Home Left

ସରକାରୀ ଚାକୀରିଆଙ୍କୁ ୟୁଟ୍ୟୁବରଙ୍କ ଟକ୍କର: ବିବାହରେ ମିଳିଲା ୭୧ ଲକ୍ଷ ଟଙ୍କା, ୨୧ ତୋଳା ସୁନା

ମୁମ୍ବାଇ,୩।୨: ଆଗରୁ ବାହାଘର ପାଇଁ ସରକାରୀ ଚାକିରିଆଙ୍କ ପ୍ରବଳ ଡିମାଣ୍ଡ ଥିଲା। ଏବେ ୟୁଟ୍ୟୁବର ମଧ୍ୟ ଏହି ରେସରେ ସାମିଲ ହୋଇଯାଇଛନ୍ତି। ଜଣେ ଲୋକପ୍ରିୟ ଭାରତୀୟ ୟୁଟ୍ୟୁବରଙ୍କ ବିବାହକୁ ନେଇ ସୋସିଆଲ ମିଡିଆରେ ଏବେ ଜୋରଦାର ଚର୍ଚ୍ଚା ଓ ବିବାଦ ଆରମ୍ଭ…

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ ଯୁବକଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ଏହାକୁ ନେଇ ଉଭୟଙ୍କ ମଧ୍ୟରେ…

ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ

ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର ପଞ୍ଚାୟତସ୍ଥିତ ଚୂଳବାଡ଼ି ଗ୍ରାମରେ କୋଟି କୋଟି ଟଙ୍କାର ଖଣି ସମ୍ପଦ ଥାଇ ମଧ୍ୟ…

ଭାଙ୍ଗିଗଲା ଆଶା: ଜମି ରେଜିଷ୍ଟେଶନ ପାଇଁ ଯାଇଥିଲେ ତହସିଲ ଅଫିସ, ଦୁର୍ଘଟଣାରେ ଗଲା ଜୀବନ

କେସିଙ୍ଗା,୩ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଟ୍ରକ୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଉତ୍କେଲା ପଞ୍ଚାୟତ ମାଟିଆ ଗ୍ରାମର ପୁଷ୍ପା ବାଗ (୪୫)। ଦୁର୍ଘଟଣା ପରେ କ୍ଷତିପୂରଣ ଦାବିକରି ଲୋକେ ରାସ୍ତାରୋକୋ କରିଥିଲେ।…

ତେଜିଲା ସମାନ କାମକୁ ସମାନ ଦରମା ଦାବି

ଛତ୍ରପୁର, ୩ା୨(ଦିଲୀପ ସାମଲ)-ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ସ୍ୱୀକୃତିପ୍ରାପ୍ତ ଭେଣ୍ଡର ଏବଂ କଣ୍ଟ୍ରାକ୍ଟରଙ୍କ ଅଧୀନରେ ଦୀର୍ଘଦିନ ଧରି କାମ କରୁଥିବା ଅପରେଟର, ଡ୍ରାଇଭର ଓ ଅନ୍ୟ ଶ୍ରମିକମାନେ ମଙ୍ଗଳବାର ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗଞ୍ଜାମ ଅପରେଟର…

ଗୌରୀ ଶଙ୍କରଙ୍କୁ ଗୁରୁଦାୟିତ୍ୱ ଦେଲେ ନବୀନ: ହେଲେ ବିଜେଡି କାର୍ଯ୍ୟକାରୀ ସଭାପତି

ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା): ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ହେଲେ ରାୟଗଡ଼ା ବ୍ଲକ ପୂର୍ବତନ ଉପାଧ୍ୟକ୍ଷ ପି.ଗୌରୀ ଶଙ୍କର। ଏନେଇ ମଙ୍ଗଳବାର ପ୍ରେସ ରିଲିଜ ପ୍ରକାଶ ପାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୌରୀଙ୍କୁ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି। ଗୌରୀ…

ସେବା ସମବାୟ ସମିତିର ମିଲ ମାଲିକ ମାନଙ୍କ ସହିତ ମଧୁ ଚନ୍ଦ୍ରିକା: ଶୋଷଣର ଶିକାର ହେଉଛନ୍ତି…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଭୀଷ୍ମଗିରି ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଚାଷୀ ସଙ୍ଗଠନ ଅଖିଳ ଭାରତ କୃଷକ ସଭା ସ୍ଥାନୀୟ ଶାଖା କମିଟି ପକ୍ଷରୁ ମଙ୍ଗଳବାର ଗଣଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା।…

ପୋଲିସ ନିକଟରେ ଆତ୍ମସମର୍ପଣ କଲେ ହାର୍ଡକୋର୍‌ ମାଓବାଦୀ ପ୍ରଭୁ

ରାଉରକେଲା,୩।୨(ସଂଗୀତା ଜେନା) ରାଜ୍ୟ ସରକାରଙ୍କ ନୂତନ ମାଓବାଦୀ ଆତ୍ମସମର୍ପଣ ନୀତିରେ ଆକୃଷ୍ଟ ହୋଇ ମଙ୍ଗଳବାର ଅପରାହ୍ନରେ ରାଉରକେଲା ପୋଲିସ ନିକଟରେ ସମର୍ପଣ କରିଛନ୍ତି ଜଣେ ହାର୍ଡକୋର୍‌ ମାଓବାଦୀ । ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାଏ ଏବଂ ରାଉରକେଲା ଏସପି ନୀତେଶ ୱାଧୱାନିଙ୍କ…

ଶିକ୍ଷା କ୍ଷେତ୍ରରେ ଦୂରତା ଯେପରି ବାଧକ ନ ସାଜିବ: ୧୦ ଜଣ ଛାତ୍ରୀଙ୍କୁ…

ଥୁଆମୂଳ ରାମପୁର, ୩।୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଶାଖା ପକ୍ଷରୁ କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମ ଅଧୀନରେ ବ୍ଲକର ବିଭିନ୍ନ ବିଦ୍ୟାଳୟର ଛାତ୍ରୀମାନଙ୍କୁ ସାଇକେଲ ବଣ୍ଟନ କରାଯାଇଛି। ସୋମବାର…

ଗଞ୍ଜାମରେ ବଢ଼ିଲା କୃଷ୍ଣସାର ମୃଗଙ୍କ ସଂଖ୍ୟା

ଗଞ୍ଜାମ,୩।୨(ବିଦ୍ୟାଧର ସାହୁ):ଗଞ୍ଜାମରେ ବୃଦ୍ଧି ପାଇଛି କୃଷ୍ଣସାର ମୃଗଙ୍କ ସଂଖ୍ୟା। ଏ ନେଇ ପିସିସିଏଫ ବନ୍ୟପ୍ରାଣୀ ଏକ୍ସରେ ସୂଚନା ଦେଇଛନ୍ତି। ପ୍ରଶିକ୍ଷିତ ଟିମ, ଡ୍ରୋନ ଓ AI ସହାୟତାରେ ଗଣନା ପରେ ସେ ଏହି ସୂଚନା ଦେଇଛନ୍ତି। ଗତବର୍ଷ ତୁଳନାରେ ୪୯୮ କୃଷ୍ଣସାର…

ପୁରୀରେ ରାଷ୍ଟ୍ରପତି: କାଲି ଶ୍ବେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ,୩।୨: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍‌ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ରାତ୍ରିଯାପନ କରିବେ। ବୁଧବାର ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ। ପିଣ୍ଡଦାନ ପରେ ମହାପ୍ରଭୁଙ୍କୁ ଦର୍ଶନ…

ଭାଜପା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟଙ୍କ ଘର ଉପରରେ ଆକ୍ରମଣ: ୧୫ ଅଟକ , ଗାଁରେ ପୋଲିସ ଛାଉଣି

ମୋହନା,୩।୨(ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟା ସମୟରେ ୩୦ରୁ ଅଧିକ ସଙ୍ଘବଦ୍ଧ ଆକ୍ରମଣ କରିଥିଲେ । ଆକ୍ରମଣର ଦୃଶ୍ୟ ସିସିଟିଭିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?