ମଞ୍ଚ ପାଇଁ ବଞ୍ଚୁଥିବା ମଣିଷ ଦୁର୍ଯ୍ୟୋଧନ
ରତ୍ନଗିରି,୧୪-୧(ଡିଏନ୍ଏ):ମଞ୍ଚରେ ଓ ମଞ୍ଚ ପାଇଁ ବଞ୍ଚୁଥିବା ମଣିଷ ହେଉଛନ୍ତି ବରୀ ବ୍ଲକ ଅଧୀନ ବାଲିବିଲି ଗ୍ରାମର ଦୁର୍ଯ୍ୟୋଧନ ପରିଡା(୬୪)। ପିଲାଟି ଦିନରୁ ତୁଳସୀ ଦୁଇପତ୍ରରୁ ବାସିବା ଭଳି ଅଭିନୟ କ୍ଷେତ୍ରରେ ତାଙ୍କ ଦକ୍ଷତା ପ୍ରସ୍ଫୁଟିତ ହୋଇଥିଲା। ମଞ୍ଚରେ ଅଭିନୟ କରିବା ତାଙ୍କର…
କାର୍ଯ୍ୟରେ ଅବହେଳା: ବଦଳିଲେ ଫାଣ୍ଡି ଅଧିକାରୀ
କାର୍ଯ୍ୟରେ ଅବହେଳା ଅଭିଯୋଗରେ ବଦଳିଛନ୍ତି ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ। ଏସ୍ପି ଅନୁପମା ଜେମ୍ସଙ୍କ ନିର୍ଦ୍ଦେଶରେ ତାଙ୍କୁ ପରଜଙ୍ଗ ଥାନାକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ପରଜଙ୍ଗ ଥାନା ଏସ୍ଆଇ ପଦ୍ମନାଭ ଲେଙ୍କାଙ୍କୁ ଦାୟିତ୍ୱ ଦିଆଯାଇଛି।…
ଜିଲା ମୁଖ୍ୟ ଚିକିତ୍ସାଳୟରେ ଲାଗିଲା ଡାକବାଜି ଯନ୍ତ୍ର:ରୋଗୀଙ୍କୁ ଦିଆଯିବ ସ୍ବାସ୍ଥ୍ୟ ସମ୍ପର୍କିତ ସୂଚନା
ଅନୁଗୋଳ ଅଫିସ, ୧୪।୧ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏଣିକି ଡାକବାଜିରେ ରୋଗୀଙ୍କୁ ସ୍ବାସ୍ଥ୍ୟ ସମ୍ପର୍କରେ ସୂଚନା ମିଳିବ। ଏଥିସହ କେଉଁ ବିଭାଗରେ କେତେବେଳେ କେଉଁ ଡାକ୍ତର ରୋଗୀ ଦେଖିବେ ସେ ନେଇ ମଧ୍ୟ ସୂଚନା ପ୍ରଦାନ କରାଯିବ। ଏଥିପାଇଁ ଜିଲା…
ନାଧରା ରାମଚଣ୍ଡୀ ମହୋତ୍ସବ:ଆଧ୍ୟାତ୍ମିକତା-ସଂସ୍କୃତିର ଯୁଗଳବନ୍ଦୀ
ଓଡ଼ାପଡ଼ା,୧୪ା୧(ଡି.ଏନ.ଏ.)ଆଧ୍ୟାତ୍ମିକତା ସହ ସଂସ୍କୃତିର ନିଆରା ଯୁଗଳବନ୍ଦୀ ହେଉଛି ରାମଚଣ୍ଡୀ ମହୋତ୍ସବ। ସୁସ୍ଥ ସୁନ୍ଦର ସମାଜ ଗଠନ ଲକ୍ଷ୍ୟ ନେଇ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ୩ୟ ବର୍ଷରେ ପହଞ୍ଚତ୍ଛି। ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନାଧରାର ପ୍ରସିଦ୍ଧ ଶକ୍ତିକ୍ଷେତ୍ର ମା’ ରାମଚଣ୍ଡୀଙ୍କ…
ଚିନ୍ତା ବଢାଉଛି ବେକାରୀ
ମୁମ୍ବାଇ,୧୪-୧: ମାନ୍ଦାବସ୍ଥା ଲାଗି ରହିଥିବାରୁ ଏହାର ପ୍ରଭାବ ନିଯୁକ୍ତି ଉପରେ ପଡୁଛି। ଫଳରେ କମ୍ପାନିଗୁଡିକ ଅଧିକ ନିଯୁକ୍ତି ସପକ୍ଷରେ ନାହାନ୍ତି। ଏଥିଯୋଗୁ ୨୦୧୮-୧୯ ଆର୍ଥତ୍କ ବର୍ଷ ତୁଳନାରେ ଚଳିତ ଆର୍ଥତ୍କ କମ୍ ନିଯୁକ୍ତି ସୃଷ୍ଟି ହୋଇଛି। ୨୦୧୮-୧୯ ଆର୍ଥତ୍କ ବର୍ଷରେ ୮୯.୭…
୫୬ କର୍ମଚାରୀଙ୍କୁ ଛଟେଇ କଲା ଓ୍ବାଲ୍ମାର୍ଟ
ନୂଆଦିଲ୍ଲୀ,୧୪-୧: ବିଶ୍ୱର ସର୍ବବୃହତ୍ତ ରିଟେଲର ଓ୍ବାଲମାର୍ଟ ଇଙ୍କ ଭାରତରେ କାର୍ଯ୍ୟରତ ଏହାର ୫୬ ଏକଜିକ୍ୟୁଟିଭଙ୍କୁ ଛଟେଇ କରି ଦେଇଛି। ବ୍ୟବସାୟ ପୁନର୍ଗଠନ ଯୋଜନା ମୁତାବକ କମ୍ପାନୀ ଏଭଳି ପଦକ୍ଷେପ ହାତକୁ ନେଇଛି। କମ୍ପାନୀ ଏହାର ପାଇକାରୀ ବାଣିଜ୍ୟକୁ ଭାରତରେ ସମ୍ପ୍ରସାରଣ କରୁଥିବା…
ଗ୍ରାମରୁ ବିଦ୍ୟୁତ୍ ସଂଯୋଗ କାଟିଦେଇଛି ସାଉଥ୍କୋ: ସନ୍ଧ୍ୟା ହେଲେ ଖୋଜାପଡୁଛି ଡିବି, ଲଣ୍ଠନ
କୋରୁକୋଣ୍ଡା,୧୪।୧(ଡି.ଏନ୍.ଏ.)-ଗ୍ରାମରେ ବିଦ୍ୟୁତ୍ ସଂଯୋଗ ଥାଇ ମଧ୍ୟ ଗ୍ରାମବାସୀ ସନ୍ଧ୍ୟା ହେଲେ ସବୁଦିନ ହଇରାଣ ହେଉଛନ୍ତି। ଡିବି, ଲଣ୍ଠନ ଲଗାଇ ଚଳୁଛନ୍ତି। ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲେ ମଧ୍ୟ କାୈଣସି ସୁଫଳ ମିଳୁନାହିଁ। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା କୋରୁକୋଣ୍ଡା…
ଜନ୍ମୁ ଦିବ୍ୟାଙ୍ଗ ତିନ୍ ଭାଇ: ଉଚ ଚିକିଛା ଲାଗି ଟଁକା ଅଭାବ
କୋକସରା,୧୪।୧(ଡି.ଏନ୍.ଏ.)- ପୁଓ ହେଉ କି ଝି’ ଜନମ୍ ହେଲେ ଘରେ ଖୁସିର ଲହର ଖେଲିଯାଏସି। ମା’ବାପ୍ର ସପନ୍ ବି ତାକର ସଂଗେ ଯୁଡ଼ି ହେଇଯାଏସି। ହେଲେ ବଏସ୍ ବଢ଼ବାର ସଂଗେ ଯଦି ଜନାପଡ଼ବା ଯେ ଝି’ପୁଓ ଦିବ୍ୟାଙ୍ଗ ଆନ୍। ସେ…
ପ୍ରି-ବୋର୍ଡ ପରୀକ୍ଷା ପରେ ଶ୍ରେଣୀରେ ଜଣେ ଛାତ୍ର
ଦାରିଙ୍ଗବାଡ଼ି,୧୪।୧(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମରେ ଥିବା ସୁଜାମାଜୁ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ରହି ପଢ଼ୁଥିବା ଦଶମ ଶ୍ରେଣୀ ଛାତ୍ରୀମାନଙ୍କୁ ପ୍ରି-ବୋର୍ଡ ପରୀକ୍ଷା ପରେ ଘରକୁ ପଠାଇ ଦିଆଯାଇଛି। ଦଶମ ଶ୍ରେଣୀରେ ମୋଟ ୯ ଛାତ୍ରୀଛାତ୍ର। ସେମାନଙ୍କ…
ପୋଲରୁ ଖସିଲା ପୋଲିସ ଗାଡ଼ି : ଥାନାଧିକାରୀ, ଡ୍ରାଇଭର ଗୁରୁତର
ରାଇକିଆ,୧୪ା୧(ଡ଼ି.ଏନ.ଏ)-କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଗାଡ଼ି ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗଞ୍ଜେଇ ଚାଲାଣ କରୁଥିବା ଏକ କାର୍ ପିଚ୍ଛା କରିବା ବେଳେ ଭାରସାମ୍ୟ ହରାଇ ପୋଲିସ ଗାଡ଼ିଟି ପୋଲ ତଳକୁ ଖସିପଡ଼ିଥିଲା। ଏଥିରେ ଥାନାଧିକାରୀ ଅଲେଖ ଗରଡ଼ିଆ, ଡ୍ରାଇଭର ଆର୍ଯ୍ୟଦେବ…
ଡାଏରୀ ଲେଖିଲେ ଦୂର ହେବ ଅବସାଦ
ମନ କଥା ଲେଖିବା ଅଭ୍ୟାସ ଅବସାଦ ଦୂର କରିବାରେ ସାହାଯ୍ୟ କରିଥାଏ। ଏହାଦ୍ୱାରା ଚ୍ୟାଲେଞ୍ଜପୂର୍ଣ୍ଣ କାମକୁ ଉନ୍ନତ ଢ଼ଙ୍ଗରେ କରିବାକୁ ଶକ୍ତି ମିଳିଥାଏ। ଆମେରିକା ମିଶିଗାନ୍ ୟୁନିଭର୍ସିଟିରେ ହୋଇଥିବା ଏକ ଗବେଷଣାରୁ ଏହି ଦାବି କରାଯାଇଛି। ଗବେଷକଙ୍କ ଅନୁସାରେ, ଯେଉଁ ବ୍ୟକ୍ତି…
ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସ: ଓଡ଼ିଶାର ସ୍ବସ୍ତିଙ୍କୁ ରୌପ୍ୟ
ଭୁବନେଶ୍ୱର, ୧୪ା୧ (କ୍ରୀଡ଼ା ପ୍ରତିନିଧି)- ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍୍ ଗେମ୍ସରେ ଚମତ୍କାର ପ୍ରଦର୍ଶନ କରି ଦୀନେଶ କୁମାର ସ୍ବର୍ଣ୍ଣ ପଦକ ଜିତିବାର ଗୋଟିଏ ଦିନ ପରେ ଆଉ ଜଣେ ଓଡ଼ିଆ ଖେଳାଳି କମାଲ ଦେଖାଇଛନ୍ତି। ସୋମବାର ଅନୁଷ୍ଠିତ ୨୧…
Archives


