ବିଦ୍ୟୁତ୍ ଫାଶ ନେଲା ଦନ୍ତା ଜୀବନ
ସାତମାଇଲ, ୧୫।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳରେ ଶିକାରୀଙ୍କ ବିଦ୍ୟୁତ୍ ତାର ନେଇଛି ଏକ ଦନ୍ତା ଜୀବନ। ସାତମାଇଲ ନିକଟ ଗୁରିଲୋ କାଜୁପଡ଼ିଆରୁ ବୁଧବାର ଉକ୍ତ ହାତୀର ମୃତଦେହ ଉଦ୍ଧାର କରାଯାଇଛି। କାଜୁ ବଗିଚାରେ ଏକ ଦନ୍ତା ମରି ପଡ଼ିଥିବା ଦେଖି…
ସଡ଼କ ଦୁର୍ଘଟଣାରେ ଜଣେ ମୃତ
ଚମ୍ପୁଆ,୧୫ା୧(ଡି.ଏନ.ଏ): ଚମ୍ପୁଆ ଏନଏସି ଅନ୍ତର୍ଗତ ବସାସାହିର ଅନତି ଦୂରରେ ଗତ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ମୟୂରଭଞ୍ଜ ଜିଲା ଘାଗରବେଡା ଥାନା ଶଙ୍କରପୁର ଅଞ୍ଚଳର ବୋଲି ଜଣାପଡିଛି। ସୂଚନା ଅନୁସାରେ ଗତ ମଙ୍ଗଳବାର…
ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖରଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ,୧୫।୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ବିକ୍ଷୋଭ କରି ଗିରଫ ହୋଇଥିବା ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍ଙ୍କୁ ଜାମିନ ମିଳିଛି। ବୁଧବାର ଦିଲ୍ଲୀର ତିସ୍ ହଜାରୀ କୋର୍ଟ ଚନ୍ଦ୍ରଶେଖରଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ସର୍ତ୍ତ ଅନୁସାରେ ଆଜାଦ୍…
ଜମ୍ମୁ-କଶ୍ମୀର ପୋଲିସରୁ ବରଖାସ୍ତ ହେଲେ ଡିଏସ୍ପି ଦାବିନ୍ଦର
ଶ୍ରୀନଗର,୧୫।୧: କଶ୍ମୀର ଆତଙ୍କବାଦୀଙ୍କ ସହ ଧରାପଡ଼ିଥିବା ଡିଏସ୍ପି ଦାବିନ୍ଦର ସିଂହଙ୍କ ଉପରେ ବୁଧବାର ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଜମ୍ମୁ-କଶ୍ମୀର ପୋଲିସରୁ ତାଙ୍କୁ ବରଖାସ୍ତ କରାଯାଇଥିବା ଜଣାପଡ଼ିଛି। ଏନେଇ ଏକ ନିର୍ଦ୍ଦେଶ ଜାରି କରାଯାଇଛି। ଅନ୍ୟ ଆତଙ୍କବାଦୀ କାର୍ଯ୍ୟକଳାପରେ ତାଙ୍କର ଲିଙ୍କ୍ ଥିବା…
ବିଗ୍ ବସ୍ରେ ଫ୍ୟାମିଲି ଉଇକ୍
ବମ୍ବେ: ଛୋଟ ପରଦାର ଲୋକପ୍ରିୟ ରିଆଲିଟି ଶୋ’ ବିଗ୍ବସ୍ ଦର୍ଶକଙ୍କ ଖୁବ୍ ମନୋରଞ୍ଜନ କରୁଛି। ପ୍ରେମ, ବନ୍ଧୁତ୍ୱ ଏବଂ ଡ୍ରାମାକୁ ନେଇ ଚଳିତ ସିଜିନ ଚର୍ଚ୍ଚାରେ ରହିଛି। ଘର ଭିତରେ ବନ୍ଦ ରହିଥିବା ଦଶଜଣ ପ୍ରତିଯୋଗୀ ଚଳିତ ସପ୍ତାହରେ ତାଙ୍କ ପରିବାରଲୋକଙ୍କୁ…
ଅଜୟ-ସୈଫ୍ଙ୍କ ‘ତାନାଜୀ’ର ରେକର୍ଡ, ସପ୍ତାହେ ନ ପୂରୁଣୁ ଶହେ କୋଟି କ୍ଲବରେ ସାମିଲ
ବମ୍ବେ: ରିଲିଜର ଗୋଟିଏ ସପ୍ତାହ ନ ପୂରୁଣୁ ଶହେ କୋଟି କ୍ଲବରେ ସାମିଲ ହୋଇଛି ଫିଲ୍ମ ‘ତାନାଜି-ଦ ଅନ୍ସଙ୍ଗ ଓ୍ବାରିୟର’। ଟ୍ରେଡ୍ ଆନାଲିଷ୍ଟ ତରଣ ଆଦର୍ଶ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଫିଲ୍ମରେ ପ୍ରମୁଖ ଭୂମିକାରେ ଅଜୟ ଦେବଗନ, କାଜୋଲ…
ଅନେକ ରୋଗ ଦୂର କରେ ଶୁଣ୍ଠି
ଶୁଖିଲା ଅଦା ବା ଶୁଣ୍ଠି କେବଳ କବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ବିଶେଷକରି ଶୀତଦିନେ ଶୁଣ୍ଠିର ବ୍ୟବହାର ଦ୍ବାରା ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ଜାଣନ୍ତୁ ଏ ସମ୍ପର୍କରେ… –…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଓବିସି, ଏସ୍ଇବିସିଙ୍କୁ ଅଧିକ ସଂରକ୍ଷଣ ଦେବାକୁ ଦାବି
ଭୁବନେଶ୍ୱର,୧୫।୧(ବ୍ୟୁରୋ): ଓବିସି ଓ ଏସ୍ଇବିସିଙ୍କୁ ସ୍ଥାନ ସଂରକ୍ଷଣ ନେଇ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଉକ୍ତ ଚିଠିରେ ଧର୍ମେନ୍ଦ୍ର ନିଯୁକ୍ତି କ୍ଷେତ୍ରରେ ଓବିସି ଓ ଶିକ୍ଷା କ୍ଷେତ୍ରରେ…
ଲାଞ୍ଚ ମାଗି ନିଲମ୍ବିତ ହେଲେ ବେଗୁନିଆ ଥାନା ଏସ୍ଆଇ
ଖୋର୍ଦ୍ଧା ଅଫିସ,୧୫।୧: ଜଣେ ଅଭିଯୁକ୍ତଙ୍କ ମା’ଙ୍କୁ ଲାଞ୍ଚ ମାଗି ଫସିଛନ୍ତି ବେଗୁନିଆ ଥାନା ଏସ୍ଆଇ ସୁଜାତା ପଲେଇ। ଏହାର ଏକ ଅଡିଓ ଭାଇରାଲ ହେବା ପରେ ଖୋର୍ଦ୍ଧା ଏସ୍ପି ବୁଧବାର ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସୂଚନାନୁଯାୟୀ, ଉକ୍ତ ଥାନା ଅନ୍ତର୍ଗତ…
ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ସପୁରି
ସପୁରି ସ୍ବାସ୍ଥ୍ୟ ଉପକାରୀ ଗୁଣରେ ଭରପୂର। ଏଥିରେ ପୋଷକ ତତ୍ତ୍ୱ ସହ ଆଣ୍ଟି ଅକ୍ସିଡାଣ୍ଟର ଗୁଣ ମଧ୍ୟ ରହିଥାଏ। ଏକ ଗ୍ଲାସ ସପୁରି ରସରୁ ୧.୭ ଗ୍ରାମ ପ୍ରୋଟିନ୍, ୨.୩ ଗ୍ରାମ ଫାଇବର ଏଥିସହ ଭିଟାମିନ୍ ସି ଓ ବି-୬ ମିଳିଥାଏ।…
କମେଡି କିଙ୍ଗ୍ କପିଲଙ୍କ ଝିଅର ଫଟୋ ଭାଇରାଲ
ମୁମ୍ବାଇ: ନିଜ କମେଡିରେ ସମସ୍ତଙ୍କୁ ହସାଇ ହସାଇ ବେଦମ୍ କରୁଥିବା ଲୋକପ୍ରିୟ କମେଡି କିଙ୍ଗ୍ କପିଲ ଶର୍ମା ଏବେ ସୋସିଆଲ ମିଡିଆରେ ଛାଇ ଯାଇଛନ୍ତି। ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ୍ ରହୁଥିବା କପିଲଙ୍କ ଆଉ ଏକ ଫଟୋ ଏବେ ଭାଇରାଲ ହୋଇଛି।…
ଗଞ୍ଜାମରେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାର ପର୍ଦ୍ଦାଫାଶ: ୨ ଛାତ୍ର ଗିରଫ
ବ୍ରହ୍ମପୁର ଅଫିସ ,୧୫।୧ – ଗଞ୍ଜାମ ଜିଲାରେ ଜଣେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ଗଣବଳାତ୍କାର ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ଏଥିରେ ସାମିଲ ଥିବା ୨ ଜଣ ଯୁକ୍ତ ୩ ଛାତ୍ରଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ଅଭିଯୁକ୍ତ ଦ୍ୱୟ…
Archives


