙ୍କ ନିକଟକୁ ୩.୪୯ କୋଟି ଟଙ୍କାର ଆୟକର ନୋଟିସ ଆସିଥିବା ସେ ପ୍ରକାଶ କରିଛନ୍ତି। ତାଙ୍କର ମାସିକ ଆୟ ପ୍ରାୟ ୬ ହଜାର ଟଙ୍କା ହୋଇଥିବା ବେଳେ ଏତେ ପରିମାଣର ଆୟକର…
Archives


