ପ୍ରମୋଦ ‘ସ୍ପୋଟର୍ସମ୍ୟାନ ଅଫ ଦି ଇୟର’
ଭୁବନେଶ୍ୱର, ୧୪।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ପାରାସ୍ପୋଟର୍ସ ତାରକା ପ୍ରମୋଦ ଭଗତ କ୍ୟାରିୟରରେ ଆଉ ଏକ ସ୍ମରଣୀୟ ସ୍ବୃତି ଲାଭ କରିଛନ୍ତି। ସୋମବାର ସେ ସ୍ପୋଟର୍ସଷ୍ଟାର ଏସେସ୍ ପାରାସ୍ପୋଟର୍ସ ‘ସ୍ପୋଟର୍ସମ୍ୟାନ ଅଫ ଦି ଇୟର’ ପୁରସ୍କାର ଲାଭ କରିଛନ୍ତି। ଏହି ପୁରସ୍କାର ଦୌଡ଼ରେ…
୩୦ଫୁଟ ତଳକୁ ଖସିଲା ଯାତ୍ରୀବାହୀ ବସ୍:୧୨ ଆହତ ୪ ଗୁରୁତର
ଆଠଗଡ,୧୩ା୧ (ସ୍ବ.ପ୍ର.)- ଖୁଣ୍ଟୁଣୀ-ନରସିଂହପୁର ୬୫ନଂ ରାଜ୍ୟ ରାଜପଥର ଆଠଗଡ଼ ଥାନା ଅନ୍ତର୍ଗତ ଗୁଣ୍ଡିଚାପୁର ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଘରୋଇ ବସ୍ ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସି ଧାନ ଜମିରେ ପଡ଼ିଛି। ଦୁର୍ଘଟଣାରେ ବସ୍ରେ ଥିତ୍ବା ୩୫…
ଆଇଏଏସ୍ ବିଜୟ କେତନ ଗିରଫ ମାମଲା: ଜାମିନ ଖାରଜ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ
ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍ର ଆଇଏଏସ୍ ଅଫିସ ବିଜୟ କେତନ ଉପାଧ୍ୟାୟଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ସୋମବାର ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ତାଙ୍କ ଜାମିନକୁ ଖାରଜ କରି ଦେଇଛନ୍ତି।…
ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ସାହସ ମୋଦିଙ୍କର ନାହିଁ: ରାହୁଲ
ନୂଆଦିଲ୍ଲୀ,୧୩।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ମୋଦିଙ୍କ ସାହସ ନାହଁି। ମୁଁ ପ୍ରଧାନମନ୍ତ୍ରୀଙ୍କୁ ଚ୍ୟାଲେଞ୍ଜ ଦେଉଛି, ସେ ବିନା ସୁରକ୍ଷାରେ ବିଶ୍ୱବିଦ୍ୟାଳୟ ଆସି ଛାତ୍ରୀଛାତ୍ରଙ୍କୁ…
ଭାରତୀୟ କ୍ରିକେଟ ଦଳର ଜର୍ସିରେ ଅନୁଷ୍କା ଶର୍ମା
ବଲିଉଡ୍ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଅନେକ ଦିନ ବ୍ୟବଧାନ ପରେ ଫିଲ୍ମ ଶୁଟିଂ ଆରମ୍ଭ କରିଛନ୍ତି। ଶୁଟିଂ ସେଟ୍ରେ ତାଙ୍କୁ ଭାରତୀୟ କ୍ରିକେଟ ଦଳର ଜର୍ସି ପିନ୍ଧିଥିବାର ଦେଖାଯାଇଛି। ତେବେ…
ଜିମ୍ବାଓ୍ବେରେ ଦୁଇ ଟେଷ୍ଟ ମ୍ୟାଚ ଖେଳିବ ଶ୍ରୀଲଙ୍କା
କଲମ୍ବୋ, ୧୩ା୧ (ଏଏଫ୍ପି)-ଶ୍ରୀଲଙ୍କା କ୍ରିକେଟ ଟିମ୍ ଗୁରୁବାର ଜିମ୍ବୋଓ୍ବେ ଅଭିମୁଖେ ଯାତ୍ରା କରିବ। ଦଳ ସେଠାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବାସନ୍ଦ ଦଣ୍ଡ ଉଠାଇବା ପରେ ଆୟୋଜକ ଆଫ୍ରିକୀୟ ଦେଶ ପାଇଁ…
ଟି୨୦ ବିଶ୍ୱକପ୍ ଦଳ ସଂଖ୍ୟା ୨୦କୁ ବୃଦ୍ଧି ଲାଗି ଆଇସିସିର ଯୋଜନା
ଲଣ୍ଡନ,୧୩ା୧(ପି.ଟି.)-ଟି୨୦ ବିଶ୍ୱକପ୍ରେ ଅଂଶଗ୍ରହଣକାରୀ ଦଳ ସଂଖ୍ୟା ୧୬ରୁ ୨୦କୁ ବୃଦ୍ଧି କରିବା ଲାଗି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଯୋଜନା କରୁଛି। ଗଣମାଧ୍ୟମରେ ଏ ସମ୍ପର୍କିତ ଖବର ପ୍ରକାଶ ପାଇଛି। ୨୦୨୩ରୁ ୨୦୩୧ ପର୍ଯ୍ୟନ୍ତ ପ୍ରସ୍ତୁତ ହୋଇଥିବା କ୍ରିକେଟ କ୍ୟାଲେଣ୍ଡର ଭିତରେ…
ଚନ୍ଦନେଶ୍ୱରରେ ବଙ୍ଗୀୟ ମହିଳାଙ୍କୁ ବଳାତ୍କାର
ଭୋଗରାଇ, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ମେରାଇନ୍ ଥାନା ଅଧୀନ ଚନ୍ଦନେଶ୍ୱରସ୍ଥିତ ଏକ ହୋଟେଲରେ ଜଣେ ବଙ୍ଗୀୟ ମହିଳାଙ୍କୁ ରବିବାର ରାତିରେ ବଳାତ୍କାର କରାଯାଇଛି। ଏହି ଘଟଣାରେ ପୋଲିସ ଉକ୍ତ ହୋଟେଲ ମ୍ୟାନେଜରଙ୍କ ସହ ପୀଡ଼ିତାଙ୍କୁ ଅଟକ ରଖି ପଚରାଉଚରା କରୁଛି।…
ଭାଜପାକୁ ଝଟକା: ବିହାରରେ ଲାଗୁ ହେବ ନାହିଁ ଏନ୍ଆର୍ସି
ପାଟନା,୧୩।୧: ଭାଜପାର ବିହାର ସହଯୋଗୀ ଜେଡିୟୁ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ବିହାରରେ ଲାଗୁ ହେବାକୁ ମନା କରିଦେଇଛି। ଫଳରେ ଭାଜପାକୁ ଝଟକା ଲାଗିଛି। ସୋମବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିହାର ବିଧାନସଭାରେ କହିଛନ୍ତି ଯେ, ଜେଡିୟୁ ସିଏଏ ଉପରେ…
ହୃଦୟ ଜିତିଲା କୈଫଙ୍କ ଭିଡିଓ
ନୂଆଦିଲ୍ଲୀ,୧୩।୧(ପି.ଟି.)- ଦେଶରେ କ୍ରିକେଟ କେବଳ ଏକ କ୍ରୀଡ଼ା ନୁହେଁ, ଏହା ଏକ ଧର୍ମ। ଦେଶର ପ୍ରତ୍ୟେକ ବର୍ଗ, ଜାତି, ଧର୍ମ, ଶ୍ରେଣୀରେ କ୍ରିକେଟ ପ୍ରେମି ରହିଛନ୍ତି। ପ୍ରତ୍ୟେକ ଛୁଆମାନଙ୍କ ଇଚ୍ଛା ଦିନେ ଦେଶ ପାଇଁ ଅନ୍ତର୍ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରିବା। ପୂର୍ବତନ…
ପ୍ରସବ ଯନ୍ତ୍ରଣା ଅସହ୍ୟ ହେବାରୁ ୪ କିଲୋମିଟର ବରଫରେ ଚାଲିଲେ ଗର୍ଭବତୀ
ହିମାଚଳପ୍ରଦେଶ: ଜଣେ ଗର୍ଭବତୀ ମହିଳା ପ୍ରସବ ଯନ୍ତ୍ରଣା ସହି ନ ପାରି ୪ କିଲୋମିଟର ବରଫରେ ଚାଲି ହସ୍ପିଟାଲରେ ପହଞ୍ଚିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତୀର୍ଥନ ଘାଟି ନୋହାଣ୍ଡା ପଞ୍ଚାୟତ ଝଲେରି ଗାଁର ସଞ୍ଜୁଙ୍କ କ୍ଷେତ୍ରରେ ଏପରି ଘଟିଛି। ରାସ୍ତାରେ…
ଆଚାର ସଂହିତା ଉଲ୍ଲଂଘନ ଅଭିଯୋଗରେ ଭାଜପା, ଏଏପିକୁ ନିର୍ବାଚନ କମିଶନରଙ୍କ ନୋଟିସ
ନୂଆଦିଲ୍ଲୀ,୧୩।୧: ରାଜଧାନୀରେ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିସାରିଛି। ନିର୍ବାଚନ ତାରିଖ ଘୋଷଣା ହେବା ସହ ଆଚାର ସଂହିତା ମଧ୍ୟ ଲାଗୁ ହୋଇଯାଇଛି। ଏହାପରେ ଶାସନ କ୍ଷମତାରେ ଥିବା ଆମ୍ ଆଦମୀ ପାର୍ଟି (ଏଏପି) ଓ ଭାରତୀୟ ଜନତା ପାର୍ଟି (ଭାଜପା)…
Archives


