Home Left

ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନବରଙ୍ଗପୁର,୧୫-୧(ବି.ପ୍ର.):ନବରଙ୍ଗପୁର ଜିଲା ଗାଦବାଗୁଡା ସାହିରେ ରହୁଥିବା ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝି(୭୯)ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଛତିଶଗଡ ରାୟପୁରର ରାମକୃଷ୍ଣ କେୟାର ସେଣ୍ଟର ହସ୍ପିଟାଲରେ ରବିବାରଠାରୁ ସେ ଚିକିତ୍ସିତ ହେଉଛନ୍ତି। ହଦ୍‌ ଯନ୍ତ୍ରଣା ସହ ହିମୋଗ୍ଲୋବିନ ୬ ପ୍ରତିଶତ ରହିଛି। ରକ୍ତ…

୩୨ ଓଇଏସ୍‌ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର, ୧୫-୧(ବ୍ୟୁରୋ): ଓଡ଼ିଶା ଏଜୁକେଶନ ସର୍ଭିସ(ଓଇଏସ୍‌)ର ୩୨ ଅଧିକାରୀଙ୍କ ପଦୋନ୍ନତି କରାଯାଇଛି। ମଙ୍ଗଳବାର ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତଦ୍ଦନୁଯାୟୀ, ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ…

ଏଆଇସିସି, ପିସିସି ମଧ୍ୟରେ ସମନ୍ବୟ ନାହିଁ: ସୁର

ଭୁବନେଶ୍ୱର,୧୫-୧(ବ୍ୟୁରୋ): କଂଗ୍ରେସରେ ନେତୃତ୍ୱକୁ ନେଇ ବିବାଦ ତୁଟିବାର ନାଁ ଧରୁନାହିଁ। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପରିବର୍ତ୍ତନକୁ ନେଇ ବିବାଦ ଲାଗି ରହିଥିବାବେଳେ ବର୍ତ୍ତମାନ ଆଉ ଏକ ନୂଆ ସମସ୍ୟା ମୁଣ୍ଡ ଟେକିଛି। ଯୁବ କଂଗ୍ରେସ ସଭାପତି ପଦକୁ ନେଇ ମଧ୍ୟ…

୧୬ରୁ ବକେୟା ଉପଭୋକ୍ତାଙ୍କ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର,୧୫-୧(ବ୍ୟୁରୋ):ବିଦ୍ୟୁତ୍‌ ବକେୟା ଦେଇ ନ ଥିବା ଉପଭୋକ୍ତାଙ୍କର ଆସନ୍ତା ୧୬ ତାରିଖରୁ ବିଦ୍ୟୁତ୍‌ କାଟ କରାଯିବ ବୋଲି ପୂର୍ବରୁ ସେସୁ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ତେବେ ବିଭିନ୍ନ ମହଲରୁ ବିରୋଧ ହେବା ପରେ ସେସୁ କର୍ତ୍ତୃପକ୍ଷ ପର୍ଯ୍ୟାୟ କ୍ରମେ ବିଦ୍ୟୁତ୍‌ ବିଚ୍ଛିନ୍ନ…

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଅରୁଣ ବୋଥ୍ରାଙ୍କୁ ଲିଗାଲ ନୋଟିସ

ବଲାଙ୍ଗୀର ଅଫିସ,୧୫-୧:ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ତତ୍କାଳୀନ ତଦନ୍ତକାରୀ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ସ୍ତ୍ରୀ ସୌଦାମିନୀ ମେହେର ଓକିଲ ଜରିଆରେ ଲିଗାଲ ନୋଟିସ୍‌ ପଠାଇଛନ୍ତି। ସୌଦାମିନୀଙ୍କ ଟୁଇଟର ଆକାଉଣ୍ଟରେ ଏଭଳି ତଥ୍ୟ ଶେୟାର…

ପାଞ୍ଚଦିନରେ ୫ ହଜାର ଓଟଙ୍କୁ ଗୁଳିକରି ହତ୍ୟା

ସିଡ୍‌ନୀ,୧୫-୧:ଦକ୍ଷିଣ ଅଷ୍ଟ୍ରେଲିଆର ମରୁଡ଼ି ଗ୍ରସ୍ତ ଅଞ୍ଚଳରେ ୫ ଦିନରେ ୫ ହଜାର ଓଟଙ୍କୁ ହତ୍ୟା କରାଯାଇଛି। ସ୍ଥାନୀୟ ଆଦିମ ଲୋକଙ୍କ ପାଇଁ ବିପଦ ସୃଷ୍ଟି କରୁଥିବାରୁ ଏହି ଓଟଗୁଡ଼ିକୁ ଗୁଳିକରି ହତ୍ୟା କରାଯାଇଥିବା ମଙ୍ଗଳବାର ସରକାରୀ ଅଧିକାରୀ ସୂଚନା ଦେଇଛନ୍ତି। ଦକ୍ଷିଣ…

ଆବର୍ଜନାର ପୁରୀ

ପୁରୀ ଅଫିସ,୧୫-୧:ପୁରୀ ହେବ ବିଶ୍ୱର ଐତିହ୍ୟ ସହର। ବଦଳିବ ଏହାର ରୂପରେଖ। ବିଭିନ୍ନ କ୍ଷେତ୍ରରେ ଭିତ୍ତିଭୂମିର ବିକାଶ କରାଯିବ। ବହୁତଳ ପାର୍କିଂ, ନୂଆ ମାର୍କେଟ କମ୍ପ୍ଲେକ୍ସ, ରାସ୍ତାଘାଟର ସମ୍ପ୍ରସାରଣ, ଏପରି କି ରାଜ୍ୟର ପ୍ରଥମ ଟ୍ରମ୍ପେଟ ସେତୁ (ଶ୍ରୀସେତୁ ନାମରେ) ମଧ୍ୟ…

ଭାରତରେ ଯାହା ଚାଲିଛି, ଠିକ୍‌ ନୁହେଁ

ନୂଆଦିଲ୍ଲୀ,୧୫-୧:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦେଶରେ ବିବାଦ ତେଜିବାରେ ଲାଗିଥିବାବେଳେ ଏହି ନବପ୍ରଣୀତ ବ୍ୟବସ୍ଥାକୁ ନେଇ ବିଦେଶରୁ ମଧ୍ୟ ପ୍ରତିକ୍ରିୟା ଆସିବାରେ ଲାଗିଛି। ଏହି କ୍ରମରେ ମାଇକ୍ରୋସଫ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ସତ୍ୟ ନାଡେଲାଙ୍କ ସିଏଏ ବିରୋଧୀ ମନ୍ତବ୍ୟ…

ସିଏଏ: ସୁନ୍ଦରଗଡ଼ରେ ହିଂସା; ୨ଗୋଷ୍ଠୀ ମୁହାଁମୁହିଁ, ପଥର ମାଡ଼ରେ ଆଇଆଇସିଙ୍କ ସମେତ ୧୦ ଆହତ

ସୁନ୍ଦରଗଡ଼,୧୫-୧(ଡି.ଏନ୍‌.ଏ.):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ସୁନ୍ଦରଗଡ଼ରେ ସୋମବାର ଉତ୍ତେଜନା ସୃଷ୍ଟି ହୋଇଥିଲା। ମଙ୍ଗଳବାର ଏହା ହିଂସାର ରୂପ ନେଇଛି। ସ୍ଥାନୀୟ ରିଜେଣ୍ଟ ମାର୍କେଟ ଅଞ୍ଚଳରେ ମଙ୍ଗଳବାର ୨ ଗୋଷ୍ଠୀ ମୁହଁାମୁହିଁ ହେବା ସହ ପଥର ମାଡ଼ କରିଥିଲେ। ଏଥିରେ ଆଇଆଇସିଙ୍କ…

ଦିନକରେ ୧୭ ହଜାର ଏଲ୍‌ଆଇସି ପଲିସି ବିକ୍ରି ରେକର୍ଡ

ନୂଆଦିଲ୍ଲୀ,୧୫-୧: ବଲିଉଡର ପ୍ରତିଷ୍ଠିତ ଅଭିନେତା ରାଜ କପୁରଙ୍କ ଝିଅ ରିତୁ ନନ୍ଦାଙ୍କର ମଙ୍ଗଳବାର ପରଲୋକ ହୋଇଛି। ରିତୁ ଏକ ସମୟରେ ଏଲ୍‌ଆଇସିର ଜଣେ ଶୀର୍ଷ ଏଜେଣ୍ଟ ରହିଥିବା ହୁଏତ ଅନେକଙ୍କୁ ଜଣାନଥିବ। ଗୋଟିଏ ଦିନରେ ଏଲ୍‌ଆଇସିର ୧୭ ହଜାର ପେନସନ ପଲିସି…

ସୁନା ଅଳଙ୍କାରରେ ହଲ୍‌ମାର୍କ ହେବ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫-୧: ଏଣିକି ଦେଶ ମଧ୍ୟରେ ସୁନା ଅଳଙ୍କାର ଏବଂ କଳାକୃତିର ହଲ୍‌ମାର୍କକୁ ବାଧ୍ୟତାମୂଳକ କରାଯିବ। ୧୫ ଜାନୁୟାରୀ ୨୦୨୦ଠାରୁ ହଲ୍‌ମାର୍କିଂ ବାଧ୍ୟତାମୂଳକ ଲାଗି କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯିବ। ୨୦୨୧ ଜାନୁୟାରୀ ୧୫ଠାରୁ ଏହାକୁ…

ଆଜି ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୧୫-୧: ବୁଧବାର ମକର ସଂକ୍ରାନ୍ତି ଯୋଗୁ ରାଜ୍ୟରେ ବିଭିନ୍ନ ବ୍ୟାଙ୍କ ଏବଂ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନଗୁଡିକ ବନ୍ଦ ରହିବ। ଫଳରେ ଲୋକଙ୍କୁ ସେବା ଉପଲବ୍ଧ ହେବ ନାହିଁ। ସେହିଭଳି ଏହି ଦିନ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ସମସ୍ତ ସରକାରୀ କାର୍ଯ୍ୟାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri