Home Left

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ ସେ ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରଣାୱତଙ୍କୁ ନିଜ ‘ଭଉଣୀ’ ବୋଲି ସମ୍ବୋଧନ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି ଅସାମାଜିକ କାର୍ଯ୍ୟକଳାପକୁ ଦମନ କରାଯିବା ସହ ଚୋରି ଡକାୟତି ରାହାଜାନିକୁ ଦୃଷ୍ଟିରେ ରଖି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ ଘରଗୁଡ଼ିକ ତାସ ଘର ପରି ଭୁଶୁଡ଼ି ପଡୁଛି। ଏହି ଭୟଙ୍କର ବନ୍ୟା ମଧ୍ୟରେ,…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା ଜଣାପଡିଛି। ଚିକିତ୍ସାକକ୍ଷରେ ପାଣି ପଡ଼ିବା ଯୋଗୁ ଚିକିତ୍ସା ବ୍ୟାହତ ହେଉଛି। ବିଦ୍ୟୁତ ସରଞ୍ଜାମ…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ ମୁଖ୍ୟମନ୍ତ୍ରୀଙ୍କ ଆସନ ଛାଡ଼ି ମନ୍ତ୍ରୀମାନଙ୍କ ପାଇଁ ଥିବା ଆଗ ଧାଡ଼ିର ଆସନରେ ଯାଇ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି। ମୁଖ୍ୟଅତିଥି ଭାବେ ବଲାଙ୍ଗୀର ଜିଲାପାଳ ଗୌରବ ଶିବାଜୀ ଇସଲଓ୍ବାର, ସମ୍ମାନିତ ଅତିଥି ଭାବେ…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘X’ରେ ଏକ ପୋଷ୍ଟ ଶେୟାର କରି ଆସନ୍ତା…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର ଓ ଆବର୍ଜନା ତଳ ଅଞ୍ଚଳରେ ତାଣ୍ଡବ ରଚୁଥିବା ବେଳେ ପ୍ରାୟ ୩୫୦ ଜଣ…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ ଯୁବକ ମିଠା କିଣିବାକୁ ଯାଇ ଫେରାବା ବେଳକୁ ସ୍ତ୍ରୀ ସେଠାରେ ଆଉ ନଥିଲେ।…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର କରିବା ନେଇ ଧାମନଗର ଏନ୍‌ଏସି ବିଜେଡି ପକ୍ଷରୁ ଶୁକ୍ରବାର ପୂର୍ବାହ୍ନରେ ଧାମନଗର ଥାନାରେ…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି ମଧ୍ୟରେ ସାମ୍ନାକୁ ଆସିଛି ଏକ ଅମାନବୀୟ ଘଟଣା। ଘଟଣାଟି ସମଗ୍ର ମାନବ ସମାଜକୁ…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ କରେ। ଏଠାରେ ଗୋଟିଏ କି ଦୁଇଟି ନୁହେଁ, ବରଂ ପ୍ରାୟ ୯୦୦ଟି ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?