ଗର୍ଭିଣୀ ମଇଁଷିର ଜୀବନ ଭିକ୍ଷା
ବେଜିଂ: ଲୁହରେ ଲତପତ ଆଖି। ମୁହଁରେ ସ୍ପଷ୍ଟ ଭାବେ ବାରି ହୋଇପଡୁଛି ବଞ୍ଚତ୍ବାର ଅଭିଳାଷ। ସେଇଥିପାଇଁ ଗୋଡ଼ ଭାଙ୍ଗି ଜୀବନ ଫେରାଇ ଦେବାକୁ କଂସେଇଖାନାର କର୍ମଚାରୀଙ୍କୁ ନେହୁରା ହେଉଛି ଗର୍ଭିଣୀ ମଇଁଷିଟିଏ। ଦକ୍ଷିଣ ଚାଇନାରୁ ଏପରି ଏକ ହୃଦୟ ବିଦାରକ ଭିଡିଓ…
ଗଛକୁ ପିଟିଲା କାର୍, ପରିବାରର ୩ଜଣଙ୍କ ସହ ଚାଳକ ମୃତ
ନୟାଗଡ଼ ଅଫିସ,୧୧।୧: ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ାଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କାର୍ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଗୋଟିଏ ପରିବାରର ୩ ଜଣ ରହିଥିବାବେଳେ ଅନ୍ୟ ଜଣେ ହେଲେ ଚାଳକ। ମୃତକମାନେ ହେଲେ…
ଆମେରିକା ଆକ୍ରମଣ ହୋଇଥିଲା ବିଫଳ: ଜୀବିତ ଅଛନ୍ତି ଇରାନ୍ କମାଣ୍ଡର ଅବଦୁଲ୍ ରଜାକ୍
ଓ୍ବାଶିଂଟନ,୧୧।୧: ଇରାନ୍ର ଜେନେରାଲ କାସିମ୍ ସୋଲେମାନୀଙ୍କୁ ଆମେରିକା ଟାର୍ଗେଟ କରିଥିଲା। ଏଥିରେ ସୋଲେମାନୀ ନିହତ ହୋଇଥିଲେ। ତେବେ ଏହି ସମୟରେ ଆମେରିକା ସୈନ୍ୟଙ୍କ ପକ୍ଷରୁ ଇରାନ୍ର ଅନ୍ୟଜଣେ କମାଣ୍ଡର ଅବଦୁଲ୍ ରଜାକ୍ ଶହଲୋଇଙ୍କୁ ଟାର୍ଗେଟ୍ କରାଯାଇଥିଲା। ତେବେ ଏହି ଆକ୍ରମଣ ଅସଫଳ…
ଦୀପିକାଙ୍କୁ ସମ୍ମାନୀତ କରିବେ କମଳ ନାଥ ସରକାର
ଭୋପାଳ,୧୧।୧: ମଧ୍ୟପ୍ରଦେଶ ସରକାର ବଲିଉଡ୍ ମୁଭି ‘ଛପାକ’କୁ ଟ୍ୟାକ୍ସ ଫ୍ରି କରିବା ପରେ ଏବେ ଏହାର ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ସମ୍ମାନୀତ କରିବେ ବୋଲି କହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଇନ୍ଦୋରରେ ଆୟୋଜିତ ହେବାକୁ ଥିବା , ଅନ୍ତରାଷ୍ଟ୍ରୀୟ ଭାରତୀୟ ଫିଲ୍ମ…
ମାଞ୍ଜାସୂତାରେ ଗୁଡ଼ି ଉଡ଼ାଇବା ନିଷେଧ
କଟକ ଅଫିସ, ୧୧ା୧: କଟକରେ ମାଞ୍ଜାଦିଆ ସୂତା ଗୁଡ଼ିଉଡ଼ା ନିଷେଧ। ଗୁଡ଼ିଉଡାକୁ ପ୍ରଶାସନ ପକ୍ଷରୁ ବନ୍ଦ କରା ନ ଯାଇ ଗୁଡ଼ି ଉଡ଼ା ସମୟରେ କେତେକ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଗୁଡିଉଡା ପାଇଁ ପ୍ରଶାସନ ପକ୍ଷରୁ ୧୦ଟି ସ୍ଥାନ…
ଶ୍ରୀମନ୍ଦିର ହେରିଟେଜ କରିଡ଼ର: ଦିଅଁଙ୍କ ବାହାର ବିଜେ ପାଇଁ ସ୍ବତନ୍ତ୍ର ପରିକ୍ରମା ମାର୍ଗ
ପୁରୀ ଅଫିସ,୧୧ା୧: ଶ୍ରୀମନ୍ଦିର ପରମ୍ପରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ପୂର୍ବରୁ ଯେଉଁପରି ଭାବେ ସିଂହଦ୍ୱାର ସମ୍ମୁଖରେ ତିନିରଥ ରହୁଥିଲେ ଏବଂ ମହାପ୍ରଭୁ ରଥାରୂଢ଼ ହେବା ପରେ ରଥ ଟଣାଯାଉଥିଲା ତାହା ହିଁ ହେବ। ସିଂହଦ୍ୱାର ସମ୍ମୁଖରୁ ତିନିରଥ ଗୁଣ୍ଡିଚା ମନ୍ଦିର…
‘ହ୍ୟୁମାନ୍ ଏରର୍’ ପାଇଁ ଦୁର୍ଘଟଣାର ଶିକାର ହେଲା ୟୁକ୍ରେନ ବିମାନ: ଇରାନ
ଦୁବାଇ,୧୧।୧: ଗତ ବୁଧବାର ଇରାନର ତେହରାନ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ୟୁକ୍ରେନ ବିମାନକୁ ନେଇ ଏବେ ଇରାନ କହିଛି, ‘ହ୍ୟୁମାନ୍ ଏରର୍’ ପାଇଁ ଏହା ଦୁର୍ଘଟଣାର ଶିକାର ହୋଇଥିଲା। ଶନିବାର ଇରାନ ବୈଦେଶିକମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଭୁଲ୍…
କଂସ ବଧ ସହ ସରିଲା ବରଗଡ଼ ଧନୁଯାତ୍ରା
ମଥୁରାନଗରୀ,୧୧ା୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଉଦ୍ଯାପିତ ହୋଇଛି। ଉଦଯାପନୀ ଦିବସରେ କଂସବଧ ଦୃଶ୍ୟାଭିନୟ ମୁଖ୍ୟ ଆକର୍ଷଣ ଥିଲା। ଅନୁକୁଳ ପାଗ ଓ କଳାକାରଙ୍କ ନିଖୁଣ ଅଭିନୟ ଯୋଗୁ ମଥୁରାନଗରୀ ଲୋକାରଣ୍ୟ ହୋଇ ପଡ଼ିଥିଲା। ମଥୁରା ପରିଭ୍ରମଣ ସାରି କଂସ ମହାରାଜା…
ଜିଲାସ୍ତରୀୟ ପ୍ରଦର୍ଶନୀରେ ୬୭ ପ୍ରକଳ୍ପ
ଖୋର୍ଦ୍ଧା ଅଫିସ,୧୧ା୧: ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଇନ୍ସ୍ପାୟାରମାନଙ୍କ ଦ୍ୱାରା ଜିଲାସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା-୨୦୨୦ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୭ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବାବେଳେ କମ୍ ଦାମରେ ପାନୀୟ ଜଳ ମେଶିନ୍ ପ୍ରକଳ୍ପରେ ସ୍ଥାନ ପାଇଥିଲା। ଏହି ମେଶିନ୍ର…
ପୁନରୁଦ୍ଧାର ହେଉନି, କୂଅରେ ଆବର୍ଜନା ଭର୍ତ୍ତି
ଜଟଣୀ,୧୧ା୧(ଡି.ଏନ.ଏ): ଜଟଣୀ ମ୍ୟୁନିସିପାଲିଟି ଅନ୍ତର୍ଗତ ୪ନଂ. ଓ୍ବାର୍ଡ ବିବେକାନନ୍ଦ ସାହିରେ ଥିବା କୂଅ ଏବେ ଆବର୍ଜନାରେ ଭର୍ତ୍ତି ରହିଛି। କୂଅକୁ ପୁନରୁଦ୍ଧାର କରାଯାଉନାହିଁ। ଫଳରେ ପ୍ରାୟ ୪୦ବର୍ଷ ପୁରୁଣା ଏହି କୂଅ ଅଞ୍ଚଳବାସୀଙ୍କ ବ୍ୟବହାରରେ ଲାଗି ପାରୁନାହିଁ। ଏହି କୂଅ ଉପରେ…
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଲୋକସେବା ଭବନ ଉଦ୍ୟାନ
ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଲୋକସେବା ଭବନ ଉଦ୍ୟାନ ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲା ହେବ। ଶୀତଦିନିଆ ଫୁଲର ସମ୍ଭାରରେ ଲୋକସେବା ଭବନ ଉଦ୍ୟାନ ଅତ୍ୟନ୍ତ ମନୋରମ ରୂପ ଧାରଣ କରିଛି। ତେଣୁ ଉଦ୍ୟାନର ଶୋଭାକୁ ଯେଭଳି ସାଧାରଣ ଲୋକେ ଉପଭୋଗ କରିପାରିବେ ସେଥିପାଇଁ…
ମିଷ୍ଟର ଡିପେଣ୍ଡବୁଲ୍ ୪୭ ବର୍ଷରେ କଲେ ପଦାର୍ପଣ: ପିଲାଦିନ ସାଥୀ ବିଜେତାଙ୍କୁ କରିଥିଲେ ଜୀବନସାଥୀ
ନୂଆଦିଲ୍ଲୀ,୧୧।୧: ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡ୍ ଶନିବାର ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୩ଜାନୁୟାରୀ ୧୧ରେ ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ। ୧୨ ବର୍ଷ ବୟସରୁ ସେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ୧୯୯୬ରେ ଶ୍ରୀଲଙ୍କା ବିପକ୍ଷରେ ସେ ସିଙ୍ଗର କପ୍ରେ…
Archives


