ମାଟିରେ ମିଶିଲା ୪ ବେଆଇନ ଆପାର୍ଟମେଣ୍ଟ
କୋଚି,୧୩ା୧(ପି.ଟି.): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେରଳର କୋଚିସ୍ଥିତ ୪ଟି ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ମାଟିରେ ମିଶିଛି। ପରିବେଶ ନିୟମ ଉଲ୍ଲଂଘନ କରି ଘର କରୁଥିବା ଲୋକମାନଙ୍କୁ ଏହା ଏକ ଶକ୍ତ ବାର୍ତ୍ତା। ମରାଡୁ ମ୍ୟୁନିସିପାଲିଟିରେ ଥିବା ହୋଲି ଫେଥ୍ ଏବଂ ଟୁଇନ୍ ଟାଓ୍ବାର ଆଲ୍ଫା…
ବାୟୁସେନାକୁ ମିଳିବ ଅଧିକ ଶକ୍ତି: ୨୦୦ ଯୁଦ୍ଧବିମାନ କିଣିବ ଭାରତ
କୋଲକାତା,୧୩ା୧(ପି.ଟି.): ଭାରତୀୟ ବାୟୁସେନାକୁ ଅଧିକ ବଳଦେବା ପାଇଁ ସରକାର ୨୦୦ ଲଢ଼ୁଆ ବିମାନ କ୍ରୟ କରିବେ। ଏନେଇ ପ୍ରକ୍ରିୟା ଜାରି ରହିଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ହାଲ୍ ନିର୍ମିତ ୮୩ ଏଲ୍ସିଏ ତେଜସ୍ ମାର୍କ୧ ଆଡଭାନ୍ସଡ୍ ଜେଟ୍ ନିର୍ମାଣ…
ରାହୁଲ, ମମତାଙ୍କୁ ଶାହାଙ୍କ ଚାଲେଞ୍ଜ: କେମିତି ନାଗରିକତ୍ୱ ଯିବ ପ୍ରମାଣ ଦିଅ
ଜବଲପୁର,୧୩ା୧(ପି.ଟି.): ସିଏଏ କାର୍ଯ୍ୟକାରୀ ହେବାର ଦୁଇଦିନ ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା କଂଗ୍ରେସ ଓ ଟିଏମ୍ସି ଉପରେ ବର୍ଷିଛନ୍ତି। ଅଯଥାରେ ଏହି ଦୁଇଦଳ ଲୋକଙ୍କୁ ବିଭ୍ରାନ୍ତ କରୁଛନ୍ତି। ସିଏଏ ନାଗରିକତ୍ୱ ଛଡ଼ାଇ ନେବ ବୋଲି ଯାହା କୁହାଯାଉଛି, ତାହା ସମ୍ପୂର୍ଣ୍ଣ ମିଛ।…
ବିବାଦୀୟ ଜମିରେ ଲଜିଷ୍ଟିକ ପାର୍କ ନିର୍ମାଣ ମାମଲା:ସ୍ପଷ୍ଟ କରିବାକୁ ନିର୍ଦ୍ଦେଶ ଦେଲା ଏନ୍ଜିଟି
ଯାଜପୁର ଅଫିସ, ୧୩ା୧: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ୧୧.୯୯୦ ଏକର ପରିମିତ ଶାଳ କିସମ ଜମିରେ ବିନା ପରିବେଶ ମଞ୍ଜୁରୀରେ ସାଇଜର ଲଜିଷ୍ଟିକ ପାର୍କ ନିର୍ମାଣ ହେଉଥିବା ଅଭିଯୋଗ ହୋଇଛି। ଏନେଇ କଳିଙ୍ଗନଗର ପରିବେଶ ସୁରକ୍ଷା…
ଅର୍ଥାଭାବ ଯୋଗୁ ଚିକିତ୍ସାରୁ ବଞ୍ଚତ୍ତ ଯୁବକ
ଯାଜପୁର ଟାଉନ,୧୩ା୧(ଡିଏନ୍ଏ): ରାଜ୍ୟ ସରକାର ସାଧାରଣଙ୍କ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ସାଧାରଣ ଲୋକଙ୍କ ପାଖରେ ତାହା ପହଞ୍ଚତ୍ ପାରୁନାହିଁ। ଅନ୍ଧ ବିଶ୍ୱାସର ଶିକାର ହୋଇ ଗାଁ ଗହଳିରେ ବିଭିନ୍ନ ଲୋକ ନାନା ପ୍ରକାର ହଇରାଣ ହେଉଛନ୍ତି। ମାତ୍ର…
ସିଏଏ ବିରୋଧରେ ବିପକ୍ଷ ମେଳି ଆଜି
ନୂଆଦିଲ୍ଲୀ,୧୩ା୧ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ବିରୋଧରେ ସୋମବାର ଅପରାହ୍ନରେ ବିରୋଧୀ ଦଳଗୁଡ଼ିକ ଏକାଠି ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଛାତ୍ର ଆନ୍ଦୋଳନ ପରବର୍ତ୍ତୀ ସାମ୍ପ୍ରତିକ ରାଜନୈତିକ ସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା…
ଇଜିମାଇଲ ଜମି ଉପରେ ବିଜୁ ପକ୍କାଘର ନିର୍ମାଣ ଅଭିଯୋଗ:ତ୍ରୁଟିପୂର୍ଣ୍ଣ ପଟ୍ଟା ଦେଇ ସରକାରୀ ଅର୍ଥ ହଡ଼ପ
ରସୁଲପୁର,୧୩ା୧(ଡିଏନଏ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଯୋଜନାରେ ବାସହୀନଙ୍କୁ ଗୃହ ଯୋଗାଇ ଦିଆଯାଉଛି। ତେବେ ଏ ନେଇ ରହିଥିବା ନିୟମାବଳୀକୁ କଡାକଡ଼ି ପାଳନ କରାଯାଉ ନାହିଁ। ସର୍ବୋପରି ହିତାଧିକାରୀ ଦାଖଲ କରୁଥିବା ଜମିଜମା ସମ୍ପର୍କିତ…
ଶ୍ରୀମନ୍ଦିର ଭିତର ଫଟୋ, ଭିଡିଓ ଭାଇରାଲ
ପୁରୀ ଅଫିସ, ୧୩ା୧: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ ଓ ଭିଡିଓ। ବିଭିନ୍ନ ସମୟରେ ଭକ୍ତମାନେ ମନ୍ଦିର ଭିତରେ ସେଲ୍ଫି ନେଇ ଓ ଫଟୋ ଉଠାଇ ଏହାକୁ ସୋସିଆଲ ମିଡ଼ିଆରେ ପୋଷ୍ଟ କରୁଛନ୍ତି। ରବିବାର ପୁଣି…
୨୪ ଦିନରେ ୨ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ: ଟୋକନ୍ ସମସ୍ୟାରେ ଚାଷୀ କଟ୍ନିଛଟ୍ନିକୁ ନେଇ ଅସନ୍ତୋଷ
ନୟାଗଡ଼ ଅଫିସ,୧୩ା୧: ନୟାଗଡ଼ ଜିଲାରେ ଗତମାସ ୧୮ ତାରିଖଠାରୁ ମଣ୍ଡିରେ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ (କ୍ରୟ) ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୪ ଦିନରେ ୫୬୫୭ ଚାଷୀଙ୍କଠାରୁ ୨ ଲକ୍ଷ କୁଇଣ୍ଟାଲ ଧାନ କ୍ରୟ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ…
ଯୁବତୀଙ୍କୁ ବଳାତ୍କାର ଅଭିଯୋଗ
ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ଏନେଇ ଏକ ମାମଲା ନଂ-୬/୨୦ରୁଜୁ କରାଯିବା ସହ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ଅଧିକ ତଦନ୍ତ ଚଳାଇଛି। ପରେ ଘଟଣାସ୍ଥଳକୁ ଥାନାଧିକାରୀ ପ୍ରଜ୍ଞାରିତାମ୍ବର…
ହାଜିପୁର ମଣ୍ଡଳ ଭାଜପାର ସାଙ୍ଗଠନିକ ବୈଠକ: ସିଏଏ ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ନିଷ୍ପତ୍ତି
ବାଲିଆ,୧୩ା୧: ବିରିଡ଼ି ବ୍ଲକ ଅଧୀନ ହାଜିପୁର ମଣ୍ଡଳ ଭାଜପାର ଏକ ସାଙ୍ଗଠନିକ ବୈଠକ ଅଲାଣ୍ଡୋସ୍ଥିତ ଜାଗୁଳାଇ ମନ୍ଦିର ପ୍ରାଙ୍ଗଣରେ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମଣ୍ଡଳର ନୂତନ ସଭାପତି ସୁଦର୍ଶନ ପଣ୍ଡା ସଭାପତିତ୍ୱ କରିଥିଲେ। ମଣ୍ଡଳ ପ୍ରଭାରୀ ତଥା ଜିଲା କୃଷକମୋର୍ଚ୍ଚା…
୧ମ ଜାତୀୟ ସଂହତି ଶିବିର ଓ ପଞ୍ଚବିଂଶ ସ୍କାଉଟ୍ସ, ଗାଇଡ୍ସ ମେଳା :‘ଯୁଦ୍ଧର ଭୟ ବେଳେ ଶିବିର ଗୁରୁତ୍ୱପୂର୍ଣ୍ଣ’
ଜଗତ୍ସିଂହପୁର ଅଫିସ୍,୧୩ା୧: ମାନବ ସମ୍ବଳର ସଫଳ ପରିଚାଳନାରେ ଯେଉଁ ଦେଶ ଯେତେ ପାରଙ୍ଗମ ସେ ଦେଶ ସେତେ ସମୃଦ୍ଧ। ସାମ୍ପ୍ରତିକ ବିଶ୍ୱରେ ଏବେ ଏକ ଯୁଦ୍ଧର ବିଭୀଷିକା ଭିତ୍ତି ସଞ୍ଚାର କରୁଛି। ଏ ପରିସ୍ଥିତିରେ ଜାତୀୟ ସଂହତି ବଜାୟ ରଖିବା ଜରୁରୀ।…
Archives


