କାଶୀ ବିଶ୍ୱନାଥଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ପାଇଁ ଡ୍ରେସ୍ କୋଡ୍: ପିନ୍ଧି ହେବନି ଜିନ୍ସ୍
ବାରାଣସୀ, ୧୩।୧: ଏବେ କାଶୀ ବିଶ୍ୱନାଥଙ୍କୁ ଦର୍ଶନ କରିବା ଲାଗି ଆସୁଥିବା ଶ୍ରଦ୍ଧାଳୁ ଜିନ୍ସ୍ ପିନ୍ଧି ପାରିବେ ନାହିଁ। ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ଡ୍ରେସ୍ କୋଡ୍ ଲାଗୁ ହୋଇଛି। ପ୍ରଭୁଙ୍କ ଦର୍ଶନ ପାଇଁ ପୁରୁଷଙ୍କ ନିମନ୍ତେ ଧୋତି-କୁର୍ତ୍ତା ଏବଂ…
ଜଳିଗଲା ଭାଜପା କାର୍ଯ୍ୟାଳୟ
ଆସନସୋଲ,୧୩।୧: ପଶ୍ଚିମବଙ୍ଗ ଆସନସୋଲର ସଲାନପୁର ଗାଁରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) କାର୍ଯ୍ୟାଳୟ ରବିବାର ବିଳମ୍ବିତ ରାତିରେ ଜଳିଯାଇଥିବା ଖବର ମିଳିଛି। ଏହି ଘଟଣାରେ ଭାଜପା ତୃଣମୂଳ କଂଗ୍ରେସ(ଟିଏମ୍ସି)କୁ ଦାୟୀ କରିଛି। ଭାଜପା କହିଛି ଦଳୀୟ କାର୍ଯ୍ୟାଳୟ ଜଳିଯିବା ପଛରେ ଟିଏମ୍ସିର…
ପ୍ରତୀକ୍ଷା ପିନ୍ଧିଲେ ଗ୍ଲୋରିକୁଇନ ମୁକୁଟ
ପୁରୀ ଅଫିସ, ୧୩ା୧:ଦୀର୍ଘ ୭ଦିନ ପ୍ରତୀକ୍ଷାର ଅନ୍ତ ଘଟିଲା। ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ଶେଷରେ ବାଜି ମାରିନେଲେ ପ୍ରତୀକ୍ଷା। ରାଉରକେଲା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ଆୟେଶାକାଂକ୍ଷା ନିଜର ଆତ୍ମବିଶ୍ୱାସ, ଦକ୍ଷତା, ଅଭିନୟ, ବୁଦ୍ଧିମତାରେ ଜୁରି ଓ ଦର୍ଶକଙ୍କ…
ଓସ୍କାର ଦୌଡ଼ରେ ଥିବା ଚଳଚ୍ଚିତ୍ରରେ ଶୁଭ୍ରାଂଶୁ
କଟକ ଅଫିସ୧୩ା୧:: ଚଳିତବର୍ଷ ‘ଓସ୍କାର’ ଆୱାର୍ଡ ଦୌଡ଼ରେ ରହିଛି ବିଶ୍ୱର ୩୦୦ରୁ ଊର୍ଦ୍ଧ୍ୱ ଫିଲ୍ମ। ଏହି ଦୌଡରେ ସାମିଲ ହୋଇଛି ବଲିଉଡର ଏକ ଚଳଚ୍ଚିତ୍ର ‘ଲାଷ୍ଟ କଲର’। ବିକାଶ ଖାନାଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ଏହି ଚଳଚ୍ଚିତ୍ରରେ ଡାଇରେକ୍ଟର ଅଫ୍ ଫଟୋଗ୍ରାଫି(ଡିଓପି) ତଥା…
କାର୍ଯ୍ୟକ୍ଷମ ହେଲା ୩୦ଟି ଫୁଟବଲ ପଡ଼ିଆ ସହ ସମାନ ବୃହତମ ରେଡ଼ିଓ ଟେଲିସ୍କୋପ୍
ବେଜିଂ, ୧୩।୧: ଚାଇନାରେ ବୃହତମ ରେଡ଼ିଓ ଟେଲିସ୍କୋପ୍ କାର୍ଯ୍ୟକ୍ଷମ ହୋଇଛି। ୩ ବର୍ଷ ଧରି ଟ୍ରାଏଲ୍ ହେବା ପରେ ଏହା କାର୍ଯ୍ୟ ଆରମ୍ଭ କରିଛି। ଏହାର ନିର୍ମାଣ ପାଇଁ ୨୦ ବର୍ଷ ଲାଗିଥିବା କୁହାଯାଉଛି। ଆମେରିକା, ବ୍ରିଟେନ୍, ପାକିସ୍ତାନ ସମେତ ୧୦ଟି…
୩୭ ବର୍ଷରେ ଇମରାନ୍ ଖାଁ: ୧୯ ବର୍ଷ ବୟସରେ ବାନ୍ଧବୀ ଅବନ୍ତିକାଙ୍କ ପ୍ରେମରେ ପଡିଥିଲେ
ମୁମ୍ବାଇ: ବଲିଉଡ୍ ଷ୍ଟାର ଇମରାନ୍ ଖାଁ ସୋମବାର ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୩ ଜାନୁୟାରୀ ୧୩ରେ ଆମେରିକା ଓ୍ବସକସିନ୍ର ମାଡିସନ୍ଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍ରେ ସେ ୧୯୮୮ରେ ଶିଶୁ କଳାାର ଭାବେ କୟାମତ୍ ସେ କୟାମତ୍ ତକ୍ ଫିଲ୍ମରେ…
ପୁରୀରେ ଡଗ୍ ଶୋ:କୌଶଳ ଦେଖାଇଲେ୧୮ ପ୍ରଜାତିର ୧୪୭ କୁକୁର
ପୁରୀ ଅଫିସ, ୧୩ା୧: କୁକୁର ହେଲେ ବି ମାଲିକଙ୍କ ପ୍ରତି ଥିଲା ସେମାନଙ୍କର ଢେର୍ ଭଲପାଇବା ଆଉ ବିଶ୍ୱସନୀୟତା। ମାଲିକଙ୍କ ପ୍ରତିଟି ନିର୍ଦ୍ଦେଶ ମାନି ବିଚାରକଙ୍କୁ ଦେଖାଉଥିଲେ ନିଜ କଳା କୌଶଳ। କିଏ କେତେ ପାରଦର୍ଶିତା ତାହାକୁ ପରଖୁଥିଲେ ବିଚାରକ। ରବିବାର…
ବିପକ୍ଷ ମେଳିରେ ଯୋଗଦେବ ନାହିଁ ଏଏପି
ନୂଆଦିଲ୍ଲୀ,୧୩।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍ଆର୍ସି)କୁ ବିରୋଧ କରୁଥିବା ବିରୋଧୀଙ୍କୁ ଆଉ ଏକ ଝଟ୍କା ଲାଗିଛି। ସୋମବାର ଦିଲ୍ଲୀରେ ଆୟୋଜିତ ବୈଠକରେ ଆମ୍ ଆଦମୀ ପାର୍ଟି(ଏଏପି) ଯୋଗଦେବ ନାହିଁ ବୋଲି କହିଛି। ଏହା ପୂର୍ବରୁ ଏହି ବୈଠକରେ…
ବିଏମ୍ସି ଘେରିବେ ବାଦ୍ପଡ଼ିଥିବା ଉଠାଦୋକାନୀ
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ବାତ୍ୟା ‘ଫନୀ’ରେ କ୍ଷତିଗ୍ରସ୍ତ ହୋଇଥିବା ରାଜଧାନୀର ଉଠା ଦୋକାନୀଙ୍କୁ ସହାୟତା ରାଶି ବଣ୍ଟନରେ ଆରମ୍ଭରୁ କେଁ ସୃଷ୍ଟି ହୋଇଛି। ଉଠାଦୋକାନୀଙ୍କ ୨୦୧୫ ସର୍ଭେରେ ମୋଟ ୨୧ହଜାର ୪୮୩ ଜଣ ଦୋକାନୀ ସାମିଲ ଥିବାବେଳେ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିବା ଫନୀ…
ଓଡ଼ିଆ ଭାଷା ପାଇଁ ବୌଦ୍ଧିକ ଆନ୍ଦୋଳନ ଆବଶ୍ୟକ
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ସମସ୍ତ ଆନ୍ଦୋଳନ ବୌଦ୍ଧିକ ସ୍ତରରୁ ଆରମ୍ଭ ହୋଇଥାଏ। ଓଡ଼ିଆ ଭାଷା ପାଇଁ ବୌଦ୍ଧିକ ଆନ୍ଦୋଳନର ଆବଶ୍ୟକତା ଅଛି। ଏଥିପାଇଁ ଉଦ୍ବେଳନ, ଆତ୍ମିୟତା ଓ ସଦିଚ୍ଛା ରହିବା ଦରକାର। ରାଜ୍ୟ ସରକାର ଓଡ଼ିଆ ଭାଷା ପାଇଁ ସବୁ କିଛି କରିବାକୁ ପ୍ରସ୍ତୁତ…
ବଡ଼ଗଡ଼ରେ ମୁଣ୍ଡ ଟେକୁଛି ବଡ଼ ଗ୍ୟାଙ୍ଗ
ଭୁବନେଶ୍ୱର, ୧୩ା୧(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ୍-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ଖେଳାଇବା ଘଟଣାରେ ରବିବାର ପୋଲିସ ଆଉ ୩ଜଣ ନାବାଳକଙ୍କୁ ଧରିଛି। ପୂର୍ବରୁ ୧୮ଜଣ ଗିରଫ ହୋଇଥିବାବେଳେ ଏବେ ଏହି ସଂଖ୍ୟା ୨୧ରେ ପହଞ୍ଚତ୍ଛି।…
ନିମ୍ନମାନର ମେଶିନ ଦେଇ ୨୭ ଲକ୍ଷ ଠକେଇ: ରାଜସ୍ଥାନରୁ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ନିମ୍ନମାନର ସିମେଣ୍ଟ ଇଟା ମେଶିନ ଯୋଗାଇବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କରି ଶନିବାର ଫେରିଛି। ସେ ହେଲେ ରାଜସ୍ଥାନ ଆଜମିର ଅଞ୍ଚଳର ଏଲପିଏମ୍ ପ୍ରାଇଭେଟ ଲିମିଟେଡର କର୍ମଚାରୀ ମହାବୀର ପ୍ରସାଦ ମାଲି(୩୬)।…
Archives


