Home Left

ମା’ଙ୍କୁ ମୁଖାଗ୍ନି ଦେଇ ପୁଣି ଜେଲ ଗଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୧୨।୧: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେର ରବିବାର ପାଟଣାଗଡ଼ଠାରେ ମା’ଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇ ପୁଣି ଜେଲ ଯାଇଛନ୍ତି। ମା’ଙ୍କୁ ମୁଖାଗ୍ନି ଦେଇ ସେ ବଲାଙ୍ଗୀର ଜେଲଙ୍କୁ ଯାଇଥିବା ସୂଚନା ମିଳିଛି।…

ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣା: ଆଉ ୪ ଗିରଫ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ସ୍ଥାନୀୟ ୟୁନିଟ-୨ ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ଆଉ ୪ ଜଣଙ୍କୁ କମିଶନରେଟ୍‌ ପୋଲିସ ରବିବାର ଗିରଫ କରିଛି। ତେବେ ଗିରଫ ହୋଇଥିବା ୪ ଜଣ ନାବାଳକ ହୋଇଥିବା ବେଳେ ସ୍କୁଲ କଲେଜରେ ପାଠପଢ଼ୁଥିବା ସୂଚନା ମିଳିଛି। ଏହି ଘଟଣାରେ…

୩ ଫୁଟ ବରଫ ଚାଦରରେ ଢାଙ୍କି ହେଲା ବଦ୍ରିନାଥ

ଚାମୋଲି,୧୨।୧: ସାରା ଦେଶରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ସ୍ଥିତି ଅସମ୍ଭାଳ। ଏଠାରେ ତୁଷାରପାତ ଯୋଗୁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଡେରାଡୁନରେ ରବିବାର ସର୍ବୋଚ୍ଚ ତାପମାତ୍ରା ୪ ଡିଗ୍ରୀ…

ଗଙ୍ଗା ସାଗରରେ ଲକ୍ଷାଧିକ ଶ୍ରଦ୍ଧାଳୁ: ୧୫ରେ ପୂର୍ଣ୍ଣସ୍ନାନ

ଭୋଗରାଇ,୧୨।୧(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପରଗଣା ଜିଲା ସାଗରଦୀପର ଗଙ୍ଗାସାଗର ମେଳା ୧୦ ତାରିଖରୁ ଶୁଭାରମ୍ଭ ହୋଇଛି। ଏଥି ଲାଗି ଓଡ଼ିଶାରୁ ଅଦ୍ୟାବଧି ୨୦ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଓଡ଼ିଆ ତୀର୍ଥଯାତ୍ରୀମାନେ ହଳଦିଆ, କୁକୁଡାହାଟି, ଡାଇମଣ୍ଡ ହାର୍‌ବୋର, କୋଲ୍‌କାତା…

ମମତା-ରାହୁଲଙ୍କୁ ଟାର୍ଗେଟ କଲେ ଶାହା

ଭୋପାଳ,୧୨।୧: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ମଧ୍ୟପ୍ରଦେଶର ଜବଲପୁରରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ମମତା ବାନାର୍ଜୀ…

୩ ବର୍ଷ ପରେ ସେରେନା ଜିତିଲେ ଟାଇଟଲ

ଅକଲାଣ୍ଡ,୧୨।୧(ଏଏଫ୍‌ପି)- ଆମେରିକୀୟ ଅଭିଜ୍ଞ ମହିଳା ଟେନିସ ତାରକା ସେରେନା ଓ୍ବିଲିୟମ୍ସ ଦୀର୍ଘ ୩ ବର୍ଷ ପରେ କୌଣସି ଟାଇଟଲ ଜିତିବାକୁ ସକ୍ଷମ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ଡବ୍ଲ୍ୟୁଟିଏ ଅକ୍‌ଲାଣ୍ଡ କ୍ଲାସିକ୍‌ ଟୁର୍ନାମେଣ୍ଟରେ ସେ ରବିବାର ଫାଇନାଲ ମ୍ୟାଚ୍‌ରେ ନିଜ ଦେଶର ଜେସିକା…

ବ୍ରିସ୍‌ବେନ ଇଣ୍ଟରନ୍ୟାଶନାଲ ଟେନିସ: ପ୍ଲିସ୍କୋଭା ଚାମ୍ପିୟନ

ବ୍ରିସବେନ,୧୨।୧ (ଏଏଫପି)- ଚେକ ଗଣରାଜ୍ୟ ମହିଳା ଟେନିସ ତାରକା କାରୋଲିନା ପ୍ଲିସ୍କୋଭା ବ୍ରିସ୍‌ବେନ ଇଣ୍ଟରନ୍ୟାଶନାଲ ଟାଇଟଲ ହାସଲ କରିଛନ୍ତି। ସ୍ଥାନୀୟ ପାଟ ରାଫ୍ଟର ଏରିନାରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ବିଶ୍ୱର ୨ ନମ୍ବର ଖେଳାଳି ପ୍ଲିସ୍କୋଭା ୬-୪, ୪-୬, ୭-୫…

୭ ବର୍ଷ ବାଳକଙ୍କ ପେଣ୍ଟିଂର ଦାମ୍‌ ୮ ଲକ୍ଷ

ବର୍ଲିନ: ଜର୍ମାନୀର ଜଣେ ୭ ବର୍ଷର ବାଳକ କରିଥିବା ପେଣ୍ଟିଂ ୮ ଲକ୍ଷରେ ବିକ୍ରି ହୋଇଛି। ଏହାକୁ କିଣିବା ପାଇଁ ସମଗ୍ର ବିଶ୍ୱରୁ ଲୋକେ ବର୍ଲିନ୍‌ରେ ପହଞ୍ଚିଥିଲେ। ୨୦୧୨ରେ ଜନ୍ମ ନେଇଥିବା ମିଖାଇଲ୍‌ ଅକର ୪ ବର୍ଷ ବୟସରୁ ପେଣ୍ଟିଂ ଆରମ୍ଭ…

ପାକିସ୍ତାନ ବିମାନ ଦୁର୍ଘଟଣା: ୨ ପାଇଲଟ ମୃତ

ସାଦିକ୍ୱାବାଦ,୧୨।୧: ଯାନ୍ତ୍ରୀକ ତ୍ରୁଟି ଯୋଗୁ ରବିବାର ପାକିସ୍ତାନ ଫେଡେରାଲ ଡିପାର୍ଟମେଣ୍ଟର ପ୍ଲାଣ୍ଟ ପ୍ରୋଟେକଶନ୍‌ ୟୁନିଟର ୨ ପାଇଲଟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁନୟା ନ୍ୟୁଜର ସୂଚନା ଅନୁଯାୟୀ, ପାକିସ୍ତାନରେ ବ୍ୟାପୁଥିବା ପଙ୍ଗପାଳଙ୍କୁ ମାରିବା ପାଇଁ ଜିଲା ପ୍ରଶାସନ ଦ୍ୱାରା ସେମାନଙ୍କୁ…

ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଇରଙ୍ଗପୁର,୧୨।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ମଣଦା ଗ୍ରାମର ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ତାଙ୍କ ଘରୁ ପୋଲିସ ରବିବାର ଉଦ୍ଧାର କରିଛି। ମୃତକ ହେଲେ ଟିକାଚରଣ ନାୟକ। ସେ ଘରେ ଏକା ରହୁଥିବା ବେଳେ ସ୍ଥାନୀୟ ଲୋକେ…

ମଣିଷଙ୍କ ପରି ପ୍ରାଣୀ ବି ସମ୍ବେଦନଶୀଳ

ଭିଏନା,୧୨।୧: ମଣିଷ ମଧ୍ୟରେ ସମ୍ବେଦନଶୀଳ ଗୁଣ ରହିଥାଏ। ଏହା ଦ୍ୱାରା ଅନ୍ୟ ପ୍ରତି ସହାନୁଭୁତି, ଇର୍ଷା, ଭଲ ପାଇବା ଆଦି ମଣିଷ ପ୍ରଦର୍ଶନ କରିଥାଏ। ମଣିଷ ପ୍ରେମ ପରିପ୍ରକାଶ ପାଇଁ ଚୁମ୍ବନ ଦେଇଥାଏ। ସେହିପରି ଅନ୍ୟ ସମ୍ବେଦନଶୀଳ ଗୁଣର ପରିପ୍ରକାଶ ଲାଗି…

୧ ନଂ. ଶୁଟିଂ ଦେଶ ଭାବେ ୨୦୧୯ ଶେଷ କଲା ଭାରତ

ନୂଆଦିଲ୍ଲୀ,୧୨।୧(ପି.ଟି.)- ୨୦୧୯ରେ ଭାରତ ଶୁଟିଂରେ ଜବରଦସ୍ତ ପ୍ରଦର୍ଶନ କରିଛ। ଫଳରେ ବିଶ୍ୱର ୧ ନମ୍ବର ଶୁଟିଂ ଦେଶ ଭାବେ ଭାରତ ୨୦୧୯ ବର୍ଷ ଶେଷ କରିଛି। ଏହି କ୍ରମରେ ସେ ଅଲିମ୍ପିକ୍‌ ହେଭିଓ୍ବେଟ୍‌ ଚାଇନା ଓ ଆମେରିକାକୁ ମଧ୍ୟ ଭାରତ ପଛରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri