Home Left

ହଜାରେ ଦିନରେ ହଜାରେ ଗୀତ ଲେଖି ରେକର୍ଡ କଲେ ଭାରତୀୟ ମହିଳା

ହଜାରେ ଦିନରେ ହଜାରେ ଗୀତ ଲେଖି ରେକର୍ଡ କରିଛନ୍ତି ଭାରତୀୟ ମହିଳା ସ୍ବପ୍ନା ଆବ୍ରାହମ୍‌। ତାଙ୍କ ନାମ ଗୋଲ୍ଡେନ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡରେ ସାମିଲ ହୋଇଛି। ସ୍ବପ୍ନା ଗୋଟିଏ ଦିନରେ ୧ ହଜାର ଦିନରେ ହଜାରେ ଗୀତ ଲେଖିବା ସହ…

‘ଗଙ୍ଗୁବାଇ କଠିଆଓ୍ବାଡି’ର ପ୍ରଥମ ପୋଷ୍ଟର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ସଞ୍ଜୟ ଲିଲା ଭଂସାଲୀଙ୍କ ଅପ୍‌ କମିଂ ଫିଲ୍ମ ‘ଗଙ୍ଗୁବାଇ କଠିଆଓ୍ବାଡି’ର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏହି ଫିଲ୍ମର ଟାଇଟଲ୍‌କୁ ନିଜ ସୋସିଆଲ ଆକାଉଣ୍ଟରେ ଶେୟାର କରିଛନ୍ତି। ଶେୟାର ହେବାର କିଛି…

ନାଚିଲେ ସୌରଭ ଗାଙ୍ଗୁଲି

ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ସେ ଭାରତୀୟ ଦଳର ପୂର୍ବତନ ଲେଗ୍‌ ସ୍ପିନର ହରଭଜନ ସିଂଙ୍କ ସହ ନାଚୁଥିବାର ଦେଖାଯାଇଛି। ଏକ କୁଇଜ୍‌ କାର୍ଯ୍ୟକ୍ରମରେ ଭାଗ ନେବା…

ମାଟି ତଳୁ ମିଳିଲା ଦ୍ୱିତୀୟ ବିଶ୍ୱ ଯୁଦ୍ଧ ବୋମା: ଭୟରେ ରାସ୍ତାରେ ଦୌଡ଼ିଲେ ଲୋକେ

ବର୍ଲିନ୍‌,୧୪।୧: ଦ୍ୱିତୀୟ ବିଶ୍ୱ ଯୁଦ୍ଧ ଶେଷ ହେବାକୁ ଇତିମଧ୍ୟରେ ୭୫ ବର୍ଷ ବିତିଛି। ତେବେ ଜର୍ମାନୀର ହାର୍ଡମୁଣ୍ଡ ସହରରେ ଲୋକେ ଏବେ ବି ଭୟରେ ଜୀବନ ବିତାଉଛନ୍ତି। ବିଭିନ୍ନ ସମୟରେ ସହରର ମାଟି ତଳୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ବ୍ୟବହାର ହୋଇପାରି…

ଶୀତଦିନେ ଆଜ୍‌ମାରୁ ଦୂରେଇ ରହିବେ କିପରି…

ଶୀତଦିନେ ପରିବେଶ ଥଣ୍ଡା ରହିବା ଯୋଗୁ କେତେକଙ୍କଠାରେ ନିଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ଦେଖାଦେଇଥାଏ। ଏହାକୁ ଚିକିତ୍ସକମାନେ ଆଜ୍‌ମା ସମସ୍ୟା ବୋଲି କହିଥାନ୍ତି। ଏଥିପାଇଁ ଔଷଧ ଖାଇବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ସଜନା ଛୁଇଁ ଖାଇଲେ ଏହି ସମସ୍ୟାରୁ ସହଜରେ ମୁକ୍ତି…

ଦରବୃଦ୍ଧି, ବେରୋଜଗାରକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଦରବୃଦ୍ଧିକୁ ନେଇ ବାରମ୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ଟାର୍ଗେଟ କରୁଛି କଂଗ୍ରେସ। ଏପଟେ ଖାଦ୍ୟ ପଦାର୍ଥ ଓ ଇନ୍ଧନର ଦରବୃଦ୍ଧି ୫ ବର୍ଷ ମଧ୍ୟରେ ସର୍ବାଧିକ ହୋଇଛି ବୋଲି ମଙ୍ଗଳବାର ଏହା ପ୍ରକାଶ…

