Home Left

ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ: ଖଣି ଜରିମାନା, ବକେୟା ଟିକସ ଆଦାୟ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୬ା୧(ବ୍ୟୁରୋ): ରାଜ୍ୟ ସରକାର ଆସନ୍ତା ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି କ୍ରମରେ ବୁଧବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ…

ଓଲଟିଲା ଯାତ୍ରୀବାହୀ ବସ୍‌: ୨୦ ଆହତ

କେନ୍ଦୁଝର,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ରଜାବସା ନିକଟରେ ଏନଏଚ-୨୦ରେ ଏକ ଯାତ୍ରୀବାହୀ ବସ୍‌(ନମ୍ବର-ଓଆର୦୫ଏଏନ/୬୨୩୦) ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି। ଫଳରେ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଯାତ୍ରୀଙ୍କୁ…

ପୋଲିସ ସମ୍ମୁଖରେ ପଗଡ଼ି ଖୋଲି ପଞ୍ଜାବୀ ଯୁବକଙ୍କୁ ମାଡ଼ ଘଟଣା: ଓଡ଼ିଶା ଛାଡ଼ି ପଳାଇବୁ ବୋଲି କହିଲେ ପରବିନ୍ଦର

ଭୁବନେଶ୍ୱର,୧୬ା୧(ବ୍ୟୁରୋ): ଆକ୍ରମଣକାରୀଙ୍କୁ ଚିହ୍ନଟ ପାଇଁ ପୋଲିସ ଡାକିଲା। ଏକାଧିକ ପୋଲିସର ଉପସ୍ଥିତିରେ ହିଁ ଅଭିଯୁକ୍ତମାନେ ମୋତେ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କଲେ। ମୋ ପଗଡ଼ିକୁ ତଳେ କଚାଡ଼ି ଅସମ୍ମାନିତ କଲେ। ମୋ ଜାତିକୁ ନେଇ ଖରାପ ଭାଷାରେ ଗାଳିଗୁଲଜ କରିବା…

ପ୍ରଫେସର ଡା. ସରସ୍ବତୀ ସ୍ବାଇଁଙ୍କ ପରଲୋକ

କଟକ ଅଫିସ/ ବାଲିପାଟଣା, ୧୬ା୧ (ଡି.ଏନ.ଏ): ପୂର୍ବତନ ଲୋକ ସଭା ବାଚସ୍ପତି ରବି ରାୟଙ୍କ ସହଧର୍ମିଣୀ ତଥା ସାମାଜିକ କର୍ମୀ ପ୍ରଫେସର ଡା. ସରସ୍ବତୀ ସ୍ବାଇଁଙ୍କର ଏସ୍‌ସିବି ମେଡିକାଲରେ ବୁଧବାର ଭୋର ପ୍ରାୟ ୫ଟା ୩୨ ମିନିଟରେ ପରଲୋକ ଘଟିଛିି। ମୃତ୍ୟୁ…

ବିହାର ବିଧାନସଭା ନିର୍ବାଚନ: ଭାଜପା, ଜେଡିୟୁକୁ ଦେଇପାରେ ଆସନ ବୁଝାମଣାର ନୂଆ ଫର୍ମୁଲା

ପାଟନା,୧୬।୧: ବିହାର ବିଧାନସଭା ନିର୍ବାଚନରେ ଲୋକ ସଭାର ଫର୍ମୁଲା ଲାଗୁହୋଇପାରେ ବୋଲି ଶୁଣିବାକୁ ମିଳିଛି। ଆଲୋଚନା ହେଉଛି କି ଏହି ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଜନତା ଦଳ ୟୁନାଇଟେଡ(ଜେଡିୟୁ)କୁ ନୂଆ ଫର୍ମୁଲା ଦେଇପାରେ। ବିଜେପିର ବିଶେଷ ସୂତ୍ରରୁ ମିଳିଥିବା…

ବଦଳୁଛି ଜଳବାୟୁ, ହଜିଯାଉଛି ଶୀତ

ଭୁବନେଶ୍ୱର,୧୬ା୧ (ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ସଙ୍କେତ ସବୁଠି ଦେଖାଗଲାଣି। ବର୍ଷା କମିବା ସହିତ ଅନ୍ୟାନ୍ୟ ଋତୁ ଉପରେ ମଧ୍ୟ ଏହାର ପ୍ରଭାବ ପଡ଼ିଲାଣି। ଗତ କିଛି ବର୍ଷ ହେବ ଜଳବାୟୁର ଏଭଳି ଅନିୟମିତତା ଚିନ୍ତାର କାରଣ ପାଲଟିଛି। ଶୀତଦିନ କମିବା ସାଙ୍ଗକୁ…

ଦୁର୍ଘଟଣା ପରେ ବଦଳିଲା ଟ୍ରେନ୍‌ ଗତିପଥ

କଟକ ଅଫିସ,୧୬।୧: କଟକ ଶାଳଗାଁ ନିକଟରେ ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଳକ ଏକ୍ସପ୍ରେସ ଗୁରୁବାର ସକାଳ ପ୍ରାୟ ୭ଟା ସମୟରେ ଲାଇନଚ୍ୟୁତ ହୋଇଛି। ୮ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ…

ହାଇକୋର୍ଟ ଗଲେ ସେନ୍‌ଗାର

ନୂଆଦିଲ୍ଲୀ,୧୬ା୧: ଉନ୍ନାଓ ନାବାଳିକା ବଳାତ୍କାର ମାମଲାରେ ତଳକୋର୍ଟ ଦ୍ୱାରା ଡିସେମ୍ବର ୨୦ରେ ଆଜୀବନ କାରାଦଣ୍ଡାଦେଶ ପାଇଥିବା ନିଲମ୍ବିତ ଭାଜପା ବିଧାୟକ କୁଲଦୀପ ସେନ୍‌ଗାର ବୁଧବାର ଦିଲ୍ଲୀ ହାଇକୋର୍ଟରେ ଏହାକୁ ଚାଲେଞ୍ଜ କରିଛନ୍ତି। ନାବାଳିକା ଅପହରଣ ଓ ବଳାତ୍କାର ଭଳି ସଙ୍ଗିନ ଦଫା…

ଜାଲିକାଟ୍ଟୁ ପ୍ରତିଯୋଗିତା ବେଳେ ୩୫ ଆହତ

ମଦୁରାଇ,୧୬ା୧(ପି.ଟି.): ପୋଙ୍ଗଲ ପର୍ବ ଅବସରରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ବାର୍ଷିକ ଷଣ୍ଢ କାବୁ କରିବା ପ୍ରତିଯୋଗିତା (ଜାଲିକାଟ୍ଟୁ)ରେ ଭାଗନେଇ ୩୫ ଜଣ ଆହତ ହୋଇଛନ୍ତି। ବୁଧବାର ପୋଙ୍ଗଲ ପର୍ବ ବେଶ୍‌ ଜାକଜମକରେ ଆରମ୍ଭ ହୋଇଥିଲା। ଏଥିରେ ୭୦୦ ଷଣ୍ଢ ଓ ୭୫୦…

ରୁଷିଆ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ମସ୍କୋ,୧୬ା୧: ରୁଷିଆ ପ୍ରଧାନମନ୍ତ୍ରୀ ଡିମିଟ୍ରି ମେଡ୍‌ଭେଡେଭ୍‌ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନଙ୍କୁ ଦେଇଥିଲେ। ପୁଟିନ ମେଡ୍‌ଭେଡେଭ୍‌ଙ୍କୁ ତାଙ୍କ ସେବା ପାଇଁ ଧନ୍ୟବାଦ ଜଣାଇଛନ୍ତି। ଗଣମାଧ୍ୟମରେ ହେଉଥିବା ଚର୍ଚ୍ଚା ଅନୁଯାୟୀ ମେଡ୍‌ଭେଡେଭଙ୍କୁ ରାଷ୍ଟ୍ରପତୀୟ…

୨୬ ବର୍ଷ ସାନ ଯୁବତୀଙ୍କୁ ଚତୁର୍ଥ ବିବାହ କରିଥିଲେ କବିର

ମୁମ୍ବାଇ: ବଲିଉଡ୍‌ରେ ନିଜର ଦମ୍‌ଦାର୍‌ ଅଭିନୟ ପାଇଁ ଚର୍ଚ୍ଚାରେ ରହୁଥିବା କବିର ବେଦୀ ରୋମାନ୍ସକୁ ନେଇ ମଧ୍ୟ ରହୁଥିଲେ ବେଶ୍‌ ଚର୍ଚ୍ଚାରେ। କେବଳ ସେତିକି ନୁହେଁ ୭୦ ବର୍ଷ ବୟସରେ ସେ ତାଙ୍କଠାରୁ ୨୬ ବର୍ଷ ସାନ ଯୁବତୀଙ୍କୁ ଚତୁର୍ଥ ବିବାହ…

୩୧ରୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୬ା୧(ପି.ଟି.): ଜାନୁୟାରୀ ୩୧ରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଏପ୍ରିଲ ୩ ପର୍ଯ୍ୟନ୍ତ ଚାଲିବ। ୩୧ ପୂର୍ବାହ୍ନ ୧୧ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri