Home Left

ଭାରତ-ନେପାଳ ସୀମାରେ ଲଗାତାର ୪୫ ମିନିଟ ଧରି ଗୁଳି ଚାଳନା କଲେ ଯବାନ: ଫରଓ୍ବାର୍ଡ ପୋଷ୍ଟରେ ହଇଚଇ

କିଶନଗଞ୍ଜ,୧୨।୧: ବିହାର କିଶନଗଞ୍ଜର ଭାରତ-ନେପାଳ ସୀମାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ମୁତୟନ ଥିବା ସଶସ୍ତ୍ର ସୀମା ସୁରକ୍ଷା ବଳ ଯବାନ ଅଭୟ କୁମାର ଲଗାତର ୪୫ ମିନିଟ ଧରି ଆକାଶକୁ ଗୁଳିଚାଳନା କରିଥିଲେ। ଅପରାହ୍ନ ୩ଟାରେ ଘଟିଥିବା ଏହି…

ଗୁଡ଼ିରେ ମୋଦି-ଶାହା ଯୋଡି

ଲୁଧିଆନା,୧୨।୧: ମକର ସଂକ୍ରାନ୍ତି ଓ ଲୋରି ପାଖେଇ ଆସୁଥିବା ବେଳେ ପଞ୍ଜାବର ଲୁଧିଆନାରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ଏଠାରେ ବିକ୍ରି କରାଯାଉଥିବା ଗୁଡିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଯୋଡି ଦେଖିବାକୁ ମିଳିଛି। କିଛି ଗୁଡିରେ…

୧୩୧ ବଲ ବୋଲିଂ କରି ଇଂଲଣ୍ଡକୁ କୌଣସି ରନ୍‌ କରିବାର ସୁଯୋଗ ବି ଦେଇ ନ ଥିଲେ ବାପୁ ନାଦକର୍ଣ୍ଣୀ

ଚେନ୍ନାଇ,୧୨।୧: ଟେଷ୍ଟ୍‌ କ୍ରିକେଟରେ ଜଣେ କଞ୍ଜୁସ୍‌ ବୋଲର ଭାବେ ବାପୁ ନାଦକର୍ଣ୍ଣୀଙ୍କ ନାମରେ ରେକର୍ଡ ରହିଛି। ୫୬ ବର୍ଷ ତଳେ ଜାନୁୟାରୀ ୧୨ରେ ନାଦକର୍ଣ୍ଣୀ ଏକ ବିରଳ ରେକର୍ଡ କରିଥିଲେ। ସେ ଇଂଲଣ୍ଡ ବିପକ୍ଷରେ ୧୩୧ ବଲ ବୋଲିଂ କରି କୌଣସି…

ସିଏଏକୁ ନେଇ ମୋଦିଙ୍କୁ ଧନ୍ୟବାଦ ଦେବାକୁ ଲେଖାହେଲା ୫.୫ ଲକ୍ଷ ଚିଠି

ଅହମ୍ମଦାବାଦ,୧୨।୧: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶର ବିଭିନ୍ନ ଭାଗରେ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ଅହମ୍ମଦାବାଦରେ ଦେଖିବାକୁ ମିଳିଛି ଏକ ନିଆରା ଦୃଶ୍ୟ। ଅହମ୍ମଦାବାଦବାସୀ ସିଏଏକୁ ସମର୍ଥନ ଜଣାଇବା ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେବାକୁ ପ୍ରାୟ ୫.୫ ଲକ୍ଷ…

ଜନ୍ମଦିନରେ ଆମେଠିରେ ରହିବେ ପ୍ରିୟଙ୍କା

ଲକ୍ଷ୍ନୌ,୧୨।୧: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ଜାନୁୟାରୀ ୧୨ରେ ସେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ଜନ୍ମଦିନରେ ପ୍ରିୟଙ୍କା ଆମେଠିରେ ରହିବେ। ଏଠାରେ ସେ ଦଳୀୟ ସଦସ୍ୟଙ୍କ ଗହଣରେ ଜନ୍ମଦିନ ପାଳନ କରିବେ।…

ପାଲଘର ବିସ୍ଫୋରଣ: ମୃତକଙ୍କୁ ୫ଲକ୍ଷ ଟଙ୍କା ଦେବେ ସରକାର

ପାଲଘର,୧୨।୧: ମହାରାଷ୍ଟ୍ର ପାଲଘର ଜିଲା ତାରାପୁରରେ ଶନିବାର ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟି ୭ଜଣଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କା ଅନୁଦାନ ରାଶି ପ୍ରଦାନ କରିବେ ବୋଲି ରବିବାର ପାଲଘର ଜିଲାପାଳ କୈଳାଶ ସିଣ୍ଡେ…

ମହୋଦଧିରେ ସ୍ନାନ କରି ପ୍ରାୟଶ୍ଚିତ୍ତ କଲେ କଂସ: ମହାପ୍ରଭୁଙ୍କୁ କ୍ଷମା ମାଗିଲେ, ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ

ପୁରୀ ଅଫିସ, ୧୨ା୧: ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ଶନିବାର ପୁରୀ ଆସି ପବିତ୍ର ମହୋଦଧିରେ ସ୍ନାନ ସାରି ପ୍ରାୟଶ୍ଚିତ୍ତ କରିଛନ୍ତି। ଅଭିନୟରେ ଭଗବାନ କୃଷ୍ଣ ବଳାରାମଙ୍କ ଉଦ୍ଦେଶ୍ୟରେ ଦେଇଥିବା…

ବୋଟ୍‌ ବୁଡ଼ି ୧୨ ଶରଣାର୍ଥୀଙ୍କ ମୃତ୍ୟୁ

ଏଥେନ୍ସ,୧୨ା୧(ଏଏଫ୍‌ପି): ଆୟୋନିଅନ ସାଗରରେ ଶନିବାର ଶରଣାର୍ଥୀମାନଙ୍କର ଏକ ବୋଟ୍‌ ବୁଡ଼ିଯିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଗ୍ରୀକ୍‌ ତଟରକ୍ଷୀ ବାହିନୀ ପକ୍ଷରୁ କୁହାଯାଇଛି। ବୋଟ୍‌ରେ ପାଖାପାଖି ୫୦ ଜଣ ଥିଲେ। ସେମାନଙ୍କ ମଧ୍ୟରୁ ୨୦ ଜଣଙ୍କୁ…

ଶ୍ରୀମନ୍ଦିର ସୁରକ୍ଷା ଜୋନ: ଭଙ୍ଗାଗଲା ରମାମଣି ଲଜ୍‌

ପୁରୀ ଅଫିସ,୧୨ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜୋର୍‌ ଧରିଛି ଉଚ୍ଛେଦ ଅଭିଯାନ। ପ୍ରଶାସନ ପକ୍ଷରୁ ଶୁକ୍ରବାର ଉତ୍ତର ଏବଂ ପଶ୍ଚିମ ଦ୍ୱାର ନିକଟରେ ୬ଟି ଘରୋଇ ପ୍ଲଟ ଭଙ୍ଗାଯାଇଥିବାବେଳେ ଶନିବାର ଶ୍ରୀମନ୍ଦିର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱରେ ଉଚ୍ଛେଦ କରାଯାଇଛି। ଦକ୍ଷିଣ…

ଆଗକୁ ବଢ଼ିଲେ ଜବାବ ଦେବୁ: ପାକ୍‌

ଇସ୍‌ଲାମାବାଦ,୧୨ା୧(ପି.ଟି.): ଭାରତୀୟ ସେନା ପିଓକେ ଆଡ଼କୁ ଅଗ୍ରସର ହେଲେ କଡ଼ା ଜବାବ ଦେବା ପାଇଁ ପ୍ରସ୍ତୁତ ବୋଲି ପାକିସ୍ତାନ କହିଛି। ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌. ନରଓ୍ବଣେଙ୍କ ମନ୍ତବ୍ୟକୁ ନେଇ ପାକିସ୍ତାନ ଏହି ପ୍ରତିକ୍ରିୟା ଦେଇଛି। ସେଠାକାର ସେନାର ଇଣ୍ଟର-ସର୍ଭିସେସ୍‌…

ଆତଙ୍କବାଦୀଙ୍କ ସହ ଧରାପଡ଼ିଲେ ଡିଏସ୍‌ପି: ପାଇଥିଲେ ରାଷ୍ଟ୍ରପତି ମେଡାଲ

ଶ୍ରୀନଗର,୧୨ା୧(ପି.ଟି.): ରାଷ୍ଟ୍ରପତି ମେଡାଲ ପାଇଥିବା ଜମ୍ମୁ-କଶ୍ମୀରର ଜଣେ ପୋଲିସ ଅଫିସର ଶନିବାର ଦୁଇଜଣ ଆତଙ୍କବାଦୀଙ୍କ ସହ ଧରାପଡିଛନ୍ତି। ସମ୍ବେଦନଶୀଳ ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ପୋଷ୍ଟିଂ ହୋଇଥିବା ଡିଏସ୍‌ପି ଦାବିନ୍ଦର ସିଂ ହିଜ୍‌ବୁଲ ମୁଜାହିଦ୍ଦିନ ଆତଙ୍କବାଦୀମାନଙ୍କ ସହ ଏକ କାର୍‌ରେ ଦିଲ୍ଲୀ ଯାଉଥିବାବେଳେ…

‘ତେବେ ବିଳମ୍ବ କାହିଁକି’

ଅଜମେର,୧୨ା୧: ଭାରତୀୟ ସେନା ପ୍ରସ୍ତୁତ ହୋଇ ରହିଥିବାବେଳେ ପିଓକେକୁ ଫେରାଇ ଆଣିବାରେ ବିଳମ୍ବ କାହିଁକି ବୋଲି ଶନିବାର ଅଜମେର ଦରଘା ମୁଖ୍ୟ ଦିଓ୍ବାନ ଜୈନୁଲ ଆବେଦିନ ଅଲି ଖାନ କହିଛନ୍ତି। ପିଓକେକୁ କଶ୍ମୀର ସହିତ ମିଶ୍ରଣ କରାଇ ‘ଅଖଣ୍ଡ କଶ୍ମୀର’ର ସ୍ବପ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri