Home Left

ଚୋରି ହୁଏ ରୋହିତ, କୋହଲିଙ୍କ ବ୍ୟାଟ୍‌

ନୂଆଦିଲ୍ଲୀ,୧୧।୧- ସମସ୍ତ କ୍ରିକେଟ ପାଗଳ ଦେଶରେ ଭାରତୀୟ କ୍ରିକେଟ ଦଳର ପ୍ରଶଂସକ ସଂଖ୍ୟା ଖୁବ ଅଧିକ। ଦଳର ଖେଳାଳିଙ୍କ ନିକଟକୁ ଯିବା ପ୍ରଶଂସକଙ୍କ ପାଇଁ ଅତ୍ୟନ୍ତ କଷ୍ଟକର। କିନ୍ତୁ ଶୁଣିଲେ ଆଶ୍ଚର୍ଯ୍ୟ ହେବେ, ଦଳର ଦୁଇ ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି…

ଫାରୁକ୍‌-ଓମାରଙ୍କ ନଜରବନ୍ଦୀ ହଟାଇବା ପାଇଁ ହୋଇପାରେ ଡିଲ୍‌: ସକ୍ରିୟ ରାଜନୀତିରୁ ରହିବେ ଦୂରେଇ !

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀର ରାଜନୀତିରେ ପୁଣିଥରେ ଉଷ୍ଣତା ବୃଦ୍ଧି ପାଇଛି। କେନ୍ଦ୍ର ସରକାର ଇତିମଧ୍ୟରେ ୨୬ ଜଣ ରାଜନୈତିକ ବନ୍ଦୀଙ୍କ ଉପରୁ ପିଏସ୍‌ଏ ହଟାଇ ନେଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧ ଜଣ ଉତ୍ତର କଶ୍ମୀରର ଥିବାବେଳେ ୧୪ ଜଣ ଦକ୍ଷିଣ କଶ୍ମୀରର ବାସିନ୍ଦା।…

ତ୍ରିରଙ୍ଗା ରାଲିରେ ଟ୍ରାଫିକ୍‌ କଣ୍ଟ୍ରୋଲ କଲେ ଓଓ୍ବାଇସି

ହାଇଦ୍ରାବାଦ,୧୧।୧: କିଛି ଦିନରୁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ଦେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହାକୁ ବିରୋଧ କରି ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ରାଜନେତା ପର୍ଯ୍ୟନ୍ତ ସମସ୍ତେ ରାଜରାସ୍ତାକୁ ଓହ୍ଲାଉଥିବା ନଜର ଆସିଛି। ଇତିମଧ୍ୟରେ ଶୁକ୍ରବାର ଏଆଇଏମ୍‌ଆଇଏମ୍‌ର…

ମଙ୍ଗଳ ଗ୍ରହରୁ ଶୁଖିବାରେ ଲାଗିଛି ଜଳୀୟ ଅଂଶ

ଓ୍ବାଶିଂଟନ, ୧୧।୧: ମଙ୍ଗଳରେ ଜୀବନ ଥିବା ନେଇ ମହାକାଶ ବିଜ୍ଞାନୀମାନେ ଦାବି କରିଥିବାବେଳେ ଏବେ ଜଣାପଡ଼ିଛି ଯେ ଧୀରେଧୀରେ ଏଠାରେ ଥିବା ଜଳୀୟ ଅଂଶ ଶୁଖିବାରେ ଲାଗିଛି। ଏକ୍ସୋ ମାର୍ସ ମିଶନରୁ ଏହା ଜଣାପଡ଼ିଛି। ଫ୍ରେଞ୍ଚ୍‌ ନ୍ୟାସନାଲ ସେଣ୍ଟର ଫର୍‌ ସାଇଣ୍ଟିଫିକ୍‌…

ଜାଣନ୍ତୁ ବିଶ୍ୱର ସବୁଠୁ ସୁନ୍ଦର, ବିଳାସମୟ ଏୟାରପୋର୍ଟ ସମ୍ପର୍କରେ…

ସାଧାରଣତଃ ରେଲ୍‌ଓ୍ବେ ଷ୍ଟେଶନ ହେଉ କି ଏୟାରପୋର୍ଟରେ ଅପେକ୍ଷା କରିବା ଭାରି କଷ୍ଟଦାୟକ। କିନ୍ତୁ ବିଶ୍ୱରେ ଏମିତି କିଛି ଏୟାରପୋର୍ଟ ଅଛି, ଯେଉଁଠାରେ ଅପେକ୍ଷା କରିବାକୁ ଯାତ୍ରୀମାନଙ୍କୁ ବିରକ୍ତ ଲାଗିବନି। ଜାଣନ୍ତୁ ଏପରି ଏୟାରପୋର୍ଟ ସମ୍ପର୍କରେ… ଇଞ୍ଚିୟାନ୍‌ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ: ଦକ୍ଷିଣ…

ମାର୍କେଟ୍‌ ବିଲ୍ଡିଂ ଆତଙ୍କ ଘଟଣାରେ ୧୮ ଗିରଫ, କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ: ସିପି

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସ୍ଥାନୀୟ ୟୁନିଟ-୨ ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ୩୦ରୁ ଊର୍ଦ୍ଧ୍ୱ ସାମିଲ ଥିବା ବେଳେ ୨୧ଜଣ ଚିହ୍ନଟ ହୋଇଛନ୍ତି। ପୋଲିସ ସେମାନଙ୍କ ମଧ୍ୟରୁ ୧୮ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୧୨ ନାବାଳକ ଓ ୬ଜଣ ସାବାଳକ।…

ପ୍ରାୟଶ୍ଚିତ୍ତ ପାଇଁ ପୁରୀରେ ବରଗଡ଼ କଂସ

ପୁରୀ ଅଫିସ,୧୧।୧: ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ପ୍ରାୟଶ୍ଚିତ୍ତ ପାଇଁ ଶନିବାର ପୁରୀରେ ଆସି ପହଞ୍ଚିଛନ୍ତି। ଭଗବାନ୍‌ କୃଷ୍ଣ ଏବଂ ବଳରାମଙ୍କ ଉଦ୍ଦେଶ୍ୟରେ ଦେଇଥିବା ନିନ୍ଦାସୂଚକ ଶବ୍ଦ…

ତୁଷାରପାତ ଯୋଗୁ ହିମାଚଳ ପ୍ରଦେଶର ୪ ରାଜପଥ ସମେତ ୬୫୦ ରାସ୍ତା ବନ୍ଦ

ଶିମଲା,୧୧।୧:ହିମାଚଳ ପ୍ରଦେଶରେ ଗତ କିଛିଦିନ ହେବ ତୁଷାରପାତ ହେବା ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ହିମାଚଳ ପ୍ରଦେଶ ଷ୍ଟେଟ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏସ୍‌ଡିଏମ୍‌ଏ)ର ସୂଚନା ଅନୁଯାୟୀ, ଏହି ତୁଷାରପାତ ଫଳରେ ୪ ଜାତୀୟ ରାଜପଥ ସମେତ ପ୍ରାୟ ୬୬୫ ରାସ୍ତା…

ଉର୍ବଶୀଙ୍କୁ ହ୍ବାଟସଆପ୍‌ରେ ବ୍ଲକ କଲେ ପନ୍ତ

ନୂଆଦିଲ୍ଲୀ,୧୧।୧- ଭାରତୀୟ କ୍ରିକେଟ ଦଳର ସଦସ୍ୟ ରିଷଭ ପନ୍ତ ଚଳିତବର୍ଷ ନିଜ ଗର୍ଲଫ୍ରେଣ୍ଡର ଫଟୋ ସୋସିଆଲ ମିଡିଆରେ ଛାଡ଼ିଥିଲେ। ଏହା ତାଙ୍କ ରିଲେଶନଶିପକୁ ନେଇ ଚାଲିଥିବା ସମସ୍ତ ଚର୍ଚ୍ଚାରେ ବ୍ରେକ ଲଗାଇଛି। ପୂର୍ବରୁ ପନ୍ତଙ୍କ ସହ ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲାଙ୍କ…

ଶୁଟିଂ ସେଟ୍‌ରେ ଆହତ ହେଲେ ସାହିଦ

ମୁମ୍ବାଇ: ବକ୍ସ ଅଫିସ୍‌ରେ ଫିଲ୍ମ ‘କବିର ସିଂହ’ ଧମାଲ୍‌ କରିବା ପରେ ବଲିଉଡ୍‌ ଅଭିନେତା ସାହିଦ କପୁର ଏବେ ତାଙ୍କର ଅପ୍‌ କମିଂ ଫିଲ୍ମ ‘ଜର୍ସି’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମର ଶୁଟିଂ ଏବେ ଚଣ୍ଡିଗଡ଼ରେ ଚାଲୁଥିବା ବେଳେ ଏକ…

ସରକାର ଚାହିଁଲେ ପିଓକେ ଭାରତରେ ମିଶିଯିବ: ସେନା ମୁଖ୍ୟ

ନୂଆଦିଲ୍ଲୀ,୧୧।୧: ସେନା ମୁଖ୍ୟ ମନୋଜ ମୁକୁନ୍ଦ ନରଓ୍ବଣେ ଶନିବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ସରକାର ଯଦି ନିର୍ଦ୍ଦେଶ ଦିଅନ୍ତି ତେବେ ପାକ୍‌ ଅଧିକୃତ କଶ୍ମୀର(ପିଓକେ)କୁ ସେ ଭାରତରେ ମିଶାଇ ଦେବେ। ସେ ଆହୁରି ମଧ୍ୟ କହିଛନ୍ତି ଚିଫ୍‌ ଅଫ୍‌ ଡିଫେନ୍ସ…

୧୬ ନଂ. ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର

ଚଣ୍ଡିଖୋଲ,୧୧।୧(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଡ଼େଇଛକ ନିକଟରେ ଶନିବାର ସକାଳେ ଏକ ଗ୍ୟାସ୍‌ ଟ୍ୟାଙ୍କର ଗାଡି ଓଲଟି ପଡିଛି। ଏଚ୍‌ପି ଗ୍ୟାସ୍‌ ନେଇ ଟ୍ୟାଙ୍କରଟି କଟକରୁ କୋଲ୍‌କାତା ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri