ମଣିଷର ବିସର୍ଜନ
ତୁମେ ଭାବୁଛ ତୁମେ ଗୋଟିଏ ସ୍ବଚ୍ଛ ପରିଷ୍କୃତ ବହୁ ଉଚ୍ଚ ସ୍ତରର ସୃଷ୍ଟି।ଭୁଲିଯାଅନି ମଣିଷ ଗୋଟିଏ ଛାଞ୍ଚ ଯହିଁରେ ଅନ୍ୟତ୍ର ବର୍ଜ୍ୟ ହୋଇଥିବା ବସ୍ତୁ (ମଇଳା) ବା ପୁନର୍ବାର ବ୍ୟବହାର ହେଉଥିବା (ରିସାଇକ୍ଲଡ୍) ଏଲିମେଣ୍ଟ(ମୌଳିକ ପଦାର୍ଥ) ଭର୍ତ୍ତି ହୋଇଛି। ଦୁନିଆର ସବୁ…
W,W,W,W,W… ଗୋଟିଏ ଓଭରରେ ୫ ଉଇକେଟ୍ ନେଇ ଇତିହାସ ରଚିଲେ ଏହି ବୋଲର୍
ନୂଆଦିଲ୍ଲୀ,୪।୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ମହାନ କିମ୍ବଦନ୍ତୀମାନେ ଇଣ୍ଡୋନେସିଆର ଗେଡେ ପ୍ରିୟନ୍ଦନାଙ୍କ ପରି ସଫଳତା ହାସଲ କରିବାରେ ବିଫଳ ହୋଇଛନ୍ତି। ପ୍ରିୟନ୍ଦନାଙ୍କ ନାମ ମାତ୍ର ଗୋଟିଏ ଓଭର ପାଇଁ ରେକର୍ଡ ପୁସ୍ତକରେ ଲିପିବଦ୍ଧ। ଏହି ୨୮ ବର୍ଷୀୟ ପାର୍ଟ-ଟାଇମ ଦ୍ରୁତ ବୋଲର…
ରେଳ ଟ୍ରାକ୍ ମରାମତି କାମ କରୁଥିଲେ ଶ୍ରମିକ, ହଠାତ୍ ମାଡିଆସିଲା ଏକ୍ସପ୍ରେସ ଟ୍ରେନ୍, ଆଉ ତା’ ପରେ…
ଲୋଇସିଂହା,୪।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡା ବସ୍ତି ରେଳ ଫାଟକ ନିକଟରେ ଦୁଇଦିନ ତଳେ ରେଳ ଟ୍ରାକ୍ ମରାମତି କାମ ଚାଲିଥିବାବେଳେ ଏକ ବଡ ଅଘଟଣରୁ ବର୍ତ୍ତି ଯାଇଛନ୍ତି କେତେକ ଶ୍ରମିକ । ଶ୍ରମିକମାନେ କାମ କରୁଥିବାବେଳେ…
‘ନ୍ୟାୟ ପ୍ରଦାନରେ ବିଳମ୍ବ ଜଣାଶୁଣା ବ୍ୟାଧି’
ନୂଆଦିଲ୍ଲୀ,୪ା୨: ହାଇକୋର୍ଟଗୁଡ଼ିକ ରାୟକୁ ପ୍ରକାଶ ନ କରି ମାସ ମାସ ଧରି ସଂରକ୍ଷିତ ରଖିବା ଅଭ୍ୟାସ ଏକ ଜଣାଶୁଣା ବେମାରି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିବା ସହ ତାହାର ମୂଳୋତ୍ପାଟନ ହେବା ଜରୁରୀ ବୋଲି ମତ ଦେଇଛନ୍ତି। ଠିକ୍ ସମୟରେ ନ୍ୟାୟ…
ସଇତାନ ସାଜିଲେ ପ୍ରେମିକା: ଯାହାକୁ ହୃଦୟ ଦେଇ ବସିଥିଲେ ,ତାକୁ ମାରିଦେଲେ: ମାତ୍ର ଏହି ଭୁଲ୍ ପାଇଁ…
ରାୟପୁର, ୪ା୨: ସାମାନ୍ୟ ମତାନ୍ତରକୁ କେନ୍ଦ୍ରକରି ଜଣେ ୨୨ ବର୍ଷୀୟା ପ୍ରେମିକା ତାଙ୍କ ୨୫ ବର୍ଷୀୟ ପ୍ରେମିକଙ୍କୁ ହତ୍ୟା କରିଛନ୍ତି। ଏଭଳି ଏକ ସ୍ପର୍ଶକାତର ଘଟଣା ଛତିଶଗଡ଼ ବିଳାସପୁର ଅଞ୍ଚଳରେ ଘଟିଛି। ୨୫ ବର୍ଷୀୟ କାମତା ସୂର୍ଯ୍ୟବଂଶୀ ଏଠାରେ ଏକ ହୋଟେଲରେ…
ମା’ ହେଲେ ୭ମ ଶ୍ରେଣୀ ଛାତ୍ରୀ: ଲୋକଲଜ୍ଜ୍ୟା ଭୟରେ ଘର ଲୋକେ…
ରସୁଲପୁର,୪ା୨(ରଞ୍ଜିତ ରାଉତ):ଯାଜପୁର ଜିଲା କୁଆଖିଆ ଥାନା ଅଞ୍ଚଳରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ମାତୃତ୍ୱଲାଭ କରିଛନ୍ତି। ଏହିଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ନେଇ ଛକବଜାରରେ ଲୋକେ ଟୁପୁରୁଟାପର ହେଉଛନ୍ତି। ଘଟଣାକୁ ଦୁଇଦିନ ବିତିବାକୁ ବସିଲାଣି, ହେଲେ ଏଦିଗରେ…
ମାଟିର ଗରିମା ବଢ଼ାଇଛି ନାରୀ ନେତୃତ୍ୱ
ବାଲେଶ୍ୱର/ରେମୁଣା,୪।୨ (ବାଞ୍ଛାନିଧି ଦେ/ରବୀନ୍ଦ୍ର ମହାକୁଡ଼): ସାହିତ୍ୟ ଓ ସଂଗ୍ରାମ ପାଇଁ ବାଲେଶ୍ୱର ଓ ଭଦ୍ରକ ମାଟି ସୁପ୍ରସିଦ୍ଧ। ଅନେକ ବରପୁତ୍ରଙ୍କୁ ଜନ୍ମଦେଇ ଏ ମାଟି ଭାରତମାତାର ମୁଖ ଉଜ୍ଜ୍ୱଳ କରିଛି। ଏ ମାଟି କେବଳ ରନତ୍ଗର୍ଭା ନୁହେଁ, ବରଂ ଏ ମାଟିର…
ସରକାରୀ ଚାକୀରିଆଙ୍କୁ ୟୁଟ୍ୟୁବରଙ୍କ ଟକ୍କର: ବିବାହରେ ମିଳିଲା ୭୧ ଲକ୍ଷ ଟଙ୍କା, ୨୧ ତୋଳା ସୁନା
ମୁମ୍ବାଇ,୩।୨: ଆଗରୁ ବାହାଘର ପାଇଁ ସରକାରୀ ଚାକିରିଆଙ୍କ ପ୍ରବଳ ଡିମାଣ୍ଡ ଥିଲା। ଏବେ ୟୁଟ୍ୟୁବର ମଧ୍ୟ ଏହି ରେସରେ ସାମିଲ ହୋଇଯାଇଛନ୍ତି। ଜଣେ ଲୋକପ୍ରିୟ ଭାରତୀୟ ୟୁଟ୍ୟୁବରଙ୍କ ବିବାହକୁ ନେଇ ସୋସିଆଲ ମିଡିଆରେ ଏବେ ଜୋରଦାର ଚର୍ଚ୍ଚା ଓ ବିବାଦ ଆରମ୍ଭ…
ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…
ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ ଯୁବକଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ଏହାକୁ ନେଇ ଉଭୟଙ୍କ ମଧ୍ୟରେ…
ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ
ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର ପଞ୍ଚାୟତସ୍ଥିତ ଚୂଳବାଡ଼ି ଗ୍ରାମରେ କୋଟି କୋଟି ଟଙ୍କାର ଖଣି ସମ୍ପଦ ଥାଇ ମଧ୍ୟ…
ଭାଙ୍ଗିଗଲା ଆଶା: ଜମି ରେଜିଷ୍ଟେଶନ ପାଇଁ ଯାଇଥିଲେ ତହସିଲ ଅଫିସ, ଦୁର୍ଘଟଣାରେ ଗଲା ଜୀବନ
କେସିଙ୍ଗା,୩ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଟ୍ରକ୍ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଉତ୍କେଲା ପଞ୍ଚାୟତ ମାଟିଆ ଗ୍ରାମର ପୁଷ୍ପା ବାଗ (୪୫)। ଦୁର୍ଘଟଣା ପରେ କ୍ଷତିପୂରଣ ଦାବିକରି ଲୋକେ ରାସ୍ତାରୋକୋ କରିଥିଲେ।…
ତେଜିଲା ସମାନ କାମକୁ ସମାନ ଦରମା ଦାବି
ଛତ୍ରପୁର, ୩ା୨(ଦିଲୀପ ସାମଲ)-ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ସ୍ୱୀକୃତିପ୍ରାପ୍ତ ଭେଣ୍ଡର ଏବଂ କଣ୍ଟ୍ରାକ୍ଟରଙ୍କ ଅଧୀନରେ ଦୀର୍ଘଦିନ ଧରି କାମ କରୁଥିବା ଅପରେଟର, ଡ୍ରାଇଭର ଓ ଅନ୍ୟ ଶ୍ରମିକମାନେ ମଙ୍ଗଳବାର ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗଞ୍ଜାମ ଅପରେଟର…

