Home Left

ରୋହିତ ଶର୍ମାଙ୍କ ବ୍ୟାଟିଂ ଦେଖିବାକୁ ପାଗଳ ପାକିସ୍ତାନର ଏହି ପ୍ରସିଦ୍ଧ ବ୍ୟାଟ୍ସମ୍ୟାନ୍‌

କରାଚି, ୧୪।୧: ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ଯେତେବେଳେ ପଡିଆରେ ବ୍ୟାଟିଂ କରୁଥାନ୍ତି ସେତେବେଳେ ଟିଭି ଆଗରୁ ଉଠି ନ ଥାଏ ବୋଲି କହିଛନ୍ତି ପାକିସ୍ତାନର ପ୍ରସିଦ୍ଧ କ୍ରିକେଟର୍‌ ଜାହିର ଆବ୍ବାସ। ଭାରତୀୟ କ୍ରିକେଟର ପ୍ରଦର୍ଶନ ଉପରେ ଆଲୋଚନା କରି…

ଉତ୍ତର ପ୍ରଦେଶରେ ଜିଏସ୍‌ଟି ଫ୍ରି ହେଲା ‘ତାନାଜୀ’

ଲକ୍ଷ୍ନୌ,୧୪।୧: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ବଲିଉଡ୍‌ ନାୟକ ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ: ଦ ଅନସଙ୍ଗ ଓ୍ବାରିୟର’କୁ ରାଜ୍ୟରେ ଜିଏସ୍‌ଟି ଫ୍ରି ଘୋଷଣା କରିଛନ୍ତି। ନିକଟରେ କଂଗ୍ରେସ ଶାସିତ କିଛି ରାଜ୍ୟ ବଲିଉଡ୍‌ ନାୟିକା ଦୀପିକା ପାଦୁକୋନଙ୍କ…

ସିଏଏ ନେଇ ମାଇକ୍ରୋସଫ୍ଟ ସିିଇଓ ସତ୍ୟ ନଡେଲାଙ୍କ ମନ୍ତବ୍ୟ: ସଫେଇ ଦେଲା ମାଇକ୍ରୋସଫ୍ଟ

ଓ୍ବାଶିଂଟନ, ୧୪।୧: ନାଗରିକତ୍ୱ ସଂଶୋଧନ ଆଇନ( ସିଏଏ) ନେଇ ମାଇକ୍ରୋସଫ୍ଟ ସିଇଓ ସତ୍ୟ ନଡେଲା ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ, ଭାରତରେ ମୋର ପିଲାଦିନ ବିତିଛି। ସେଠାରେ ଦୀପାବଳି ଏବଂ ଖ୍ରୀଷ୍ଟମାସ ଏକାଠି ପାଳନ କରାଯାଇଥାଏ। ବାଂଲାଦେଶରୁ ଆସିଥିବା ଜଣେ…

ମୁଜଫରପୁର ଶେଲ୍‌ଟର ହୋମ୍‌ ମାମଲା: ୨୦ ଜାନୁୟାରୀକୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀର ସାକେତ କୋର୍ଟ ମଙ୍ଗଳବାର ମୁଜଫରପୁର ଶେଲ୍‌ଟର ହୋମ୍‌ ବଳାତ୍କାର ମାମଲାର ଶୁଣାଣିକୁ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ୨୦ ତାରିଖରେ ଏହି ମାମଲାର ଶୁଣାଣି କରିବାକୁ କୋର୍ଟ କହିଛନ୍ତି। ନିକଟରେ ଏହି ମାମଲାର ଶୁଣାଣି ତାରିଖକୁ ଘୁଞ୍ଚାଇ ୧୪ ଜାନୁୟାରୀ…

ମାଓବାଦୀଙ୍କ ଭୟରେ ଗାଁ ଛାଡିଲେ ଆଦିବାସୀ ପରିବାର

ମାଥିଲି, ୧୪।୧(ଡି.ଏନ୍‌.ଏ.): ମାଓବାଦୀଙ୍କ ଭୟରେ ମାଲକାନଗିରି ଜିଲା ତୁଳସୀ ପାହାଡ଼ କଟୁଆପଦରର ଏକ ଆଦିବାସୀ ପରିବାର ଗାଁ ଛାଡିଛନ୍ତି। ଗଙ୍ଗା ମାଢିଙ୍କ ପରିବାର ଲୋକଙ୍କୁ ନିର୍ଧୁମ ମାଡ଼ ମାରି ଗାଁ ନ ଛାଡିଲେ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ ମାଓବାଦୀ।…

ଭାଜପା ଏମ୍‌ପି ପ୍ରଜ୍ଞା ଠାକୁରଙ୍କୁ ଧମକପୂର୍ଣ୍ଣ ଚିଠି

ଭୋପାଳ,୧୪।୧: ମଧ୍ୟପ୍ରଦେଶ ଭୋପାଳର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ପ୍ରଜ୍ଞା ସିଂ ଠାକୁରଙ୍କୁ ଏକ ଧମକପୂର୍ଣ୍ଣ ଚିଠି ମିଳିଥିବା ଜଣାପଡିଛି। ଏହା ଉର୍ଦ୍ଦୁରେ ଲେଖାଯାଇଥିବା ବେଳେ ଏଥିରେ କିଛି କେମିକାଲ ପାଉଡ଼ର ଥିବା ପ୍ରଜ୍ଞା ପ୍ରକାଶ କରିଛନ୍ତି। ଏହାକୁ ପାଇବା ପରେ…

ଉଲେନ୍‌ କପଡ଼ାର ଯତ୍ନ

ଶୀତଦିନେ ଭଳିକି ଭଳି ଉଲେନ୍‌ କପଡ଼ାର ବ୍ୟବହାର ନା କେବଳ ଆରାମଦାୟକ ବରଂ ଏହା ବେଶ୍‌ ଆକର୍ଷଣୀୟ ଏବଂ ଷ୍ଟାଇଲିସ୍‌ ଲୁକ୍‌ ବି ଦେଇଥାଏ। ତେବେ ଏହି ଉଲେନ୍‌ କପଡ଼ାଗୁଡ଼ିକ ଅପେକ୍ଷାକୃତ ନରମ ଓ ଦାମୀ ହୋଇଥିବାରୁ ଏହାର ବିଶେଷ ଯତ୍ନନେବା…

ଭିଡ଼ିଓ ଗେମ୍‌ ଖେଳି ଗୋଟେ ମାସରେ କମାଇଲେ ୯ କିଲୋ ଓଜନ…

ମାନିଲା, ୧୪।୧: ମେଦବହୁଳତାରୁ ରକ୍ଷା ପାଇଁ କେତେକ ଲୋକ ଭିନ୍ନ ଭିନ୍ନ ଉପାୟ କରିଥାନ୍ତି। ତେବେ ଭିଡ଼ିଓ ଗେମ୍‌ ଖେଳି ଓଜନ କମାଇବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି ଘଟଣା ଫିଲିପାଇନ୍ସ୍‌ରେ ଘଟିଛି। ଏଠାକାର ଗ୍ରାଫିକ୍‌ ଡିଜାଇନର…

ଦୂରକରନ୍ତୁ ରୁପି

ଶୀତଦିନେ ରୁପି ସମସ୍ୟା ଅନେକଙ୍କ ଲାଗି ଚିନ୍ତାର କାରଣ ପାଲଟେ, ଯାହାକୁ ରୋକିବା ଲାଗି ସେମାନେ ବିଭିନ୍ନ ଉପାୟ ଆପଣେଇଥାନ୍ତି। ହେଲେ ଏଭଳି କିଛି ଖାଦ୍ୟ ରହିଛି, ଯାହା କି ରୁପି ସମସ୍ୟା ଦୂର କରିବାରେ ବେଶ୍‌ ଉପକାରୀ … ଶୀତଦିନେ…

ଗର୍ଭାବସ୍ଥାରେ ମେଦ ବୃଦ୍ଧି

ଜଣେ ଜଣେ ମହିଳା ଗର୍ଭଧାରଣ ପୂର୍ବରୁ ମୋଟା ଥାଆନ୍ତି ଏବଂ ବେଶି ଓଜନ ସହ ଗର୍ଭଧାରଣ କରିଥାନ୍ତି, ପୁଣି କେତେକ ମହିଳା ଗର୍ଭଧାରଣ ସମୟରେ ବହୁତ ମୋଟା ହୋଇଯାନ୍ତି। ତେବେ ଅତ୍ୟଧିକ ମେଦ ବୃଦ୍ଧି ଗୋଟିଏ ମହିଳା ପାଇଁ ଯେତିକି ଅସୁବିଧା…

ଟ୍ରି-ମ୍ୟାନ ପ୍ରଭାସଙ୍କ ଘରେ ଅଷ୍ଟ୍ରେଲୀୟ ଛାତ୍ରୀଛାତ୍ର

କଟକ ଅଫିସ,୧୪ା୧:ପ୍ରେମରେ ବନ୍ଧା ହୋଇଛି ସମଗ୍ର ବିଶ୍ୱ। ଖୁବ୍‌ କମ୍‌ ଲୋକ ଥାଆନ୍ତି, ଯେଉଁମାନେ ପ୍ରକୃତି ପ୍ରେମରେ ବାନ୍ଧି ହୋଇ ରୁହନ୍ତି। ଫୁଲନଖରା ସାଶୋଳ ଗ୍ରାମର ପ୍ରଭାସ ମଙ୍ଗରାଜ(୪୮)। ସକାଳୁ ଉଠିଲେ ଗଛକୁ ଧରି ବସନ୍ତି। ଗଛ ପ୍ରତି ତାଙ୍କର ରହିଛି…

ସିଏଏ ସପକ୍ଷରେ ଭାଜପା ଯୁବମୋର୍ଚ୍ଚାର ମାନବ ଶୃଙ୍ଖଳ

ଭୁବନେଶ୍ୱର,୧୪ା୧(ବ୍ୟୁରୋ):ନାଗରିକତା ସଂଶୋଧନ ବିଧେୟକ (ସିଏଏ)କୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ଦେଶ ବିଭାଜନ ସମୟରେ ତତ୍କାଳୀନ ନେତୃତ୍ୱ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ ହିଁ ଏହି ଆଇନ ଦ୍ୱାରା ପୂରଣ କରାଯାଇ ପାରିଛି। ଭାରତର ଜଣେ ହେଲେ ନାଗରିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri