୨ ବିସ୍ଫୋରଣରେ ୧୪ ମୃତ
ବଡ଼ୋଦରା/ପାଲଘର,୧୨ା୧(ପି.ଟି.): ଗୁଜରାଟ ଓ ମହାରାଷ୍ଟ୍ରରେ ଶନିବାର ଦୁଇଟି ବିସ୍ଫୋରଣରେ ୧୪ ଜଣଙ୍କ ଜୀବନ ଯାଇଛି ଓ ଅନେକ ଆହତ ହୋଇଛନ୍ତି। ଗୁଜରାଟର ବଡ଼ୋଦରା ଜିଲାରେ ଥିବା ଏକ ଅକ୍ସିଜେନ୍ ଉତ୍ପାଦନ କାରଖାନାରେ ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ହେବା ସହ…
ଭାରତୀୟ ନୌସେନା ବିଭାଗ : ୨୯୮୩ ପ୍ରଶିକ୍ଷାର୍ଥୀ ନାବିକଙ୍କ ପାସିଂଆଉଟ୍ ପରେଡ୍
ବାଲୁଗାଁ,୧୨।୧(ଡି.ଏନ୍.ଏ.): ଭାରତୀୟ ନୌସେନା ବିଭାଗ ଚିଲିକା ଶାଖା ତାଲିମ୍ କେନ୍ଦ୍ରରେ ଶନିବାର ୨୯୮୩ ପ୍ରଶିକ୍ଷାର୍ଥୀ ନାବିକଙ୍କ ପାସିଂଆଉଟ୍ ପରେଡ୍ ଅନୁଷ୍ଠିତ ହୋଇଯାଇଛି। ଏହାସହ ସେମାନଙ୍କୁ ସ୍ନାତକ ଉପାଧି ପ୍ରଦାନ କରାଯାଇଛି। ଦୀର୍ଘ ୨୧ ସପ୍ତାହ ଧରି ନାବିକଙ୍କ ଏହି ମୂଳ ପ୍ରଶିକ୍ଷଣର…
ତଳେ ବସି ପ୍ରବେଶିକା ପରୀକ୍ଷା ଦେଲେ ଛାତ୍ରୀଛାତ୍ର
ତେଲକୋଇ, ୧୨।୧(ଡି.ଏନ.ଏ.)-ତେଲକୋଇ ଉଚ୍ଚ ବିଦ୍ୟାଳୟରେ ଶନିବାର ବ୍ଲକସ୍ତରୀୟ ୫ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପ୍ରବେଶିକା ପରୀକ୍ଷା ହୋଇଛି। ଏଥିରେ ବ୍ଲକର ୪୭୯ ଜଣ ଛାତ୍ରୀଛାତ୍ର ସାମିଲ ହୋଇଥିଲେ ୨୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅବ୍ୟବସ୍ଥାରେ ପରୀକ୍ଷା ଦେଇଛନ୍ତି। ଶ୍ରେଣୀ ଗୃହ ଅଭାବ, ଡେସ୍କ ବେଞ୍ଚର…
ଜାଳ ସଂଗ୍ରହ ବେଳେ ମିଳିଲା ଶିବଲିଙ୍ଗ
ଖଇରା, ୧୨।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସାଦିକପୁର ଗ୍ରାମର ମୋହନ ମହାନ୍ତି ଜାଳ ଉଦ୍ଦେଶ୍ୟରେ ମାଉସୀ ବାଡି ମନ୍ଦିର ନିକଟରେ ଥିବା ପୋଲ କଡରେ କିଛି ଅମରିଗଛ କାଟି ଶୁଖାଇଥିଲେ। ଇତିମଧ୍ୟରେ ମୋହନ ମହାନ୍ତିଙ୍କ ପରଲୋକ ହେବାର…
ମାତ୍ରାଧିକ ଆଳୁ ଖାଇଲେ ହୋଇଥାଏ…
ଆଳୁ ଖାଇବାକୁ ଅଧିକାଂଶ ଲୋକ ଭଲ ପାଇଥା’ନ୍ତି। ମାତ୍ର ଅଧିକ ଆଳୁ ଖାଇବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣାରୁ ଜାଣିବାକୁ ପାଇଛନ୍ତି । ଜାଣନ୍ତୁ ଏ ସମ୍ପର୍କରେ… ଓଜନ ବୃଦ୍ଧି : ଅଧିକ ଆଳୁ ଖାଇବା…
ଓଏଏସ୍ ପରୀକ୍ଷାରେ ୧୫୨ ର଼୍ୟାଙ୍କ୍:ଗୀତୁ ବଢ଼ାଇଲେ ଗୌରବ
ଢେଙ୍କାନାଳ ଅଫିସ, ୧୨।୧ ନିକଟରେ ପ୍ରକାଶିତ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ପରୀକ୍ଷାରେ ୧୫୨ ର଼୍ୟାଙ୍କ୍ ରଖି ଢେଙ୍କାନାଳ ଜିଲାର ଗୌରବ ବଢ଼ାଇଛନ୍ତି ସ୍ଥାନୀୟ କାରିଗର ସାହି ଅଞ୍ଚଳର ଗୀତୁ ବେହେରା। ପ୍ରଥମ ଥର ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବାରୁ ବେଶ୍ ଆତ୍ମସନ୍ତୁଷ୍ଟି…
ବନ୍ତଳା ଜଙ୍ଗଲରେ ସନ୍ଦିଗ୍ଧଙ୍କ କ୍ୟାମ୍ପ
ବନ୍ତଳା,୧୨ା୧(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ଫରେଷ୍ଟ ରେଞ୍ଜ ଅଧୀନରେ ଥିବା ବାରଗୌଣିଆ ପଞ୍ଚାୟତ ମାଗୁରାଖାଲ ଗ୍ରାମ ଜଙ୍ଗଲ ଭିତରେ ହୋଇଥିବା ସନ୍ଦିଗ୍ଧଙ୍କ କ୍ୟାମ୍ପକୁ ନେଇ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଗତ ୩ରୁ ୪ ଦିନ ହେଲା ୧୦ରୁ ଅଧିକ କ୍ୟାମ୍ପ…
ଅସ୍ଥାୟୀ କର୍ମଚାରୀଙ୍କୁ ପିଏଚ୍ଡି ଦେଉଛି ଦୈନିକ ୭୪ ଟଙ୍କା ମଜୁରି : ଚାକିରି ୧୭ ବର୍ଷ, ଦରମା ୨ ହଜାର
ତାଳଚେର,୧୨ା୧(ମନୋଜ ନନ୍ଦ) ସରକାର ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରି ୨୯୮ ଟଙ୍କା ଧାର୍ଯ୍ୟ କରିଛନ୍ତି। ହେଲେ ତାଳଚେର ଜନସ୍ବାସ୍ଥ୍ୟ ବିଭାଗ (ପିଏଚ୍ଡି) ନିଜ ଅସ୍ଥାୟୀ କର୍ମଚାରୀଙ୍କୁ ଦୈନିକ ମାତ୍ର ୭୪ ଟଙ୍କା ମଜୁରି ଦେଉଛି। ଆଶ୍ଚର୍ଯ୍ୟର କଥା, କାର୍ଯ୍ୟରତ ୧୬ ଅସ୍ଥାୟୀ…
୪ କିମି ଚାଲି ଦୁର୍ଗମ ଅଞ୍ଚଳରେ ପହଞ୍ଚିଲେ ବିଡିଓ
ତେନ୍ତୁଳିଖୁଣ୍ଟି,୧୨।୧(ଡି.ଏନ.ଏ)- ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରିଗୁଡା ପଞ୍ଚାୟତର ଦୁର୍ଗମ ଅଞ୍ଚଳ କାଦମାଳି ଗ୍ରାମକୁ ଯିବା ପାଇଁ ରାସ୍ତା ନାହିଁ। କେବଳ ପଡିଛି ପାଦଚଲା ରାସ୍ତା। ତଥାପି ଲୋକଙ୍କ ସମସ୍ୟା ବୁଝିବା ପାଇଁ ଶନିବାର ଦୀର୍ଘ ୪ କି.ମି ଚାଲି ଚାଲି…
ପୁଣି ତେଜିଲା ଆଦିବାସୀ ମାନ୍ୟତା ଦାବି : ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲା ଦୋରା ସମ୍ପ୍ରଦାୟ
ପଟ୍ଟାଙ୍ଗି,୧୨ା୧(ଡି.ଏନ୍.ଏ.) କୋରାପୁଟ ଜିଲାର ଅନେକ ସମ୍ପ୍ରଦାୟ ଦୀର୍ଘଦିନରୁ ଆଦିବାସୀ ମାନ୍ୟତା ଦାବି କରିଆସୁଛନ୍ତି। ସେମାନଙ୍କ ମଧ୍ୟରୁ ଅନ୍ୟତମ ଦୋରା ସମ୍ପ୍ରଦାୟ। ରାଜ୍ୟ ସରକାର ସେମାନଙ୍କୁ ଏହି ମାନ୍ୟତା ଦେବାରେ ଆଖିଦୃଶିଆ ପଦକ୍ଷେପ ନେଉ ନ ଥିବାରୁ ପୁଣିଥରେ ସେହି ଦାବି…
ନ୍ୟୁଜିଲାଣ୍ଡ ଗସ୍ତ ଲାଗି ଭାରତୀୟ ଦଳ ଘୋଷଣା : ପାଣ୍ଡ୍ୟା ଫେରିବା ସମ୍ଭାବନା
ମୁମ୍ବାଇ,୧୨।୧(ପି.ଟି.)- ଆଗାମୀ ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ରବିବାର ଭାରତୀୟ ଦଳ ଘୋଷଣା ହେବ। ୬ ସପ୍ତାହ ଧରି ଚାଲୁରହିବାକୁ ଥିବା ଏହି ଗସ୍ତରେ ଭାରତ ଓ ନ୍ୟୁଜିଲାଣ୍ଡ ୫ ଟି୨୦, ୩ଟି ଦିନିକିଆ ଓ ଦୁଇଟି ଟେଷ୍ଟ ମ୍ୟାଚ୍ରେ ପରସ୍ପରକୁ ଭେଟିବେ।…
ଦ୍ୱିତୀୟ ବିବାହ କରିଛନ୍ତି ଏହିସବୁ ଭାରତୀୟ ଖେଳାଳି
କୁହାଯାଏ, ପ୍ରେମ ମାନେନା ବନ୍ଧବାଡ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା କହିବା ମୁସ୍କିଲ। କ୍ରିକେଟରଙ୍କ କ୍ଷେତ୍ରରେ ମଧ୍ୟ ସେମିତି ଘଟିଛି। କିଛି ଖେଳାଳି ବିବାହ ପରେ ମଧ୍ୟ ପ୍ରେମରେ ପଡିଛନ୍ତି। ପ୍ରଥମ ସ୍ତ୍ରୀଙ୍କୁ ଛାଡପତ୍ର ଦେଇ ନିଜ ପ୍ରେମିକାଙ୍କୁ ବିବାହ…
Archives


