Home Left

ଶ୍ରୀମନ୍ଦିର ହେରିଟେଜ କରିଡ଼ର: ସରିଲା ପ୍ରସ୍ତାବ ଗ୍ରହଣ ଅବଧି

ପୁରୀ ଅଫିସ,୧୬ା୧: ପୁରୀ ଶ୍ରୀମନ୍ଦିର ହେରିଟେଜ କରିଡ଼ର। ଏହାର ଚିଠା ଡିଜାଇନ ଗତ ମାସ ୩୦ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଥିଲେ। ଏହି ନକ୍ସାରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ନବକଳେବର ରୂପ ଦେଖିବାକୁ ମିଳିଥିଲା। ଏଥିରେ ଥିଲା ଆଖି ଝଲସାଇ ଦେବା…

ପରିବାରର ସାହାରା ଗୁରମଣି

ପଦ୍ମପୁର, ୧୬।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ପଦ୍ମପୁର ପଞ୍ଚାୟତ କପାଗଢ଼ିଆ ଗ୍ରାମର କୈଳାସ ସେଠୀଙ୍କ ବଡ଼ଝିଅ ଗୁରମଣି। ବୟସ ୨୯।  ଭୁଲ୍‌ ଇଞ୍ଜେକଶନ ଯୋଗୁ ୩ ବର୍ଷ ବୟସରୁ ସେ ଦିବ୍ୟାଙ୍ଗ ହୋଇଯାଇଛନ୍ତି। ଘରର ଅବସ୍ଥା ଭଲ ନ ଥିବାରୁ…

ଭୀମକୁଣ୍ଡ ମକର ମେଳାରେ ଶ୍ରଦ୍ଧାଳୁଙ୍କ ଭିଡ଼

ଠାକୁରମୁଣ୍ଡା,୧୬ା୧(ଡ଼ି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଠାକୁରମୁଣ୍ଡା ବ୍ଲକ ଅଧୀନ ଭୀମକୁଣ୍ଡରେ ମକର ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲକ୍ଷାଧିକ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ। ଏଥି ସହିତ ଭୀମକୁଣ୍ଡ ମହୋତ୍ସବ କମିଟି ଓ କୁଣ୍ଡେଶର ବନସୁରକ୍ଷା କମିଟି ସହଯୋଗରେ ସେଠାରେ ୧୬ତମ…

ଆରମ୍ଭ ହେଲା ମକର ମଉଜ

ବାରିପଦା ଅଫିସ,୧୬।୧- ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲରେ ଗଣପର୍ବ ଭାବେ ଖ୍ୟାତି ଲାଭ କରିଥିବା ମକର ପର୍ବ ବୁଧବାର ଠାରୁ ମହାସମାରୋହରେ ଆରମ୍ଭ ହୋଇଛି। ବିଶେଷ କରି ଆଦିବାସୀ ସମ୍ପ୍ରଦାୟ ପାଇଁ ଏହି ଦିନଟି ବେଶ ଉତ୍କଣ୍ଠାର ଦିନ। ଏହି ଦିନ…

ଲୁଟ୍‌ ଉଦ୍ୟମ କରି ମାଡ଼ ଖାଇଲେ ଯୁବକ

ପୁରୀ ଅଫିସ,୧୬ା୧ : ଜଣେ ମହିଳାଙ୍କ ଭ୍ୟାନିଟି ବ୍ୟାଗ ଝାମ୍ପି ଫେରାର ହୋଇଯିବାକୁ ଉଦ୍ୟମବେଳେ ଧରାପଡି ନିର୍ଧୂମ ଛେଚା ଖାଇଲେ ଯୁବକ। ସ୍ଥାନୀୟ ଲୋକେ ତାଙ୍କୁ ପୋଲିସକୁ ଜିମା ଦେଇଥିଲେ। କୁମ୍ଭାରପଡା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା…

ଇକୋ ରିଟ୍ରିଟ୍‌ ମହୋତ୍ସବରେ ଗୁଡ଼ି ଉଡ଼ା କାର୍ଯ୍ୟକ୍ରମ

କୋଣାର୍କ,୧୬ା୧(ଡି.ଏନ୍‌.ଏ.): କୋଣାର୍କ-ପୁରୀ ବେଳାଭୂମି ମାର୍ଗର ସାହୁଖଣତାଠାରେ ଅନୁଷ୍ଠିତ ଇକୋ ରିଟ୍ରିଟ ମହୋତ୍ସବ ସ୍ଥଳୀରେ ବୁଧବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ଉତରାୟନ ଗୁଡ଼ି ଉଡ଼ା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୟଙ୍ଗ୍‌ ଇଣ୍ଡିଆନ୍‌ସ ଓଡ଼ିଶା ଶାଖା ଓ ରାଜ୍ୟ ପର୍ଯ୍ୟଟନ ବିଭାଗ ମିଳିତ…

କବିକସ୍ତୁରୀ ଫାଉଣ୍ଡେଶନର ବାର୍ଷିକୋତ୍ସବ: ‘ହାଡ଼ିବନ୍ଧୁ ପାଢ଼ୀ ଙ୍କୁ ବିଚାରକ ମଉଡ଼ମଣି ସମ୍ମାନ

କଣାସ,୧୬ା୧(ସ.ପ୍ର.): କଣାସ ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତରେ ଅବସ୍ଥିତ କବିକସ୍ତୁରୀ ଫାଉଣ୍ଡେଶନର ସପ୍ତଦଶତମ ବାର୍ଷିକ ଉତ୍ସବ ବୁଧବାର ବିଜୟ ବିହାରସ୍ଥିତ ଶିଶୁ ବିକାଶ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବକୁ ମୁଖ୍ୟଅତିଥି ଭାବେ ଜିଲା ପରିଷଦ ସଦସ୍ୟ ନୀଳମଣି ବେହେରା…

ବ୍ଲୁ ଫ୍ଲାଗ ବିଚ୍‌: ପରୀକ୍ଷା ପାଇଁ ଗଲା ସମୁଦ୍ର ପାଣି

ପୁରୀ ଅଫିସ,୧୬ା୧: ପୁରୀରେ ବ୍ଲୁ ଫ୍ଲାଗ ବିଚ୍‌ କାମ ଦ୍ରୁତଗତିରେ ଚାଲିଛି। ସମ୍ପୂର୍ଣ୍ଣ ହୋଇ ନ ଥିଲେ ମଧ୍ୟ ଏହା ପର୍ଯ୍ୟଟକଙ୍କ ଆକର୍ଷଣ ପାଲଟିଲାଣି। ପ୍ରତ୍ୟହ ଏହା ପରିସରରେ ପର୍ଯ୍ୟଟକମାନେ ବୁଲୁଛନ୍ତି। ତେବେ ଖୁବ୍‌ଶୀଘ୍ର ଏହାକୁ ଉଦ୍‌ଘାଟନ କରିବା ଲାଗି ପ୍ରଶାସନ…

ଶ୍ରୀମନ୍ଦିର କାର୍ଯ୍ୟାଳୟ ଆଗରେ ବ୍ରାହ୍ମଣଙ୍କ ବିକ୍ଷୋଭ

ପୁରୀ ଅଫିସ,୧୬ା୧: ଶ୍ରୀମନ୍ଦିର ଆନନ୍ଦ ବଜାରରୁ ବ୍ରାହ୍ମଣଙ୍କୁ ବାହାର କରିଦିଆଯିବାକୁ ନେଇ ବ୍ରାହ୍ମଣଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ବୁଧବାର ଆନନ୍ଦ ବଜାର ବ୍ରାହ୍ମଣ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ହ୍ୟାଣ୍ଡ୍‌ ସାନିଟାଇଜର୍‌ ବ୍ୟବହାର କରୁଥିଲେ…

ସାଧାରଣତଃ ଦେଖାଯାଇଥାଏ, ହାତ ପରିଷ୍କାର କରିବାକୁ ବର୍ତ୍ତମାନ ସମୟରେ ବିଭିନ୍ନ ବ୍ରାଣ୍ଡ୍‌ର ହ୍ୟାଣ୍ଡ୍‌ସାନିଟାଇଜର୍‌ ବ୍ୟବହାର କରାଯାଉଛି। କିନ୍ତୁ ଏହାର ଉପଯୋଗ ଆପଣଙ୍କୁ ସୁସ୍ଥ ରଖିବା ପରିବର୍ତ୍ତେ ରୋଗଗ୍ରସ୍ତ ଏବଂ ଦୁର୍ବଳ କରିପାରେ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ୟୁନିଭର୍ସିଟି ଅଫ୍‌…

ଏହି କ୍ରିକେଟ ଖେଳାଳିଙ୍କୁ ଡେଟ୍‌ କରିବାକୁ ଚାହୁଁଛନ୍ତି ମିତାଲି ରାଜ୍‌

ଭାରତୀୟ ମହିଳା କ୍ରିକେଟ ଟିମ୍‌ର ଅଧିନାୟକ ମିତାଲି ରାଜଙ୍କ ପ୍ରଦର୍ଶନକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥାଏ। କିଛି ଦିନ ତଳେ ମିତାଲୀ ରାଜଙ୍କୁ ଏକ ସାକ୍ଷାତକାରରେ ପଚାରାଯାଇଥିଲା ଯେ, ଭାରତୀୟ କ୍ରିକେଟ ଟିମ୍‌ କେଉଁ ଖେଳାଳୀଙ୍କୁ ସେ ପସନ୍ଦ କରନ୍ତି ଓ…

ଡିଏସ୍‌ଡବ୍ଲ୍ୟୁଓ ନିଲମ୍ବିତ

ମାଲକାନଗିରି, ୧୫ା୧(ସ୍ବ.ପ୍ର.): ମାଲକାନଗିରି ଡିଏସ୍‌ଡବ୍ଲ୍ୟୁଓଙ୍କୁ ମଙ୍ଗଳବାର ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅନିୟମିତତା, ମାଲକାନଗିରି ସିଡିପିଓ ବିପୁଳା ସରକାରଙ୍କୁ ପଦୋନ୍ନତିରେ ସହଯୋଗ କରିବାରେ ସମ୍ପୃକ୍ତ ଥିବା ଦର୍ଶାଇ ତାଙ୍କୁ ନିଲମ୍ବିତ କରାଯାଇଛି। ଗତ କିଛିଦିନ ତଳେ ତାଙ୍କ ବିରୋଧରେ ଦୁର୍ନୀତି, ପିସି କାରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri