କଳାହାଣ୍ଡିରେ ପ୍ରବଳ ଶୀତ: ଜନଜୀବନ ଅସ୍ତବ୍ୟସ୍ତ
ଭବାନୀପାଟଣା,୧୪।୧ (ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ୪ ଦିନ ଧରି ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡି ଲାଗି ରହିଛି । ଅଦିନିଆ ବର୍ଷା ପରେ ପରେ କୁହୁଡିଆ ପାଗ ଯୋଗୁ ଗତ କିଛିଦିନ ହେଲା ଜିଲାରେ ଶୀତର ପ୍ରକୋପ ସେତେଟା ନ…
ଶରଣକୂଳ କଙ୍ଗାରୁ କୋର୍ଟ ପ୍ରସଙ୍ଗ: ଗୃହରେ ଭୁଲ୍ ତଥ୍ୟ ଦେଇଥିବାରୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ
ଭୁବନେଶ୍ୱର,୧୪।୧(ବ୍ୟୁରୋ): ନୟାଗଡ଼ ଜିଲା ଶରଣକୂଳ ଥାନା ଖଲିପାଟଣା ଗ୍ରାମର ପ୍ରାୟ ୧୫ ପରିବାର ୨୦୦୭ ମସିହାରୁ କଙ୍ଗାରୁ କୋର୍ଟର ଶିକାର ହୋଇ ଗ୍ରାମ ବାହାରେ ରହୁଛନ୍ତି। ଏହି ଘଟଣାକୁ ନେଇ ରଣପୁର ବିଧାୟକ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ପ୍ରଶ୍ନ କରିଥିଲେ।…
ସ୍କୁଟି ଚାଳକଙ୍କୁ ୨୬ହଜାର ଜରିମାନା
ବାରଙ୍ଗ,୧୪।୧(ଡି.ଏନ୍.ଏ.): ବାରଙ୍ଗ ଥାନା ସମ୍ମୁଖରେ କଟକ ଆର୍ଟିଓଙ୍କ ଦ୍ୱାରା ମଙ୍ଗଳବାର ଗାଡ଼ି ଯାଞ୍ଚ କରାଯାଉଥିବା ବେଳେ ଜଣେ ବାଇକ୍ ଚାଳକଙ୍କୁ ୨୬ହଜାର ଜରିମାନା କରାଯାଇଛି। ଚାଳକଜଣକ ନାବାଳକ ହୋଇଥିବା ବେଳେ ହେଲ୍ମେଟ୍ ପିନ୍ଧି ନ ଥିଲେ। ଏଥିସହ ତାଙ୍କର ଡିଏଲ୍ ନ…
ବୈଜ୍ଞାନିକ ତିଆରି କଲେ ନିଆରା ମେଶିନ: ଏକ ସପ୍ତାହ ପର୍ଯ୍ୟନ୍ତ ବାହାରେ ଜୀବନ୍ତ ରହିପାରିବ ଲିଭର
ଲଣ୍ଡନ,୧୪।୧: ମଣିଷର କୌଣସି ଅଙ୍ଗକୁ ଡୋନରଙ୍କ ଶରୀରରୁ ବାହାର କରିବା ପରେ ୬ରୁ ୧୨ ଘଣ୍ଟା ମଧ୍ୟରେ ଟ୍ରାନ୍ସପ୍ଲାଣ୍ଟ କରିଦିଆଯାଇଥିବା କୁହାଯାଏ। ବିଶେଷଜ୍ଞଙ୍କ ମତରେ ଲିଭର ବାହାର କରିବାର ୬ ଘଣ୍ଟା ଭିତରେ ଓ କିଡ୍ନୀ ବାହାର କରିବାର ୧୨ ଘଣ୍ଟା…
ଗୋରଖନାଥଙ୍କୁ ଖେଚୁଡି ଚଢ଼ାଇଲେ କଣ୍ଠଶିଳ୍ପି ଅନୁରାଧା
ଲକ୍ଷ୍ନୌ,୧୪।୧: ବଲିଉଡ୍ର ପ୍ରସିଦ୍ଧ କଣ୍ଠଶିଳ୍ପି ଅନୁରାଧା ପୋଡଓ୍ବାଲ ଉତ୍ତରପ୍ରଦେଶର ଗୋରଖପୁରରେ ଅବସ୍ଥିତ ଗୋରଖନାଥ ମନ୍ଦିରକୁ ମଙ୍ଗବଳାର ଗସ୍ତ କରିଛନ୍ତି। ସେଠାରେ ଗୁରୁ ଗୋରଖନାଥଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଖେଚୁଡି ସମର୍ପଣ କରିଥିଲେ। ଏହାପରେ ଅନୁରାଧା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ…
ମନେପକାଇଲା ସେସୁ, ଦୁଇ ଦିନ ମଧ୍ୟରେ ବକେୟା ବିଲ୍ ନ ଦେଲେ କଟିବ ଲାଇନ୍
ଭୁବନେଶ୍ୱର,୧୪।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ଉପଭୋକ୍ତାମାନଙ୍କୁ ବକେୟା ବିଦ୍ୟୁତ୍ ବିଲ୍ ପୈଠ ନ କଲେ ବିଦ୍ୟୁତ୍ କାଟ୍ ହେବ ବୋଲି କହିଛି। ଆସନ୍ତା ୧୬ ତାରିଖରୁ ହିଁ ବିଦ୍ୟୁତ୍ ବିଚ୍ଛିନ୍ନ କରାଯିବ ବୋଲି ସେସୁ ସିନିୟର ଜେନେରାଲ ମ୍ୟାନେଜର ମନୋଜ…
ସାଇକେଲ ଚଳାଇ ଶୁଟିଂ ସେଟ୍ରେ ପହଞ୍ଚିଲେ ଭାଇଜାନ: ରାସ୍ତାରେ କେହି ବି ଚିହ୍ନି ପାରିଲେନି ତାଙ୍କୁ
ମୁମ୍ବାଇ: ବଲିଉଡ୍ ସୁପରଷ୍ଟାର ସଲମାନ ଖାଁଙ୍କ ସାଇକେଲ ସଉକକୁ କିଏ ବା ନ ଜାଣେ। ବହୁ ସମୟରେ ନିଜର ବିଳାସପୂର୍ଣ୍ଣ ଓ ଦାମିକିଆ କାର୍କୁ ଛାଡି ସେ ସାଇକେଲ୍ ଚଳାଉଥିବା ଦେଖିବାକୁ ମିଳେ। ବେଳେ ବେଳେ ଶୁଟିଂ ସେଟ୍ରୁ ଟିକେ ସମୟ…
ଆଖୁ କିଆରିରେ ଅନନ୍ୟା
ମୁମ୍ବାଇ: ବଲିଉଡ୍ ଷ୍ଟାରକିଡ୍ ଅନନ୍ୟା ପାଣ୍ଡେ ଏବେ ଖୁବ୍ ଚର୍ଚ୍ଚାରେ। ନିକଟରେ ତାଙ୍କର ଏକ ଫଟୋ ସାସିଆଲ ମିଡିଆରେ ଭାଇରାଲ ହୋଇଛି। ଯାହାକୁ ନେଇ ୟୁଜର୍ସ ଟ୍ରୋଲ୍ ମଧ୍ୟ କରିଛନ୍ତି। ଘଟଣା ହେଉଛି ଅନନ୍ୟା ଏକ ଆଖୁ କିଆରିରେ ଠିଆ ହୋଇଥିବାର…
ଭାରତକୁ ଭଲ ପ୍ରାରମ୍ଭ ଦେଲେ ଧାଓ୍ବନ
ମୁମ୍ବାଇ, ୧୪।୧- ଭ୍ରମଣକାରୀ ଅଷ୍ଟ୍ରେଲିଆ ବିପକ୍ଷରେ ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍ରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ଟସ୍ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଶେଷ ଖବବ ସୁଦ୍ଧା ୨୮.୫ ଓଭରରେ…
ଓଜନ ବଢାଇବାକୁ ଚାହୁଁଛନ୍ତି କ୍ରିତି
ମୁମ୍ବାଇ: ବଲିଉଡ୍ ନାୟିକା କରିନା କପୁର ଖାଁଙ୍କ ଜିରୋ ସାଇଜ୍ ଫିଗର ପରେ ଏହା ଯେମିତି ବଲିଉଡ୍ରେ ଏକ ପ୍ରକାର ଟ୍ରେଣ୍ଡ କରିବାରେ ଲାଗିଛି। ଫିଟ୍ନେସକୁ ନେଇ ଏବେ ବଲିଉଡ୍ ନାୟିକାମାନେ ବେଶ୍ ସଜାଗ। ସେମିତି ଜଣେ ନାୟିକା ହେଉଛନ୍ତି କ୍ରିତି…
ଲୋକାର୍ପିତ ହେଲା ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରର ୱାଚ୍ ଟାୱାର
ପାଟଣା,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଡୁମୁରିଆ ରାଜସ୍ବ ନିରୀକ୍ଷକ ଅଧୀନ ଘାଟ ବାଲିଯୋଡ଼ି ରାଜସ୍ବ ମୌଜା ଅନ୍ତର୍ଗତ ପୌରାଣିକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ଜଳ ପ୍ରପାତରେ ନିର୍ମିତ ୱାଚ୍ ଟାୱାର ମଙ୍ଗଳବାର ଲୋକାର୍ପିତ ହୋଇଛି। ଏହି ଅବସରରେ ହଜାର ହଜାର ସଂଖ୍ୟାରେ…
୨୭୨୦ ଫୁଟ ଉଚ୍ଚା ବିଲ୍ଡିଂରେ ହେଲା ବଜ୍ରପାତ: ଫଟୋ ଉଠାଇ ପ୍ରଶଂସା ସାଉଁଟିଲେ ଫଟୋଗ୍ରାଫର
ଦୁବାଇ,୧୪।୧: ଦୁବାଇରେ ୧୯୯୬ ପରେ ଚଳିତ ବର୍ଷ ପ୍ରବଳ ବର୍ଷା ହୋଇଛି। ବର୍ଷାରେ ବିମାନ ବନ୍ଦର ରନ୍ ଓ୍ବେ ବୁଡ଼ିଯିବାରୁ କେତେକ ବିମାନ ଉଡ଼ାଣକୁ ପ୍ରଶାସନ ପକ୍ଷରୁ ବନ୍ଦ କରାଯାଇଥିଲା। ଏହି ବର୍ଷା ଯୋଗୁ ଲୋକେ ହନ୍ତସନ୍ତ ହୋଇଥିବାବେଳେ ଯୁବ ଫଟୋଗ୍ରାଫର…
Archives


