ପ୍ରଥମ ରାଜ୍ୟ ଭାବେ କେନ୍ଦ୍ର ନିକଟକୁ ଶରଣାର୍ଥୀଙ୍କ ତାଲିକା ପଠାଇଲା ଉତ୍ତର ପ୍ରଦେଶ
ଲକ୍ଷ୍ନୌ,୧୩।୧: ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରୁ ଆସିଥିବା ହିନ୍ଦୁ ଶରଣାର୍ଥୀଙ୍କର ଏକ ତାଲିକା ଉତ୍ତର ପ୍ରଦେଶ ସରକାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଥିବା ଜଣାପଡିଛି। ଉତ୍ତର ପ୍ରଦେଶର ପ୍ରାୟ ୧୯ଜିଲାରେ ରହୁଥିବା ଶରଣାର୍ଥୀଙ୍କୁ ନେଇ ଏହି ତାଲିକା ପ୍ରସ୍ତୁତ କରାଯାଇଥିବା ଜଣାପଡିଛି।…
ପିତାଙ୍କ ୮୦ତମ ଜନ୍ମଦିବସରେ ଏହି ପ୍ରଶ୍ନ ପଚାରିଥିଲେ ଅମିତାଭ, ଭିଡିଓ ଭାଇରାଲ
ବିଗ୍ ବି ଅମିତାଭ ବଚ୍ଚନ ନିଜର ଫିଲ୍ମ ଶୁଟିଂରୁ କିଛି ସମୟ ବାହାର କରି ସୋସିଆଲ ମିଡିଆରେ ଆକ୍ଟିଭ୍ ରହୁଛନ୍ତି। କବିତା ହେଉକି କି ଫ୍ୟାମିଲି ଫଟୋ ପ୍ରତିଦିନ କିଛି ନା କିଛି ଶେୟାର କରି ପ୍ରଶଂସକମାନଙ୍କୁ ଜଣାଉଛନ୍ତି। ଏବେ ସୋସିଆଲ…
ଦୁର୍ଘଟଣାରେ ନଂ. ୧ ଶଟଲର ମୋମୋତା ଆହତ, ଡ୍ରାଇଭର ମୃତ
କୁଆଲାଲମ୍ପୁର,୧୩ା୧ (ଏଏଫ୍ପି)- ବ୍ୟାଡ୍ମିଣ୍ଟନରେ ବିଶ୍ୱର ନମ୍ବର ଓ୍ବାନ ପୁରୁଷ ସିଙ୍ଗଲ୍ସ ଖେଳାଳି କେଣ୍ଟୋ ମୋମୋତା ମାଲେସିଆ ମାଷ୍ଟର୍ସ ଟାଇଟଲ ଜିତିବାର କିଛି ଘଣ୍ଟା ପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ସେ ଆହତ ହୋଇଥିବାବେଳେ ତାଙ୍କ ଡ୍ରାଇଭରଙ୍କ ମୃତ୍ୟୁ…
ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି କରି କଂଗ୍ରେସର ରାସ୍ତାରୋକୋ
ଗୁଣପୁର,୧୩।୧(ଡି.ଏନ୍ .ଏ.) : ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ଗତ ୨୪ ତାରିଖରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା ଛକଠାରୁ କିଛି ଦୂରରେ ବାଇକ୍ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଏହି ଘଟଣାର ତଦନ୍ତ କରି ପ୍ରକୃତ ରହସ୍ୟ ଉନ୍ମୋଚନ କରିବା…
ବରିଷ୍ଠ ଓକିଲ ଶିଶିର କୁମାର ଶତପଥୀଙ୍କ ପରଲୋକ: ଓକିଲ ସଂଘର କାର୍ଯ୍ୟବନ୍ଦ
ପୁରୁଷୋତ୍ତମପୁର,୧୩।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ବଡ଼ଖରିଡା ପଞ୍ଚାୟତ ବୀରଜଗନ୍ନାଥପୁର ତଥା ପୁରୁଷୋତ୍ତମପୁର ଓକିଲ ସଂଘର ବରିଷ୍ଠ ସଭ୍ୟ, ନୋଟାରି ଶିଶିର କୁମାର ଶତପଥୀ (୫୯)ଙ୍କ ସୋମବାର ଭୋର ସମୟରେ ଆକସ୍ମିକ ଭାବେ ପରଲୋକ ଘଟିଛି । ଏହାକୁ ନେଇ ପୁରୁଷୋତ୍ତମପୁର ଓକିଲ ସଂଘ…
ଲକ୍ଷ୍ନୌ, ନଏଡାରେ ରହିବେ ପୋଲିସ କମିଶନର
ଲକ୍ଷ୍ନୌ,୧୩।୧: ଉତ୍ତର ପ୍ରଦେଶର ଲକ୍ଷ୍ନୌ ଓ ନଏଡାରେ କମିଶନରେଟ ବ୍ୟବସ୍ଥା ଲାଗୁ କରିବାକୁ ନେଇ ସୋମବାର ଉତ୍ତର ପ୍ରଦେଶ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ଏହି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଲକ୍ଷ୍ନୌରେ ସୁଜିତ ପାଣ୍ଡେଙ୍କୁ…
ଜଙ୍ଗଲରେ ନିଆଁରେ ପୋଡ଼ିଥିବା ଗଛ ପୁଣି କଅଁଳୁଛି: ସୋସିଆଲ୍ ମିଡ଼ିଆରେ ଭାଇରାଲ
ସିଡ୍ନୀ,୧୩।୧: ଅଷ୍ଟ୍ରେଲିଆର ଜଙ୍ଗଲରେ ଗତ ବର୍ଷ ସେପ୍ଟେମ୍ବରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୫ ମାସ ଧରି ନିଆଁ ଲାଗିଛି। ଇତିମଧ୍ୟରେ ୬୩ ହଜାର ବର୍ଗ କିମିରୁ ଅଧିକ ଜଙ୍ଗଲ ନଷ୍ଟ ହେଲାଣି। ପୋଡ଼ି ଯାଇଥିବା ଜଙ୍ଗଲର କେତେକ ଅଞ୍ଚଳରେ ପୁଣି ଜୀବନର…
ଇରାନୀ ମହିଳା ମହାକାଶଚାରୀ ଜସ୍ମିନ୍ ମୋଘବେଲୀ ନାସାର ମହାକାଶ ମିଶନରେ ହେବେ ସାମିଲ୍
ଓ୍ବାଶିଂଟନ,୧୩।୧: ଆମେରିକା-ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ତେବେ ମହାକାଶ ଗବେଷଣା କ୍ଷେତ୍ରରେ ଏକ ଖୁସି ଖବର ମିଳିଛି। ମୂଳ ଇରାନୀ ମହିଳା ମହାକାଶଚାରୀ ଜସ୍ମିନ୍ ମୋଘବେଲୀ ନାସାର ଚନ୍ଦ୍ର କିମ୍ବା ଶୁକ୍ର ମିଶନରେ ସାମିଲ୍ ହେବାର ସମ୍ଭାବନା ରହିଛି। ସେ…
ମ୍ୟୁଜିକ୍ ଥେରାପି
ଭାରାକ୍ରାନ୍ତ ମନକୁ ଅନେକାଂଶରେ ହାଲ୍କା କରିଥାଏ ସଙ୍ଗୀତ। ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା ମନ ପ୍ରଫୁଲ୍ଲ ରହିବା ସହ ମାନସିକତା ସକାରାତ୍ମକ ରହିଥାଏ। କେତେକ ରୋଗର ଯନ୍ତ୍ରଣା ଲାଘବ ପାଇଁ ସଙ୍ଗୀତର ସାହାଯ୍ୟ ନିଆଯାଇପାରେ। ଏପରି ବିଷୟବସ୍ତକୁ ନେଇ କାଲିଫର୍ନିଆ…
ବନ୍ଦ କୋଠରିରୁ ଭାଉଜ, ଦିଅରଙ୍କ ମୃତଦେହ ଉଦ୍ଧାର
କେନ୍ଦୁଝର/ପାଟଣା,୧୩।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ନୂଆବନ୍ଧ ଗ୍ରାମର ଏକ ବନ୍ଦ ଘରୁ ସୋମବାର ସକାଳେ ଦୁଇ ଜଣଙ୍କ ମୃତଦେହ କବାଟ ଭାଙ୍ଗି ଉଦ୍ଧାର କରିଛି। ସେମାନଙ୍କ ନାମ ସଞ୍ଜୟ ନାୟକ ଓ ପୁଷ୍ପଲତା ନାୟକ ବୋଲି ଜଣାପଡ଼ିଛି। ବିଷ…
ଶୀତଦିନେ ପାଦ ଫାଟୁଥିଲେ କରିବେ କ’ଣ…
ଶୀତଦିନେ କେତେକଙ୍କର ପାଦ ଫାଟିଥାଏ। ପରିବେଶ ଶୁଷ୍କ ହେବାରୁ ଏହାର ପ୍ରଭାବ ଶରୀର ଉପରେ ପଡ଼ି ଏପରି ହୋଇଥାଏ। ପାଚନ କ୍ରିୟାରେ ଅନିୟମିତତା ଏହାର ମୁଖ୍ୟ କାରଣ। ସବୁଜ ପନିପରିବା, ଶାଗ, କମଳା, ଅମୃତଭଣ୍ଡା, ଟମାଟୋ, କଦଳୀ ଆଦି ଖାଇଲେ ପାଚନ…
ପ୍ଲାଷ୍ଟିକ୍ରୁ ତିଆରି ହେଲା ସୁନା: ଏବେ ପ୍ଲାଷ୍ଟିକ୍ ବର୍ଜ୍ୟର ଆଉ ରହିବ ନାହିଁ ଭୟ !
ଲଣ୍ଡନ,୧୩।୧: ପରିବେଶକୁ ଅଧିକ ପ୍ରଦୂଷିତ କରୁଥିବା ପ୍ଲାଷ୍ଟିକରୁ ଏବେ ସୁନା ତିଆରି ସମ୍ଭବ। ସୁଇଜରଲାଣ୍ଡର ବୈଜ୍ଞାନିକ ପ୍ରଥମ ଥର ପାଇଁ ପ୍ଲାଷ୍ଟିକ୍ରୁ ସୁନା ତିଆରି କରିବାକୁ ସକ୍ଷମ ହୋଇଛନ୍ତି। ପ୍ଲାଷ୍ଟିକ୍ରୁ ତିଆରି ହୋଇଥିବା ୧୮ କ୍ୟାରେଟ୍ ସୁନା ପ୍ରକୃତ ସୁନାଠାରୁ ୧୦…
Archives