ବ୍ରହ୍ମପୁରରେ ଭୋଗି ଉତ୍ସବ: ଜମିଲା ପାରମ୍ପରିକ ଦାଣ୍ଡିଆ ନୃତ୍ୟ

ବ୍ରହ୍ମପୁର ଅଫିସ,୧୪।୧: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ତେଲୁଗୁ ସମ୍ପ୍ରଦାୟର ଭୋଗି ଉତ୍ସବ ମଙ୍ଗଳବାର ପାଳନ ହୋଇଛି। ଉତ୍ସବର ପ୍ରଥମ ଦିନରେ ସହରରେ ରହୁଥିବା ବହୁ ତେଲୁଗୁ ସମ୍ପ୍ରଦାୟ ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ, ପିଠାପଣା ପ୍ରସ୍ତୁତ ହୋଇଛି। ପରମ୍ପରା ଅନୁଯାୟୀ…

ଗଙ୍ଗାସାଗରରେ ବୁଡ଼ପକାଇଲେ ୪୦ ଲକ୍ଷ ପୁଣ୍ୟାର୍ଥୀ

ଭୋଗରାଇ,୧୪।୧(ଡି.ଏନ୍‌.ଏ.): ପଶ୍ଚିମ ବଙ୍ଗ ସାଗରଦ୍ୱୀପ ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଉପଲକ୍ଷେ ମଙ୍ଗଳବାର ସାହି ସ୍ନାନରେ ୪୦ ଲକ୍ଷରୁ ଊର୍ଦ୍ଧ୍ୱ ପୁଣ୍ୟାର୍ଥୀ ମକର ବୁଡ଼ ପକାଇଛନ୍ତି । ଓଡ଼ଶାରୁ ଅନ୍ୟୁନ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ସେଠାକୁ ଯାଇଥିବା…

ସୀମାରେ ପାକିସ୍ତାନୀ ଡ୍ରୋନ୍‌

ଫିରୋଜପୁର,୧୪।୧: ପଞ୍ଜାବର ଭାରତ-ପାକିସ୍ତାନ ସୀମାରେ ପୁଣିଥରେ ଏକ ପାକିସ୍ତାନୀ ଡ୍ରୋନ୍‌ ସୋମବାର ରାତିରେ ଦେଖାଯାଇଥିବା ସୂଚନା ମିଳିଛି। ସୀମାରେ ମୁତୟନ ଥିବା ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ)ର ଯବାନମାନେ ସେହି ଡ୍ରୋନ୍‌କୁ ଖସାଇବା ପାଇଁ ଗୁଳି ଚଳାଇଥିଲେ ମଧ୍ୟ ଏହା ଖସି ଯାଇଥିବା…

ଅଧ୍ୟାପିକାଙ୍କୁ ବଳାତ୍କାର, ଅପହରଣ ମାମଲା: ଥାନା ଆଗରେ ଧାରଣା ଦେଲେ ଗିରଫ ବ୍ୟାଙ୍କ୍‌ ମ୍ୟାନେଜରଙ୍କ ମା’

ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଅଧ୍ୟାପିକାଙ୍କୁ ବଳାତ୍କାର ଓ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ଅପହରଣ କରି ଟଙ୍କା ଲୁଟିବା ଘଟଣାରେ ପୋଲିସ ବ୍ୟାଙ୍କ୍‌ ମ୍ୟାନେଜର ସମେତ ୪ଜଣଙ୍କୁ ଗିରଫ କରିଛି। ବ୍ୟାଙ୍କ୍‌ ମ୍ୟାନେଜର ସୁନୀଲଙ୍କ ବିରୋଧରେ ପୋଲିସ କେସ୍‌ ନଂ.୨୧/୨୦ରେ ବଳାତ୍କାର, ବ୍ଲାକ୍‌ମେଲିଂ ଦଫା ଲଗାଇଥିବାବେଳେ…

ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ: ଟସ୍‌ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ ବ୍ୟାଟିଂ କରିବ ଭାରତ

ମୁମ୍ବାଇ,୧୪।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୁମ୍ବାଇର ୱାଙ୍ଖେଡ ଷ୍ଟାଡିୟମରେ ୩ଟିକିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଟସ୍‌ ହାରିବା ପରେ ଭାରତୀୟ ଅଧିନାୟକ…

ଚଳିତବର୍ଷ ମକର ସଂକ୍ରାନ୍ତିରେ ଲାଲୁଙ୍କ ବାସଭବନରେ ଆୟୋଜିତ ହେବନାହିଁ ଦହି-ଚୁଡା ଭୋଜି

ପାଟନା,୧୪।୧: ଆରଜେଡି ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଜେଲ୍‌ ଯିବା ପରେ ତାଙ୍କ ବାସଭବନରେ ପର୍ବପର୍ବାଣୀର ଉତ୍ସାହ ଆଉ ଦେଖିବାକୁ ମିଳୁନାହିଁ। ସବୁ ବର୍ଷ ମକର ସଂକ୍ରାନ୍ତି ଅବସରରେ ପାଟନା ସ୍ଥିତ ଲାଲୁଙ୍କ ବାସଭବନରେ ଦହି ଓ ଚୁଡା ଭୋଜିର ଆୟୋଜନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri