ଯଶପ୍ରୀତ ବୁମରାହଙ୍କ ପ୍ରେମରେ ପଡିଛନ୍ତି ଏହି ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ ଏବଂ କ୍ରିକେଟରଙ୍କ ପ୍ରେମ କାହାଣୀ ପୁରୁଣା। ଏମିତି ଅନେକ ଅଭିନେତ୍ରୀ ଅଛନ୍ତି ଯେଉଁମାନେ କ୍ରିକେଟରଙ୍କ ପ୍ରେମରେ ପଡିଛନ୍ତି। କିଛି ଅଭିନେତ୍ରୀ ପ୍ରେମ ପରେ ବିବାହ ବନ୍ଧନରେ ମଧ୍ୟ ବାନ୍ଧି ହୋଇଛନ୍ତି। ଏବେ ଆଉ ଜଣେ ଅଭିନେତ୍ରୀ ଭାରତର ଦ୍ରୁତ…
ବାପଘରୁ ଫେରିଲେ ମହାଲକ୍ଷ୍ମୀ: ଶ୍ରୀମନ୍ଦିରରେ ବୁଧବାର ମକର ନୀତି
ପୁରୀ ଅଫିସ, ୧୪ା୧: ଶ୍ରୀମନ୍ଦିରରେ ମଙ୍ଗଳବାର ନବାଙ୍କ ନୀତି ଶେଷ ହୋଇଛି। ବୁଧବାର ବଡ଼ଦେଉଳରେ ମକର ସଂକ୍ରାନ୍ତି ନୀତି ପାଳନ ହେବ। ତିନିଠାକୁରଙ୍କୁ ମକର ଚୂଳ ଲାଗି କରାଯିବ। ବିଶ୍ୱାସ ରହିଛି ଧନୁ ସଂକ୍ରାନ୍ତିଠାରୁ ବାପଘରକୁ ଯାଇଥିବା ମହାଲକ୍ଷ୍ମୀ ନବାଙ୍କରେ ଭାର,…
ସ୍ବର୍ଗଦ୍ୱାରରେ ମନମୋହନ ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ ଅଫିସ, ୧୪ା୧: ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ତଥା ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କର ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଥିଲା। ମଙ୍ଗଳବାର ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସକାଳେ ସ୍ବର୍ଗତ ମହାପାତ୍ରଙ୍କ ମରଶରୀର ସ୍ବର୍ଗଦ୍ୱାରରେ ପହଞ୍ଚତ୍ଥିଲା। ପୁରୀ…
ଡେବ୍ୟୁ ପରେ ହ୍ରିତିକ୍ଙ୍କ ପାଇଁ ଆସିଥିଲା ୩୦ହଜାର ବିବାହ ପ୍ରସ୍ତାବ
ବମ୍ବେ: ଆଜିକୁ ୨୦ ବର୍ଷ ତଳେ ଫିଲ୍ମ ‘କହୋନା ପ୍ୟାର୍ ହେ’ ଜରିଆରେ ବଲିଉଡ୍ରେ ଡେବ୍ୟୁ କରିଥିଲେ ଅଭିନେତା ହ୍ରିତିକ୍ ରୋଶନ। ଫିଲ୍ମଟି ସୁପରହିଟ୍ ହେବା ସହ ନବାଗତ ହିସାବରେ ତାଙ୍କ ପାଇଁ ଅନେକ ପ୍ରଶଂସା ଆଣି ଦେଇଥିଲା। ବିଶେଷକରି ଫିଲ୍ମ…
ହ୍ରିତିକ୍-ଅମିତାଭ ପାଲଟିଲେ ଟିକ୍ଟକ୍ ଷ୍ଟାର ଯୁବରାଜଙ୍କ ଫ୍ୟାନ୍
ବମ୍ବେ: ସୋସିଆଲ ମିଡିଆରେ ନିଜର କଳା ପ୍ରଦର୍ଶନ କରି ଅନେକେ ରାତାରାତି ଷ୍ଟାର ପାଲଟି ଯାଉଛନ୍ତି। ସେପରି ଏକ ପ୍ଲାଟଫର୍ମ ଟିକ୍ଟକ୍ରେ ନିଜର ଏକ ଭିଡିଓ ଶେୟାର କରି ଏବେ ଚର୍ଚ୍ଚାରେ ରାଜସ୍ଥାନ ଯୋଧପୁରର ଜଣେ ଯୁବକ ଚର୍ଚ୍ଚାକୁ ଆସିଛନ୍ତି। ବିଗ୍…
କପିଲଙ୍କ ଶୋ’ରେ ନଜରକୁ ଆସିବେ ସିଦ୍ଧୁ !
ବମ୍ବେ: ଲୋକପ୍ରିୟ କମେଡିଆନ୍ କପିଲ ଶର୍ମାଙ୍କ ଶୋ’କୁ ପୁଣି ଫେରିବେ ନବଜୋତ ସିଂ ସିଦ୍ଧୁ। ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ନିଜର ଇନ୍ଷ୍ଟା ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିବା ପରେ ଏଭଳି କିଛି ଚର୍ଚ୍ଚା ହେଉଛି। View this post…
ମକର ସଂକ୍ରାନ୍ତିରେ ଘରେ ପ୍ରସ୍ତୁତ କରନ୍ତୁ ଏହି ବ୍ୟଞ୍ଜନ
ସୂର୍ଯ୍ୟଙ୍କ ଉତ୍ତରାୟଣ ଗତିକୁ ସାରା ଦେଶରେ ମକର ସଂକ୍ରାନ୍ତି ପର୍ବ ଭାବେ ପାଳନ କରାଯାଏ। ହିନ୍ଦୁ ଧର୍ମରେ ଏହି ପର୍ବର ଏକ ସ୍ବତନ୍ତ୍ର ମହତ୍ୱ ରହିଛି। ଚଳିତ ବର୍ଷ ଜାନୁୟାରୀ ୧୫ରେ ଏହାକୁ ପାଳନ କରାଯାଉଛି। ଏହି ଦିନ ଗୁଡରେ ତିଆରି…
କିଡ୍ନୀ ଷ୍ଟୋନର ଘରୋଇ ଉପଚାର
ମନୁଷ୍ୟ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ମଧ୍ୟରେ କିଡ୍ନୀ ବା ବୃକକ୍ ଅନ୍ୟତମ। ଶରୀରରେ ପାଣି ଭଳି ବିଭିନ୍ନ ତରଳପଦାର୍ଥ ଯଥା ମିନେରାଲ ଓ କେମିକାଲର ସ୍ତର ଠିକ୍ ରଖିବା ସହ ଶରୀରକୁ କ୍ଷତି ପହଞ୍ଚାଉଥିବା ଟକ୍ସିନ୍କୁ ବାହାର କରିଥାଏ। ଅନେକ ସମୟରେ…
ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଲ୍ଜେପି ଜାରି କଲା ୧୫ ଆଶାୟୀ ପ୍ରାର୍ଥୀଙ୍କ ତାଲିକା
ନୂଆଦିଲ୍ଲୀ,୧୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍ ବାଜି ସାରିଛି। ଏଥିପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଥିବା ବେଳେ ମଙ୍ଗଳବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ ମଇଦାନକୁ ନିଜ ନିଜ ଆଶାୟୀ ପ୍ରାର୍ଥୀଙ୍କୁ ଓହ୍ଲାଇବା ପାଇଁ ବିଭିନ୍ନ…
ଅଷ୍ଟ୍ରେଲିଆ ସାମ୍ନାରେ ୨୫୬ ରନ ଲକ୍ଷ୍ୟ
ମୁମ୍ବାଇ, ୧୪।୧- ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍ରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ସାମ୍ନାରେ ଭାରତ ୨୫୬ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ୍ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୪୯.୧ ଓଭରରେ ୨୫୫…
ପଥର ଫିଙ୍ଗାକୁ ନେଇ ସୁନ୍ଦରଗଡ଼ରେ ଉତ୍ତେଜନା: ମୃଦୁ ଲାଠିଚାଳନା,ବ୍ୟାପକ ପୋଲିସ ମୁତୟନ
ସୁନ୍ଦରଗଡ଼,୧୪।୧(ଡି.ଏନ୍.ଏ.): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ପଥର ଫିଙ୍ଗା ଘଟଣାକୁ ନେଇ ମଙ୍ଗଳବାର ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ଘଟଣାସ୍ଥଳରେ ଏସ୍ପି ସୋମ୍ୟ ମିଶ୍ରା ଏବଂ ଏସ୍ଡିପିଓ ମଧୁସିକ୍ତା ମିଶ୍ର ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି…
କଳାହାଣ୍ଡିରେ ପ୍ରବଳ ଶୀତ: ଜନଜୀବନ ଅସ୍ତବ୍ୟସ୍ତ
ଭବାନୀପାଟଣା,୧୪।୧ (ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ୪ ଦିନ ଧରି ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡି ଲାଗି ରହିଛି । ଅଦିନିଆ ବର୍ଷା ପରେ ପରେ କୁହୁଡିଆ ପାଗ ଯୋଗୁ ଗତ କିଛିଦିନ ହେଲା ଜିଲାରେ ଶୀତର ପ୍ରକୋପ ସେତେଟା ନ…
Archives


